ଫୁରସତ

ପ୍ଲାଷ୍ଟିକମୁକ୍ତ ହେବ ଏଭରେଷ୍ଟ୍‌

କାଠମାଣ୍ଡୁ: ଏଭରେଷ୍ଟ୍‌ରେ ପ୍ଲାଷ୍ଟିକ ପ୍ରଦୂଷଣ ବୃଦ୍ଧି ପାଉଥିବାରୁ ଏହାକୁ ୨୦୨୦ ସୁଦ୍ଧା ପ୍ଲାଷ୍ଟିକମୁକ୍ତ କରିବା ପାଇଁ ଏକ ଯୋଜନା ପ୍ରସ୍ତୁତ କରିଛି ଖୁମ୍ବୁ ପାସଙ୍ଗଲାମୁୁ ରୁରାଲ୍‌ ମ୍ୟୁନିସିପାଲିଟି(ସୋଲୁଖୁମ୍ବୁ ଜିଲା, ନେପାଳ)ର କାର୍ଯ୍ୟନିର୍ବାହୀ ପରିଷଦ । ସେଠାରେ ପ୍ଲାଷ୍ଟିିକ ବ୍ୟାଗ୍‌,ଷ୍ଟ୍ର,ସୋଡା ଏବଂ ପାଣି…

ଶୁଦ୍ଧ ବାୟୁମଣ୍ଡଳର ଦେଶ ଫିନ୍‌ଲ୍ୟାଣ୍ଡ୍‌

ଭାରତର ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଏବେ ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି। କେବଳ ଦିଲ୍ଲୀ ନୁହେଁ, ବାୟୁପ୍ରଦୂଷଣ ଦୃଷ୍ଟିରେ ଦୁନିଆର ସବୁଠୁ ଅଧିକ ପ୍ରଦୂଷିତ ୨୦ ସହର ମଧ୍ୟରେ ୧୦ଟି ଭାରତରେ ରହିଛି। ଏହି ବିଷାକ୍ତ ବାୟୁ ଯୋଗୁ ଲୋକେ…

ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶରେ ସଜାଯାଏ…

ପଞ୍ଜାବ ଅମୃତସର ନିକଟରେ ଥିବା ପାବ୍‌ ଅଞ୍ଚଳରେ ରହିଛି ଏକ ମନ୍ଦିର। ଏଠାରେ ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶ କରାଯାଇଥାଏ। ଏହି ହନୁମାନ ମନ୍ଦିରରେ ପ୍ରତିବର୍ଷ କାର୍ତ୍ତିକ ମାସରେ ୧୦ ଦିନ ପର୍ଯ୍ୟନ୍ତ ଏହି ଉତ୍ସବ ଚାଲେ। ଏହାକୁ…

୭୦ ବର୍ଷ ଧରି ଟ୍ରାଫିକ୍‌ ଜାମ୍‌

ଟ୍ରାଫିକ୍‌ ଜାମ୍‌ ସମସ୍ୟାକୁ ସମସ୍ତେ ଉଣା ଅଧିକେ ଅଙ୍ଗେଲିଭାଇ ଥିବେ। ହେଲେ ଏମିତି ଏକ ଟ୍ରାଫିକ୍‌ ଜାମ୍‌ର କଥା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ। କାରଣ ଏଠି ଦୀର୍ଘ ପ୍ରାୟ ୭୪ ବର୍ଷ ହେବ ଲାଗିଛି ଟ୍ରାଫିକ୍‌ ଜାମ୍‌। ହଁ ବେଲଜିୟମର ଏକ…

ମାଲିକଙ୍କ ମୃତ୍ୟୁର ୧୫ ମିନିଟ ଭିତରେ ଜୀବନ ହାରିଲା ପୋଷା କୁକୁର

ମଣିଷ-ପଶୁ ସମ୍ପର୍କ ସବୁବେଳେ ସ୍ବତନ୍ତ୍ର। ଏହା ଏପରି ସମ୍ପର୍କ, ଯାହା କେବେ ସ୍ବାର୍ଥ ଦେଖେନାହଁି ନା ଏଥିରେ ଥାଏ ଛନ୍ଦ କପଟ! ଏଭଳି ଏକ ନିଆରା ସମ୍ପର୍କର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ସ୍କଟଲାଣ୍ଡରେ। ଉଲ୍ଲେଖଯୋଗ୍ୟ, ମାଲିକଙ୍କ ମୃତ୍ୟୁର ୧୫ ମିନିଟ୍‌…

ନ୍ୟୁୟର୍କରୁ ମିଳିଲା ଦୋମୁହାଁ ମାଛ

ନ୍ୟୁୟର୍କ, ୨୨।୮: ନ୍ୟୁର୍କରେ ଜଣେ ମାଛ ଧରାଳି ଦୋମୁହାଁ ମାଛ ଧରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଖୁବ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟୁୟର୍କରେ ଡେବୀ ଗେଡେସ୍‌ ନାମକ ଜଣେ ମହିଳା ସମଦ୍ରକୁ ମାଛ ଧରିବାକୁ ଯାଇଥିବାବେଳେ ତାଙ୍କ ଜାଲରେ ଏକ…

କାର୍ଯ୍ୟସ୍ଥଳରେ ଶୋଇପଡ଼ିବା ପାଇଁ ୮୬ ପ୍ରତିଶତ ଭାରତୀୟ ଚାହିଁଥାନ୍ତି

ସାଧାରଣତଃ ଭାରତୀୟମାନେ ଶୋଇବାକୁ ପସନ୍ଦ କରିଥାନ୍ତି। ଏହା ଏକ ସର୍ଭେରୁ ଜଣାପଡ଼ିଛି। ଅନ୍‌ଲାଇନ୍‌ ରିସର୍ଚ୍ଚ ଷ୍ଟାର୍ଟଅପ୍‌ ବେକାଫିଟ୍‌ ଅନୁସାରେ, ପ୍ରାୟ ୮୬ ପ୍ରତିଶତ ଭାରତୀୟ ଚାହିଁଥାନ୍ତି କାର୍ଯ୍ୟକ୍ଷେତ୍ରରେ କିଛି ସମୟ ପାଇଁ ଶୋଇପଡ଼ିବେ। ସର୍ଭେ ‘ରାଇଟ୍‌ ଟୁ ଓ୍ବାର୍କ ନାପ୍‌ସ’ରେ ୧୫୦୦…

କ୍ୟାନସର୍‌ ପୀଡ଼ିତ ସ୍ତ୍ରୀଙ୍କ ସହ ଫଟୋଶୁଟ୍‌ କରି ଚର୍ଚ୍ଚାରେ ସ୍ବାମୀ

କୁହାଯାଏ, ବିବାହ ବନ୍ଧନ ସାତ ଜନ୍ମ ପାଇଁ ହୋଇଥାଏ। କିନ୍ତୁ ଆଜିକାଲି ଗୋଟିଏ ଜନ୍ମ ସୁଖଶାନ୍ତିରେ କାଟିବା ଦମ୍ପତ୍ତିଙ୍କ ପାଇଁ କଷ୍ଟକର ହୋଇପଡିଛି। ମାତ୍ର ଲଣ୍ଡନର ଜଣେ ଦମ୍ପତ୍ତି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। କେଲ୍ସ ଜନସନ୍‌ ନାମକ ଜଣେ…

ଏମିତି ଗାଁ ଯେଉଁଠି ଘରେ ଘରେ ଭିନ୍ନକ୍ଷମ

ଉତ୍ତରପ୍ରଦେଶର ଆଗ୍ରାଠାରୁ ୨୦ କିଲୋମିଟର ଦୂର ଗ୍ବାଲିୟର ରୋଡରେ ବରୋଲି ଅହିର ବ୍ଲକ୍‌ର ୧୧ଟି ଗାରଁ ଦୁଃଖ କହିଲେ ନ ସରେ। ଏହି ସବୁ ଗାଁରେ ଲୋକମାନେ ଫ୍ଲୋରାଇଡ୍‌ଯୁକ୍ତ ପାଣି ପିଉଥିବାରୁ ଘରେ ଘରେ ଜଣେ ଭିନ୍ନକ୍ଷମ ରହିଛନ୍ତି। ହ୍ୟାଣ୍ଡପମ୍ପରୁ ପାଣି…

ରାଶନ କାର୍ଡରେ୯ ସଦସ୍ୟ: ସମସ୍ତଙ୍କ ଜାତି ଓ ପିତାଙ୍କ ନାମ ଅଲଗା

ଉତ୍ତରପ୍ରଦେଶ ଗାଜିଆବାଦ୍‌ର ଯୋଗାଣ ବିଭାଗ କାର୍ଯ୍ୟାଳୟର ଖାମଖିଆଲି ନୀତି ପଦାକୁ ଆସିଛି। ଏଠାରେ ପ୍ରଥମେ ବିନା ଯାଞ୍ଚରେ ଲକ୍ଷ୍ମୀ ନାମକ ଜଣେ ମହିଳାଙ୍କୁ ରାଶନ କାର୍ଡ ଦିଆଯାଇଛି। କାର୍ଡରେ ସଦସ୍ୟ ସଂଖ୍ୟ ୯ ଜଣ ଦର୍ଶାଯାଇଛି। ଲକ୍ଷ୍ମୀଙ୍କୁ ଛାଡି ୮ ଜଣ…

ଯେଉଁଠି ବିବାହ ପୂର୍ବରୁ ବରକୁ ମାରିବାକୁ ପଡ଼େ ଘୁଷୁରି…

ଭାରତର ବିଭିନ୍ନ ପ୍ରାନ୍ତରେ ବିବାହର ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାସ କରୁଥିବା ଗୋଣ୍ଡ ଜନଜାତିରେ ଅଛି ଏକ ଅଜବ ପରମ୍ପରା। ଏହି ଜନଜାତିଙ୍କ ବିବାହରେ ବରକୁ ଘୁଷୁରି ମାରିବାକୁ ପଡିଥାଏ। ପରେ ବର ଏହାର ରକ୍ତ…

ପବନରୁ ମିଳିବ ପାନୀୟ ଜଳ

ଚେକ୍‌ ଗଣରାଜ୍ୟର ପ୍ରାଗ ବିଶ୍ୱବିଦ୍ୟାଳୟର ଗବେଷକମାନେ ସ୍ବୟଂଚାଳିତ ସୋଲାର ସିଷ୍ଟମ୍‌ ଦ୍ୱାରା ପବନରୁ ପାଣି ସଂଗ୍ରହ କରିବାର ଏକ ପଦ୍ଧତି ପାଇଛନ୍ତି। ଏହାକୁ ସୋଲାର ଏୟାର ଓ୍ବାଟର ଆର୍ଥ ରିସୋର୍ସ( ଏସ୍‌ଏଡବ୍ଲ୍ୟୁଇଆର ବା ସାଓ୍ବେର )କୁହାଯାଉଛି। ଏହି ପଦ୍ଧତିରେ ସେମାନେ ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?