ଫୁରସତ

ପ୍ରବଳ ବର୍ଷା ପରେ ରାସ୍ତାରେ ବୁଲୁଛି କୁମ୍ଭୀର, ଲୋକେ ଭୟଭୀତ

ମୁମ୍ବାଇ,୧।୭: ମୌସୁମୀ ଆସିବା ପରେ ମହାରାଷ୍ଟ୍ରର ଉପକୂଳ ଅଞ୍ଚଳ ରତ୍ନଗୀରିରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ପରେ ରାସ୍ତାରେ କୁମ୍ଭୀର ଚାଲୁଥିବାର ଦୃଶ୍ୟ ସମସ୍ତଙ୍କୁ ଭୟଭିତ କରି ପକାଇଛି। ସେହି ବାଟ ଦେଇ କାରରେ ଯାଉଥିବା ଜଣେ…

କ୍ରେଡିଟ୍‌ କାର୍ଡରୁ ସିମ୍‌ କାର୍ଡ ଯାଏ… ଜୁଲାଇ ପହିଲାରୁ ବଦଳିଯିବ ଏସବୁ ନିୟମ, ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୩୦।୬: ଶେଷ ହେବାକୁ ଯାଉଛି ଜୁନ୍‌। ସୋମବାରଠାରୁ ଆରମ୍ଭ ହେବ ଜୁଲାଇ। ଏହି ମାସରୁ ଅନେକ ପରିବର୍ତ୍ତନ ହେବାକୁ ଯାଉଛି, ଯାହାର ସିଧା ପ୍ରଭାବ ପକେଟ ଉପରେ ପଡ଼ିବ। ଇ-ଓ୍ବାଲେଟ୍‌ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ଏବଂ ଇନ୍‌କମ୍‌ ଟ୍ୟାକ୍ସ ରିଟର୍ନ…

ପ୍ରଥମ ରୋଜଗାର ଟଙ୍କାରେ ମା’ର ବନ୍ଧାପଡ଼ିଥିବା ହାରକୁ ମୁକୁଳାଇଥିଲି: ମନମୋହନ

ଛଅପ୍ରାଣୀଙ୍କୁ ନେଇ ଆମ ପରିବାର। ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି ଥିଲେ ବାପା। ଗାଁ ବଜାର କ୍ୟାବିନ୍‌ରେ ଲୁଗା କପଡ଼ାର ଛୋଟ ଖୁଚୁରା ଦୋକାନଟିଏ। ଯେନତେନ ପ୍ରକାରରେ ଧାର କରଜରେ ଘରଖର୍ଚ୍ଚ ଚାଲିଥିଲାବେଳେ ବାପା ପରାମର୍ଶ ଦେଲେ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତି…

ଜାତୀୟ ପରିସଂଖ୍ୟାନ ଦିବସ

ଭାରତରେ ଜାତୀୟ ପରିସଂଖ୍ୟାନ ଦିବସ ପ୍ରତିବର୍ଷ ଜୁନ୍‌ ୨୯ରେ ପାଳନ କରାଯାଏ। ପରିସଂଖ୍ୟାନ ଏବଂ ଅର୍ଥନୈତିକ ଯୋଜନା କ୍ଷେତ୍ରରେ ପ୍ରଫେସର ପ୍ରଶାନ୍ତ ଚନ୍ଦ୍ର ମହଲାନୋବିସଙ୍କ ଅବଦାନକୁ ମନେ ରଖିବା ପାଇଁ ଏହି ଦିନ ପାଳନ କରାଯାଇଥାଏ। ପ୍ରଫେସର ମହଲାନୋବିସ ଯିଏକି ଭାରତୀୟ…

ପ୍ରେମ, ଏକତାର ବାର୍ତ୍ତା ଦେଉଛନ୍ତି ଏଲ୍‌ଜିବିଟିକ୍ୟୁ+

ଜୁନ୍‌ ୧ରୁ ୩୦ ପର୍ଯ୍ୟନ୍ତ ବିଶ୍ୱବ୍ୟାପୀ ‘ପ୍ରାଇଡ୍‌ ମାସ’ ଭାବେ ପାଳନ କରାଯାଉଛି। ଏହି ସମୟରେ ବିଭିନ୍ନ ସ୍ଥାନରେ ଏଲ୍‌ଜିବିଟିକ୍ୟୁ+ କମ୍ୟୁନିଟିମାନେ ପ୍ରାଇଡ୍‌ ୱାକ୍‌, ପରେଡ୍ସ, ଆଲୋଚନା ଭଳି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଥାନ୍ତି। ସମାଜ ପ୍ରତି ସେମାନଙ୍କର ଥିବା ଅବଦାନ…

୬୩ ବର୍ଷ ପରେ ସ୍କୁଲରୁ ମିଳିଲା ୧୯୫୭ରେ ହଜିଥିବା ଛାତ୍ରୀଙ୍କ ପର୍ସ, ଏହା ଭିତରେ ଥିବା ଜିନିଷ ଆଶ୍ଚର୍ଯ୍ୟ କଲା ସଭିଙ୍କୁ!

ବେଳେ ବେଳେ ଆମର ଏମିତି କିଛି ଛୋଟମୋଟ ଜିନିଷଗୁଡିକ ହଜି ଯାଇଥାଏ ଯାହାକୁ ଆମେ ବହୁତ ଖୋଜୁ, କିନ୍ତୁ ଯେତେବେଳେ ଆମେ ସେଗୁଡ଼ିକୁ ପାଉ ସେତେବେଳେ ଆମେ ତାକୁ ଭୁଲିବାକୁ ବାଧ୍ୟ ହେଉ। ୧୯୫୭ରେ ପର୍ସ ହରାଇଥିବା ଜଣେ ଛାତ୍ରୀଙ୍କ ସହିତ…

ଭାଇରାଲ ହେଉଛି ଅମ୍ବାନୀ ପରିବାରର ବିବାହ ନିମନ୍ତ୍ରଣ କାର୍ଡ, ଏଥିରେ ଯାହା ଅଛି ଦେଖିଲେ ଆଖି ଲାଖିଯିବ

ମୁମ୍ବାଇ,୨୮ା୬: ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀ ତାଙ୍କର ଲେଡି ଲଭ୍‌ ରାଧିକା ମର୍ଚାଣ୍ଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ଜୁଲାଇ ୧୨ରେ ସେମାନେ ବିବାହ ବନ୍ଧନରେ ବାନ୍ଧି ହେବେ। ଏବେ ସାମ୍ନାକୁ ଆସିଛି…

ଉତ୍କଳୀୟ କାରିଗରଙ୍କ ସୂକ୍ଷ୍ମ ଭାସ୍କର୍ଯ୍ୟର ପ୍ରତୀକ ‘କୋଣାର୍କ’:ଜାଣନ୍ତୁ କିଛି ଅଜଣା କଥା

କୋଣାର୍କ ସୂର୍ଯ୍ୟମନ୍ଦିର ଉତ୍କଳୀୟ ସ୍ଥାପତ୍ୟ କଳାର ଚରମ ନିଦର୍ଶନ। ତ୍ରୟୋଦଶ ଶତାବ୍ଦୀର ଏହି କୀର୍ତ୍ତିରାଜି ଏକ ଦୁର୍ମୂଲ୍ୟ ତଥା ଦୁଃସାଧ୍ୟ ବିଭବ ଭାବରେ ପ୍ରତୀୟମାନ ହୁଏ। ଉତ୍କଳୀୟ କାରୀଗରମାନଙ୍କ ଶକ୍ତି, ସାହସ ଓ କାର୍ଯ୍ୟଦକ୍ଷତା ବିଶାଳକାୟ ସୂର୍ଯ୍ୟମନ୍ଦିରର ସୂକ୍ଷ୍ମ ଭାସ୍କର୍ଯ୍ୟରୁ ସ୍ପଷ୍ଟ…

୨୦୧୮ରୁ ଅନ୍‌ଲାଇନ୍‌ରେ ଅର୍ଡର କରିଛନ୍ତି ଚପଲ, ଏଯାଏ ହୋଇନି ଡେଲିଭରି

ମୁମ୍ବାଇର ଜଣେ ବ୍ୟକ୍ତିଙ୍କ ସହ ଏକ ଅଦ୍ଭୁତ ଘଟଣା ଘଟିଛି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ବ୍ୟକ୍ତି ଜଣକ ୨୦୧୮ରୁ ଅନ୍‌ଲାଇନ୍‌ରେ ଏକ ଚପଲ ଅର୍ଡର କରିଥିଲେ। ଏହି ସମୟରେ ସେ ଅନେକ ବର୍ଷା, ବନ୍ୟା, ମହାମାରୀ ଦେଖିଲେ, ଭାରତ ବିଶ୍ୱକପ…

ଦିନକ ପାଇଁ ଆଇପିଏସ୍‌ ଅଫିସର ହେଲେ ୯ ବର୍ଷର ବାଳକ, କାରଣ ଜାଣିଲେ ଆଖିରେ ଆସିବ ଲୁହ

ଲକ୍ଷ୍ନୌ,୨୭ା୬: ବାରାଣସୀର ଜଣେ ୯ ବର୍ଷର ନାବାଳକ ଦିନକ ପାଇଁ ଆଇପିଏସ୍‌ ଅଫିସର ହୋଇଛନ୍ତି। ଏହି ଘଟଣା ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚାର ବିଷୟ ହୋଇଛି। ରଣବୀର ଭାରତୀ ନାମକ କୁନି ବାଳକଙ୍କ ଇଚ୍ଛା ଥିଲା, ସେ ଦିନେ ଆଇପିଏସ୍‌ ଅଫିସର…

ଚେତା ଥିବା ଅବସ୍ଥାରେ ରୋଗୀଙ୍କ ଅସ୍ତ୍ରୋପଚାର

ଶିକାଗୋ: ସାଧାରଣତଃ ଅପରେଶନ୍‌ ସମୟରେ ରୋଗୀଙ୍କୁ ଚେତାଶୂନ୍ୟ କରାଯାଇଥାଏ। କିନ୍ତୁ ଆମେରିକାର ଶିକାଗୋରେ ଏକ ଅସ୍ତ୍ରୋପଚାର ସମୟରେ ଜନ୍‌ ନିକୋଲସ(୨୮) ନାମକ ଜଣେ ରୋଗୀ ସମ୍ପୂର୍ଣ୍ଣ ଜାଗ୍ରତ ଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ସୋମବାର ସିକାଗୋର ସ୍ଥାନୀୟ ଉତ୍ତର-ପଶ୍ଚିମ ମେମୋରିଆଲ ହସ୍ପିଟାଲରେ…

ହଠାତ୍‌ ଥରେ ଏହି ମହିଳାଙ୍କୁ ଫୋନ୍‌ କରିଥିଲେ ଅବଦୁଲ୍‌ କଲାମ୍‌: ଏବେ ହେଲା ଖୁଲାସା

ନୂଆଦିଲ୍ଲୀ,୨୬।୬: ଲେଖକ, ସାମାଜିକ କର୍ମୀ ତଥା ରାଜ୍ୟ ସଭା ସଦସ୍ୟ ସୁଧା ମୁର୍ତ୍ତୀ ଏକ ବଡ଼ ଖୁଲାସା କରିଛନ୍ତି। ୨୦୦୬ରେ ରାଷ୍ଟ୍ରପତି ଅବଦୁଲ କଲାମଙ୍କ ହାତରୁ ପଦ୍ମଶ୍ରୀ ନେବା ବେଳର ଫଟୋ ଶେୟାର କରି ସେ କହିଛନ୍ତି, ସେ ଥରେ ପୂର୍ବତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri