ଫୁରସତ

ହାତର କାମ ଜାଣିପାରୁଛି ସ୍ମାର୍ଟଓ୍ବାଚ୍‌

କାର୍ନେଗି ମିଲନ ୟୁନିଭର୍ସିଟିର ହ୍ୟୁମାନ- କମ୍ପ୍ୟୁଟର ଇଣ୍ଟରଆକ୍ସନ ଇନଷ୍ଟିଚ୍ୟୁଟର ଗବେଷକମାନେ ଏକ ସ୍ମାର୍ଟ ଓ୍ବାଚ ପ୍ରସ୍ତୁତ କରିଛନ୍ତି ଯାହା ହାତର କାର୍ଯ୍ୟକୁ ସହଜରେ ଜାଣିପାରୁଛି। କଇଁଚିରେ କିଛି କାଟିବା, କି-ବୋର୍ଡରେ ଟାଇପ କରିବା, ବାସନ ମାଜିବା କିମ୍ବା ପୋଷାଜୀବଙ୍କ ଯନତ୍...

ଭାବନାକୁ ଟାଇପ୍‌ କରିବ ଫେସ୍‌ବୁକ ଏଆର୍‌ ଡିଭାଇସ୍‌

ସାନ୍‌ଫ୍ରନସିସ୍କୋ:ଫେସ୍‌ବୁକ ଏକ ବ୍ରେନ୍‌ କମ୍ପ୍ୟୁଟର ଆଗ୍ୟୁମେଣ୍ଟେଡ ରିୟଲିଟି(ଏଆର) ଇଣ୍ଟରଫେସ ଡିଭାଇସ ବିକାଶ କରୁଛି ଯାହା ଆପଣଙ୍କ ଭାବନାକୁ ଟାଇପ କରିପାରିବ। ୨୦୧୮ରେ କମ୍ପାନୀ ତା’ର ବ୍ରେନ୍‌ କମ୍ପ୍ୟୁଟର ଇଣ୍ଟରଫରେନ୍ସ ପ୍ରୋଗ୍ରୋମରେ ଏଭଳି ଡିଭାଇସ ବିକାଶ କରିବାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲା।...

ଟାଇଟନ୍‌କୁ ଯିବ ରୋଟରକ୍ରାଫ୍ଟ

ପୃଥିବୀରେ ଜୀବ ଜଗତ ଆରମ୍ଭ ହେବା ସମୟରେ ଯେଭଳି ବାୟୁମଣ୍ଡଳ ଥିଲା ତାହା ସେଠାରେ ରହିଛି ବୋଲି ନାସାର ଗବେଷକମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ ଗବେଷକମାନେ ଟାଇଟନ୍‌କୁ ଏକ ଯାନ ପଠାଇବାର ଯୋଜନା...

ରେନ୍‌ବୋ ଭିଲେଜ୍‌

ପୃଥିବୀରେ ଏଭଳି ଅନେକ ସ୍ଥାନ ରହିଛି, ଯାହା ଦେଖିବାକୁ ଅନ୍ୟ ସ୍ଥାନଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏବଂ ନିଆରା। ସେହିଭଳି ଏକ ସ୍ଥାନ ହେଉଛି ତାଇଓ୍ବାନର ନାନ୍‌ଟୁନ୍‌ ଜିଲାରେ ଥିବା ତାଇଚୁଙ୍ଗର ଏକ ଗାଁ। ଏହି ଗାଁ ରେନ୍‌ବୋ ଭିଲେଜ୍‌ ଭାବେ...

ସାରା ଜୀବନ ଏକାଠି ରହିବା ସଂକଳ୍ପରେ ୭ ବାନ୍ଧବୀ

୭ ବାନ୍ଧବୀ, ଦୀର୍ଘ ୨୦ ବର୍ଷର ସେମାନଙ୍କ ସମ୍ପର୍କ। ବାନ୍ଧବୀ ନୁହେଁ ତ ସେମାନେ ଭଉଣୀ ପରି। ଆଉ ଏହି ସମ୍ପର୍କକୁ ସାରା ଜୀବନ ବଜାୟ ରଖିବାକୁ ବି ସେମାନେ ସଂକଳ୍ପବଦ୍ଧ। ଚାଇନାର ଏହି ସାତ ବାନ୍ଧବୀ ଖାସ୍‌ ସେଥିପାଇଁ...

ପିଆନୋ ହାଉସ୍‌

ଚାଇନାର ଏହା ଏକ ସୁନ୍ଦର ବିଲ୍ଡିଂ, ଯେଉଁମାନେ ଉଭୟ ସଙ୍ଗିତ ଓ ସ୍ଥାପତ୍ୟକୁ ଭଲ ପାଆନ୍ତି, ସେମାନଙ୍କ ପାଇଁ ଏହି ଘର ଏକ ପ୍ରିୟ ଆର୍କିଟେକ୍ଚରାଲ ବିଲ୍ଡିଂ ଡିଜାଇନ୍‌ ସାବ୍ୟସ୍ତ ହେବ। ଏହାକୁ ଡିଜାଇନ କରିଛନ୍ତି ହେଫେଇ ୟୁନିଭର୍ସିଟି ଅଫ୍‌...

୭.୫ ଲକ୍ଷ ଟଙ୍କାର ଅଙ୍ଗୁରପେନ୍ଥା

କୁହାଯାଏ ଖାଇ ନ ପାରିଲେ ଅଙ୍ଗୁର ଖଟା। ଏହି ଅଙ୍ଗୁର କ୍ଷେତ୍ରରେ ଠିକ୍‌ ସେମିତି କିଛି କୁହାଯାଇପାରେ। ଏହି ଅଙ୍ଗୁର ଦାନାର ଆକାର ଏକ ଛୋଟିଆ କ୍ରେଜି ବଲ୍‌ ଭଳି। ଗୋଟିଏ ଗୋଟିଏ ଅଙ୍ଗୁର ଦାନାର ଓଜନ ପ୍ରାୟ ୨୦...

କାଠଗଣ୍ଡିର ଜୀବଜନ୍ତୁ

କାଠଗଣ୍ଡିର ଅନେକ ସ୍ଥାପତ୍ୟ ଦେଖିଥିବେ। ସ୍ପେନର କଳାକାର ଗେରାର୍ଡ ମାସ୍‌ କରିଥିବା କଳାକୃତିର କଥା କିନ୍ତୁ ଭିନ୍ନ। ବଡ଼ ବଡ଼ ଗଛର ଗଣ୍ଡି କାଟି ତାକୁ ଖୋଦେଇ କରି ସ୍ଥାପତ୍ୟ ଗଢନ୍ତି। ଆଉ ତାକୁ ସାଣ୍ଡ ପେପର୍‌ରେ ଘଷି ମସୃଣ...

ଡାଏନୋସର କହିବ ‘ହ୍ୟାଲୋ’!

ଧରାଯାଉ ଆପଣ ଫ୍ୟାମିଲି ସହିତ ଗୋଟିଏ ହୋଟେଲ୍‌ ବୁକ୍‌ କଲେ। ପରିବାରକୁ ଧରି ଯାଇ ସେଠାରେ ପହଞ୍ଚତ୍ଲେ। ଆଉ ଆପଣ ଖାଦ୍ୟ ପାଇଁ ବରାଦ କଲେ। କିଛି ସମୟ ପରେ କଲିଂ ବେଲ୍‌ ବାଜିଲା। ଆପଣ କବାଟ ଖୋଲିଲେ ତ...

କୈମୁର୍‌ ଅଭୟାରଣ୍ୟ

ବିହାରର କୈମୁର୍‌ ଜିଲାରେ ଥିବା କୈମୁର୍‌ ବନ୍ୟପ୍ରାଣୀ ଅଭୟାରଣ୍ୟ ହେଉଛି ସ୍ଥାନୀୟ ଏକ ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ। ପ୍ରାୟ ୧୩୪୨ ବର୍ଗ କି.ମି. ପରିସୀମାବ୍ୟାପ୍ତ ଅଞ୍ଚଳ ଉପରେ ଗଢି ଉଠିଥିବା ଏହି ଅଭୟାରଣ୍ୟଟି ବିହାରର ଏକ ବଡ଼ ଅଭୟାରଣ୍ୟ ଭାବେ ଜଣାଯାଇଥାଏ…...

ଦାମୀ ବ୍ୟାଗ୍‌

ଡିଜାଇନର୍‌ ତଥା ବ୍ରାଣ୍ଡେଡ୍‌ ହ୍ୟାଣ୍ଡବ୍ୟାଗ୍‌ର ସଉକ ଅଧିକାଂଶ ମହିଳାଙ୍କ ଭିତରେ ରହିଛି। କିନ୍ତୁ ଏମିତି କିଛି ହ୍ୟାଣ୍ଡବ୍ୟାଗ୍‌ ଅଛି, ଯାହାର ଦାମ୍‌ କାହାକୁ ବି କରିଦେବ ଆଶ୍ଚର୍ଯ୍ୟ ଚକିତ। ଗୋଲ୍ଡ ଓ ଡାଇମଣ୍ଡରେ ସଜେଇ ହୋଇଥିବା ଏମିତି କିଛି ହ୍ୟାଣ୍ଡବ୍ୟାଗ୍‌...

ଅଳପ ଲାଜେଇ ଟିକେ ସିଆଣି: ମନ କିଣିନେଲା ଚୋରାଚାହାଣି

ପ୍ରଶ୍ନ-ଜଣେ ସୁନ୍ଦରୀର ଚୋରାଚାହାଣି ମୋତେ ଘାଇଲା କରିଛି। ତା’ ପ୍ରେମରେ ପଡିଯାଇଛି କହିଲେ କିଛି ଭୁଲ ହେବ ନାହିଁ। ହେଲେ ସେ କେମିତି ମୋ ମନ ଚୋରି କରିନେଲା ଜାଣିପାରୁନାହିଁ। -ଅନ୍ବେଷ, ବାଲିକୁଦା, ଜଗତ୍‌ସିଂହପୁର ଉତ୍ତର: ବେଳେବେଳେ ପ୍ରେମର ନିଶା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri