ଫୁରସତ

ଏହି ପେଟ୍ରୋଲ ପମ୍ପରେ ଡିଜେଲ, ପେଟ୍ରୋଲ ବ୍ୟତୀତ ମିଳିଥାଏ ଏସବୁ ସାମଗ୍ରୀ

ସାଧାରଣତଃ ପେଟ୍ରୋଲ ପମ୍ପରେ ଡିଜେଲ ଏବଂ ପେଟ୍ରୋଲ ମିଳିଥାଏ ବୋଲି ସମସ୍ତଙ୍କୁ ଜଣା। କିନ୍ତୁ ଏମିତି ଏକ ପେଟ୍ରୋଲ ପମ୍ପ ରହିଛି ଯେଉଁଠି ଡିଜେଲ, ପେଟ୍ରୋଲ ସହ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ମିଳିଥାଏ। ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ଗାଁରେ ନାହିଁ ଗୋଟିଏ ବି ମୁସଲମାନ ପରିବାର ହେଲେ ହିନ୍ଦୁ କରୁଛନ୍ତି ମସ୍‌ଜିଦର ଦେଖାରଖା

ପଞ୍ଜାବ ଲୁଧିଆନାର ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୪୫ କିଲୋମିଟର ଦୂରରେ ରହିଛି ହେଣ୍ଡୋ ବେଟ ଗାଁ। ଏଠାରେ ଥିବା ଏକ ମସ୍‌ଜିଦ ପରାଧିନ ଭାରତର ଗାଥା ବଖାଣିଥାଏ। କାରଣ ପୂର୍ବରୁ ଏଠାରେ ପାଖାପାଖି ୫୦ ଜଣ ମୁସଲମାନ ପରିବାର ରହୁଥିବା ବେଳେ…

ଗୋଟିଏ ଅକ୍ଷର ଭୁଲ ହେତୁ ଗନ୍ତବ୍ୟସ୍ଥଳରୁ ୧୪୦୦ କିମି ଦୂର ପହଞ୍ଚିଲେ ବୃଦ୍ଧ

ଆମମାନଙ୍କ ଦ୍ୱାରା ହେଉଥିବା ଛୋଟଛୋଟ ଭୁଲ ପାଇଁ ଅନେକ ସମୟରେ ପସ୍ତାଇବାକୁ ପଡିଥାଏ। ପୁଣି କେତେବେଳେ ଏହି ଛୋଟ ଭୁଲ ଆମକୁ ସମସ୍ୟା ଭିତରକୁ ଟାଣି ନେଇଥାଏ। ଯେମିତି ଏହିପରି ଏକ ଭୁଲ ପାଇଁ ଜଣେ ବୃଦ୍ଧଙ୍କୁ ଅନେକ କଷ୍ଟ ସହିବାକୁ…

କମ୍‌ ତାପମାତ୍ରା ଜୋନ୍‌ରେ ଅସମ୍ଭାଳ ତାତି, ରାସ୍ତାରେ କରାଯାଇଛି ଓ୍ବାଟର ଫଲ୍‌, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା

ସମଗ୍ର ୟୁରୋପରେ ବର୍ତ୍ତମାନ ଅସମ୍ଭାଳ ତାତି। ଜୁନ୍‌ ଶେଷ ସପ୍ତାହରେ ମଧ୍ୟ ଏଠାକାର ତାପମାତ୍ରା ୪୫ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ଶୁକ୍ରବାର ଏଠାରେ ତାପମାତ୍ରା ୪୫.୧ ଡିଗ୍ରୀ ସେଲସିୟସ ଥିଲା। ଏହା ପୂର୍ବରୁ ୨୦୦୩ ଅଗଷ୍ଟରେ ଦକ୍ଷିଣ ମଣ୍ଟେପେଲିୟରରେ ତାପମାତ୍ରା…

ବିଶ୍ୱର ସବୁଠୁ ଲମ୍ବା ଓ୍ବାଟର ସ୍ଲାଇଡ୍‌ : ୧୧୪୦ ମିଟରକୁ ୪ ମିନିଟ୍‌ରେ କରିବେ ଅତିକ୍ରମ

ବିଶ୍ୱବାସୀଙ୍କୁ ଆକର୍ଷିତ କରିବା ପାଇଁ ମାଲେସିଆର ଏସ୍‌କେପ୍‌ ଥିମ୍‌ ପାର୍କରେ ୧୧୪୦ ମିଟରର ଏକ ଓ୍ବାଟର ସ୍ଲାଇଡ୍‌ ନିର୍ମାଣ କରାଯାଇଛି। ଯାହା ବିଶ୍ୱର ସବୁଠୁ ଲମ୍ବା ଓ୍ବାଟର ସ୍ଲାଇଡ୍‌। ଏହା ଆସନ୍ତା ଅଗଷ୍ଟରେ ଓପନ୍‌ ହେବ। ଥିମ୍‌ ପାର୍କର ମୁଖ୍ୟ କାର୍ଯ୍ୟ…

ଚାଇନାର ଏହି ମହିଳାଙ୍କୁ ଶୁଭି ନ ଥାଏ ପୁରୁଷଙ୍କ କଥା

ଅନେକ ସମୟରେ ଆପଣ ଭିନ୍ନ ଭିନ୍ନ ଲୋକଙ୍କ ସଂସ୍ପର୍ଶରେ ଆସିଥିବେ। ଯେଭଳି କି କମ୍‌ ଶୁଭୁଥିବା ଓ ଗନ୍ଧ ବାସ୍ନା ବାରିପାରୁୁ ନ ଥିବା ବ୍ୟକ୍ତି। ତେବେ ଏପରି ଜଣେ ମହିଳାଙ୍କ ବିଷୟରେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ, ଯାହାଙ୍କୁ ପୁରୁଷଙ୍କ…

ଘର ତିଆରି ପାଇଁ ଗଛକୁ ନ କାଟି କରିନେଲେ ନିଜ ପରିବାର ସଦସ୍ୟ

ଯଦି ଘର ତିଆରି କରିବାର ଥାଏ ଆମେ ପ୍ରଥମେ ସେହି ଜାଗାରେ ଥିବା ଗଛ କାଟି ସଫା କରିଥାଉ। ବୃକ୍ଷ ହିଁ ଜୀବନ ଜାଣି ମଧ୍ୟ ଆମେ ଏହା କରିବାକୁ ପଛାଇ ନ ଥାଉ। କିନ୍ତୁ ଏପରି ଗୋଟେ ପରିବାର ଅଛି,…

ଯେଉଁଠି ଭାତ ଥାଳିକୁ ଗୋଡରେ ଠେଲି ପୁରୁଷଙ୍କୁ ଖାଇବାକୁ ଦିଅନ୍ତି ମହିଳା

ପରମ୍ପରା ନାଁରେ ଏବେବି ଅନେକ ଅନ୍ଧ ବିଶ୍ୱାସ ପ୍ରଚଳିତ ରହିଛି। ଉତ୍ତର ପ୍ରଦେଶର ତରାଇ ଅଞ୍ଚଳରେ ଥିବା ଥାରୁ ମହିଳାମାନେ ପୁରୁଷମାନଙ୍କୁ ଖାଦ୍ୟ ପରସିବା ପରେ ଥାଳିଟିକୁ ଗୋଡରେ ଠେଲି ଦେଇଥାଆନ୍ତି। ଇତିହାସ କହେ ୧୫୭୬ରେ ହଳଦିଘାଟ ଯୁଦ୍ଧ ସମୟରେ ମହାରାଣା…

ଭାରତର ଶେଷ ଗାଁରେ ପାଦ ଦେଲେ ହୁଏ ଏପରି ଚମତ୍କାର…

ଭାରତରେ ଏପରି ଏକ ଗାଁ ରହିଛି, ଯେଉଁଠାକୁ ଗଲେ ଅର୍ଥ ସମସ୍ୟା, ଦାରିଦ୍ର୍ୟତା ଓ ଅଭାବ ଅନଟନ ଦୂର ହୋଇଯାଏ। ଏହି ଗଁା ହେଉଛି ଉତ୍ତରାଖଣ୍ଡର ମାଣା। ଯେଉଁ ଗାଁରେ ପାଦ ଦେଉ ଦେଉ ଲୋକଙ୍କ ଦାରିଦ୍ର୍ୟ ଦୂର ହୁଏ। ମନରେ…

ଯେଉଁଠି ଚା’, କଫି ଭଳି ପିଆଯାଏ କୋବ୍ରା ରକ୍ତ

ସାପକୁ ଭୋଜନ ଭାବେ ପ୍ରୟୋଗ କରିବା କିଛି ଦେଶରେ ପ୍ରଚଳିତ ରହିଛି। ଅନେକ ଦେଶରେ ସେନାଙ୍କୁ କୌଣସି ବିପଦଜ୍ଜନକ ପରିସ୍ଥିତିରେ ନିଜ ଜୀବନ ବଞ୍ଚାଇବାକୁ ସାପକୁ ମାରି ଖାଇବାର ପ୍ରଶିକ୍ଷଣ ମଧ୍ୟ ଦିଆଯାଏ। ମହିଳାମାନେ ଏହାକୁ ନିଜ ତ୍ୱଚାର ଉଜ୍ଜ୍ୱଳତା ବୃଦ୍ଧି…

ନେତାଙ୍କୁ ବୁଝାଇଦେଇଥିଲି ଚୋରର ଅର୍ଥ…

ଆଠମଲ୍ଲିକରେ ଏକ ସାହିତ୍ୟ ସଭା ଥାଏ। ବର୍ଷ କି ବାର ଠିକ୍‌ ମନେ ନ ଥିଲେ ବି ଘଟଣା କ’ଣ ଥିଲା ତାହା ଏଯାଏ ମନରେ ଅଛି। କାର୍ଯ୍ୟକ୍ରମରେ ମୁଁ ଥାଏ ମୁଖ୍ୟବକ୍ତା ଓ ରାଜ୍ୟର ଜଣେ ନେତା ଥାନ୍ତି ମୁଖ୍ୟଅତିଥି।…

ଯେଉଁ ମନ୍ଦିରରେ ଘିଅ ନୁହେଁ, ପାଣିରେ ଜଳୁଛି ଦୀପ

ମଧ୍ୟପ୍ରଦେଶର ନଲଖେଡ଼ା ନିକଟସ୍ଥ କାଳିସିନ୍ଧ ନଦୀ କୂଳରେ ରହିଛି ଏକ ଅଦ୍ଭୁତ ମନ୍ଦିର। ଗଡ଼ିଆଘାଟ ମାତା ନାମରେ ପ୍ରସିଦ୍ଧ ଏହି ମନ୍ଦିରର ଏକ ଅଲୌକିକ ଘଟଣା ବିଶ୍ୱବିଖ୍ୟାତ। ମନ୍ଦିରରେ ଲୋକେ ଘିଅ ସହାୟତାରେ ଦୀପ ଜାଳି ଭଗବାନଙ୍କୁ ପୂଜାର୍ଚ୍ଚନା କରିଥାନ୍ତି। କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri