ଫୁରସତ

ଏଠି ମହିଳା ନୁହେଁ କିଶୋର କରନ୍ତି ଦେହ ବ୍ୟବସାୟ

ମହିଳାମାନେ ଦେହ ବ୍ୟବସାୟ କରିବା କଥା ସାଧାରଣ ଘଟଣା। ହେଲେ ଆଫଗାନିସ୍ତାନରେ କିଶୋରମାନଙ୍କୁ ଦେହ ବ୍ୟବସାୟରେ ଲଗାଯାଇଥାଏ। ୧୨ ବର୍ଷ ବୟସରେ ଏମାନଙ୍କୁ ଅପହଣ କରି ନିଆଯାଏ। ତା’ପରେ ଏମାନେ ବିଭିନ୍ନ ବାର୍‌ରେ କରିଥାଆନ୍ତି ଦେହ ବ୍ୟବସାୟ। ବାର୍‌କୁ ଆସୁଥିବା ପୁରୁଷମାନଙ୍କ…

ଏପରି ଗାଁ ଯେଉଁଠି ଅତିଥିଙ୍କୁ ଧୂମପାନ କରିବା ମନା…

କେତେକ ଲୋକ ଧୂମପାନ, ଡ୍ରଗ୍‌ସ, ମଦ, ଗୁଟ୍‌ଖା ଆଦିର ବ୍ୟବହାର କରିଥାନ୍ତି। ବିଶେଷକରି ଯୁବପିଢ଼ି ଏହାଦ୍ୱାରା ଅଧିକ କବଳିତ ହେଉଛନ୍ତି। ମାତ୍ର ରାଜସ୍ଥାନରେ ଏମିତି ଏକ ଗଁା ରହିଛି ଯେଉଁଠି ନିଶା ଦ୍ରବ୍ୟ ସେବନ ପାଇଁ ବାରଣ କରାଯାଇଥାଏ । ଏହି…

ଯେଉଁଠି ପୁରୁଷଙ୍କୁ ପରଦା ପଛରେ ଲୁଚି ରହିବାକୁ ପଡେ

ଶୀର୍ଷକ ପଢ଼ି ଚିନ୍ତାରେ ପଡ଼ିଯିବେଣି।କାହିଁ କେଉଁ କାଳରୁ ପୁରୁଷ ପ୍ରଧାନ ସମାଜକୁ ସମସ୍ତେ ମାନିଆସିଛନ୍ତି। ଏବେ ବି ଅଧିକାଂଶ ସ୍ଥାନରେ ପୁରୁଷଙ୍କ ଦବଦବା ରହିଆସିଛି। ମହିଳା ତ କେବଳ ନାମକୁ ମାତ୍ର ଚରିତ୍ର। ମହିଳା ଯେତେ ସଫଳତାର ପାହାଚ ଅତିକ୍ରମ କଲେ…

ପ୍ରଥମେ ହନିମୁନ୍‌ ପରେ ବିବାହ…

ଛତିଶଗଡ଼ ବସ୍ତର ଅଞ୍ଚଳରେ ବାସ କରୁଥିବା ଗୋଣ୍ଡ ଜନଜାତିଙ୍କ ମଧ୍ୟରେ ଏକ ପରମ୍ପରା କାହିଁ କେଉଁ କାଳରୁ ଚାଲିଆସିଛି। ପରମ୍ପରା ଅନୁସାରେ ବରକନ୍ୟାଙ୍କୁ ବିବାହ ପୂର୍ବରୁ ହନିମୁନ୍‌ର ସୁଯୋଗ ଦିଆଯାଇଥାଏ। ଏଥିଲାଗି ଗାଁ ମୁଣ୍ଡରେ ଗୋଟିଏ କୁଡ଼ିଆ ଘର ତିଆରି ହୋଇଥାଏ।…

ଗ୍ରୀଷ୍ମରୁ ରକ୍ଷା ପାଇବାକୁ ବସ୍‌ ଛାତରେ ବଗିଚା କଲେ ଡ୍ରାଇଭର

ଦିନକୁ ଦିନ ବିଶ୍ୱ ତାପମାତ୍ରାରେ ପରିବର୍ତ୍ତନ ହେବାରେ ଲାଗିଛି। ଗ୍ରୀଷ୍ମର ପ୍ରବାହ ଏତେ ବଢି ଯାଇଛି ଯେ ଅନେକ ସହରରେ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ତେବେ ସିଙ୍ଗାପୁରରେ ଲୋକେ ଗରମରୁ ରକ୍ଷା ପାଇବା ପାଇଁ ଏବେ ଏଠାକାର…

କେବଳ ମଙ୍ଗଳବାର ଚୋରି କରିଥାନ୍ତି ଏହି ଯୁବକ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଅନେକ ସମୟରେ ଶୁଣିଥିବେ କୌଣସି କାମ ଆରମ୍ଭ ପୂର୍ବରୁ ଶୁଭଦିନର ଚୟନ କରାଯାଏ। କାରଣ ଏହା କାମକୁ ଶୁଭଫଳ ଦେଇଥାଏ। କିନ୍ତୁ କେବେ ଶୁଣିଛନ୍ତି, ଚୋରି କରିବାର ବି ଶୁଭଦିନ…

ବିଶ୍ୱର ସବୁଠୁ ମହଙ୍ଗା ହ୍ୟାଣ୍ଡବ୍ୟାଗ୍‌ : ୧.୪୪ କୋଟିରେ ହେଲା ନିଲାମ

ଲଣ୍ଡନ : ବିଶ୍ୱର ସବୁଠୁ ମହଙ୍ଗା ହ୍ୟାଣ୍ଡବ୍ୟାଗ୍‌ ମଧ୍ୟରେ ଶୁମାର ହର୍ମିସ ବିର୍କିନର ଏକ ହ୍ୟାଣ୍ଡବ୍ୟାଗ୍‌ ସ୍ଥାନ ପାଇଛି। ଯାହା ୧.୪୪ କୋଟି ଟଙ୍କାରେ ନିଲାମ ହୋଇଛି। ଏହି ବ୍ୟାଗ୍‌ର ନାଁ ‘ଦ ୨୦୧୫ ହିମାଳୟ ନିଲୋଟିକ୍‌୍‌ସ କ୍ରୋକୋଡାଇଲ୍‌ ବିର୍କିନ ୩୫’…

ଆଧାର କାର୍ଡ ବିନା ଏହି ମନ୍ଦିରରେ ହୁଏ ନାହିଁ ବିବାହ

ଉତ୍ତରାଖଣ୍ଡର ଅଲମୋଡାରେ ଥିବା ପ୍ରସିଦ୍ଧ ଗୋଲୁ ଦେବତାଙ୍କ ମନ୍ଦିରରେ ଆଧାର କାର୍ଡ ବିନା ବିବାହ ସମ୍ଭବ ନୁହେଁ। ମନ୍ଦିରର ପୂଜାରୀ ତଥା କୋଷାଧ୍ୟକ୍ଷ ହରି ବିନୋଦଙ୍କ କହିବା କଥା ହେଲା ଏଠାରେ ବିବାହ ଋତୁରେ ଦିନକୁ ଅତିକମରେ ୬ ଟି ଅର୍ଥାତ୍‌…

ଏମିତି ବଜାର ଯେଉଁଠି  ଯୁବତୀ ହୁଅନ୍ତି ବିକ୍ରି…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଶିବପୁରୀ ଅଞ୍ଚଳରେ ଥିବା ଏକ ବଜାରରେ ଯୁବତୀ ବିକ୍ରି ହୁଅନ୍ତି। ଧନୀ ଲୋକେ ଏଠାରେ ବର୍ଷକୁ ୧୫ ହଜାରରୁ ୨୫ ହଜାର ଟଙ୍କାରେ ଯୁବତୀଙ୍କୁ କିଣିଥାନ୍ତି। ବର୍ଷକ ପାଇଁ ସମ୍ପୃକ୍ତ…

ଭାଲୁ ଜୁଟାଇଲା ଏମିତି ସାହସ, ଶିକାର କରି ନ ପାରି ଫେରିଗଲା ବାଘ

ରାଜସ୍ଥାନର ରଣଥାମ୍ବୋର ନ୍ୟାଶନାଲ ପାର୍କରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି। ପାର୍କର ୪ ନଂ ଜୋନ୍‌ରେ ଏକ ଭାଲୁକୁ ଶିକାର କରିବା ପାଇଁ ବାଘଟିଏ ଲୁଚି ରହିଥିଲା। ମାତ୍ର ଭାଲୁ ଏମିତି ସାହସ ଜୁଟାଇଲା ବାଘ ଶିକାର ନ କରି…

ପ୍ରଥମ ରୋଜଗାର: ରୋଜଗାର ଟଙ୍କା ବ୍ୟବସାୟରେ ଲଗାଉଥିଲି

ଲେଖକ, ସଂସ୍କୃତିପ୍ରେମୀ ତଥା ଜୟୀ ରାଜଗୁରୁ ସ୍ମୃତି ପରିଷଦର ସାଧାରଣ ସମ୍ପାଦକ ଜଟାଧାରୀ ମିଶ୍ର ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ପୁରୀ ଜିଲା ବୀରହରେକୃଷ୍ଣପୁର ଶାସନ ଗାଁରେ ମୋର ଜନ୍ମ। ଆମେ ୪ ଭାଇଭଉଣୀ (୩ ଝିଅ ଓ…

ପବିତ୍ର ପୀଠ ସାଗର ଶ୍ରୀକ୍ଷେତ୍ର

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ବଡ଼ ବିଚିତ୍ର। ସେ ହିଁ ସର୍ବତ୍ର ବିଦ୍ୟମାନ। ନୀଳକନ୍ଦରର ଅନତି ଦୂରରେ ମହାପ୍ରଭୁଙ୍କର ଚରଣାରବିନ୍ଦକୁ ଧୋଇ ନାଚି ଉଠୁଥିବା ମହୋଦଧି(ବଙ୍ଗୋପସାଗର) ତା’ର ବେଳାଭୂମିରେ ଅଙ୍କିତ କରେ ଶ୍ରୀଜଗନ୍ନାଥ ସଂସ୍କୃତିର ଏତିହ୍ୟ। ତେବେ ସାଗର ପରି ନୀଳାମ୍ବୁ ଚିଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?