ଫୁରସତ

ସ୍କର୍ଟ ପିନ୍ଧି ଅଫିସ ଆସିଲେ ମହିଳା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ରୁଷର ଏକ କର୍ମ୍ପାନୀ ଏବେ ତା’ର ଏକ ନିଆରା ଚିନ୍ତାଧାରା ପାଇଁ ଆସିଛି ଚର୍ଚ୍ଚାକୁ। ଟେଟପ୍ରୋଫ୍‌ ନାମକ ଏକ ଆଲୁମିନିୟମ ଉତ୍ପାଦନ କମ୍ପାନୀ ମହିଳା କର୍ମଚାରୀଙ୍କ ପାଇଁ ଏକ ଅଭିନବ ଯୋଜନା ଆରମ୍ଭ କରିଛି। ଯେଉଁ ମହିଳା କର୍ମଚାରୀମାନେ ପ୍ରତିଦିନ...

ବିଶ୍ୱର ସବୁଠୁ ଦାମୀ ସାମ୍ବାଦିକା: ବର୍ଷକୁ ଦରମା ନିଅନ୍ତି ୧୪୮ କୋଟି

ବିଶ୍ୱର ସବୁଠାରୁ ଦାମୀ ସାମ୍ବାଦିକଙ୍କ ତାଲିକାର ଶୀର୍ଷରେ ଅଛନ୍ତି ମେଗନ କେଲୀ। ଗତବର୍ଷ ତାଙ୍କୁ ୧୩୩କୋଟି ଟଙ୍କା ଦରମା ମିଳିଥିବା ବେଳେ ଚଳିତ ବର୍ଷ ଏହା ଅଧିକ ୧୫କୋଟି ବଢ଼ିଛି। ଫଳରେ ଏବେ ସେ ବର୍ଷକୁ ୧୪୮ କୋଟି ଟଙ୍କା...

ବିଚିତ୍ର ବାହାଘର ଭୋଜି

ସାଧାରଣତଃ ବାହାଘର ଭୋଜିରେ ଯୋଗଦେବାକୁ ଯାଉଥିବା ବେଳେ ପ୍ରତ୍ୟେକ ଭାବିଥାନ୍ତି ଯେ, ନାନା ରକମର ସ୍ବାଦିଷ୍ଟ ଖାଦ୍ୟ ତଥା ପାନୀୟର ବ୍ୟବସ୍ଥା ହୋଇଥିବ। ତେଣୁ ଭଲକରି ଗଣ୍ଡେ ଭୁରିଭୋଜନ ମିଳିବ। ହେଲେ ଯଦି ବାସ୍ତବରେ ସେମିତି ହୋଇ ନଥାଏ, ତା’ହେଲେ...

ସବୁଠୁ ବଡ଼ ଥ୍ରୀଡି ପେଣ୍ଟିଂ

ଥ୍ରୀଡି ପେଣ୍ଟିଂ ଦିଏ ବାସ୍ତବତାର ସ୍ପର୍ଶ। ଏବେ ଏହି ଥ୍ରୀଡି ପେଣ୍ଟିଂର ବେଶ୍‌ ଚାହିଦା ରହିଛି। ଅନେକ କଳାକାର ନୂଆ ନୂଆ ଢଙ୍ଗରେ ଏହି ପେଣ୍ଟିଂ କରୁଛନ୍ତି। ତେବେ ଏହାକୁ ନେଇ ଅନେକେ ରେକର୍ଡ ବି କରିଛନ୍ତି। ଲଣ୍ଡନର କାନାରୀ...

ଅଜବ ସ୍ଥାପତ୍ୟର ପାର୍କ

ନ୍ୟୁୟର୍କ, ସାଉଥ୍‌ ଡକୋଟାରେ ଅଛି ଏକ ଅଜବ ପାର୍କ। ଅନେକ ସ୍ଥାପତ୍ୟ ଭରି ରହିଛି ଏହି ପାର୍କରେ। ଆଉ ସମସ୍ତ ସ୍ଥାପତ୍ୟ ଭିନ୍ନ ଓ ବେଶ୍‌ ବିଚିତ୍ର। କାରଣ ଏସବୁ ତିଆରି ହୋଇଛି ସ୍କ୍ରାପ୍‌ ମେଟାଲ୍‌, ପୁରୁଣା ଚାଷ ଉପକରଣ...

ଚାରିଗୋଡ଼ିଆ ଦୌଡ଼ରେ ଗିନିଜ୍‌ ଓ୍ବାର୍ଲଡ ରେକର୍ଡ

ଉଷେନ୍‌ ବୋଲ୍ଟ ପୃଥିବୀର ସବୁଠାରୁ ଦ୍ରୁତଗାମୀ ବ୍ୟକ୍ତି । କିନ୍ତୁ ଜାପାନର କେନିଚି ଇତୋଙ୍କୁ ଏବେ ଚାରିଗୋଡରେ ଦୌଡୁଥିବା ସବୁଠାରୁ ଦ୍ରୁତତମ ବ୍ୟକ୍ତି ଭାବେ ଗଣନା କରାଯାଉଛି। ସେ ୧୦୦ ମିଟର ଚାରିଗୋଡିଆ ଦୌଡ ଅର୍ଥାତ୍‌ ଦୁଇ ଗୋଡ ଓ...

ନିଆରା ପ୍ରତିଯୋଗିତା ‘ପନଜତ୍‌ ପିନାଙ୍ଗ’

ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଭିନ୍ନ ଭିନ୍ନ ପ୍ରଥା ପରମ୍ପରା ପ୍ରଚଳିତ ହୋଇ ଆସୁଛି। ସେହିଭଳି ବିଭିନ୍ନ ଅବସରରେ ନିଆରା ପ୍ରତିଯୋଗିତାମାନ ମଧ୍ୟ ଅନୁଷ୍ଠିତ ହୋଇଥାଏ। ତେବେ ଇଣ୍ଡୋନେସିଆରେ ସ୍ବତନ୍ତ୍ରତା ଦିବସ ଅବସରରେ ପ୍ରତ୍ୟେକ ବର୍ଷ ଅଗଷ୍ଟ ମାସରେ ସେଠାକାର ଅଧିବାସୀଙ୍କ...

ବ୍ୟକ୍ତିତ୍ୱ: ହୋମର ଅନୁପ୍ରାଣିତ କବି ଲର୍ଡ ଟେନିସନ୍‌

ବିଶ୍ୱର ଏମିତି କୌଣସି ସାହିତ୍ୟ ସ୍ରଷ୍ଟା ନାହାନ୍ତି, ଯେଉଁମାନେ ହୋମରଙ୍କ ରଚନା ଦ୍ୱାରା ଅନୁପ୍ରାଣିତ ହୋଇନାହାନ୍ତି। ସେକ୍ସପିୟରଙ୍କଠୁ ଆରମ୍ଭ କରି ରାଧାନାଥ ରାୟ ବାହାଦୁର – ମହାକବି ହୋମରଙ୍କ ଦ୍ୱାରା ବହୁଭାବରେ ପ୍ରଭାବିତ। ସେମିତି ଜଣେ ହୋମର ପ୍ରଭାବିତ ବିଶ୍ୱ...

ପବିତ୍ର ତୀର୍ଥସ୍ଥଳୀ ମେଲୁକୋଟ: କେବେ ଓ କେମିତି ଯିବେ; କ’ଣ ଦେଖିବେ

କର୍ନାଟକସ୍ଥିତ ଏକ ପବିତ୍ର ତୀର୍ଥସ୍ଥଳୀ ଭାବେ ମେଲୁକୋଟର ବେଶ୍‌ ନାଁ ରହିଛି। ଏକାଧିକ ମନ୍ଦିର ଓ ଆଶ୍ରମ ସହିତ ଦେଖିବା ପାଇଁ ଏଠାରେ ରହିଛି ଅନେକ ପୁଷ୍କରିଣୀ, ଅଭୟାରଣ୍ୟ ତଥା ଅନ୍ୟାନ୍ୟ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ… କର୍ନାଟକର ମାଣ୍ଡ୍ୟା ଜିଲା ଅନ୍ତର୍ଗତ...

ପ୍ରଥମ ରୋଜଗାର ଟଙ୍କାରେ କରଜ ଶୁଝିଥିଲି: ନାଟ୍ୟକାର ସୁବୋଧ ପଟ୍ଟନାୟକ

ନାଟ୍ୟକାର ତଥା ନାଟ୍ୟ ନିର୍ଦ୍ଦେଶକ ସୁବୋଧ ପଟ୍ଟନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ମୋ ଜନ୍ମ ଗଞ୍ଜାମ ଜିଲାର ଛତ୍ରପୁରରେ। ବାପା ଥିଲେ ଜଣେ ପ୍ରାଣୀ ଚିକିତ୍ସକ ଓ ମା’ ଥିଲେ ଶିକ୍ଷୟିତ୍ରୀ। ଯେହେତୁ ଚାକିରି କ୍ଷେତ୍ରରେ...

ଆରଡିରେ ଶିବ ବିବାହ: ଦେବ, ଦାନବ, କିନ୍ନର ସାଜନ୍ତି ବରଯାତ୍ରୀ; ଅର୍ଦ୍ଧରାତ୍ରରେ ହୁଏ ବିବାହ ସମ୍ପନ୍ନ

ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିରେ ପ୍ରତିବର୍ଷ ଶିବ ବିବାହ ଅନୁଷ୍ଠିତ ହୋଇଆସୁଛି । ପବିତ୍ର ଶୀତଳ ଷଷ୍ଠୀରେ ଏଠାରେ ବୈଦିକରୀତି ଅନୁସାରେ ଦେବଦେବ ମହାଦେବ ମାତା ପାର୍ବତୀଙ୍କର ପାଣିଗ୍ରହଣ କରିଥାନ୍ତି … ଶାସ୍ତ୍ରାନୁସାରେ ଦେବ, ମାନବ, ଦାନବ...

ଅନିନ୍ଦିତାଙ୍କ ଇମ୍ଫାଲରୁ ବ୍ୟାଙ୍କକ ଯାତ୍ରା

ସେ କେବଳ ସ୍ବପ୍ନ ଦେଖନ୍ତିନି, ସ୍ବପ୍ନକୁ ସାକାର କରିବାରେ ବିଶ୍ୱାସ ରଖନ୍ତି। ପ୍ରତିବନ୍ଧକକୁ ଏଡ଼େଇ ଦେଇ କେମିତି ଲକ୍ଷ୍ୟସ୍ଥଳରେ ପହଞ୍ଚିପାରିବେ ସେ ଭରସା ରଖନ୍ତି ନିଜ ଉପରେ। ସେଇଥିପାଇଁ ନିଜେ କାର୍‌ ଚଲେଇ ଇମ୍ଫାଲରୁ ଯାଇ ପହଞ୍ଚତ୍ପାରିଲେ ବ୍ୟାଙ୍କକ୍‌ରେ… ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri