ଫୁରସତ

ଗୋଟିଏ ଦିନରେ ୨୬ ଲକ୍ଷ ଟଙ୍କାର ଚକୋଲେଟ କିଣି ମହିଳା ଚର୍ଚ୍ଚାରେ

ସାଧାରଣ ଲୋକଙ୍କୁ ୨୬ ଲକ୍ଷ ଟଙ୍କା ରୋଜଗାର କରିବାକୁ ବର୍ଷ ବର୍ଷ ସମୟ ଲାଗିଯାଇଥାଏ। ଯେଉଁ ଟଙ୍କାକୁ ରୋଜଗାର କରିବାକୁ ଏତେ ସମୟ ଲାଗିଥାଏ ସେହି ଟଙ୍କାକୁ ଖର୍ଚ୍ଚ କରିବାକୁ ମଧ୍ୟ ଇଚ୍ଛା ହୋଇ ନ ଥାଏ। ତେବେ ଆପଣ ଜାଣି…

ଯେଉଁଠି ୫୦ ଟଙ୍କା ପାଇଁ ଲଗାଯାଏ ଜୀବନ ବାଜି

ବିଶ୍ୱରେ ଏମିତି ଅନେକ ପ୍ରକାରର ପରମ୍ପରା ରହିଛି, ଯାହା ଶୁଣିଲେ ଯେତିକି ଆଶ୍ଚର୍ଯ୍ୟ ଲାଗେ ସେତିକି ଆଶଙ୍କା ବି ସୃଷ୍ଟି ହୁଏ। ଏଭଳି ଏକ ପରମ୍ପରା ରହିଛି ମଧ୍ୟପ୍ରଦେଶର ବୈତୁଲ ଜିଲ୍ଲାରେ। ଏଠାରେ କାହଁି କେଉଁ କାଳରୁ ‘ଜୈରୀ’ ନାମକ ଖେଳର…

ଏମିତି ମନ୍ଦିର ଯେଉଁଠି ଦେବୀଙ୍କ ପାଟିରୁ ବାହାରେ ନିଆଁ…

ଭାରତରେ ଥିବା କେତେକ ମନ୍ଦିରର ରହସ୍ୟ ସମାଧାନ ଆଧୁନିକ ବିଜ୍ଞାନ ମଧ୍ୟ କରି ପାରିନି। ହିମାଚଳପ୍ରଦେଶ କାଙ୍ଗଡ଼ା ଘାଟିରେ ଦେବୀ ମା’ଙ୍କ ମନ୍ଦିର ରହିଛି। ଏଠାରେ ଦେବୀ ମା’ଙ୍କ ମୁହଁରୁ ସବୁବେଳେ ନିଆଁ ନିର୍ଗତ ହୋଇଥାଏ। ପୁରାଣ ଅନୁସାରେ ଏଠାରେ ଦେବୀ…

ସ୍କର୍ଟ ପିନ୍ଧି ଅଫିସ ଆସିଲେ ମହିଳା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ରୁଷର ଏକ କର୍ମ୍ପାନୀ ଏବେ ତା’ର ଏକ ନିଆରା ଚିନ୍ତାଧାରା ପାଇଁ ଆସିଛି ଚର୍ଚ୍ଚାକୁ। ଟେଟପ୍ରୋଫ୍‌ ନାମକ ଏକ ଆଲୁମିନିୟମ ଉତ୍ପାଦନ କମ୍ପାନୀ ମହିଳା କର୍ମଚାରୀଙ୍କ ପାଇଁ ଏକ ଅଭିନବ ଯୋଜନା ଆରମ୍ଭ କରିଛି। ଯେଉଁ ମହିଳା କର୍ମଚାରୀମାନେ ପ୍ରତିଦିନ ସ୍କର୍ଟ…

ବିଶ୍ୱର ସବୁଠୁ ଦାମୀ ସାମ୍ବାଦିକା: ବର୍ଷକୁ ଦରମା ନିଅନ୍ତି ୧୪୮ କୋଟି

ବିଶ୍ୱର ସବୁଠାରୁ ଦାମୀ ସାମ୍ବାଦିକଙ୍କ ତାଲିକାର ଶୀର୍ଷରେ ଅଛନ୍ତି ମେଗନ କେଲୀ। ଗତବର୍ଷ ତାଙ୍କୁ ୧୩୩କୋଟି ଟଙ୍କା ଦରମା ମିଳିଥିବା ବେଳେ ଚଳିତ ବର୍ଷ ଏହା ଅଧିକ ୧୫କୋଟି ବଢ଼ିଛି। ଫଳରେ ଏବେ ସେ ବର୍ଷକୁ ୧୪୮ କୋଟି ଟଙ୍କା ଦରମା…

ବିଚିତ୍ର ବାହାଘର ଭୋଜି

ସାଧାରଣତଃ ବାହାଘର ଭୋଜିରେ ଯୋଗଦେବାକୁ ଯାଉଥିବା ବେଳେ ପ୍ରତ୍ୟେକ ଭାବିଥାନ୍ତି ଯେ, ନାନା ରକମର ସ୍ବାଦିଷ୍ଟ ଖାଦ୍ୟ ତଥା ପାନୀୟର ବ୍ୟବସ୍ଥା ହୋଇଥିବ। ତେଣୁ ଭଲକରି ଗଣ୍ଡେ ଭୁରିଭୋଜନ ମିଳିବ। ହେଲେ ଯଦି ବାସ୍ତବରେ ସେମିତି ହୋଇ ନଥାଏ, ତା’ହେଲେ କେମିତି…

ସବୁଠୁ ବଡ଼ ଥ୍ରୀଡି ପେଣ୍ଟିଂ

ଥ୍ରୀଡି ପେଣ୍ଟିଂ ଦିଏ ବାସ୍ତବତାର ସ୍ପର୍ଶ। ଏବେ ଏହି ଥ୍ରୀଡି ପେଣ୍ଟିଂର ବେଶ୍‌ ଚାହିଦା ରହିଛି। ଅନେକ କଳାକାର ନୂଆ ନୂଆ ଢଙ୍ଗରେ ଏହି ପେଣ୍ଟିଂ କରୁଛନ୍ତି। ତେବେ ଏହାକୁ ନେଇ ଅନେକେ ରେକର୍ଡ ବି କରିଛନ୍ତି। ଲଣ୍ଡନର କାନାରୀ ହ୍ବାର୍ଫରେ…

ଅଜବ ସ୍ଥାପତ୍ୟର ପାର୍କ

ନ୍ୟୁୟର୍କ, ସାଉଥ୍‌ ଡକୋଟାରେ ଅଛି ଏକ ଅଜବ ପାର୍କ। ଅନେକ ସ୍ଥାପତ୍ୟ ଭରି ରହିଛି ଏହି ପାର୍କରେ। ଆଉ ସମସ୍ତ ସ୍ଥାପତ୍ୟ ଭିନ୍ନ ଓ ବେଶ୍‌ ବିଚିତ୍ର। କାରଣ ଏସବୁ ତିଆରି ହୋଇଛି ସ୍କ୍ରାପ୍‌ ମେଟାଲ୍‌, ପୁରୁଣା ଚାଷ ଉପକରଣ ଓ…

ଚାରିଗୋଡ଼ିଆ ଦୌଡ଼ରେ ଗିନିଜ୍‌ ଓ୍ବାର୍ଲଡ ରେକର୍ଡ

ଉଷେନ୍‌ ବୋଲ୍ଟ ପୃଥିବୀର ସବୁଠାରୁ ଦ୍ରୁତଗାମୀ ବ୍ୟକ୍ତି । କିନ୍ତୁ ଜାପାନର କେନିଚି ଇତୋଙ୍କୁ ଏବେ ଚାରିଗୋଡରେ ଦୌଡୁଥିବା ସବୁଠାରୁ ଦ୍ରୁତତମ ବ୍ୟକ୍ତି ଭାବେ ଗଣନା କରାଯାଉଛି। ସେ ୧୦୦ ମିଟର ଚାରିଗୋଡିଆ ଦୌଡ ଅର୍ଥାତ୍‌ ଦୁଇ ଗୋଡ ଓ ହାତ…

ନିଆରା ପ୍ରତିଯୋଗିତା ‘ପନଜତ୍‌ ପିନାଙ୍ଗ’

ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଭିନ୍ନ ଭିନ୍ନ ପ୍ରଥା ପରମ୍ପରା ପ୍ରଚଳିତ ହୋଇ ଆସୁଛି। ସେହିଭଳି ବିଭିନ୍ନ ଅବସରରେ ନିଆରା ପ୍ରତିଯୋଗିତାମାନ ମଧ୍ୟ ଅନୁଷ୍ଠିତ ହୋଇଥାଏ। ତେବେ ଇଣ୍ଡୋନେସିଆରେ ସ୍ବତନ୍ତ୍ରତା ଦିବସ ଅବସରରେ ପ୍ରତ୍ୟେକ ବର୍ଷ ଅଗଷ୍ଟ ମାସରେ ସେଠାକାର ଅଧିବାସୀଙ୍କ ମଧ୍ୟରେ…

ବ୍ୟକ୍ତିତ୍ୱ: ହୋମର ଅନୁପ୍ରାଣିତ କବି ଲର୍ଡ ଟେନିସନ୍‌

ବିଶ୍ୱର ଏମିତି କୌଣସି ସାହିତ୍ୟ ସ୍ରଷ୍ଟା ନାହାନ୍ତି, ଯେଉଁମାନେ ହୋମରଙ୍କ ରଚନା ଦ୍ୱାରା ଅନୁପ୍ରାଣିତ ହୋଇନାହାନ୍ତି। ସେକ୍ସପିୟରଙ୍କଠୁ ଆରମ୍ଭ କରି ରାଧାନାଥ ରାୟ ବାହାଦୁର – ମହାକବି ହୋମରଙ୍କ ଦ୍ୱାରା ବହୁଭାବରେ ପ୍ରଭାବିତ। ସେମିତି ଜଣେ ହୋମର ପ୍ରଭାବିତ ବିଶ୍ୱ ସାହିତ୍ୟର…

ପବିତ୍ର ତୀର୍ଥସ୍ଥଳୀ ମେଲୁକୋଟ: କେବେ ଓ କେମିତି ଯିବେ; କ’ଣ ଦେଖିବେ

କର୍ନାଟକସ୍ଥିତ ଏକ ପବିତ୍ର ତୀର୍ଥସ୍ଥଳୀ ଭାବେ ମେଲୁକୋଟର ବେଶ୍‌ ନାଁ ରହିଛି। ଏକାଧିକ ମନ୍ଦିର ଓ ଆଶ୍ରମ ସହିତ ଦେଖିବା ପାଇଁ ଏଠାରେ ରହିଛି ଅନେକ ପୁଷ୍କରିଣୀ, ଅଭୟାରଣ୍ୟ ତଥା ଅନ୍ୟାନ୍ୟ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ… କର୍ନାଟକର ମାଣ୍ଡ୍ୟା ଜିଲା ଅନ୍ତର୍ଗତ ମେଲୁକୋଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri