ଫୁରସତ

ଶବ୍ଦକୁ ନେଇ ଅତିଷ୍ଠ ବ୍ୟକ୍ତି ଏସି ଭିତରର ଦୃଶ୍ୟ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ

ସାଧାରଣତଃ ଯଦି ଏସିରୁ କୌଣସି ଶବ୍ଦ ବାହାରେ, ତେବେ ଆମେମାନେ ତାକୁ ଖୋଲି ସଫା କରିଦେଉ। ହେଲେ ଯଦି ଏହି ଶବ୍ଦ କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ନୁହଁ, ବରଂ ବହୁ ସାପଙ୍କ ହେତୁ ହେଉଥିବ ତାହେଲେ କ’ଣ କରିବେ। ଏକଥା…

କୁମ୍ଭୀରକୁ ଗିଳିଲା ଅଜଗର, ସୋସିଆଲ ମିଡିିଆରେ ଫଟୋ ଭାଇରାଲ

କୁମ୍ଭୀରକୁ ପାଣିର ରାଜା କୁହାଯାଏ। କାରଣ ଏହାର ଅଞ୍ଚଳକୁ କେହି ଯଦି ଯାଏ ତେବେ ତା’ ପାଟିରୁ ବଞ୍ଚିବା ଅସମ୍ଭବ ହୋଇପଡ଼େ। କିନ୍ତୁ ଏକ ଅଜଗର ପାଖରେ ହାର ମାନିଛି କୁମ୍ଭୀର। ଶେଷରେ ଅଜଗରଟି ଗିଳିଦେଇଛି କୁମ୍ଭୀରକୁ। ବିଶ୍ୱାସ ହେଉ ନ…

ଏଠି ବିଲୁପ୍ତପ୍ରାୟ ପକ୍ଷୀଙ୍କ ପାଇଁ ରହିଛି ରେଷ୍ଟୁରାଣ୍ଟ

ମଣିଷ ଭଳି ଶ୍ରେଷ୍ଠ ଜୀବଙ୍କ ପାଇଁ ରହିଛି ରେଷ୍ଟୁରାଣ୍ଟ ବ୍ୟବସ୍ଥା। ହେଲେ ବିଲୁପ୍ତପ୍ରାୟ ପକ୍ଷୀ ଶାଗୁଣ ଓ ଚିଲଙ୍କ ପାଇଁ ରହିଥିବା ରେଷ୍ଟୁରାଣ୍ଟ କଥା ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଛି। କିନ୍ତୁ ଆମ ଦେଶରେ ହିଁ ରହିଛି ଏମିତି ଏକ ରେଷ୍ଟୁରାଣ୍ଟ। କାନପୁର…

କେରଳରେ ଅନ୍‌ଲାଇନ୍‌ରେ ମିଳିବ କଏଦୀଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ, ଦାମ୍‌ କେତେ ଜାଣନ୍ତି…

କେରଳର ଜେଲ୍‌ରେ ସଜା କାଟୁଥିବା କଏଦୀମାନଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଏବେ ଅନ୍‌ଲାଇନ୍‌ରେ ମିଳିବ। ତ୍ରିଶୂରସ୍ଥିତ ବୈୟୁର ସେଣ୍ଟ୍ରାଲ ଜେଲ୍‌ର କଏଦୀମାନଙ୍କୁ ସ୍ବରୋଜଗାର ପାଇଁ ଖାଦ୍ୟ ପ୍ରସ୍ତୁତ ଏବଂ ପ୍ୟାକିଂ କରିବା ଦାୟିତ୍ୱ ଦିଆଯାଇଛି। ଖାଲି ଏତିକି ନୁହେଁ, ଏହି ଖାଦ୍ୟକୁ…

ପୁରୁଣା ବସ୍‌ରେ ସୁଇମିଂ ପୁଲ୍‌, ମଜା ଉଠାଉଛନ୍ତି ଲୋକେ

ଫ୍ରାନ୍ସର ବେଟୁନ୍‌ ସହରର ବିଭିନ୍ନ ସ୍ଥାନରେ ପୁରୁଣା ବସଗୁଡ଼ିକରେ ସୁଇମିଂ ପୁଲ୍‌ କରାଯାଇଛି। ଏଥିରେ ଲୋକେ ସ୍ନାନ କରିବା ସହ ବେଶ୍‌ ମଜା ଉଠାଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଫ୍ରାନ୍ସରେ କିଛିଦିନ ତଳେ ପ୍ରବଳ ଗରମ ପଡ଼ିଥିଲା। ଏପରିକି ତାପମାତ୍ରା ରେକର୍ଡ…

ଯେଉଁଠି ଗଛର ଗଣ୍ଡିରେ କରାଯାଏ ଶିଶୁଙ୍କ ସଂସ୍କାର

ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଥିବା ଅଜବ ଗଜବ ପରମ୍ପରା ବିଷୟରେ ଶୁଣିଲେ ବେଳେ ବେଳେ ଆଶ୍ଚର୍ଯ୍ୟ ଲାଗେ। କେବେ କେବେ ଏହା ବିଶ୍ୱାସ ନ ହେଉଥିଲେ ମଧ୍ୟ ସେ ସବୁ ପରମ୍ପରା ସତ ହୋଇଥାଏ। ଇଣ୍ଡୋନେସିଆରେ ଥିବା ଏମିତି ଏକ ପରମ୍ପରା…

ବର୍ଷରେ ଏହି ଦିନ ଗାଁରେ ରହିଲେ ମୃତ୍ୟୁ ହୁଏ ବୋଲି ବିଶ୍ୱାସ କରି ଘର ଛାଡନ୍ତି ଲୋକେ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ ହୋଇଥାଏ। ଏସବୁ ପରମ୍ପରା ପଛରେ ଅନେକ କାହାଣୀ ରହିଥାଏ। ଉତ୍ତରପ୍ରଦେଶ ମହାରାଜଗଞ୍ଜ୍‌ ଜିଲା ବେଲଓ୍ବା ଚୌଧୁରୀ ଗାଁରେ ରହିଛି ଏଭଳି ଏକ ଅଜବ ପରମ୍ପରା। ଏଠାରେ ବର୍ଷରେ ଗୋଟିଏ ଦିନ ବୁଦ୍ଧ…

ଏହି ଅଙ୍ଗୁର ପେନ୍ଥାର ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଜାରରେ ବିଭିନ୍ନ ପ୍ରକାରର ଅଙ୍ଗୁର ମିଳିଥାଏ। ଭିନ୍ନ ଭିନ୍ନ ଅଙ୍ଗୁରର ଦାମ୍‌ ମଧ୍ୟ ଅଲଗା ରହିଥାଏ। କିନ୍ତୁ ଜାପାନ୍‌ରେ ରୁବି ରୋମାନ ନାମକ ଏକ ଅଙ୍ଗୁରର ଦାମ୍‌ ଏବେ ଚର୍ଚ୍ଚାରେ। ଏହି ଅଙ୍ଗୁର ପେନ୍ଥାର ଦାମ୍‌ ଶୁଣି ଆଶ୍ଚର୍ଯ୍ୟ ହୋଇଯିବେ। ଦାମ୍‌…

୬ବର୍ଷର ବାଳକ: ୨ଘଣ୍ଟାରେ ୩ହଜାର ଥର ଦଣ୍ଡ ବୈଠକ କରି ଜିତିଲେ ବିଳାସମୟ ଘର

ମସ୍କୋ,୧୧।୭: ବ୍ୟାୟାମ କରିବା ଦ୍ୱାରା ଶରୀର ସୁସ୍ଥ ରହିବା ସହ ବୁଦ୍ଧି ଓ ମନ ଶାନ୍ତ ରହିଥାଏ। ପ୍ରତିଦିନ ଦଣ୍ଡ ବୈଠକ କରିବା ଦ୍ୱାରା ମାଂସପେଶୀ ଓ ଶରୀରରେ ଥିବା ସମସ୍ତ ଗଣ୍ଠି ମଜଭୁତ ହୋଇଥାଏ। କେବଳ ସେତିକି ନୁହେଁ, ଯଦି…

ବିଶ୍ୱର ସବୁଠୁ ବଡ଼ ସମାଧିସ୍ଥଳ

ଦୁନିଆରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠାରେ ବିଶ୍ୱର ସବୁଠୁ ବଡ଼ ସାମୂହିକ ସମାଧିସ୍ଥଳର ସନ୍ଧାନ ମିଳିଛି। ଏକସଙ୍ଗେ ପ୍ରାୟ ୨୩୦ଟି କଙ୍କାଳ ବରାମଦ୍‌ ହୋଇଛି ଏଠାରୁ। ବିଶ୍ୱର ଏହା ପ୍ରଥମ ଏଭଳି ସମାଧିସ୍ଥଳ ଯେଉଁଠାରେ ଏତେ ମାତ୍ରାରେ କଙ୍କାଳ ମିଳିଛି।…

ଡ୍ୟାନ୍ସର ହେବା ପାଇଁ ଗୋଡ଼ କାଟିଦେଲେ ଯୁବତୀ, ଜାଣନ୍ତୁ ତା’ ପରେ କ’ଣ ହେଲା…

ବ୍ରିଟେନ୍‌ରେ ରହୁଥିବା ଜଣେ ମଡେଲ ସୁନ୍ଦରୀ , ଡ୍ୟାନ୍ସର ତଥା  ଭିକ୍ଟୋରିଆ ସିଙ୍ଗର  ମଡେଷ୍ଟା ଆଜି ଚର୍ଚ୍ଚାରେ। ଚର୍ଚ୍ଚା ପଛରେ ଏକ ବଡ଼ କାରଣ ମଧ୍ୟ ରହିଛି। ଭିକ୍ଟୋରିଆଙ୍କର ପିଲାଦିନରୁ ଇଚ୍ଛା ଥିଲା ସେ ଜଣେ ଭଲ ଡ୍ୟାନ୍ସର ହେବେ। କିନ୍ତୁ…

କାରରେ ୧୭ଟି ଦେଶ ପାରି ହୋଇ ବିଶ୍ୱକପ୍‌ ଦେଖିବାକୁ ପହଞ୍ଚିଲେ ମାଥୁର ପରିବାର

ଲଣ୍ଡନ, ୧୦।୭: ବିଶ୍ୱର ଯେକୌଣସି ସ୍ଥାନରେ ମ୍ୟାଚ୍‌ ହେଉନା କାହିଁକି, ଭାରତୀୟ ଦଳକୁ ଚିୟର୍‌ କରିବା ପାଇଁ ଦର୍ଶକ ସେଠାରେ ପହଞ୍ଚିଯିବା କୌଣସି ଆଶ୍ଚର୍ଯ୍ୟର କଥା ନୁହେଁ। ସେମିତି ଏକ ଉଦାହରଣ ଦେଖିବାକୁ ମିଳିଛି ମାଞ୍ଚେଷ୍ଟରରେ। ଆଇସିସି ବିଶ୍ୱକପର ଭାରତ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri