ଉତ୍ତପ୍ତ ଜଳବାୟୁ ଆତ୍ମହତ୍ୟା ବୃଦ୍ଧିର କାରଣ
ନ୍ୟୁୟର୍କ: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯେ କେବଳ ଅର୍ଥନୀତିକୁ ପ୍ରଭାବିତ କରିଛି ତାହା ନୁହେଁ, ଏହା ବି ଆତ୍ମହତ୍ୟା ବୃଦ୍ଧିର ଏକ କାରଣ ବୋଲି ଗବେଷଣାରୁ ଜଣାପଡିଛି। ଏହି ତଥ୍ୟ ନେଚର କ୍ଲାଇମେଟ୍ ଚେଞ୍ଜ ଜର୍ନାଲରେ ପ୍ରକାଶ ପାଇଛି। ଏବେ ଯେଭଳି…
୭୭ ବର୍ଷର ମଡେଲ
ଆର୍ଥିକ ପରିସ୍ଥିତି କେବେ କାହାକୁ କେଉଁଠି ପହଞ୍ଚାଇଥାଏ ତାହା କହିବା ମୁସ୍କିଲ। ତେବେ ଦକ୍ଷିଣ କୋରିଆର ୭୭ ବର୍ଷୀୟା ମହିଳା ଚୋଇ ସୁନ ଏବେ ଯୁବବର୍ଗଙ୍କ ପାଇଁ ପ୍ରେରଣା ପାଲଟି ଯାଇଛନ୍ତି। ଦିନେ ହସ୍ପିଟାଲରେ କାମ କରୁଥିବା ଚୋଇ ସମୟକ୍ରମେ କରଜରେ…
ହନିମୁନ୍ କରିବାକୁ ଯାଇ ୫୦ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ, ଉଦ୍ଧାର କଲେ ସ୍ତ୍ରୀ
ହନିମୁନ୍ କରିବାକୁ ଯାଇ ଆମେରିକାର ନବବିବାହିତ ଦମ୍ପତି ଏକ ବଡ଼ଧରଣର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଫ୍ଲୋରିଡ଼ାର କ୍ଲେ ଚେଷ୍ଟନ୍ ଏବଂ ତାଙ୍କ ସ୍ତ୍ରୀ ଏକ୍ମୀ ହନିମୁନ୍ ପାଇଁ କ୍ୟାରିବିୟାଇ ସାଗରସ୍ଥିତ ମାଉଣ୍ଟ ଲିୟମାଇଗା ପର୍ବତର ସେଣ୍ଟ କିଟ୍ସର ଏକ ଛୋଟ ସ୍ଥାନକୁ…
ବାର୍ବି କ୍ୟାଫେ
ଗ୍ରାହକଙ୍କୁ ଆକୃଷ୍ଟ କରିବା ଲାଗି ଆଜିକାଲି ଖାଦ୍ୟ ଉଦ୍ୟୋଗ ସଂସ୍ଥା ବିଭିନ୍ନ ଥିମ୍କୁ ନେଇ ରେସ୍ତୋଁରା, କ୍ୟାଫେ ଆଦି ନିର୍ମାଣ କରୁଛନ୍ତି। ସେହିଭଳି ପିଲାମାନଙ୍କ ପ୍ରିୟ କଣ୍ଢେଇ ବାର୍ବି ଥିମ୍କୁ ନେଇ ତାଇଓ୍ବାନରେ ନିର୍ମାଣ କରାଯାଇଛି ଏକ କ୍ୟାଫେ। ଏହି କ୍ୟାଫେ…
୧୨ ବର୍ଷ ପରେ ମିଳିଲା ହଜିଲା ମୁଦି
ବ୍ରିଟେନ୍ରେ ରହୁଥିବା ଅବିଗେଲ୍ ଥମ୍ପସନ୍ ନାମ୍ନୀ ଜଣେ ୨୦ ବର୍ଷୀୟା ଯୁବତୀ ଦୀର୍ଘ ୧୨ ବର୍ଷ ବ୍ୟବଧାନ ପରେ ତାଙ୍କର ହଜିଯାଇଥିବା ମୁଦି ପାଇବାରେ ସଫଳ ହୋଇପାରିଛନ୍ତି। କିନ୍ତୁ ମୁଦିଟି କେମିତି ହଜିଥିଲା ଆଉ ତାକୁ ସେ କେମିତି ପାଇଲେ, ସେ…
ସ୍ଥାପତ୍ୟ କହେ କରୁଣ କାହାଣୀ
ମାନବ ଇତିହାସରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ହେଉଛି ଏକ କଳଙ୍କିତ ଅଧ୍ୟାୟ। ଏହା ନେଇଥିଲା ଲକ୍ଷ ଲକ୍ଷ ନିରୀହ ଜୀବନ। ଉଭୟ ନାଜି ଓ ସୋଭିଏଟ ୟୁନିୟନ୍ ନିଷ୍ଠୁର ଗଣହତ୍ୟା ଓ ନୃଶଂସକାଣ୍ଡମାନ ଘଟାଇଥିଲେ। ତାହା ମଧ୍ୟରେ ଗୋଟିଏ ଘଟଣା ଥିଲା ଅତ୍ୟନ୍ତ…
ଅଧେ ମଣିଷ ଅଧେ କୁକୁର
ଅଧେ ପଶୁ ଅଧେ ମଣିଷ। ଯେମିତିକି ଅଧେ ମଣିଷ ଅଧେ ସିଂହ, ଅଧେ ମଣିଷ ଅଧେ ଘୋଡ଼ା ଅଥବା ଅଧେ ମଣିଷ ଅଧେ ଛେଳି – ଏସବୁ ପୁରାଣ କାହାଣୀରେ ଅଥବା ଫାଣ୍ଟାସୀ ଫିଲ୍ମରେ ଦେଖିବାକୁ ମିଳିଥାଏ। ତାହାକୁ ମଣିଷ ମନର…
ହମିଂ ବାର୍ଡ ଭଳି ଫୁଲ
କ୍ରୋଟାଲାରିଆ କନିଂହାମି ଉତ୍ତର ଅଷ୍ଟ୍ରେଲିଆର ଏକ ଫୁଲ। ଏହି ଫୁଲଟି ଆଉ ଏକ ନାମରେ ବି ପରିଚିତ, ତାହା ହେଉଛି ‘ଗ୍ରୀନ୍ ବାର୍ଡ ଫ୍ଲାଓ୍ବାର’। କାରଣ ଏହାର ସବୁଜ ଫୁଲ ଛୋଟିଆ ହମିଂ ବାର୍ଡ ପରି ଦେଖାଯାଇଥାଏ, ଯାହାର ମୁନିଆ ଲମ୍ବା…
କୁକୁଡ଼ାଙ୍କ ପାଇଁ ଡ୍ରେସ୍
ଯଦି ଆପଣ ପୋଷା କୁକୁଡା ରଖିଛନ୍ତି ଓ ତାକୁ ସୁନ୍ଦର ଭାବେ ସଜାଇବାକୁ ଚାହୁଁଛନ୍ତି, ତେବେ କୁକୁଡାଙ୍କ ପାଇଁ ଆସିଥିବା ଏହି ଡ୍ରେସ୍କୁ ନିହାତି ବ୍ୟବହାର କରିବାକୁ ଚାହିଁବେ। ଉକ୍ତ ଡ୍ରେସ୍ର ନାମ ହେଉଛି ‘ଟୁଟୁ’। ଉକ୍ତ ଡ୍ରେସ୍କୁ ସାଧାରଣତଃ ବାଲେଟ୍…
୩ଟି କରତକୁ ନେଇ ବିପଜ୍ଜନକ ଜଗଲିଂ: ଜେନ୍ ମୁଷ୍ଟୋନେନ୍ଙ୍କ ରେକର୍ଡ
ସର୍କସ୍ରେ ଜୋକର୍ ଏକାଧିକ ବଲ୍କୁ ଦୁଇ ହାତରେ ଜଗଲିଂ କରିବା ସମୟରେ ବେଶ୍ ମଜା ଲାଗିଥାଏ। ତେବେ ଜଣେ ଏଭଳି ଜିନିଷକୁ ଧରି ଜଗଲିଂ କରିଛନ୍ତି, ଯାହାକୁ ଦେଖିଲେ ଡର ଲାଗେ। ଫିନ୍ଲାଣ୍ଡର ଜେନ୍ ମୁଷ୍ଟୋନେନ୍ ନାମକ ଏହି ବ୍ୟକ୍ତି ଜଣକ…
ଗ୍ରୀନ୍ ପାରିକୁଦ ଅଭିଯାନରେ ହିମାଂଶୁ
ଚିଲିକା ଓ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ସର୍ବଦା ବନ୍ୟା,ବାତ୍ୟାପରି ପ୍ରାକୃତିକ ବିପର୍ଯ୍ୟୟର ଆଶଙ୍କା ରହିଥାଏ। ବିଭିନ୍ନ ସମୟରେ ଘଟୁଥିବା ପ୍ରାକୃତିକ ବିପର୍ଯ୍ୟୟରେ ଏହି ଅଞ୍ଚଳରେ ବୃକ୍ଷଗୁଡ଼ିକର ବ୍ୟାପକ କ୍ଷୟକ୍ଷତି ଯୋଗୁ ଦିନକୁ ଦିନ ବୃକ୍ଷଲତା କମିବାରୁ ପରିବେଶ ସନ୍ତୁଳନରେ ବାଧା ସୃଷ୍ଟି…
ପର୍ଯ୍ୟଟନସ୍ଥଳୀ ‘ଯୋଗ ଜଳପ୍ରପାତ’: କେବେ ଯିବେ, କେମିତି ଯିବେ, କ’ଣ ଦେଖିବେ
କର୍ନାଟକସ୍ଥିତ ଯୋଗ ଜଳପ୍ରପାତ ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ଭାବେ ବେଶ୍ ଲୋକପ୍ରିୟ। ସ୍ଥାନୀୟ ଭାଷାରେ ଏହା ଗେରୁସୋପ୍ପେ ଜଳପ୍ରପାତ ନାଁରେ ପରିଚିତ। ପ୍ରାୟ ୨୫୩ ମିଟର ଉଚ୍ଚତା ବିଶିଷ୍ଟ ଏହି ଜଳପ୍ରପାତଟି ସରାବତୀ ନଦୀଧାରରୁ ସୃଷ୍ଟି ହୋଇଛି… କର୍ନାଟକର ସାଗର ନାମକ…
Archives


