ଫୁରସତ

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ନୂଆ ଘୋଡ଼ାନାଲ

ଆଇଆଇଟି କାନପୁରର ଗବେଷକମାନେ ଘୋଡ଼ାନାଲ ନିର୍ମାଣ କରିବାର ଏକ ନୂଆଜ୍ଞାନ କୌଶଳ ବିକାଶ କରିଛନ୍ତି। ଏହିି ଜ୍ଞାନ କୌଶଳ ସମ୍ପର୍କରେ ଆଇଆଇଟି କାନପୁରର ପ୍ରାଧ୍ୟାପକ ଏନଏସ୍‌ ବ୍ୟାସ ଆୟୋଜିତ ଏକ କର୍ମଶାଳାରେ ପ୍ରକାଶ କରିଛନ୍ତି। ଆଇଆଇଟି କାନପୁରର ବୈଜ୍ଞାନିକ ସନ୍ଦିପ ସଙ୍ଗଲ…

ଏହି ମନ୍ଦିରକୁ ଏବେ ବି ଆସନ୍ତି ମହାଭାରତର ଯୋଦ୍ଧା…

ମହାଭାରତର ଅଶ୍ୱତ୍‌ଥମା ଏବେ ବି ମା’ଙ୍କ ମନ୍ଦିରରେ ପୂଜା କରନ୍ତି ବୋଲି ସ୍ଥାନୀୟ ଲୋକେ ବିଶ୍ୱାସ କରନ୍ତି। ଦ୍ୱାପର ଯୁଗର କିଛି କଥା ସହିତ ଜଡ଼ିତ ଥିବା ଉତ୍ତର ପ୍ରଦେଶର ଇଟାଓ୍ବା ଜିଲ୍ଲାରେ ଯମୁନା ନଦୀ କୂଳରେ ଅବସ୍ଥିତ ମା’ କାଳୀଙ୍କ…

ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ

ଥାଇଲାଣ୍ଡର ହିମାଫନ ଜଙ୍ଗଲ ଆଜିବି ରହସ୍ୟ ହୋଇ ରହିଯାଇଛି। ଏଠାରେ ଥିବା ଏକ ଗଛରେ ଆଶ୍ଚର୍ଯ୍ୟ କଲାଭଳି ଫଳକୁ ଦେଖି ଯେ କେହି ଚମକି ଯାଉଛନ୍ତି। ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ। ଏମାନଙ୍କ ମୁଣ୍ଡର ଚୁଟି ଗଛରେ ବନ୍ଧା…

ଟେବୁଲ୍‌ରେ ବଦଳିଯିବ ସ୍କୁଲ ବ୍ୟାଗ୍‌, ସଠିକ୍‌ ଭାବେ ବସି ପଢ଼ିପାରିବେ ପିଲା

୬ରୁ ୧୪ ବର୍ଷ ପର୍ଯ୍ୟନ୍ତ ଭାରତରେ ୪ କୋଟି ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ସ୍କୁଲରେ ବେଞ୍ଚ ଡେସ୍କରେ ବସିବା ପାଇଁ ଛାତ୍ରୀଛାତ୍ରୀ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। କିନ୍ତୁ ଏବେ ବଜାରକୁ ଏମିତି ବ୍ୟାଗ୍‌ ଆସିଛି, ଯାହାକୁ ଶ୍ରେଣୀରେ ବସିବା ସମୟରେ…

ସ୍ମାର୍ଟ ଡଷ୍ଟବିନ୍‌ ତିିଆରି କଲେ ୧୨ ବର୍ଷର ବାଳକ, ଆବର୍ଜନା ପୂରଣ ହେଲେ ଖାଲି କରିବାକୁ ପଠାଇବ ସନ୍ଦେଶ

ହାଇଦ୍ରାବାଦର ମହମ୍ମଦ ହସନ ନାମକ ଜଣେ ୧୨ ବର୍ଷୀୟ ବାଳକ ଏକ ସ୍ମାର୍ଟ ଡଷ୍ଟବିନ୍‌ ତିଆରି କରିଛନ୍ତି। ଏହି ଡଷ୍ଟବିନ୍‌ର ଖାସ୍‌ କଥା ହେଲା ଆବର୍ଜନା ପୂରିଯିବା ପରେ ଖାଲି କରିବାକୁ ସନ୍ଦେଶ ପଠାଇବ। ଏହାକୁ ଓ୍ବାଇ-ଫାଇରେ ସଂଯୋଗ କରାଯାଇପାରିବ। ହସନ…

ଛପନ ଭୋଗରେ ଭାରତୀୟ ସଂସ୍କୃତିର ଝଲକ

ସମଗ୍ର ଭାରତରେ ଶୁକବ୍ରାର ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ବହୁ ଧୁମଧାମରେ ପାଳିତ ହେଉଛି। ରାଜ୍ୟର ବିଭିନ୍ନ ମନ୍ଦିର, ଅନୁଷ୍ଠାନ ଓ ସ୍କୁଲରେ ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ କୁନି କୁନି ପିଲାଙ୍କୁ ଶ୍ରୀକୃଷ୍ଣ ଓ ରାଧା ବେଶରେ ଦେଖିବାକୁ ମିଳିଛି।…

ଇଟାଲୀ ବୁଲିବାକୁ ଯାଉଥିଲେ ଭୁଲରେ କରନ୍ତୁନି ଏହି କାମ, ନଚେତ୍‌ ହୋଇଯିବ ଜେଲ୍‌

ଏମିତି କିଛି ଦେଶ ଅଛି, ଯେଉଁଠି ଭିନ୍ନ ଭିନ୍ନ କଟକଣା ରହିଛି। ସେସବୁ ସ୍ଥାନ ବୁଲିବା ପାଇଁ ଯିବା ପୂର୍ବରୁ ସମସ୍ତ ବିଷୟରେ ଭଲଭାବେ ଅବଗତ ହୋଇ ଯିବା ଜରୁରୀ। ନଚେତ୍‌ ନିୟମ ଯୋଗୁ ଆପଣ ଫସିଯିବେ। ଏଇ ଯେମିତି ଇଟାଲୀ।…

ଏମିତି ସହର, ଦେଖିବାକୁ ଶିବଲିଙ୍ଗ ଆକାରର

ବିଶ୍ୱରେ ଏମିତି ଏକ ସହର ରହିଛି ଯାହା ଦେଖିବାକୁ ପୂରା ଶିବଲିଙ୍ଗ ଆକାରର। ଶୁଣିବାକୁ ଅଡୁଆ ଲାଗୁଥିଲେ ବି ସତ। ଏମିତି ଏକ ସହର ହେଉଛି ୟୁରୋପର ଭାଟିକାନ୍‌ ସିଟି ବା ସହର। ଏହା ଦେଖିବାକୁ ଅବିକଳ ‘ଶିବଲିଙ୍ଗ’ ଆକାରର। ଐତିହାସିକ…

ବିଶ୍ୱର ସବୁଠୁ ଲମ୍ବା ଜିଭ ଥିବା ବ୍ୟକ୍ତି

ଦୁନିଆରେ ଏଭଳି କିଛି ଲୋକଙ୍କୁ ଦେଖିଥିବେ, ଯେଉଁମାନେ ନିଜର ଅଦ୍ଭୁତ କଳା କାର୍‌ନାମା ପାଇଁ ବିଶ୍ୱବାସୀଙ୍କୁ ଚକିତ କରି ରଖିଥାନ୍ତି। ଏମିତି ଜଣେ ବ୍ୟକ୍ତି ହେଲେ ନେପାଳର ଯଜ୍ଞ ବାହାଦୂର କଟୁୱାଲ୍‌। ଶୁଣିବାକୁ ମିଳୁଛି, ବ୍ୟକ୍ତିଙ୍କ ଜିଭ ଏତେ ଲମ୍ବା ଯେ…

ବିଚିତ୍ର ପରମ୍ପରା: ଭିଲ୍‌ ଜନଜାତିର ଗବରି ପର୍ବ

ଉଦୟପୁର: ରାଜସ୍ଥାନର ମେବାର ଅଞ୍ଚଳରେ ରହନ୍ତି ଭିଲ ସମ୍ପ୍ରଦାୟର ଜନଜାତି। ଏମାନଙ୍କୁ ମାନବ ଜାତିର ସବୁଠୁ ପୁରୁଣା ଜାତି ବୋଲି କୁହାଯାଏ। ଏହି ସମ୍ପ୍ରଦାୟର ଲୋକମାନେ ଭାଦ୍ରବ ମାସରେ ଲୋକନୃତ୍ୟନାଟିକା ଗବରି ପାଳନ କରନ୍ତି। ବାଂସବାଡା,ଡୁଙ୍ଗରପୁର, ରାଜସମନ୍ଦ ଓ ଉଦୟପୁରର କିଛି…

ରୂପକୁଣ୍ଡ କଙ୍କାଳର ରହସ୍ୟ ଜଣାପଡ଼ିଲା

ହାଇଦ୍ରାବାଦ:ହିମାଳୟରେ ବହୁ ପ୍ରାକୃତିକ ହ୍ରଦ ଓ କୁଣ୍ଡ ମଧ୍ୟରେ ରୂପକୁଣ୍ଡ ହ୍ରଦ ପୂରା ଭିନ୍ନ। ହିମାଳୟର ୫,୦୨୯ ମିଟର ଉଚ୍ଚରେ ଥିବା ଏହି ହ୍ରଦ ଭିତରେ ଓ ତା’ କୂଳରେ ମାନବ ଅସ୍ଥି କଙ୍କାଳ ସବୁ ପଡିରହିଛି। ଏଣୁ ଏହାକୁ ମଧ୍ୟ…

ଘର ପାଖ ପାର୍କ ମାନସିକ ସ୍ବାସ୍ଥ୍ୟ ପାଇଁ ଭଲ

ଲଣ୍ଡନ: ସହରାଞ୍ଚଳରେ ଘର ପାଖରୁ ୩୦୦ ମିଟର ମଧ୍ୟରେ ପାର୍କ କିମ୍ବା ସବୁଜ ପରିବେଶ ରହିଲେ ତାହା ବ୍ୟକ୍ତିଙ୍କୁ ସୁଖଦ ଅନୁଭବ ଦେଇଥାଏ।ଏହାଦ୍ୱାରା ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଭଲ ରହେ ବୋଲି ଗବେଷକମାନେ କହିଛନ୍ତି। ଇଂଲଣ୍ଡର ବାର୍ଷିକ ଜନସଂଖ୍ୟା ସର୍ଭେରେ ଦର୍ଶାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?