ଯେଉଁଠି ମୃତ ବ୍ୟକ୍ତିଙ୍କୁ ପୋଡ଼ାଯାଏ ନାହିଁ କି, ପୋତା ଯାଏ ନାହିଁ
ଆଫ୍ରିକାର ମସାଈ ଜନଜାତି ନିଜ ପରମ୍ପରା ପାଇଁ ବେଶ୍ ଚର୍ଚ୍ଚିତ। ହଜାର ହଜାର ବର୍ଷ ବିତିଯାଇଥିଲେ ସୁଦ୍ଧା ସେମାନେ ନିଜକୁ ଆଧୁନିକତାଠାରୁ ସମ୍ପୂର୍ଣ୍ଣ ଦୂରରେ ରଖିଛନ୍ତି। ଏମାନେ ଶକ୍ତିଶାଳୀ ଯୋଦ୍ଧା ଭାବେ ବେଶ୍ ପରିଚିତ। ଏହି ଜନଜାତି ତାଞ୍ଜାନିଆ ଏବଂ କେନ୍ୟା…
ସମସ୍ତଙ୍କଠାରୁ ଭିନ୍ନ ଦେଖାଯିବା ଲାଗି ଗ୍ରେସ୍ଙ୍କ ଅଜବ କାମ: ପୂରା ଶରୀରରେ କଲେ ଟାଟୁ, ଦୁଇଫାଳ କଲେ ଜିଭ
ସୁନ୍ଦର ଦେଖାଯିବା ଲାଗି ମହିଳାମାନେ ବିଭିନ୍ନ ଉପାୟ ଅବଲମ୍ବନ କରିଥା’ନ୍ତି। ଭିନ୍ନ ଭିନ୍ନ ପ୍ରସାଧନ ସାମଗ୍ରୀଠାରୁ ଆରମ୍ଭ କରି ଟାଟୁ କରିବା, ସର୍ଜରି କରିବାକୁ ସେମାନେ ପଛାନ୍ତି ନାହିଁ। କିନ୍ତୁ ସମସ୍ତଙ୍କଠାରୁ ଅଲଗା ଦେଖାଯିବା ଲାଗି ଜଣେ ମହିଳା ଏଭଳି କିଛି…
୬ ଅଙ୍ଗୁଳି ଥିବା ବ୍ୟକ୍ତି ଭାଗ୍ୟଶାଳୀ
ଅଧିକାଂଶ ଲୋକଙ୍କ ମନରେ ଧାରଣା ଥାଏ ଯେଉଁମାନଙ୍କର ୬ଟି ଅଙ୍ଗୁଳି ସେମାନଙ୍କୁ କାମ କରିବାରେ ଅସୁବିଧା ହେଉଥିବ। କିନ୍ତୁ ଏକ ସର୍ବେକ୍ଷଣରୁ ଜଣାପଡ଼ିଛି ଯାହାର ୬ଟି ଅଙ୍ଗୁଳି ସେମାନେ ପାଞ୍ଚ ଅଙ୍ଗୁଳି ଥିବା ବ୍ୟକ୍ତିଙ୍କଠାରୁ ଶୀଘ୍ର ଆଉ ସହଜରେ କାମ କରିପାରନ୍ତି।…
ଦୋକାନୀଙ୍କ ତାଗିଦ ଆମକୁ ସଚେତନ କରିଥିଲା
ଡ.ବିଜୟ କୁମାର ମହାରଣା, ଦେବଗଡ଼ ମଡେଲ କଲେଜର ଅଧ୍ୟକ୍ଷ। କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭଗତପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ବିଜୟଙ୍କ ପ୍ରାଥମିକ ଶିକ୍ଷା ଗାଁ ସ୍କୁଲରୁ ହିଁ ଆରମ୍ଭ ହୋଇଥିଲା। ଏହାପରେ କଙ୍ଗେଇପୁର ଗ୍ରାମ ପଞ୍ଚାୟତ ହାଇସ୍କୁଲରେ ମାଟ୍ରିକ…
ଯେଉଁଠି ପ୍ରତିଘରେ ଜଣେ ମହିଳାଙ୍କର ରହିଛନ୍ତି ଏକାଧିକ ସ୍ବାମୀ
ମହାଭାରତରେ ଦ୍ରୌପଦୀଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଯାହାଙ୍କର ୫ ଜଣ ସ୍ବାମୀ ଥିଲେ। ହେଲେ ରାଜସ୍ଥାନ ଓ ମଧ୍ୟପ୍ରଦେଶ ସୀମାରେ ଥିବା ଏକ ଗାଁ ମୁରୈନାରେ ପ୍ରତି ମହିଳାଙ୍କର ଏକାଧିକ ସ୍ବାମୀ ରହିଥିବା କଥା ଅନେକଙ୍କୁ ଜଣା ନ…
ସବୁଜ ମିଶନରେ ଲାଗିପଡିଛନ୍ତି ପାରା ଆଥଲେଟ୍ ଟି ଭି ସୁବ୍ରମଣୀ
ଅନ୍ତର୍ଜାତୀୟ ପାରା ଆଥଲେଟିକ୍ ଚାମ୍ପିଅନସିପରେ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଙ୍ଗାଲୁରୁ ନିବାସୀ ୩୯ ବର୍ଷୀୟ ଟି ଭି ସୁବ୍ରମଣୀ ନିଜ ଗାଁରେ ସବୁଜ ମିଶନ୍ ଆରମ୍ଭ କରିଛନ୍ତି। ନିଜ ଦମ୍ରେ ଗାଁକୁ ସବୁଜ କରିବାକୁ ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। ଦିନକୁ…
ସୋସିଆଲ ମିଡିଆରେ ପ୍ରେମୀଯୁଗଳଙ୍କ ଏହି ଫଟୋ ଦେଖି ଚକିତ ହୋଇଗଲେ ଲୋକେ
କିଛି ଦିନ ତଳେ ସୋସିଆଲ ମିଡିଆରେ ଜଡ୍ ଜେସ୍ପର ନାମକ ଜଣେ ଯୁବକଙ୍କ ଫଟୋ ଭାଇରାଲ ହୋଇଥିଲା। ଫଟୋଟିରେ ଜେସ୍ପରଙ୍କ ପ୍ରେମିକା ମଧ୍ୟ ଥିଲେ। ହଙ୍ଗେରୀରେ ପ୍ରେମିକାଙ୍କ ସହ ଛୁଟି କଟାଉଥିବା ବେଳର ଉକ୍ତ ଫଟୋଟିକୁ ଯେ କେହି ଦେଖୁଥିଲା ଘଡ଼ିଏ…
ବିରାଡ଼ି ଭଳି ଜୀବନ ଅତିବାହିତ କରୁଛନ୍ତି ୨୦ ବର୍ଷୀୟ ‘ନାନୋ’
ବିଶେଷକରି ଯୁବତୀମାନେ ପୋଷା ଭାବେ ବିରାଡ଼ି ରଖିବାକୁ ଭଲ ପାଇଥାନ୍ତି। ହେଲେ ନରଓ୍ବେର ଜଣେ ଯୁବତୀ ବିରାଡ଼ିକୁ ପସନ୍ଦ କରି ନିଜ ଜୀବନଶୈଳୀକୁ ମଧ୍ୟ ଅନୁରୂପ କରି ଦେଇଛନ୍ତି। ସେ ହେଲ ନାନୋ। ଏବେ ତାଙ୍କୁ ୨୦ ବର୍ଷ। ନାନୋଙ୍କ ଚାଲି…
ଅଜବ ଗାଁ : ଘର ରଙ୍ଗ କରାଯାଏନି କି ବିବାହ ଉତ୍ସବରେ ସାଜସଜା ହୁଏନି
ରଙ୍ଗ ହେଉ କି ସାଜସଜା ପ୍ରାୟ ସମସ୍ତଙ୍କୁ ଆକର୍ଷଣ କରିଥାଏ। ଏଥିପାଇଁ ଲୋକେ କେତେ ଟଙ୍କା ଖର୍ଚ୍ଚ ମଧ୍ୟ କରିଥାନ୍ତି। ବିଶେଷକରି ଘର ତିଆରି କରିବା ସହ ଏଥିରେ ରଙ୍ଗ ଏବଂ ବିବାହ ଉତ୍ସବରେ ସାଜସଜା ପାଇଁ ବହୁ ଅର୍ଥ ବ୍ୟୟ…
ସ୍ନେଲଫିସ୍: ଗରମରେ ତରଳୁଥିବା ମାଛ
ଗରମରେ ବରଫ ତରଳିବା ସାଧାରଣ କଥା। ମାତ୍ର ଯଦି କୁହାଯାଏ ଗରମରେ ମାଛ ବି ତରଳିପାରେ, ତେବେ କଥା ଉପରେ ଅନେକେ ବିଶ୍ୱାସ କରି ନ ପାରନ୍ତି। ହେଲେ ବୈଜ୍ଞାନିକମାନେ ଏଭଳି ଏକ ମାଛକୁ ଆବିଷ୍କାର କରିଛନ୍ତି, ଯାହାକୁ ପାଣି ଉପରକୁ…
ବିଶ୍ୱର ପ୍ରଦୂଷଣମୁକ୍ତ ଦେଶ ବିଷୟରେ ଜାଣନ୍ତୁ : ଏଠାରେ ଗୋଟିଏ ଦିନ ବନ୍ଦ ରହିଥାଏ ଯାନବାହନ ଚଳାଚଳ
ଆଜି ହେଉଛି ବିଶ୍ୱ ପରିବେଶ ଦିବସ। ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ ବାଷ୍ପର ଅହେତୁକ ବୃଦ୍ଧି ଏବଂ ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱବାସୀ ଚିନ୍ତିତ ହୋଇପଡ଼ିଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ଜୁନ୍ ୫କୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଇଆସୁଛି। ଏକ…
ପ୍ରାଚୀନ ଶିବ ମନ୍ଦିର କିନ୍ତୁ ଅଧାଗଢା
ବିହାରର ଭୋଜପୁର ପାହାଡି ଅଞ୍ଚଳରେ ରହିଛି ଏମିତି ଏକ ଶିବ ମନ୍ଦିର ଯାହା ବିଶ୍ୱର ସର୍ବ ପୁରାତନ ଶିବ ମନ୍ଦିର ଭାବେ ପ୍ରସିଦ୍ଧ। ଏହାକୁ କେହି କେହି ଭୋଜଶ୍ୱର ଶିବ ମନ୍ଦି ବୋଲି ମଧ୍ୟ କହି ଥାଆନ୍ତି। ଏହି ମନ୍ଦିରର ବିଶେଷତ୍ୱ…
Archives


