ଫୁରସତ

କେବଳ ଯୋଗ ନୁହେଁ ବିୟର ପିଇ ଏଠାରେ ଫିଟ୍‌ ରୁହନ୍ତି ଲୋକେ

ଫିଟ୍‌ ରହିବା ପାଇଁ ଯୋଗର ଆବଶ୍ୟକତା ରହିଛି। ହେଲେ ଜର୍ମାନୀର ଏକ ଯୋଗ ସେଣ୍ଟରରେ ଲୋକେ ଯୋଗ କରିବା ସହିତ ବିୟର ପିଇଥାନ୍ତି। ଏହାଦ୍ୱାରା ଶରୀର ସୁସ୍ଥ ରହିଥାଏ ବୋଲି ଏମାନଙ୍କର ବିଶ୍ୱାସ ରହିଛି। ଏହି ଯୋଗକୁ ‘ବିୟର ଯୋଗ’ ବୋଲି…

୨୦୧୯ ଚନ୍ଦ୍ରଗ୍ରହଣ: ଭୁଲରେ କରନ୍ତୁ ନାହିଁ ଏହିସବୁ କାମ

ଆଷାଢ଼ ପୂର୍ଣ୍ଣିମା ବା ଗୁରୁପୂର୍ଣ୍ଣିମା ମଙ୍ଗଳବାର ବିଳମ୍ବିତ ରାତିରେ ଆଂଶିକ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଏହା ୟୁରୋପ, ଏସିଆ, ଅଷ୍ଟ୍ରେଲିଆ, ଆଫ୍ରିକା, ଦକ୍ଷିଣ ଆମେରିକା ଆଦି ମହାଦେଶର ଅନେକ ଅଞ୍ଚଳ ସହ ଭାରତର ସମସ୍ତ ସ୍ଥାନରେ ଦୃଶ୍ୟମାନ ହେବ। ଜ୍ୟୋତିଷ ଶାସ୍ତ୍ର…

ଯାନବାହନକୁ ନିଜ ଆଡ଼କୁ ଟାଣି ନିଏ ଏହି ପାହାଡ଼…

ଭାରତର ଲଦାଖର ଲେହ ଅଞ୍ଚଳରେ ରହିଛି ଏକ ଚମତ୍କାର ପାହାଡ଼। ଏହି ପାହାଡ଼ ଦେଇ ଯାଇଥିବା ରାସ୍ତାରେ କୌଣସି ଯାନବାହନ ଗଲେ ଏକ ବିଚିତ୍ର ଅନୁଭୁତି ହୋଇଥାଏ। ଯାନବାହନକୁ ନିଜ ଆଡ଼କୁ ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ପାହାଡ଼ ଟାଣିଥାଏ।…

କାହିଁକି ଘୋଡ଼ା ଚଢି ବିବାହ ମଣ୍ଡପକୁ ଯାଏ ବର

ଆଧୁନିକ ଯୁଗରେ ବିବାହ କରିବାକୁ ବରମାନେ ଏବେ ଦାମୀ ଗାଡ଼ିରେ ଯାଉଥିବା ଦେଖାଯାଏ। ହେଲେ ଏବେବି ଅନେକ ସ୍ଥାନରେ ବର ଘୋଡ଼ା ଚଢି ବିବାହ ମଣ୍ଡପରେ ପହଞ୍ଚିବା ଦେଖାଯାଏ। କିନ୍ତୁ ବର କାହିଁକି ଘୋଡ଼ା ଚଢି ବିବାହ ମଣ୍ଡପ ଯାଏ ତାକୁ…

ନିଆରା ମଣିଷ, ଟ୍ରାଫିକ୍‌ରେ ଛିଡା ହୋଇ ଜନହିତକର ସନ୍ଦେଶ ବାଣ୍ଟୁଛନ୍ତି କ୍ରିଷ୍ଣା

ଆଜିର ଜଞ୍ଜାଳମୟ ଜୀବନ ଭିତରେ ମଣିଷ ଏବେ ସ୍ବାର୍ଥପର ହୋଇଯାଇଛି। ନିଜ କଥା ବ୍ୟତୀତ ଆଉ କାହା ବିଷୟରେ ଚିନ୍ତା କରିବାକୁ ତା’ପାଖରେ ସମୟ ନାହଁି। କିନ୍ତୁ ଏଭଳି ଭିଡ଼ ଭିତରେ କିଛି ମଣିଷ ଥାନ୍ତି, ଯେଉଁମାନେ ଅନ୍ୟର ସୁଖଦୁଃଖ, ବିପଦଆପଦରେ…

ଜେଏନୟୁରେ ୫ ବର୍ଷ ଥିଲେ ସିକ୍ୟୁରିଟି ଗାର୍ଡ, ଏବେ ସେଠି ପାଠ ପଢିବାକୁ ଯୋଗ୍ୟ ବିବେଚିତ ହେଲେ

ନୂଆଦିଲ୍ଲୀ, ୧୫।୭: କଥାରେ ଅଛି ଯଦି ଧୈର୍ଯ୍ୟ, ସାହସ, ପରିଶ୍ରମ ଏବଂ ଇଚ୍ଛାଶକ୍ତି ଅଛି ତେବେ ସଫଳତା ପାଇବା ଆଦୌ କଷ୍ଟକର ନୁହେଁ। ଏହି ୪ ସୁଗୁଣ ସମ୍ପନ୍ନ ଯୁବକ ହେଉଛନ୍ତି ରାମଜଳ ମୀନା। ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ରେ ୫ ବର୍ଷ…

ରାତିରେ କାହିଁକି ଘର ପୋଛିବାକୁ ମନା କରାଯାଏ

ହିନ୍ଦୁ ଧର୍ମରେ ଥିବା କିଛି ପରମ୍ପରା ଆଜିବି ଅନେକ ଲୋକ ପାଳନ କରି ଆସୁଛନ୍ତି। ହେଲେ କେହି କେହି ଏହାକୁ ଅନ୍ଧ ବିଶ୍ୱାସ କହି ଏଡାଇ ଯାଉଛନ୍ତି। ଏମିତି କିଛି ପରମ୍ପରା ଅଛି ଯାହା ପଛରେ ବୈଜ୍ଞାନିକ କାରଣ ମଧ୍ୟ ନିହିତ…

ଏମିତି ଏକ ମନ୍ଦିର, ଯେଉଁଠି ହ୍ବେଲ୍‌ ମାଛର କଣ୍ଟାକୁ କରାଯାଏ ପୂଜା

ଭାରତରେ ଦେବୀଦେବତାଙ୍କର ଅନେକ ମନ୍ଦିର ରହିଛି। କିନ୍ତୁ କିଛି ମନ୍ଦିର ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଏଭଳି ଏକ ମନ୍ଦିର ରହିଛି ଗୁଜରାଟର ମଗୋଦ ଡୁଙ୍ଗରି ଗଁାରେ। ଏଠାରେ ରହିଛି ‘ମତ୍ସ୍ୟ ମାତାଜୀ’ଙ୍କ ମନ୍ଦିର; ଯେଉଁଠାରେ ହ୍ବେଲ୍‌ ମାଛର କଣ୍ଟାକୁ ପୂଜା…

୯୫ ଶହ ବର୍ଷ ହେଲା ସମୁଦ୍ରରେ ବୁଡ଼ି ରହିଛି ଏହି ସହର…

ଭାରତର ଗୁଜରାଟ ଆନନ୍ଦ ଜିଲାର ଖମ୍ବାଟ ଉପକୂଳରେ ମାହି ନଦୀ ଉପତ୍ୟକା ଏବଂ ସମୁଦ୍ରର ସଙ୍ଗମ ସ୍ଥଳରେ ୯୫ ଶହ ବର୍ଷ ଧରି ଏକ ପୁରାତନ ସହର ପାଣିରେ ବୁଡ଼ି ରହିଛି। ଏଭଳି ସମୃଦ୍ଧ ସହର କାହିଁକି ସମୁଦ୍ରରେ ବୁଡ଼ିଗଲା ସେ…

ବର୍ଷାଦିନେ ଆଗ୍ରା ବୁଲିବାକୁ ଯାଉଛନ୍ତି କି…ତାଜମହଲ ଦୃଶ୍ୟ ସହ ଏସବୁ ଜିନିଷର ମଜା ନିଅନ୍ତୁ..

ଭ୍ରମଣ କାହାକୁ ବା ପସନ୍ଦ ନୁହେଁ। କର୍ମବହୁଳ ଜୀବନରୁ ସମୟ ଟିକିଏ ମିଳିବା ମାତ୍ରେ ଅନେକେ ଦର୍ଶନୀୟ ସ୍ଥାନ ଭ୍ରମଣରେ ବାହାରିଥାନ୍ତି। ଏହିକ୍ରମରେ ରାଜଧାନୀ ଦିଲ୍ଲୀର ତାଜମହଲ ଭ୍ରମଣର ଅନୁଭୂତି ନିଆରା। ପ୍ରେମର ପ୍ରତୀକ ଭାବେ ପରିଚିତ ଏହି ସ୍ମୃତିସ୍ଥଳକୁ ବୁଲି…

ଜେସିବି ମେଶିନର ନାଗିନ୍‌ ଡ୍ୟାନ୍ସ, ଦେଖନ୍ତୁ ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ସେହିପରି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯେଉଁଥିରେ ଏକ ଜେସିବି ମେଶିନ୍‌ଟି ନାଗିନ୍‌ ଡ୍ୟାନ୍ସ କରୁଛି। ଏହି ମଜାଦାର ଭିଡିଓକୁ ଲକ୍ଷାଧିକ ଲୋକ ଲାଇକ୍‌…

୭୬ ବର୍ଷୀୟ ବୃଦ୍ଧଙ୍କ ଅଟୋ ଆମ୍ବୁଲାନ୍ସ ସେବା : ୯୦ ଦିନରେ ବଞ୍ଚାଇଛନ୍ତି ୧୦୦ ଜଣଙ୍କ ଜୀବନ

ହରଜିନ୍ଦର ସିଂହ ନାମକ ଜଣେ ୭୬ ବର୍ଷୀୟ ବୃଦ୍ଧ ଦିଲ୍ଲୀ ରାସ୍ତାରେ ଅଟୋ ଆମ୍ବୁଲାନ୍ସ ସେବା ଯୋଗାଉଛନ୍ତି। ସେ କୁହନ୍ତି, ଗତ ୩ ମାସ ଭିତରେ ୧୦୦ ଜଣଙ୍କ ଜୀବନ ବଞ୍ଚାଇଛନ୍ତି। ପ୍ରତିଦିନ ରାସ୍ତାରେ ଘଟୁଥିବା ଦୁର୍ଘଟଣାରେ ଆହତମାନଙ୍କୁ ସେବା ଯୋଗାଇଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?