ଫୁରସତ

ଚା’ ପତି କିଲୋ ୫୦ ହଜାର…

ଚା’ ପତି କିଲୋ ପୁଣି ହଜାର ହଜାର ଟଙ୍କା ଶୁଣିଲେ ଯେ କେହି ଚକିତ ହେବେ। ତେବେ ଆସାମରେ ଏଭଳି ଏକ ସ୍ବତନ୍ତ୍ର ଚା’ ପତି କିଲୋ ପିଛା ୫୦ ହଜାର ଟଙ୍କାରେ ନିଲାମ ହୋଇଛି। ଏହାକୁ ଲୋକେ ମନୋହରି ଚା’…

କାଓ ଥେରାପି : ଘଣ୍ଟାଏ ପାଇଁ ଦେବାକୁ ପଡ଼େ ୫ହଜାର ୨୦୦ ଟଙ୍କା

ଡଗ୍‌ ଏବଂ କ୍ୟାଟ୍‌ ଥେରାପି ସମ୍ପର୍କରେ ଜାଣିଥିବେ। କିନ୍ତୁ କାଓ ଥେରାପି ସମ୍ପର୍କରେ ଜାଣିଛନ୍ତି କି, ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ… ୟୁରୋପରେ କାଓ ଥେରାପି ବହୁ ଲୋକପ୍ରିୟ ବୋଲି ପୂର୍ବରୁ ଜାଣିଛନ୍ତି। କିନ୍ତୁ ବର୍ତ୍ତମାନ ଆମେରିକାରେ ମଧ୍ୟ…

୧୧ ବର୍ଷ ଧରି ରୋଗଶଯ୍ୟାରେ ପଡ଼ିଥିଲେ ଛାତ୍ର, ଡାକ୍ତର ପାରିଲେନି, ନିଜେ ରସର୍ଚ୍ଚ କରି ହେଲେ ଭଲ

ଆମେରିକାର ଡାଉ ଲିଣ୍ଡ୍‌ସେ ନାମକ ଜଣେ ଛାତ୍ର ୧୧ ବର୍ଷ ଧରି ରୋଗଶଯ୍ୟାରେ ପଡ଼ିଥିଲେ। ତାଙ୍କୁ ଭଲ କରିବା ପାଇଁ ସମସ୍ତ ଡାକ୍ତର ଲାଗିଥିଲେ ମଧ୍ୟ ବିଫଳ ହୋଇଥିଲେ। ସେ ଥାଏରଏଡ୍‌ ରୋଗରେ ପୀଡ଼ିତ ବୋଲି ଯଦିଓ ଡାକ୍ତର କହିଥିଲେ ତଥାପି…

ବାଘ ଛୁଆର ନାମ ‘ହିମା’

ବେଙ୍ଗାଲୁରୁ: ଭାରତରେ ବାଘ ସଂଖ୍ୟା ବଢିଛି। ଏହା ଖୁସି ଖବର। ଆଉ ଏକ ଖୁସି ଖବର ହେଉଛି, ଏଇ ମାସରେ ୟୁରୋପିଆନ ରେସ୍‌ରେ ୫ଟି ଗୋଲ୍ଡ ଜିତିଥିବା ଆସାମର ହିମା ଦାସଙ୍କ ନାମରେ ଏକ ମହାବଳ ବାଘ ଛୁଆର ନାମ ରଖାଯାଇଛି।…

ମନୋହରି ଗୋଲ୍ଡ ଚା’ ନିଲାମ : କେଜିକୁ ୫୦,୦୦୦ ଟଙ୍କା

ଚା’ କେଜିକୁ ୫୦,୦୦୦ଟଙ୍କା। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଛି, ହେଲେ କଥାଟି ସତ। ଆସାମର ମନୋହରି ଗୋଲ୍ଡ ଚା’ଦାମ ଏବେ ପୂରା ଆକାଶ ଛୁଇଁଛି। ଏହି ଚା’ର ଦାମ୍‌ ଗତ ବର୍ଷ ଥିଲା ୩୯,୦୦୦ ଟଙ୍କା। ଅରୁଣାଚଳ ପ୍ରଦେଶର ଡୋନି ପୋଲୋ ଟି…

ଆବୁଧାବିରେ ହେବ ସର୍ବ ବୃହତ୍‌ ଆକ୍ୱାରିୟମ୍‌

ଆବୁଧାବି: ଆବୁଧାବିରେ ନିର୍ମାଣାଧୀନ ମଧ୍ୟପ୍ରାଚ୍ୟର ବୃହତ୍ତମ ଆକ୍ୱାରିୟମକୁ ୨୦୧୯ରେ ହିଁ ସମ୍ପୂର୍ଣ୍ଣ କରାଯିବ। ଅଲ୍‌ କ୍ୱାନା(ୟୁଏଇ) ର ଏହି ୭,୦୦୦ ବର୍ଗ ମିଟର ପରିମିତ ଆକ୍ୱାରିୟମର ୧୦ଟି ଜୋନ୍‌ ରହିବ। ଏଠାକୁ ବର୍ଷକୁ ୧ ମିଲିଅନ୍‌ ପର୍ଯ୍ୟଟକ ଆସିବେ ବୋଲି ଆକଳନ…

ଭଲ ନିଦ ଆଣିବ ସ୍ମାର୍ଟ ପାଇଜାମା

ୟୁନିଭର୍ସିଟି ଅଫ୍‌ ମାସାଚ୍ୟୁସେଟସ୍‌ର ଗବେଷକ ତ୍ରିଶା ଆଣ୍ଡ୍ର୍ୟୁ ଓ ତାଙ୍କ ସାଥୀ ଗବେଷକମାନେ ସ୍ମାର୍ଟ ପାଇଜାମା ଓ ସାର୍ଟ ପ୍ରସ୍ତୁତ କରିଛନ୍ତି ଯେଉଁଥିରେ ସ୍ବୟଂ ଚାଳିତ ୫ଟି ସେନ୍‌ସର ଲଗାଯାଇଛି । ଏହା ହୃତସ୍ପନ୍ଦନ,ଶ୍ୱାସକ୍ରିୟା ଓ ଶୋଇବାର ଶୈଳୀକୁ ମନିଟର କରିପାରିବ।…

କମ୍ପ୍ୟୁଟର ଜଣାଇଦେବ ହସ ନକଲି କି ଅସଲି

ଲଣ୍ଡନ: ଗବେଷକମାନେ ଏବେ ଏକ ସଫ୍ଟଓ୍ବେର ବିକାଶ କରିଛନ୍ତି ଯାହା ହସର ମୁଭ୍‌ମେଣ୍ଟକୁ ସଫ୍ଟଓ୍ବେର ମାଧ୍ୟମରେ ଅନୁଧ୍ୟାନ କରି ତାହା ଅସଲି କି ନକଲି ଜଣାଇଦେବ । ଏ ସମ୍ପର୍କିତ ତଥ୍ୟ ଆଡ୍‌ଭାନ୍ସଡ ଇଞ୍ଜିନିୟରିଂ ଇନ୍‌ଫରମେଟିକ୍ସ ଜର୍ନାଲରେ ପ୍ରକାଶ ପାଇଛି। ଏହି…

ଗଙ୍ଗା ଯମୁନା ପାଣିରେ ବ୍ୟାକ୍ଟେରିୟୋଫଗେସ: ମାରାତ୍ମକ ରୋଗ ଉପଶମ କରିପାରିବ

ହିସାର: ଶରୀରରେ ଯେତେବେଳେ ଆଣ୍ଟିବାୟୋଟିକ୍ସ ବିରୋଧରେ ବ୍ୟାକ୍ଟେରିଆ ଲଢିବା ଆରମ୍ଭ କରନ୍ତି ତାହା ଆଉ କାମ କରେନାହିଁ। ଏହାଫଳରେ ରୋଗ ଉପଶମ ହୋଇନଥାଏ। କିନ୍ତୁ ଏବେ ବନାରସ ବିଶ୍ୱବିଦ୍ୟାଳୟର ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସର ବୈଜ୍ଞାନିକ ପ୍ରଫେସର ଗୋପାଳ ନାଥ ବ୍ୟାକ୍ଟେରିୟୋଫଗେସ(ଏକ…

ଖଣ୍ଡେ ପାନର ଦାମ୍‌ ୫ ହଜାର…

ପାନ ଭାରତୀୟ ସଂସ୍କୃତି ସହିତ ଅତି ନିବିଡ଼ ଭାବେ ଜଡିତ। ତେବେ ପାନର ଦାମ ୫ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ନିଶ୍ଚିତ। ମହାରାଷ୍ଟ୍ର ଔରଙ୍ଗାବାଦ୍‌ରେ ରହିଛି ଏଭଳି ଏକ ପାନ ଦୋକାନ। ଏହାର ନାମ ତାରା…

ଏଠି ପ୍ରତିବର୍ଷ ମହିଳାଙ୍କ ପାଇଁ ଆୟୋଜିତ ହୁଏ ହର୍ସ ରେସ୍‌

ବ୍ରିଟେନରେ ଏମିତି ଏକ ହର୍ସ ରେସ୍‌ ବା ଘୋଡା ଦୌଡ ଆୟୋଜନ କରାଯାଇଥାଏ ଯେଉଁଥିରେ କେବଳ ମହିଳାମାନେ ହିଁ ଭାଗ ନେଇଥାଆନ୍ତି। ଏଥିରେ ଟେଲିଭିଜନ୍‌ ଆଙ୍କର, ଫ୍ୟାଶନ୍‌ ଏକ୍ସପର୍ଟ, ମଡେଲ, ଛାତ୍ରୀ ତଥା ଗୃହିଣୀ ସମସ୍ତେ ଭାଗ ନେବାର ସୁବିଧା ଥାଏ।…

ପର୍ସ ଚୋରି ରୋକିବ ୱାଲେଟ୍‌ ବଟ୍‌

ଅଧିକାଂଶ ସମୟରେ ପର୍ସ ଚୋରି ଘଟଣା ଶୁଣିବାକୁ ମିଳିଥାଏ। ଯେତେ ସତର୍କତାର ସହ ରଖିଲେ ମଧ୍ୟ ବସ୍‌ କିମ୍ବା ଟ୍ରେନ୍‌ରେ ଯାତ୍ରା କଲାବେଳେ ପକେଟ୍‌ମାର୍‌ ହୋଇଯାଏ। ଏଭଳି ସ୍ଥିତିରେ ମୁଣ୍ଡ ଆଉଁଶି ଘରକୁ ଫେରିବା ବ୍ୟତୀତ ଅନ୍ୟ କିଛି ଉପାୟ ନଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?