ଫୁରସତ

ବିଶ୍ୱର ସବୁଠୁ ଅସୁନ୍ଦର କୁକୁର

ସାନ ଫ୍ରାନ୍ସିସ୍କୋ : ସାଧାରଣତଃ କୁକୁରମାନେ ସ୍ନେହୀ ଓ ବିଶ୍ୱସ୍ତ ପ୍ରାଣୀ ଭାବେ ବେଶ୍‌ ଜଣାଶୁଣା। କେତେକ କୁକୁର ସେମାନଙ୍କ ସୋନ୍ଦର୍ଯ୍ୟ ଓ ପରିଷ୍କାର ପରିଚ୍ଛନ୍ନତା ସହ ସମସ୍ତଙ୍କ ହୃଦୟ ଜିତିବାକୁ ସକ୍ଷମ ହୋଇଥାନ୍ତି। ତେବେ ଏହାରି ଭିତରେ ଗୋଟିଏ କୁକୁର…

ଆଇନର କଡ଼ାକଡ଼ି ପ୍ରୟୋଗ ହେବା ଦରକାର

‘ନିଷିଦ୍ଧ ଡ୍ରଗ’ ବିଷୟରେ ଆମେ ପ୍ରାୟ ସମସ୍ତେ ଅଳ୍ପ ବହୁତେ ଅବଗତ ଅଛନ୍ତି। କେତେଗୁଡ଼ିଏ ନିଶା କରାଉଥିବା, ଯନ୍ତ୍ରଣା ଲାଘବ କରାଉଥିବା, ମସ୍ତିଷ୍କକୁ ଉତ୍ତେଜିତ କରାଉଥିବା, ଅତ୍ୟଧିକ ଆନନ୍ଦ ସୃଷ୍ଟି କରୁଥିବା ସହିତ ବ୍ୟବହାରକାରୀମାନଙ୍କୁ ଏକ ପ୍ରକାର ଉନ୍ମାଦନା ଓ ମିଛ…

ଲକ୍ଷାଧିକ ଦରମା ସହ ମିଳିଥାଏ ଅନେକ ସୁବିଧା, ଜାଣନ୍ତୁ ନିର୍ବାଚିତ ଏମ୍‌ପିମାନଙ୍କ ଦରମା କେତେ? କ’ଣ ସେମାନେ ଦିଅନ୍ତି ଟିକସ…

୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ସଦସ୍ୟମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍‌ପିମାନଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ଜୁନ ୨୪ରୁ ଆରମ୍ଭ ହୋଇଥିବା ସଂସଦ…

ବିନା କାମରେ ୨୦ ବର୍ଷ ଦରମା

ପ୍ୟାରିସ: କାର୍ଯ୍ୟ ସମ୍ପାଦନ କରି ଅଫିସ ବା ସଂସ୍ଥାରୁ ଦରମା ନ ମିଳିଲେ କ୍ଷୁବ୍ଧ କର୍ମଚାରୀ ଆଇନର ଆଶ୍ରୟ ନେଇଥାନ୍ତି। କିନ୍ତୁ ଫ୍ରାନ୍ସରେ ଏହାର ଓଲଟା ଦେଖିବାକୁ ମିଳିଛି। ଜଣେ ମହିଳା କର୍ମଚାରୀଙ୍କୁ ଟେଲିକମ୍‌ କମ୍ପାନୀ ଅରେଞ୍ଜ କିଛି କାମ ନ ଦେଇ…

ପ୍ରଥମ ରୋଜଗାରର ୧୫୦ ଟଙ୍କା ବି କୋଟିଏ ଟଙ୍କା ପରି ଲାଗୁଥିଲା: ସୁଚିତ୍ରା ମିଶ୍ର

ଜୀବନର ପ୍ରଥମ ରୋଜଗାରର ପୁଲକ ସତରେ କ’ଣ ବଖାଣିହୁଏ? ସେଦିନର ସେ ଅନୁଭବ ଏବେ ବି ହୃଦୟରେ ଶିହରଣ ଖେଳାଏ। ଅତୀତର ସେଇ ଅପୂର୍ବ ମୁହୂର୍ତ୍ତଟି ଉଭା ହୋଇଯାଏ ଆଖି ଆଗରେ। ସେତେବେଳେ ଗଙ୍ଗାଧର ମେହେର ମହାବିଦ୍ୟାଳୟରେ ଅର୍ଥନୀତି ସମ୍ମାନର ଛାତ୍ରୀ…

୧୦୫ ବର୍ଷ ବୟସରେ ମାଷ୍ଟର ଡିଗ୍ରୀ ହାସଲ କଲେ ମହିଳା, ସାରା ବିଶ୍ୱ ଏବେ କରୁଛି ପ୍ରଶଂସା

ୱାଶିଂଟନ: ସାଧାରଣତଃ କଲେଜ ପଢ଼ା ସରିଯିବା ପରେ ଆଉ କେହି ପଢ଼ିବାକୁ ପସନ୍ଦ କରି ନ ଥାନ୍ତି। ପଢ଼ିବା ପାଇଁ ଆଉ ବୟସ ନ ଥିବା କହି ଅଧିକାଂଶ ଲୋକ ନିଜ କର୍ମ କ୍ଷେତ୍ରକୁ ଫୋକସ୍‌ କରି ବିବାହ ବନ୍ଧନରେ ବାନ୍ଧି…

ଗୁଡ଼ି ସହ ୩୦ ଫୁଟ ଉଚ୍ଚକୁ ଉଡ଼ିଗଲେ ୩ ବର୍ଷର ଶିଶୁକନ୍ୟା, ପରେ ଯାହା ହେଲା ଦେଖିଲେ…

‘କାଇଟ୍‌ ଫେଷ୍ଟିଭାଲ’ ସମୟରେ ଅଭାବନୀୟ ଘଟଣା। ଗୁଡ଼ି ଉଡ଼ାଇବା ବେଳେ ୩୦ ଫୁଟ ଉଚ୍ଚକୁ ଉଡିଗଲେ ୩ ବର୍ଷର ଶିଶୁକନ୍ୟା। ସୋସିଆଲ ମିଡିଆରେ ଘଟଣା ସମ୍ପର୍କିତ ଏକ ଚମକାଇବା ଭଳି ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖି ଅନେକ ହତବାକ ହୋଇଯାଉଛନ୍ତି।…

ଏଣିକି ବିଳମ୍ବରେ ଅଫିସ ଆସିଲେ ଫସିବେ ସରକାରୀ କର୍ମଚାରୀ, ଛୁଟି ସହ କଟିବ…

ନୂଆଦିଲ୍ଲୀ,୨୨ା୬: ଏଣିକି ବିଳମ୍ବରେ ଅଫିସ ଆସିଲେ ଫସିବେ ସରକାରୀ କର୍ମଚାରୀ। କର୍ମଚାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଠିକ୍‌ ସମୟରେ ଅଫିସରେ ନ ପହଞ୍ଚିଲେ ଅଧାଦିନର ଛୁଟି କଟିବ ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି। ସୂଚନାନୁସାରେ, କେନ୍ଦ୍ରର କାର୍ମିକ ଓ…

ମୃତ୍ୟୁ ପରେ ବିବାହ

କୁଆଲାଲ୍‌ମ୍ପୁର: ବିବାହର ଠିକ୍‌ ପୂର୍ବରୁ ମାଲେସିଆର ୟାଙ୍ଗ୍‌ ଜିଙ୍ଗ୍‌ଶାନ(୩୧) ଏବଂ ଲି ଜୁଇଙ୍ଗ୍‌(୩୨) ନାମକ ଏକ ପ୍ରେମୀ ଯୁଗଳଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଉଭୟେ ପ୍ରାୟ ୩ ବର୍ଷ ଧରି ଲିଭ୍‌-ଇନ୍‌-ରିଲେଶନ୍‌ଶିପ୍‌ରେ ଏକାଠି ରହିଥିଲେ। ଖୁବ୍‌ଶୀଘ୍ର ଉଭୟଙ୍କର ବିବାହ କରିବାକୁ ସେମାନଙ୍କ ପରିବାରବର୍ଗ…

ପରିବାରରେ ୬ ପିଢ଼ିର ୧୮୫ ସଦସ୍ୟ

ଆଜମେର: ସମ୍ପ୍ରତି ଜଏଣ୍ଟ ଫ୍ୟାମିଲିର ଧାରା ସମାପ୍ତ ହେଉଥିବା ବେଳେ ଅଧିକାଂଶ ଲୋକ ନ୍ୟୁକ୍ଲିଆର ଫ୍ୟାମିଲିରେ ରହିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ଏହି ପରିବର୍ତ୍ତନଶୀଳ ଧାରା ମଧ୍ୟରେ ରାଜସ୍ଥାନର ଏକ ପରିବାରରେ ସମୁଦାୟ ୧୮୫ଜଣ ସଦସ୍ୟ ଏକାଠି ବସବାସ କରୁଥିବା ଜଣାପଡ଼ିଛି। ଏବେ…

ବିଶ୍ୱର ପ୍ରଥମ ସେଲ୍‌ଫି କିଏ ନେଇଥିଲେ ଜାଣନ୍ତି

ଆଜିକାଲି ସେଲଫି କ୍ରେଜ୍‌ ଚାଲିଛି । ଛୋଟରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ସ୍ମାର୍ଟଫୋନରେ ସେଲ୍‌ଫି ନେଇ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ସେଲଫି କେବଳ ଫଟୋ ନେବାରେ ସୀମିତ ନୁହେଁ, ବରଂ ଏହା ଆତ୍ମ-ଅଭିବ୍ୟକ୍ତି ଏବଂ ଆତ୍ମ-ପ୍ରେମର ଏକ ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ…

ମହିଳା ସଶକ୍ତୀକରଣ ଓ ଯୋଗ

ଯୋଗ ହେଉଛି ଏକଧରଣର ଐତିହ୍ୟବାହୀ ଶାରୀରବୃତ୍ତ ମାନସିକ ସାଧନ ପ୍ରଣାଳୀ। ଆମ ଦେଶ ଭାରତ ହିଁ ଯୋଗର ଜନ୍ମଭୂମି। ‘ଯୋଗ’ ଶବ୍ଦଟିର ଆକ୍ଷରିକ ଅର୍ଥ ‘ଯୁକ୍ତ କରିବା’ ବା ଐକବଦ୍ଧ କରିବା’। ସମ୍ପ୍ରତି ଯୋଗ ସାରା ବିଶ୍ୱରେ ବେଶ୍‌ ଜନପ୍ରିୟ ହୋଇଉଠିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri