ବିଶ୍ୱର ସେହି ୫ଟି ରହସ୍ୟ, ଯାହା ଏବେ ବି ଲୁକ୍କାୟିତ ହୋଇ ରହିଛି
ବିଶ୍ୱରେ ଏଭଳିି ଅଜବ ରହସ୍ୟ ରହିଛି ଯାହା ଆଜି ବି ଲୁକ୍କାୟିତ ହୋଇ ରହିଛି। ବୈଜ୍ଞାନିକମାନେ ଆଜିଯାଏ ଏହାର ଉତ୍ତର ପାଇପାରି ନାହାନ୍ତି। ଆସନ୍ତୁ ଜାଣିବା କିଛି ଏଭଳି ରହସ୍ୟ ବିଷୟରେ, ଯାହା ସମସ୍ତଙ୍କ ପାଇଁ ଏକ ପ୍ରହେଳିକା ହୋଇ...
ଯେଉଁଠି ସଦସ୍ୟଙ୍କ ମୃତ୍ୟୁରେ ଘର ଛାଡିଦିଅନ୍ତି ପରିବାର ଲୋକେ
ନିଜ ପ୍ରିୟଜନଙ୍କ ମୃତ୍ୟୁ ପରେ ସେମାନଙ୍କ ସ୍ମୃତିକୁ ସାଉଣ୍ଟିବାକୁ ଲୋକେ ଅନେକ ଉପାୟ ଆପଣାଇଥାନ୍ତି। କିନ୍ତୁ ଆମ ଦେଶରେ ଏଭଳି କିଛି ଜନଜାତି ଅଛନ୍ତି, ଯେଉଁମାନେ ନିଜ ପ୍ରିୟଜନଙ୍କ ମୃତ୍ୟୁ ପରେ ସେମାନଙ୍କ ସ୍ମୃତି ସାଉଣ୍ଟିବା ପରିବର୍ତ୍ତେ ଘରଦ୍ୱାର ଛାଡ଼ି...
କପିଲ ଦେବ ପିନ୍ଧିଲେ ଏମିତି ପ୍ୟାଣ୍ଟ୍, ଫ୍ୟାନ୍ କହିଲେ ରଣବୀରଙ୍କଠାରୁ ଦୂରେଇ ରୁହ
୧୯୮୩ରେ ହୋଇଥିବା କ୍ରିକେଟ ବିଶ୍ୱକପରେ ଭାରତର ଐତିହାସିକ ବିଜୟକୁ ନେଇ ଫିଲ୍ମ ‘୮୩’ ନିର୍ମାଣ କରାଯାଉଛି। ଏହି ଫିଲ୍ମରେ ବଲିଉଡ ଅଭିନେତା ରଣବୀର ସିଂହ କପିଲ ଦେବଙ୍କ ଭୂମିକାରେ ନଜର ଆସୁଛନ୍ତି। ଇତିମଧ୍ୟରେ ଫିଲ୍ମର ପ୍ରଥମ ପୋଷ୍ଟର ମଧ୍ୟ ରିଲିଜ୍...
ପ୍ରେମ ମାନେନା ବୟସ : ବୃଦ୍ଧାଶ୍ରମରେ ପ୍ରେମ, ପରେ ବିବାହ
ପ୍ରେମ କରିବାରେ କୌଣସି ବୟସ ଦେଖାଯାଏନି। କେତେବେଳେ କାହା ସହ ପ୍ରେମ ହୋଇଯିବ କହି ହୁଏନାହିଁ। ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ଆମେରିକାର ଓହିଆ ସହରରେ ରହୁଥିବା ଦୁଇଜଣ ବୃଦ୍ଧାବୃଦ୍ଧ। ଦୁଇଜଣଯାକ ଏକ ବୃଦ୍ଧାଶ୍ରମରେ ରହୁଥିବାବେଳେ ପ୍ରେମସମ୍ପର୍କ ଗଢ଼ିଉଠିଥିଲା।...
ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ମାତାପିତା, ୟୁପିଏସସି ପରୀକ୍ଷାରେ ଝିଅ ହାସଲ କଲେ ୮୩ ର଼୍ୟାଙ୍କ୍
ବାରମ୍ବାର ୟୁପିଏସସି ପରୀକ୍ଷାରେ ଅକୃତକାର୍ଯ୍ୟ ହେଉଥିବା ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ତାଙ୍କ ପରିବାର ଲୋକେ। ଏଥିପାଇଁ ତାଗିଦ୍ ମଧ୍ୟ କରିଥିଲେ, ଯଦି ଏଥର ପରୀକ୍ଷାରେ କୃତକାର୍ଯ୍ୟ ନ ହେବେ, ତେବେ ତାଙ୍କୁ ଭଲ ପାତ୍ର ବିବାହ କରିଦିଆଯିବ। ଏହାକୁ...
ଯେଉଁଠି ରାତିରେ ଟଏଲେଟ୍ ଯିବା ମନା
ଟଏଲେଟ୍ ଯିବା ଏଠାରେ ଏକ ଅପରାଧ। ସ୍ବିଜରଲାଣ୍ଡର ଏହି ଅଜବ ନିୟମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରେ। ତେବେ ଏହା ସେଠାକାର ସ୍ବୀକୃତିପ୍ରାପ୍ତ ନିୟମ ବା ପରମ୍ପରା ହୋଇ ନ ଥିବା ବେଳେ ନିର୍ଦ୍ଦିଷ୍ଟ କେତେକ ଅଞ୍ଚଳରେ ଏହା ପ୍ରଚଳିତ ହୋଇଥାଏ।...
ଏହି ମନ୍ଦିର ଉପରେ ପ୍ରତି ୧୨ ବର୍ଷରେ ଥରେ ହୁଏ ବଜ୍ରପାତ…
ଭାରତରେ ଥିବା ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ସେହିପରି କେତେକ ମନ୍ଦିରରେ ଥିବା ରହସ୍ୟ ଆଧୁନିକ ବିଜ୍ଞାନ ମଧ୍ୟ ସମାଧାନ କରିପାରି ନାହିଁ। ହିମାଚଳପ୍ରଦେଶ କୁଲ୍ଲୁଠାରୁ ପ୍ରାୟ ୧୮ କିଲୋମିଟର ଦୂରରେ ଏପରି ଏକ ରହସ୍ୟମୟ ଶିବ...
ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜୀବନ ବଞ୍ଚାଇବ ଏହି ବେଡ୍
ଦିନକୁ ଦିନ ପ୍ରାକୃତିକ ବିପର୍ଯ୍ୟୟ ମାଡ଼ିଆସୁଛି। ଏଥିରେ ବହୁ ଧନଜୀବନ ହାନି ମଧ୍ୟ ହେଉଛି। କିନ୍ତୁ ଏମିତି ଏକ ବେଡ୍ ନିର୍ମାଣ କରାଯାଇଛି ଯାହା ବିପର୍ଯ୍ୟୟ ସମୟରେ ଜୀବନ ବଞ୍ଚାଇ ଦେବ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ଓକ୍ଲାହୋମା...
ମାଛବନ୍ୟା
କଥାଟା ଶୁଣିବାକୁ ବିଚିତ୍ର ଲାଗୁଥାଇପାରେ। ଉପର ମୁଣ୍ଡରେ ବର୍ଷାହେଲେ ନଦୀନାଳରେ ପାଣିପଶେ। ତାହାର ପ୍ରଭାବରେ ବନ୍ୟା ସୃଷ୍ଟିହୁଏ। ବେଳେବେଳେ ସେହି ବନ୍ୟା ପ୍ରଳୟର ରୂପ ଧାରଣ କରେ। ତେବେ ମାଛରେ କେମିତି ବନ୍ୟା ଆସିବ। ହଁ ବେଳେବେଳେ ଆକାଶରୁ ମାଛବର୍ଷା...
ଟିପ୍ସ: ସୁରକ୍ଷିତ ସୋଶିଆଲ ସାଇଟ୍ସ ପାଇଁ….
* ସର୍ବଦା ନିଜର ସୋଶିଆଲ ସାଇଟ୍ସ୍ ପାଇଁ ଷ୍ଟ୍ରଙ୍ଗ ପାସଓ୍ବାର୍ଡ ବ୍ୟବହାର କରନ୍ତୁ। * ପାସଓ୍ବାର୍ଡ ପାଇଁ ନମ୍ବର, ଲେଟର, ସ୍ପେଶିଆଲ କ୍ୟାରେକ୍ଟର ଆଦିର ମିଶ୍ରଣକୁ ବ୍ୟବହାର କରନ୍ତୁ। * ବିଭିନ୍ନ ସୋଶିଆଲ ସାଇଟ୍ସ୍ ପାଇଁ ଭିନ୍ନ ଭିନ୍ନ ପାସଓ୍ବାର୍ଡ...
ଅଷ୍ଟ୍ରେଲିଆର ବଡି ପେଣ୍ଟିଂ ଫେଷ୍ଟିଭାଲ, ଭାଗ ନେଇଥାନ୍ତି ୫୦ ଦେଶର ପ୍ରତିଯୋଗୀ
ବିଭିନ୍ନ ସଉକ ମଧ୍ୟରୁ ଅନ୍ୟତମ ପେଣ୍ଟିଂ ବା ଚିତ୍ରାଙ୍କନ। କାନଭାଷ ଉପରେ ରଙ୍ଗତୂଳୀ ଧରି ଚିତ୍ରକର ଅତି ସୁନ୍ଦର ଭାବେ ଚିତ୍ରକୁ ଆଙ୍କିଥାନ୍ତି, ଯାହା ଦେଖିବାକୁ ଖୁବ୍ ଜୀବନ୍ତ ମଧ୍ୟ ଲାଗେ। ତେବେ ମଣିଷ ଦେହରେ ପେଣ୍ଟିଂ କଥା କେବେ...
ଟେବୁଲ ଟେନିସ୍ ଡୋର୍
ଅନେକଙ୍କୁ ଟେବୁଲ ଟେନିସ୍ ଖେଳିବାକୁ ଭଲ ଲାଗେ। ହେଲେ ଘରେ ଏହାର ଟେବୁଲ ରଖିବାକୁ ଜାଗା ହେଉ ନ ଥିବାରୁ ମନ ମାରି ରହିବାକୁ ହୁଏ। ଏବେ କିନ୍ତୁ ଘର ଭିତରେ ଖେଳିପାରିବେ ଏହି ଖେଳ। ଆଉ ଟେବୁଲ ରଖିବାର...
Archives


