ବ୍ରିଟେନ୍ରେ ବଢୁଛି ଏସିଡ୍ ଆଟାକ୍
ବ୍ରିଟେନ୍ରେ ଏସିଡ୍ ଆତଙ୍କ ବଢୁଛି ବୋଲି ଏକ ସର୍ବେକ୍ଷଣ ପ୍ରକାଶ କରିଛି। ଏହି ସର୍ବେକ୍ଷଣ ଯେଉଁ ପରିସଂଖ୍ୟାନ ନେଇଛି ତାହା ଅତ୍ୟନ୍ତ ଉଦ୍ବେଗଜନକ। ପ୍ରତି ସପ୍ତାହରେ ବ୍ରିଟେନରେ ୧୫ଜଣ ଏସିଡ୍ ଆକ୍ରମଣର ଶିକାର ହେଉଛନ୍ତି। ତେବେ ଏହାଠୁ ବଳି ବଡ଼ ଉଦ୍ବେଗଜନକ…
ପ୍ରଥମ ଦରମା ଟଙ୍କା ଘରକୁ ପଠାଇଥିଲି: ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ତଥା ଶିକ୍ଷାବିତ୍ ଡ. ସୁରେନ୍ଦ୍ର ନାଥ
ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ରତନପୁର ଗାଁର ବ୍ରାହ୍ମଣ ଶାସନରେ ମୋ ଜନ୍ମ। ଜନତା ଉଚ୍ଚବିଦ୍ୟାଳୟରୁ ୧୯୬୬ରେ ଏକାଦଶ ପାସ୍ କରି ଗୋଦାବରୀଶ ମହାବିଦ୍ୟାଳୟରେ ପ୍ରି-ୟୁନିଭର୍ସିଟି, ରେଭେନ୍ଶାରେ ଗ୍ରାଜୁଏଶନ୍ ଓ ବାଣୀବିହାରରେ ଓଡ଼ିଆରେ ଏମ୍.ଏ. କଲି। ତା’ପରେ କେନ୍ଦୁଝର କଲେଜରେ…
ପର୍ଯ୍ୟଟନସ୍ଥଳୀ: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଅରିତାର
ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ଅନେକ ଐତିହାସିକ ସ୍ମୃତିକୁ ନିଜ ଭିତରେ ସାଇତି ରଖିଥିବା ଏକ ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ ଭାବେ ଅରିତାରର ବେଶ୍ ନାଁ ରହିଛି। ଘଞ୍ଚ ଜଙ୍ଗଲ ସାଙ୍ଗକୁ ଝରଣା, ହ୍ରଦ ଓ ତା’ ସହିତ ବୋଟିଂ ତଥା ଟ୍ରେକିଂର ମଜା…
ବ୍ୟକ୍ତିତ୍ୱ: ଔପନ୍ୟାସିକା କାରସନ୍ ମାକ୍କୁଲର୍ସ
ଆମେରିକାର ଏହି ମହାନ୍ ପ୍ରତିଭାଧାରିଣୀ ଜଣକ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ସେ ଏକାଧାରରେ ଥିଲେ ଜଣେ ଔପନ୍ୟାସିକା, କ୍ଷୁଦ୍ରଗଳ୍ପ ଲେଖିକା, ନାଟ୍ୟକାର, ପ୍ରାବନ୍ଧିକା ଏବଂ କବୟିତ୍ରୀ। ତାଙ୍କର ପ୍ରଥମ ଉପନ୍ୟାସ ଥିଲା ‘ଦି ହାର୍ଟ ଇଜ୍ ଏ ଲୋନ୍ଲୀ ହଣ୍ଟର’।…
ଦେଶ ବିଦେଶରେ ନାମ କମାଇଛନ୍ତି ଓଡ଼ିଶାର ମେଢ କାରିଗର: କେମିତି ପ୍ରସ୍ତୁତ କରନ୍ତି ମେଢ, କ’ଣ ଥାଏ ତାଙ୍କର ଜୀବନଶୈଳୀ ଜାଣନ୍ତୁ…
ସୁନ୍ଦର ସୁନ୍ଦର କାରୁକାର୍ଯ୍ୟପୂର୍ଣ୍ଣ ମେଢ ଦେଖି ସମସ୍ତେ ଆନନ୍ଦିତ ହୁଅନ୍ତି । କିନ୍ତୁ ମେଢତିଆରି କରିଥିବା କାରିଗରମାନଙ୍କ ସମ୍ପର୍କରେ କିଏ ଭାବିଛନ୍ତି କି? କେମିତି ପ୍ରସ୍ତୁତ କରନ୍ତି ମେଢ, କ’ଣ ଥାଏ ତାଙ୍କର ଜୀବନଶୈଳୀ… ଓଡ଼ିଶାର କଳା କାରିଗରି କୌଣସି ଗୋଟିଏ…
ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ନୂଆ ଘୋଡ଼ାନାଲ
ଆଇଆଇଟି କାନପୁରର ଗବେଷକମାନେ ଘୋଡ଼ାନାଲ ନିର୍ମାଣ କରିବାର ଏକ ନୂଆଜ୍ଞାନ କୌଶଳ ବିକାଶ କରିଛନ୍ତି। ଏହିି ଜ୍ଞାନ କୌଶଳ ସମ୍ପର୍କରେ ଆଇଆଇଟି କାନପୁରର ପ୍ରାଧ୍ୟାପକ ଏନଏସ୍ ବ୍ୟାସ ଆୟୋଜିତ ଏକ କର୍ମଶାଳାରେ ପ୍ରକାଶ କରିଛନ୍ତି। ଆଇଆଇଟି କାନପୁରର ବୈଜ୍ଞାନିକ ସନ୍ଦିପ ସଙ୍ଗଲ…
ଏହି ମନ୍ଦିରକୁ ଏବେ ବି ଆସନ୍ତି ମହାଭାରତର ଯୋଦ୍ଧା…
ମହାଭାରତର ଅଶ୍ୱତ୍ଥମା ଏବେ ବି ମା’ଙ୍କ ମନ୍ଦିରରେ ପୂଜା କରନ୍ତି ବୋଲି ସ୍ଥାନୀୟ ଲୋକେ ବିଶ୍ୱାସ କରନ୍ତି। ଦ୍ୱାପର ଯୁଗର କିଛି କଥା ସହିତ ଜଡ଼ିତ ଥିବା ଉତ୍ତର ପ୍ରଦେଶର ଇଟାଓ୍ବା ଜିଲ୍ଲାରେ ଯମୁନା ନଦୀ କୂଳରେ ଅବସ୍ଥିତ ମା’ କାଳୀଙ୍କ…
ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ
ଥାଇଲାଣ୍ଡର ହିମାଫନ ଜଙ୍ଗଲ ଆଜିବି ରହସ୍ୟ ହୋଇ ରହିଯାଇଛି। ଏଠାରେ ଥିବା ଏକ ଗଛରେ ଆଶ୍ଚର୍ଯ୍ୟ କଲାଭଳି ଫଳକୁ ଦେଖି ଯେ କେହି ଚମକି ଯାଉଛନ୍ତି। ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ। ଏମାନଙ୍କ ମୁଣ୍ଡର ଚୁଟି ଗଛରେ ବନ୍ଧା…
ଟେବୁଲ୍ରେ ବଦଳିଯିବ ସ୍କୁଲ ବ୍ୟାଗ୍, ସଠିକ୍ ଭାବେ ବସି ପଢ଼ିପାରିବେ ପିଲା
୬ରୁ ୧୪ ବର୍ଷ ପର୍ଯ୍ୟନ୍ତ ଭାରତରେ ୪ କୋଟି ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ସ୍କୁଲରେ ବେଞ୍ଚ ଡେସ୍କରେ ବସିବା ପାଇଁ ଛାତ୍ରୀଛାତ୍ରୀ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। କିନ୍ତୁ ଏବେ ବଜାରକୁ ଏମିତି ବ୍ୟାଗ୍ ଆସିଛି, ଯାହାକୁ ଶ୍ରେଣୀରେ ବସିବା ସମୟରେ…
ସ୍ମାର୍ଟ ଡଷ୍ଟବିନ୍ ତିିଆରି କଲେ ୧୨ ବର୍ଷର ବାଳକ, ଆବର୍ଜନା ପୂରଣ ହେଲେ ଖାଲି କରିବାକୁ ପଠାଇବ ସନ୍ଦେଶ
ହାଇଦ୍ରାବାଦର ମହମ୍ମଦ ହସନ ନାମକ ଜଣେ ୧୨ ବର୍ଷୀୟ ବାଳକ ଏକ ସ୍ମାର୍ଟ ଡଷ୍ଟବିନ୍ ତିଆରି କରିଛନ୍ତି। ଏହି ଡଷ୍ଟବିନ୍ର ଖାସ୍ କଥା ହେଲା ଆବର୍ଜନା ପୂରିଯିବା ପରେ ଖାଲି କରିବାକୁ ସନ୍ଦେଶ ପଠାଇବ। ଏହାକୁ ଓ୍ବାଇ-ଫାଇରେ ସଂଯୋଗ କରାଯାଇପାରିବ। ହସନ…
ଛପନ ଭୋଗରେ ଭାରତୀୟ ସଂସ୍କୃତିର ଝଲକ
ସମଗ୍ର ଭାରତରେ ଶୁକବ୍ରାର ଭଗବାନ୍ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ବହୁ ଧୁମଧାମରେ ପାଳିତ ହେଉଛି। ରାଜ୍ୟର ବିଭିନ୍ନ ମନ୍ଦିର, ଅନୁଷ୍ଠାନ ଓ ସ୍କୁଲରେ ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ କୁନି କୁନି ପିଲାଙ୍କୁ ଶ୍ରୀକୃଷ୍ଣ ଓ ରାଧା ବେଶରେ ଦେଖିବାକୁ ମିଳିଛି।…
ଇଟାଲୀ ବୁଲିବାକୁ ଯାଉଥିଲେ ଭୁଲରେ କରନ୍ତୁନି ଏହି କାମ, ନଚେତ୍ ହୋଇଯିବ ଜେଲ୍
ଏମିତି କିଛି ଦେଶ ଅଛି, ଯେଉଁଠି ଭିନ୍ନ ଭିନ୍ନ କଟକଣା ରହିଛି। ସେସବୁ ସ୍ଥାନ ବୁଲିବା ପାଇଁ ଯିବା ପୂର୍ବରୁ ସମସ୍ତ ବିଷୟରେ ଭଲଭାବେ ଅବଗତ ହୋଇ ଯିବା ଜରୁରୀ। ନଚେତ୍ ନିୟମ ଯୋଗୁ ଆପଣ ଫସିଯିବେ। ଏଇ ଯେମିତି ଇଟାଲୀ।…
Archives


