ବିଶ୍ୱର ବିପଦସଙ୍କୁଳ ରେଳମାର୍ଗ, ଯେଉଁଠାକୁ ଯିବା ମୃତ୍ୟୁକୁ ଆଲିଙ୍ଗନ ସଙ୍ଗେ ସମାନ: ଏଥିରେ ରହିଛି ଭାରତ
ବିଶ୍ୱରେ ଏପରି କିଛି ସ୍ଥାନ ରହିଛି, ଯେଉଁ ସ୍ଥାନକୁ ଯିବା ବ୍ୟକ୍ତିଙ୍କ ପାଇଁ ବିପଦ ହୋଇଥାଏ। କେଉଁଠି ପାହାଡ଼ ତ କେଉଁଠି ଜଙ୍ଗଲ ବିପଦସଙ୍କୁଳ ସ୍ଥାନ ହୋଇଥାଏ। ଏସବୁ ସ୍ଥାନରେ ଟିକିଏ ଭୁଲ୍ରେ ଜୀବନ ଯିବାର ଆଶଙ୍କା ଥାଏ। ଯେଉଁଠାକୁ ଯିବା…
ଏମିତି ସ୍କୁଲ : ଯେଉଁଠି ଫି’ ବଦଳରେ ପ୍ଲାଷ୍ଟିକ ବୋତଲ ନିଅନ୍ତି ଛାତ୍ରୀଛାତ୍ର
ନାଇଜେରିଆରେ ଏମିତି ଏକ ସ୍କୁଲ ରହିଛି ଯେଉଁଠି ଛାତ୍ରୀଛାତ୍ରଙ୍କୁ ସ୍କୁଲ ଫି’ବଦଳରେ ପ୍ଲାଷ୍ଟିକ ବୋତଲ ନେଇ ଯିବାକୁ ପଡ଼ିଥାଏ। ନାଇଜେରିଆର ଲୋଗସ ସହରରେ ରହିଛି ଏହି ସ୍କୁଲ। ଛାତ୍ରୀଛାତ୍ର ଫି’ ବଦଳରେ ସ୍କୁଲକୁ ପ୍ଲାଷ୍ଟିକ ବୋତଲ ନେଇ ଯାଇଥାନ୍ତି। ଏହା ସହିତ…
ବନ୍ଦୀ ବରଗଛ…
ପାକିସ୍ତାନର ଖୈବରଠାରେ ରହିଛି ଏକ ବରଗଛ। ୧୨୦ ବର୍ଷ ଧରି ଏହି ବରଗଛକୁ ଲୁହା ଜଞ୍ଜିରରେ ବନ୍ଧା ଯାଇଛି। ଗଛରେ ଏକ ବୋର୍ଡରେ ଲେଖା ଯାଇଛି ‘ଆଇ ଆମ୍ ଅଣ୍ଡର ଆରେଷ୍ଟ’। ୧୮୯୮ରେ ଇଂରେଜ ଅଫିସର ଜେମ୍ସ୍ ସ୍କ୍ବିଡ୍ ଦିନେ ରାତିରେ…
ଯେଉଁ ମନ୍ଦିରରେ ପୂଜା ପାଏ କୁକୁର
ଉତ୍ତର ପ୍ରଦେଶ ବୁନ୍ଦେଲଖଣ୍ଡର ଝାନ୍ସୀ ରାଜପଥରେ ରଓ୍ବେନ ଓ କକଓ୍ବାରା ଗାଁ ମଝିରେ କୁକୁର ମହାରାଣୀଙ୍କର ଏକ ମନ୍ଦିର ରହିଛି। ଯେଉଁଠି କଳା ମାଈ କୁକୁରର ମୂର୍ତ୍ତିକୁ ପୂଜା କରାଯାଉଛି। ପ୍ରତିଦିନ ଲୋକେ ପରିବାରର ମଙ୍ଗଳକାମନା କରି ଏଠାରେ ପୂଜା କରିବା…
ଶୁଭବେଳାରେ ପିଲା ଜନ୍ମ ପାଇଁ ଆଗୁଆ ଓଟି ବୁକ୍ କରୁଛନ୍ତି ଅଭିଭାବକ
ବିବାହ ଉତ୍ସବ, ଜନ୍ମଦିନ କିମ୍ବା ଅନ୍ୟ କୌଣସି ସମାରୋହ ପାଇଁ ହୋଟେଲ, ରିସର୍ଟ ଆଦି ବୁକ୍ ହେଉଥିବା ଜାଣିଛନ୍ତି। କିନ୍ତୁ କେବେ ଶୁଣିଛନ୍ତି ଶୁଭବେଳାରେ ଡେଲିଭରି ବା ପିଲା ଜନ୍ମ ପାଇଁ ଓଟି ବୁକ୍ କରାଯାଉଛି ବୋଲି। ଅବିଶ୍ୱାସ ଲାଗୁଥିଲେ ମଧ୍ୟ…
୧ ବର୍ଷରେ ୫୨ଟି ସମୁଦ୍ର କୂଳ ସଫା କଲେ ୭୦ ବର୍ଷୀୟ ବୃଦ୍ଧା
ଯେଉଁ ବସୁଧା ଆମକୁ ବଞ୍ଚିବାକୁ ସମସ୍ତ ଉପାଦାନ ଦେଉଛି ତାକୁ ଏବଂ ତାହାର ପରିବେଶକୁ ସୁରକ୍ଷିତ ରଖିବା ହେଉଛି ଆମର ମୌଳିକ କର୍ତ୍ତବ୍ୟ। ତା’ର ଅବହେଳା କଲେ ତାହା ଅଧିକ କାଳ ତିଷ୍ଠି ରହିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏମିତି…
ଗ୍ରାଜୁଏଟ୍ ହେବା ଖୁସିରେ ୪୦୦ ଭୋକିଲା ପିଲାଙ୍କୁ ଖାଇବାକୁ ଦେଲେ ଯୁବତୀ
ଆଜିକାଲିର ଯୁବଗୋଷ୍ଠୀ ପାର୍ଟି ନାମରେ ହଜାର ହଜାର ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଟେକ୍ସାସର ଜଣେ ଯୁବତୀ ସ୍ନାତକ ହେବା ଖୁସିରେ ନିଜ ପକେଟ ଖର୍ଚ୍ଚରେ ୪୦୦ ଭୋକିଲା ପିଲାଙ୍କୁ ଖାଇବାକୁ ଦେଇ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଲିନ୍ କାର୍ସକୋ…
ଦୁର୍ବିପାକରୁ ରକ୍ଷା ପାଇଁ ଏହି ମନ୍ଦିରରେ କରାଯାଏ ପୂଜା…
ଭାରତରେ ଥିବା ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ନୀତି ପାଳନ କରାଯାଇଥାଏ। ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରୀ ଜିଲ୍ଲାରେ ଏମିତି ଏକ ମନ୍ଦିର ଅଛି ଯେଉଁଠି ଶ୍ରଦ୍ଧାଳୁ ପ୍ରାକୃତିକ ଦୁର୍ବିପାକରୁ ରକ୍ଷା ପାଇଁ ବେଙ୍ଗକୁ ପୂଜା କରନ୍ତି। ଲୋକେ ଏହାକୁ ବେଙ୍ଗ ମନ୍ଦିର…
ସ୍ବାମୀଙ୍କ ସ୍ମୃତିରେ ୭୩ ହଜାର ଗଛ ଲଗେଇଲେଣି ମହିଳା
ବେଙ୍ଗାଲୁରୁ, ୧୨।୬: ପରିବେଶକୁ ସୁନ୍ଦର ଭାବେ ଗଢିତୋଳିବା ପାଇଁ ସମାଜର କିଛି ବ୍ୟକ୍ତି ଆଗେଇ ଆସନ୍ତି। ସେମାନଙ୍କୁ ମଧ୍ୟରେ ଜଣେ ହେଲେ ବେଙ୍ଗାଲୁରୁର ଜେନେଟ ଯଜ୍ଞଶ୍ୱରନ୍। ୨୦୦୫ରେ ସ୍ବାମୀଙ୍କ ମୃତ୍ୟୁ ହେବା ପରେ ସେ ତାଙ୍କ ସ୍ମୃତିରେ ଏକ ନିଆରା କାମ…
ବର୍ଷା ପାଇଁ ମହିଳା ରାତିରେ କରନ୍ତି ହଳ….
ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପାଳିତ ହୋଇଥାଏ। ଉତ୍ତରପ୍ରଦେଶ କାନପୁରରେ ଇନ୍ଦ୍ରବେଦଙ୍କୁ ଖୁସି କରିବା ପାଇଁ ସ୍ଥାନୀୟ ଦୋଲପୁରରେ ରାତିରେ ମହିଳାମାନେ ହଳ କରନ୍ତି। ଏହି ପରମ୍ପରା ଏଠାରେ ପୁରାତନ କାଳରୁ ପ୍ରଚଳିତ। ବର୍ଷାର ଅଭାବରେ ଏଭଳି କରାଯାଇଥାଏ…
୨କୋଟି ଟଙ୍କାର ଗାଡ଼ିରେ ପେଟ୍ରୋଲ୍ ପକାଇବା ପାଇଁ କୁକୁଡା ଚୋରି କରୁଥିଲେ ମାଲିକ
ସଉକ୍ ପାଇଁ ମଣିଷ ବେଳେ ବେଳେ ଅଜବ କାମ କରୁଥିବା ଦେଖିବାକୁ ମିଳିଥାଏ। ସେମିତି ଚାଇନାର ଜଣେ କୃଷକ ନିଜର ସୌକ ପାଇଁ ୨ କୋଟି ଟଙ୍କାର ଏକ ଏସ୍ୟୁଭି ଗାଡ଼ି କିଣିଥିଲେ କିଛିଦିନ ପର୍ଯ୍ୟନ୍ତ ଏହାକୁ ବେଶ୍ ମଜାରେ ଚଳାଇଥିଲେ।…
ମନ୍ଦିରର ଦେଖାଶୁଣା କରୁଛନ୍ତି ମୁସଲ୍ମାନ
ଉତ୍ତରପ୍ରଦେଶର ମୁଜାଫର୍ନଗର୍ରେ ଥିବା ଲଦ୍ଦେବାଜ୍ କ୍ଷେତ୍ରରେ ଗତ ୨୬ ବର୍ଷ ହେବ ମୁସ୍ଲିମ୍ ପରିବାରମାନେ ଏକତ୍ର ହୋଇ ଗୋଟିଏ ମନ୍ଦିରର ଦେଖାଶୁୂଣା କରୁଛନ୍ତି। ଘଟଣାଟି, ଭାଇଚାରାର ଏକ ନିଆରା ନିଦର୍ଶନ ପ୍ରକଟ କରିଛି। ପ୍ରକୃତରେ ବାବ୍ରି ମସ୍ଜିଦ୍ ଆକ୍ରମଣ ପରଠୁ ଏହି…
Archives


