ଫୁରସତ

ପ୍ରେମୀଯୁଗଳଙ୍କ ବିଚ୍ଛେଦ ପାଇଁ ଏହି ମନ୍ଦିରରେ ହୁଏ ପୂଜା…

ଉତ୍ତରପ୍ରଦେଶ ସାହାରନପୁରରେ ରହିଛି ଶ୍ରୀବାଲାଜୀ ମହାରାଜଙ୍କ ମନ୍ଦିର। ମନ୍ଦିରରେ ହନୁମାନଙ୍କ ବାଳ ସ୍ବରୂପ ପୂଜା ହୋଇଥାନ୍ତି। ଏଠାରେ ଯୁବତୀ ଯୁବକଙ୍କ ମୁଣ୍ଡରୁ ପ୍ରେମ ନିଶା ଉତ୍ତାରିବା ଲାଗି ପୂଜା କରାଯାଇଥାଏ । ସେଥିପାଇଁ ଏଠାରେ ଭୟରେ କୌଣସି ପ୍ରେମୀଯୁଗଳ ପାଦ ପକାଇ…

ଏଠି ଚୁଇଁଗମ୍‌ ଖାଇଲେ ଦେବାକୁ ପଡ଼େ ଜରିମାନା

ଯଦି ଆପଣ କେଉଁଠିକୁ ବୁଲି ଯିବାକୁ ଚାହଁୁଛନ୍ତି, ତେବେ ଏପରି ଦେଶ ଚୟନ କରନ୍ତୁ ଯାହା ବୁଦ୍ଧିମାନର କାମ ହେବ। କାରଣ ଏହି ଦେଶ ବିଷୟରେ ଜାଣିବା ସହିତ ଏହାର ଚଳଣି, ପରମ୍ପରା, ନୀତି, ନିୟମ ଏବଂ କାନୁନ୍‌ ସମ୍ପର୍କରେ ମଧ୍ୟ…

ଏହି ଦେଶରେ ୪୭ ପ୍ରତିଶତ ସିଙ୍ଗଲଙ୍କୁ ମିଳୁନାହାନ୍ତି ମନପସନ୍ଦର ପାର୍ଟନର, ଏଥିପାଇଁ ରହିଛନ୍ତି ଅବିବାହିତ

ବିଶ୍ୱରେ ଏମିତି ଏକ ଦେଶ ରହିଛି ଯେଉଁଠି ମନପସନ୍ଦର ପାର୍ଟନର ମିଳୁ ନ ଥିବାରୁ ଏଠାରେ ୪୭ ପ୍ରତିଶତ ଅବିବାହିତ ରହିଛନ୍ତି। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ଏମିତି ଅଜବ ସ୍ଥିତି ଦେଖିବାକୁ ମିଳିଛି ଜାପାନରେ। ଏକ ରିପୋର୍ଟରୁ…

ସୁଖୀ ଦାମ୍ପତ୍ୟ ଜୀବନ ଗଢ଼ିବା ପାଇଁ ମନେ ରଖନ୍ତୁ ଏହି ଟିପ୍ସ

ଜଣେ ନାରୀ ଏକ ପୁରୁଷର ଜୀବନକୁ ସୁନ୍ଦର ଭାବେ ଗଢ଼ିପାରେ ଆଉ ଭାଙ୍ଗି ଧୂଳିଶାତ୍‌ ମଧ୍ୟ କରିପାରେ। ତେବେ ଏହି ଭାଙ୍ଗିବା ଗଢ଼ିବା ସମ୍ପୂର୍ଣ୍ଣ ନିର୍ଭର କରେ ଜଣେ ନାରୀର ଗୁଣ ଓ ସହନଶୀଳତା ଉପରେ। ଚଳିତ ଦିନରେ ଦାମ୍ପତ୍ୟ ସମ୍ପର୍କ…

ମୂଷାଙ୍କ ଗାଁ ‘ମିନି ଭିଲେଜ’: ଅଛି ଛୋଟ ଛୋଟ ଘର, ଖାଦ୍ୟର ବ୍ୟବସ୍ଥା

ଗାଈ ଓ କୁକୁର ପାଇଁ ଘର ତିଆରି କଥା ଆମେ ଶୁଣିଛୁ। ହେଲେ ମୂଷା ପାଇଁ ଗୋଟିଏ ଗାଁ ତିଆରି କରିବା କଥା କେହି କେବେ ଶୁଣି ନ ଥିବେ। ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ କଥାଟି ସତ। ବ୍ରିଟେନର ବନ୍ୟଜନ୍ତୁ ସମ୍ପଦ…

ଯେଉଁଠି ସଙ୍ଗୀତପ୍ରେମୀଙ୍କୁ ଜାଳିଦିଅନ୍ତି ତାଲିବାନ, ସେଠି ମହିଳା ଗଢ଼ିଛନ୍ତି ଅର୍କେଷ୍ଟ୍ରା ପାର୍ଟି

ଆଫଗାନିସ୍ତାନ ଏମିତି ଏକ ଦେଶ ଯେଉଁଠି ସଙ୍ଗୀତପ୍ରେମୀଙ୍କୁ ତାଲିବାନମାନେ ଜିଅନ୍ତା ଜାଳିଦିଅନ୍ତି। କିନ୍ତୁ ସେଠି ମହିଳାମାନେ ଏକତ୍ରିତ ହୋଇ କାହାକୁ ଖାତିର ନ କରି ଗଢ଼ିଛନ୍ତି ଏକ ଅର୍କେଷ୍ଟ୍ରା ପାର୍ଟି। ଏହି ପାର୍ଟିର ୩୦ ମହିଳା ଷ୍ଟେଜ୍‌ ପ୍ରୋଗ୍ରାମ କରି ସଙ୍ଗୀତର…

ଏହି ଗାଁରେ ଝିଅ ବାହା ଦେବାକୁ ରାଜି ନାହାନ୍ତି ମାତାପିତା

ଜୟପୁର, ୨୧।୬: ରାଜସ୍ଥାନର ସିକର ନିକଟସ୍ଥ କିରୋ କି ଢାଣି ଗ୍ରାମକୁ ଝିଅ ବାହା ଦେବାକୁ ରାଜି ନାହାନ୍ତି ମାତାପିତା। ଏହି ଗାଁରେ ଯୁବକଙ୍କ ବିବାହ ବୟସ ବୃଦ୍ଧି ପାଉଥିଲେ ମଧ୍ୟ ଝିଅ ମିଳୁନାହାନ୍ତି। ଏହା ପଛରେ କାରଣ ହେଉଛି ଜଳସଙ୍କଟ।…

ଯେଉଁଠି ଶାଳ ଗଛକୁ ଦେବତା ଭଳି ପୂଜନ୍ତି ଲୋକେ…

ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ଶାଳ ଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗଛ ନିକଟରେ ପୂଜା…

ଯେଉଁ ଗାଁରେ ମୃତକଙ୍କୁ ନିଜଘରେ ଦିଆଯାଏ କବର

ଉତ୍ତର ପ୍ରଦେଶ ଆଗ୍ରାର ଅଛନେରା ବ୍ଲକ ଛହ ପୋଖରା ଗାଁର ମୁସଲମାନ ପରିବାରର ସଦସ୍ୟମାନେ ସେମାନଙ୍କ ପରିଜନଙ୍କ ମୃତ ଶରୀରକୁ ନିଜ ଘରେ ହିଁ କବର ଦେଉଥିବା ପ୍ରକାଶ କରିଛନ୍ତି। ଗାଁରେ ଏମାନଙ୍କ ପାଇଁ କୌଣସି କବରସ୍ଥାନ ନ ଥିବାରୁ ଏମାନେ…

ଏବେ ବି ସୁସ୍ଥ ଅଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର କୁମ୍ଭୀର ‘ମୁଜା’

ଆମେରିକାର ବେଲଗ୍ରେଡ ଚିଡ଼ିଆଖାନାକୁ ଆସିଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର କୁମ୍ଭୀର ‘ମୁଜା‘। ଆଶ୍ଚର୍ଯ୍ୟର କଥା କୁମ୍ଭୀରଟି ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ନିଜ ପ୍ରଜାତିଙ୍କ ମଧ୍ୟରେ ଏହା ସବୁଠୁ ବୟସ୍କ। ବୟସ ୮୦ ହୋଇଥିଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସମସ୍ୟା ପରିଲକ୍ଷିତ…

ଏହି ଗ୍ରାମରେ ଦଳିତଙ୍କୁ ଚପଲ ପିନ୍ଧିବା ମନା

ବେଙ୍ଗାଲୁରୁ, ୨୦।୬: କର୍ନାଟକର ଟିପ୍ପୁର ଗ୍ରାମରେ ଦଳିତ ଶ୍ରେଣୀର ଲୋକେ ମନ୍ଦିର ଯିବା ତ ଦୂରର କଥା, ଚପଲ ପିନ୍ଧିବାକୁ ମଧ୍ୟ ଅନୁମତି ନାହିଁ। ଏଭଳି ଅମାନବୀୟ ବ୍ୟବହାର ପାଇଁ ଦଳିତମାନେ ପ୍ରଶାସନ ଉପରେ ଦୋଷ ଲଦିଛନ୍ତି। ସେମାନେ ଅଭିଯୋଗ କରି…

ଏମିତି ଗାଁ ଯେଉଁଠି ପ୍ରତିବର୍ଷ ଦିଆଯାଏ ମାଗଣା ଆମ୍ବ ପାର୍ଟି, ମଜା ନେଇଥାନ୍ତି ହଜାର ହଜାର ଲୋକ

ଲୋକେ ନିଜ ବାଡ଼ିବଗିଚାରେ ଚାଷ କରି ବର୍ଷକ ଯାଏ ଚାହିଁ ରହିଥାନ୍ତି ଅମଳ ହେଲେ ବିକି୍ରି କରି ଦୁଇ ପଇସା ରୋଜଗାର କରିବେ। କିନ୍ତୁ ଏମିତି ଜଣେ କୃଷକ ଅଛନ୍ତି ଯିଏ ନିଜ ବଗିଚାରେ ଲଗାଇଥିବା ଆମ୍ବ ଗଛରୁ ଯାହା ଅମଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri