ଫୁରସତ

ବିଶ୍ୱର ସବୁଠାରୁ ଛୋଟ ଘୋଡ଼ା: ଯାହାର ଲମ୍ବ ଗଧଠାରୁ କମ୍‌

ସାଧାରଣତଃ ଘୋଡ଼ାର ୪ କିମ୍ବା ୫ ଫୁଟ୍‌ ଉଚ୍ଚତା ହୋଇଥାଏ, ଏହା ଆପଣ ନିଶ୍ଚେ ଦେଖିଥିବେ। ମାତ୍ର ପୋଲାଣ୍ଡରେ ଏପରି ଏକ ଘୋଡ଼ା ଅଛି ଯାହା ବିଶ୍ୱର ସବୁଠୁ ଛୋଟ ଘୋଡ଼ା ଭାବେ ଜଣାଶୁଣା । ବୋମ୍ବେଲ ନାମକ ଏହି ଘୋଡ଼ାଟି…

ସବୁଠୁ ମହଙ୍ଗା ବିୟର

ନିକଟରେ କିଛି ହୋଟେଲ ପକ୍ଷରୁ ଗ୍ରାହକଙ୍କୁ ଚକିତ କରିଦେବା ଭଳି ଦିଆଯାଉଥିବା ବିଲ୍‌ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଯାହାକୁ ସୋସିଆଲ ମିଡିଆର ଟ୍ରୋଲର ଶିକାର ହେବାକୁ ମଧ୍ୟ ପଡ଼ିଛି। କିଛି ଦିନ ତଳେ ବଲିଉଡ୍‌ ଅଭିନେତା ରାହୁଲ ବୋଷ ଏକ…

ବହିବସ୍ତାନୀ ସହ ପିଲାଙ୍କ ହାତରେ ଧନୁତୀର: ଜାଣନ୍ତୁ କାହିଁକି

ଝାଡ଼ଖଣ୍ଡର ନକ୍ସଲ୍‌ ପ୍ରଭାବିତ ଅଞ୍ଚଳ ଚାକୁଲିଆର ପୋଛପାନୀ ଗାଁରେ ଏବେ ଏହି ଅଦ୍ଭୁତ ଘଟଣା ଦେଖିବାକୁ ମିଳୁଛି। ନକ୍ସଲ୍‌ ଦାଉରୁ ରକ୍ଷା ପାଇବାକୁ ଏଠାକାର ସ୍କୁଲ୍‌ ପିଲାମାନେ ହାତରେ ତୀର କମାଣ ଧରି ପାଠ ପଢ଼ିବାକୁ ଯାଉଛନ୍ତି। ପ୍ରକୃତରେ ପିଲାଙ୍କ ଘରଠୁ…

ବିବାହରେ ବରଙ୍କୁ ମଦ୍ୟପାନ କରାନ୍ତି ଶାଶୁ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଆଦି ରାଜ୍ୟରେ ବସବାସ କରୁଥିବା ବଇଗା ଜନଜାତିଙ୍କ ବିବାହରେ ଏକ ନିଆରା ପ୍ରଥା ରହିଛି। କନ୍ୟା ଘରେ ବର ପହଞ୍ଚିଲେ ଶାଶୁ ତାଙ୍କୁ ମଦ୍ୟପାନ କରାଇ…

ହ୍ରଦ ଉପରେ ରହିଛି ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଗାଁ

ପଶ୍ଚିମ ଆଫ୍ରିକାର ବୋନିନ୍‌ କ୍ଷେତ୍ରରେ ଏଭଳି ଏକ ଗାଁ ରହିଛି, ଯାହା ସମ୍ପୂର୍ଣ୍ଣ ଭାବେ ହ୍ରଦ ଉପରେ ବସିଛି। ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଏହି ଗାନ୍‌ଭି ନାମକ ଗାଁ ନୌକା ଉପରେ ଭାସମାନ ଅବସ୍ଥାରେ ରହିଛି। ଅଧିକାଂଶ ଲୋକଙ୍କ ଘର…

ଏଠି ଠାକୁରଙ୍କୁ ନଗଦ ଅର୍ଥ ଦାନ କରିପାରିବେନି ଭକ୍ତ

ଭାରତରେ ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ନୋଟବନ୍ଦୀ ଘୋଷଣା କରିବା ପରେ ପ୍ରାୟ ସମସ୍ତେ କ୍ୟାଶ୍‌ ଲେସ୍‌ ଟ୍ରାଞ୍ଜାକଶନ୍‌କୁ ଗୁରୁତ୍ୱ ଦେଇଆସୁଛନ୍ତି। ଏମିତିକି ଏଥିରୁ ବାଦ୍‌ ପଡି ନାହାନ୍ତି ଦେବାଦେବୀ। ଭାରତରେ ଏମିତି ଏକ ମନ୍ଦିର ଅଛି ଯେଉଁଠି ଭକ୍ତ ଭଗବାନଙ୍କୁ ନଗଦ…

ମୃତ ବ୍ୟକ୍ତିଙ୍କ ନାମରେ ମାମଲା, କୋର୍ଟରୁ ଆସିଲା ନୋଟିସ୍‌

ପାଟନା: ମୃତକ ହିତାଧିକାରୀ ହୋଇ ରାଶନ, ଘର ତଥା ଭତ୍ତା ପାଇବା କଥା ଶୁଣିଛନ୍ତି। ମାତ୍ର ମୃତକଙ୍କ ନାମରେ କେସ୍‌ ହେବା କଥା କେବେ ଶୁଣିଛନ୍ତି କି? ବିହାରରେ ଘଟିଛି ଏମିତି ଏକ ଘଟଣା। ମୃତ ବ୍ୟକ୍ତିଙ୍କ ନାମରେ କେସ୍‌ କରି…

ବହି କିଣିବାକୁ ଚାପ ପ୍ରୟୋଗ କଲେ ସ୍କୁଲ ଦେବ ଜରିମାନା

ପାଟନା: ପାଟନା ଡିଭିଜନର ବେସରକାରୀ ସ୍କୁଲ୍‌ ଆଗାମୀ ସେଶନ୍‌ରେ ୭ ପ୍ରତିଶତରୁ ଅଧିକ ଦେୟ ବୃଦ୍ଧି କରିପାରିବେ ନାହିଁ ବୋଲି ଡିଭିଜନ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଧାର୍ଯ୍ୟଠାରୁ ବେଶି ବୃଦ୍ଧି କରିବାକୁ ହେଲେ ତା’ର କାରଣ ଜଣାଇବାକୁ ପଡିବ ଓ ଡିଭିଜନର…

ମନ୍ଦିରରେ ଲାଗି ହୁଏ କେବଳ ପିଆଜ ଭୋଗ…

ଭାରତର ବିଭିନ୍ନ ଅଞ୍ଚଳରେ ରହିଛି ଭିନ୍ନ ଭିନ୍ନ ପରମ୍ପରା। ରାଜସ୍ଥାନ ଚୁରୁ ଜିଲା ସାଦୁଲପୁର ସ୍ଥିତ ଦଦରଓ୍ବୋ ଧାମରେ ଠାକୁରଙ୍କ ପାଖରେ ଭୋଗ ଭାବେ କେବଳ ପିଆଜ ଲାଗି ହୋଇଥାଏ। ମନ୍ଦିରରେ ଏହି ପରମ୍ପରା ଅତି ପ୍ରାଚୀନ କାଳରୁ ଚଳି ଆସିଛି।…

ଭାରତରେ ମହିଳାଙ୍କ ଆତ୍ମହତ୍ୟା ଅଧିକ

ବିଶ୍ୱ ଆମତ୍ହତ୍ୟା ନିରୋଧୀ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୦ରେ ସାରା ବିଶ୍ୱରେ ୨୦୦୩ରୁ ପାଳନ କରାଯାଉଛି। ଆନ୍ତର୍ଜାତିକ ଆମତ୍ହତ୍ୟା ନିରୋଧୀ ସଂଗଠନ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ସଂଘର ମିଳିତ ସହଯୋଗରେ ଏହି ଦିବସ ପାଳନ କରାଯାଉଛି।…

ପ୍ରେମୀଯୁଗଳଙ୍କ ମଧ୍ୟରେ ସମ୍ପର୍କ ଅତୁଟ ରଖେ ଏହି ଓ୍ବାଟର ଫଲ୍‌…

ଭାରତରେ ରହିଛି ଅନେକ ଅଲୌକିକ ଗାଥା ବହନ କରୁଥିବା ଦର୍ଶନୀୟ ସ୍ଥାନ। ସେଥିମଧ୍ୟରୁ ମଧ୍ୟପ୍ରଦେଶର ଶିବପୁରାରେ ରହିଛି ଭଦୈୟା କୁଣ୍ଡ ଓ୍ବାଟର ଫଲ୍‌। ବିଶ୍ୱାସ ରହିଛି ଏଠାରେ ସ୍ନାନ କରୁଥିବା ଦମ୍ପତ୍ତି ତଥା ପ୍ରେମୀଯୁଗଳଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଅତୁଟ ରହିଥାଏ…

୨୨ଶହ ମସିହା ବେଳକୁ ମୃତ୍ୟୁକୁ ଜୟ କରିବ ମଣିଷ …

ମଣିଷ ବି ମୃତ୍ୟୁ ଉପରେ ବିଜୟ ଲାଭ କରିବାକୁ ସକ୍ଷମ ହୋଇପାରିବ। ଆଉ ୨୨ ଶହ ମସିହା ବେଳକୁ ମଣିଷ ହୋଇଯିବ ଭଗବାନ। ଯେପରି ସୃଷ୍ଟିକର୍ତ୍ତା ପୃଥିବୀର ସଂରଚନା କରିଛନ୍ତି ଠିକ୍‌ ସେହିଭଳି କାମ ମଣିଷ କରିବାକୁ ସକ୍ଷମ ହେବ। ମଣିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?