ଫୁରସତ

ଏଥର ଇକୋ ଫ୍ରେଣ୍ଡ୍‌ଲୀ ଗଣେଶ

କୋଏମ୍ବାଟୁର,୨୮।୮: ଗଣେଶ ଚତୁର୍ଥୀ ଭାଦ୍ରବ ଶୁକ୍ଳପକ୍ଷରେ ପଡ଼ୁଥିବା ବେଳେ ଚଳିତବର୍ଷ ସେପ୍ଟେମ୍ବର ୨ରେ ଏହା ପାଳନ କରାଯିବ। ବିଘ୍ନବିନାଶନଙ୍କ ପୂଜା ଆଉ କିଛି ଦିନ ବାକି ରହିଲା। ଏନେଇ ପଲ୍ଲୀଠୁଁ ସହର ସବୁ ଉତ୍ସବମୁଖର ହୋଇପଡ଼ିଛି। କାରିଗରମାନେ ଗଣେଶ ମୂର୍ତ୍ତି ତିଆରି…

ତିନିମାସକୁ ବିଦ୍ୟୁତ ବିଲ୍‌ ୫୭ ଲକ୍ଷ ଟଙ୍କା

ଧୌଲାନା: ଘରେ ଜଳୁଛି ଗୋଟିଏ ବଲ୍‌ବ, ବୁଲୁଛି ଗୋଟିଏ ଫ୍ୟାନ, କିନ୍ତୁ ବିଦ୍ୟୁତ ବିଲ୍‌ ୫୭ ଲକ୍ଷ ଟଙ୍କାରୁ ବେଶି ଆସିଛି। ତିନିମାସକୁ ଏହି ଦେୟ ଧାର୍ଯ୍ୟ କରାଯାଇଛି। ଏଭଳି ଘଟଣା ସାମ୍‌ନାକୁ ଆସିଛି ଉତ୍ତରପ୍ରଦେଶର ଧୌଲନା ଅଞ୍ଚଳର ବଝାଦେ କଲାଂ…

ଯେଉଁଠି ଲୋକେ ମ।ତା ସୀତାଙ୍କୁ ରାବଣର ଝିଅ ମାନନ୍ତି

କେଲଂ :ଭାରତରେ ଧର୍ମଶାସ୍ତ୍ରରେ ଯାହା ମାନ୍ୟତା ରହିଛି ତା’ର ବ୍ୟତିକ୍ରମ ପରିଲକ୍ଷିତ ହୁଏ ବିଭିନ୍ନ ସ୍ଥାନରେ। ରାମାୟଣକୁ ନେଇ ଏମିତି ଏକ ଭିନ୍ନ ମାନ୍ୟତା ରହିଛି ହିମାଚଳ ପ୍ରଦେଶର ଲୋହୌଲ ସ୍ପିତିରେ। ସେଠାରେ ମାତା ସୀତାଙ୍କୁ ରାବଣର ଝିଅ ବୋଲି ଲୋକମାନେ…

ଶିଶୁ ଶ୍ରମିକଙ୍କ ପାଇଁ ଆଲୋକବର୍ତ୍ତିକା ସାଜିଛନ୍ତି ଭାନୁଜା

ଉତ୍ତର ପ୍ରଦେଶ ବନାରସର କିଛି ଯୁବଗୋଷ୍ଠୀ ଉଠାଇଛନ୍ତି ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ସ୍ଥାନୀୟ ଅଞ୍ଚଳରେ ଚାଲିଥିବା ଇଟାଭାଟିରେ କାର୍ଯ୍ୟରତ ଶ୍ରମିକଙ୍କ ଶିଶୁଙ୍କୁ ଶିକ୍ଷିତ କରିବାକୁ ଚଳାଇଛନ୍ତି ପ୍ରୟାସ। ଏଠାରେ ତିଆରି ହୋଇଛି ଏକ ପାଠଶାଳା। ଯେଉଁଠାରେ ପ୍ରତିଦିନ ଶ୍ରମିକଙ୍କ ପିଲାଙ୍କୁ ପ୍ରାୟ…

ଗେଣ୍ଡାରୁ ପ୍ରସ୍ତୁତ ହେବ କ୍ୟାନ୍‌ସର ଔଷଧ

ସିଡ୍‌ନୀ: ଅଷ୍ଟ୍ରେଲିଆର ସମୁଦ୍ରରେ ଦେଖାଯାଉଥିବା ଏକ ପ୍ରକାର ଗେଣ୍ଡା ହ୍ବାଇଟ ସି’ ସ୍ନେଲ୍‌ର କ୍ୟାନ୍‌ସର ପ୍ରତିରୋଧକ ଗୁଣ ରହିଛି ବୋଲି ଗବେଷକମାନେ କହିଛନ୍ତି। ଏହାର ଆଣ୍ଟି ବ୍ୟାକ୍ଟେରିଆଲ ଓ ଆଣ୍ଟି ଇନ୍‌ଫ୍ଲମାଟୋରି ଗୁଣ ମଧ୍ୟ ରହିଛି। ଏହି ଗେଣ୍ଡାର ମ୍ୟୁକସ ବା…

ଇଣ୍ଟର୍‌ନ୍ୟାଶନାଲ ସ୍ପେସ୍‌ ସେଣ୍ଟରରେ ପହଞ୍ଚିଲା ହ୍ୟୁମାନୋଏଡ୍‌ ରୋବୋ

ଓ୍ବାଶିଂଟନ: ରୁଷିଆର ପ୍ରଥମ ରୋବୋକୁ ନେଇ ଯାଇଥିବା ସୋୟୁଜ ଯାନ ନିର୍ଦ୍ଧାରିତ ସମୟର ବିଳମ୍ବରେ ହେଉ ପଛେ ସଫଳତାର ସହ ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌( ଆଇଏସ୍‌ଏସ୍‌)ରେ ଅବତରଣ କରିଛି। ଏହାର ସଞ୍ଚାଳନ ପ୍ରଣାଳୀରେ କିଛି ତ୍ରୁଟି ଦେଖାଦେଇଥିବାରୁ ଅବତରଣରେ ବିଳମ୍ବ ହୋଇଛି।…

ଏପରି ଅଫିସ୍‌ ଯେଉଁଠି କର୍ମଚାରୀଙ୍କୁ ଶୌଚାଳୟ ଯିବା ମନା…

ଆମେରିକାରେ ଅନେକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ଶୌଚାଳୟ ଯିବାକୁ ବାରଣ କରାଯାଇଥାଏ । ବାରମ୍ବାର ଶୌଚାଳୟ ଯିବାଦ୍ୱାରା କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିବାରୁ କମ୍ପାନୀରେ ଏଭଳି ନିୟମ ପ୍ରଣୟନ କରାଯାଇଛି। କର୍ମଚାରୀଙ୍କୁ କମ୍ପାନୀ ପକ୍ଷରୁ ହଗିସ୍‌ ଏବଂ ନ୍ୟାପକିନ୍‌…

ଯେଉଁ ପୋଷା ଜୀବଙ୍କୁ ପିନ୍ଧାଯାଉଛି ଡାଏପର୍‌

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ନ୍ୟୁୟର୍କ, ଡେନେଭର୍‌ ଏବଂ ଲସ୍‌ଏଞ୍ଜେଲ୍ସ ଆଦି ସ୍ଥାନରେ ଏବେ ଛୋଟ ପିଲାଙ୍କ ଭଳି ପୋଷା ଜୀବଙ୍କୁ ଡାଏପର୍‌ ପିନ୍ଧାଯାଉଛି। ବିଶେଷକରି ଏଠାରେ ଚିକେନ୍‌ ଡାଏପର୍‌ର ଚାହିଦା ଅଧିକ ରହିଛି। ନ୍ୟୁହାମ୍ପସାୟାର୍‌ ନିବାସୀ…

ପିତାଙ୍କ ସ୍ମୃତିରେ ୧୩ଲକ୍ଷ ଟଙ୍କା ଖର୍ଚ୍ଚରେ ରାସ୍ତା ନିର୍ମାଣ କଲେ ପୁଅ

ଆସାମ ଦିବ୍ରୁଗଡ଼ର ଏକ ସଡ଼କରେ ଚାଲିଲେ, ଆପଣଙ୍କୁ ବିଦେଶରେ ଭ୍ରମଣ କରିବାର ଅନୁଭୂତି ପ୍ରାପ୍ତ ହେବ। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ଏହା ସତ। ଏହି ସଡ଼କର ନିର୍ମାଣ ସ୍ଥାନୀୟ ଅଞ୍ଚଳର ଗୌତମ ବାରଦାଲୋଇ କରିଛନ୍ତି। ପିତାଙ୍କ ନାମାନୁସାରେ ସଡ଼କର ନାମକରଣ କରିଛନ୍ତି…

ପ୍ରଶାନ୍ତ ମହାସାଗରରେ ବିରାଟ ଆଗ୍ନେୟ ଶିଳା

କାନବେରା: ପ୍ରଶାନ୍ତ ମହାସାଗରରେ ଏକ ବିରାଟ ଆଗ୍ନେୟ ଶିଳାଥିବା ଏବେ ବୈଜ୍ଞାନିକମାନେ ଦେଖିବାକୁ ପାଇଛନ୍ତି। ଏହା ୧୫୦ ବର୍ଗ କିଲୋମିଟର ଯାଏ ପାଣି ଭିତରେ ବ୍ୟାପିଛି। ଅଗଷ୍ଟ ମାସ ପ୍ରଥମ ସପ୍ତାହରେ ଏକ ଆଗ୍ନେୟଗିରିରୁ ଉଦ୍‌ଗିରଣ ହୋଇଥିବା ଲାଭା ଦ୍ୱାରା ଏହା…

ଏଆର୍‌ ଗ୍ଲାସ୍‌ରେ ଏଥର ଭଲ ଭାବେ ଦେଖିହେବ

ନ୍ୟୁୟର୍କ: ପରିବେଶର ବାସ୍ତବ ଚିତ୍ରକୁ ପ୍ରଦର୍ଶିତ କରିପାରୁଥିବା ଏଆର୍‌ ( ଆଗୁମେଣ୍ଟେଡ ରିୟଲିଟି)ଗ୍ଲାସ୍‌ ଦୃଷ୍ଟିଶକ୍ତି କମ୍‌ ଥିବା ବ୍ୟକ୍ତିଙ୍କୁ ଭଲ ଭାବେ ଦେଖିବାରେ ସାହାଯ୍ୟ କରିବ ବୋଲି ଗବେଷକମାନେ କହିଛନ୍ତି। ସାଉଥ କାଲିଫର୍ନିଆ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ କେକ୍‌ ସ୍କୁଲ ଅଫ ମେଡିସିନର…

ଡାଇବେଟିସ ପୀଡିତଙ୍କୁ କାହିଁକି କ୍ୟାନ୍‌ସର ଆଶଙ୍କା ବେଶି

ନ୍ୟୁୟର୍କ: ଓଭାରିଆନ୍‌ କ୍ୟାନ୍‌ସର, ବ୍ରେଷ୍ଟ କ୍ୟାନସର ସହ ଆଉ କିଛି କ୍ୟାନସର କାହିଁକି ବେଶି ଟାଇପ୍‌-୧ ଓ ଟାଇପ୍‌-୨ ଡାଇବେଟିସ ପୀଡ଼ିତଙ୍କୁ ହୁଏ ତାହାର କାରଣ ଅନେକ ଦିନ ହେବ ଜାଣିବାକୁ ଗବେଷକମାନେ ଅନୁଧ୍ୟାନ କରୁଥିଲେ । ଏବେ ଆମେରିକାର ଗବେଷକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?