ଫୁରସତ

କିପରି ହୋଇଥିଲା ଟେଲିଫୋନରେ ‘ହାଲୋ’ର ବ୍ୟବହାର

ପ୍ରାୟ ଆମେ ସମସ୍ତେ ଛୋଟବେଳୁ ଏହା ଦେଖି ଆସୁଛୁ, ଆଉ ଶୁଣି ଆସୁଛୁ ଯେ ଫୋନ୍‌ ଉଠାଇବା କ୍ଷଣି ‘ହାଲୋ’ କୁହାଯାଇଥାଏ। ପରେ ବ୍ୟବହାରକାରୀ ଅନ୍ୟ କଥା ହୋଇଥାନ୍ତି। କେବେ ଆପଣ ଏହା ଭାବିଛନ୍ତି କି ଫୋନ୍‌ ଉଠାଇବା କ୍ଷଣି ଲୋକେ…

ଘରେ କର୍ପୂରରେ ଆଳତି କଲେ ମିଳେ ଅନେକ ଫାଇଦା

ହିନ୍ଦୁ ଧର୍ମରେ ପୂଜାରେ ଯଦି କର୍ପୂରକୁ ସାମିଲ କରା ନ ଯାଏ ତେବେ ପୂଜାକୁ ଅସମ୍ପୂର୍ଣ୍ଣ ବୋଲି ଧରାଯାଇଥାଏ। ପୂଜା ସରିବା ପରେ କର୍ପୂରରେ ଆଳତି କରିବା ଦ୍ୱାରା ପୂଜା ସଫଳ ହୋଇଛି ବୋଲି ଆମେ ଅନୁଭବ କରିଥାଉ। ଘରେ ହେଉ…

ଯେଉଁଠି ଚାକିରି ପାଇବା ପାଇଁ ପ୍ରଶ୍ନର ଉତ୍ତର ନୁହେଁ ବରଂ ଦେବାକୁ ପଡିଥାଏ କଫି କପ୍‌ ଟେଷ୍ଟ

ପ୍ରାୟ ସମସ୍ତଙ୍କୁ ଚାକିରି କରିବା ପାଇଁ ସାକ୍ଷାତକାର ଦେବାକୁ ପଡିଥାଏ। ଏହି ସମୟରେ ପ୍ରାର୍ଥୀଙ୍କୁ ଅଜବ ପ୍ରଶ୍ନର ସାମ୍ନା ମଧ୍ୟ କରିବାକୁ ପଡିଥାଏ। କେବେ କେତେକ ପ୍ରଶ୍ନର ଉତ୍ତର କହିହୁଏ ତ କେବେ କହି ହୁଏନା। ତେବେ ଏପରି ଏକ କମ୍ପାନୀ…

ଏହି ଦେଶରେ ଆରମ୍ଭ ହୋଇଛି କଏଦୀଙ୍କ ପାଇଁ ଅନ୍‌ଲାଇନ୍‌ ଶପିଂ ପ୍ଲାଟଫର୍ମ

ଚାଇନାର ଗୁଆଙ୍ଗଡଙ୍ଗ ନିକଟରେ ଥିବା ଜେଲ୍‌ର କଏଦୀମାନଙ୍କ ପାଇଁ ଅନ୍‌ଲାଇନ୍‌ ଶପିଂ ପ୍ଲାଟଫର୍ମ ଆରମ୍ଭ ହୋଇଛି। ଏହା ଜରିଆରେ କଏଦୀମାନେ ମାସକୁ ୩ ହଜାର ଟଙ୍କାର ସାମଗ୍ରୀ କିଣି ପାରିବେ। ଲଗ୍‌ଇନ୍‌ କରିବାକୁ ହେଲେ ପାସଓ୍ବାର୍ଡ କିମ୍ବା ଫିଙ୍ଗରପ୍ରିଣ୍ଟ ବ୍ୟବହାର କରି…

ଜୀବନସାଥୀ ଖୋଜିବା ପାଇଁ ଦେବାକୁ ପଡ଼େ ୫୫ ହଜାର ଟଙ୍କା

ଡିଏନ୍‌ଏ ଟେଷ୍ଟ ପରେ ମିଳୁଛନ୍ତି ଜୀବନସାଥୀ। ତାହା ପୁଣି ହଜାର ହଜାର ଟଙ୍କା ଖର୍ଚ୍ଚ କରି। ଶୁଣି ଆଶ୍ଚର୍ଯ୍ୟ ଲାଗୁଛି ନା। ଆଶ୍ଚର୍ଯ୍ୟ ହେଲେ ବି ସତ। ଜାପାନର ‘ନୋଜେ’ ନାମକ ଏକ କମ୍ପାନୀ ଜୀବନସାଥୀ ଖୋଜିବା ପାଇଁ ୫୫ ହଜାର…

ଏପରି କିଛି ବିପଦସଙ୍କୁଳ ହ୍ରଦ: ଯେଉଁଠିକୁ ଯିବା ମୃତ୍ୟୁକୁ ଆଲିଙ୍ଗନ କରିବା ସହ ସମାନ

ଦୁନିଆରେ ଏପରି କିଛି ସ୍ଥାନ ରହିଛି, ଯେଉଁ ସ୍ଥାନକୁ ଯିବା ବ୍ୟକ୍ତିଙ୍କ ପାଇଁ ବିପଦ ହୋଇଥାଏ। କେଉଁଠି ପାହାଡ଼ ତ କେଉଁଠି ଜଙ୍ଗଲ ବିପଦସଙ୍କୁଳ ସ୍ଥାନ ହୋଇଥାଏ। ଏସବୁ ସ୍ଥାନରେ ଟିକିଏ ଭୁଲ୍‌ରେ ଜୀବନ ଯିବାର ଆଶଙ୍କା ଥାଏ। ଏଠାକୁ ଯିବା…

୨୧ ବର୍ଷରେ ୧୯୬ଟି ଦେଶ ବୁଲି ରେକର୍ଡ କଲେ ଯୁବତୀ

ଆମେରିକାର ୨୧ ବର୍ଷୀୟା ଯୁବତୀ ଲେକ୍ସି ଅଲଫର୍ଡ଼ ୧୯୬ଟି ଦେଶ ବୁଲି ରେକର୍ଡ ସୃଷ୍ଟି କରିଛନ୍ତି। ଲେକ୍ସିଙ୍କ ଏହି ଯାତ୍ରା ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇଛି। ଲେକ୍ସିଙ୍କ ମତରେ ଇଣ୍ଟରନେଟ୍‌ଠାରୁ ଦୂରରେ ଥିଲେ, ମାତ୍ର ସାରା ଦୁନିଆ ସହ ଯୋଡ଼ି ହୋଇଛନ୍ତି।…

ଝିଅ ବିବାହ ପୂର୍ବରୁ ବାପାଙ୍କୁ ମୃତ ଘୋଷଣା କଲେ ଡାକ୍ତର: ବିଦା ପରେ ଜୀବନ ଫେରିଲା

କୌଣସି ବ୍ୟକ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିବାର କିଛି ସମୟ ପରେ ପୁଣି ଥରେ ତାଙ୍କର ନିଃଶ୍ୱାସପ୍ରଶ୍ୱାସ ଚାଲିବା ଘଟଣା ଆମେ ବହୁବାର ଶୁଣିବାକୁ ପାଇଛୁ। ମାତ୍ର କୌଣସି ବ୍ୟକ୍ତି ମରିବାର କିଛି ସମୟ ପରେ ପୁଣିଥରେ ଜୀବିତ ହୋଇଯିବା ଅସମ୍ଭବ…

ଏହି ମନ୍ଦିରରେ ଦିନରେ ୩ ଥର ରୂପ ବଦଳାନ୍ତି ହନୁମାନ…

ଭାରତରେ ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ରହସ୍ୟ ରହିଛି। ମଧ୍ୟପ୍ରଦେଶ ପୁରବା ଗାଁ ନିକଟରେ ଥିବା ସୂରଜକୁଣ୍ଡରେ ହନୁମାନ ମନ୍ଦିର ରହିଛି। ଏଠାରେ ଠାକୁର ଗୋଟିଏ ଦିନର ୨୪ ଘଣ୍ଟା ମଧ୍ୟରେ ୩ ଥର ନିଜର ସ୍ବରୂପ ଆପେ ଆପେ ବଦଳାଇଥାନ୍ତି।…

ପିଲାଙ୍କୁ ପାଠ ପଢାଇବାକୁ ଆସୁଛି ସ୍କୁଲ

ମୁମ୍ବାଇର ଝୁଙ୍ଗିଆ ଇଲାକାର ବସ୍ତି ଅଞ୍ଚଳରେ ରହୁଥିବା ଗରିବ ପିଲାମାନେ ସ୍କୁଲ୍‌ ପଢ଼ିବାକୁ ନୁହଁ ବରଂ ସ୍କୁଲ୍‌ ଏମାନଙ୍କୁ ପଢ଼ାଇବାକୁ ଆସିଥାଏ। ‘ସ୍କୁଲ୍‌-ଅନ୍‌-ହ୍ବିଲ୍‌ସ’ ନାମରେ ଚାଲିଥିବା ଏହି ବସ୍‌ରେ ପାଠ ପଢ଼ାଯାଏ। ଏହି ସ୍କୁଲ୍‌ରେ ୩ ବର୍ଷରୁ ନେଇ ୧୬ ବର୍ଷ…

ଯେଉଁଠି ମୃତ ବ୍ୟକ୍ତିଙ୍କୁ ପୋଡ଼ାଯାଏ ନାହିଁ କି, ପୋତା ଯାଏ ନାହିଁ

ଆଫ୍ରିକାର ମସାଈ ଜନଜାତି ନିଜ ପରମ୍ପରା ପାଇଁ ବେଶ୍‌ ଚର୍ଚ୍ଚିତ। ହଜାର ହଜାର ବର୍ଷ ବିତିଯାଇଥିଲେ ସୁଦ୍ଧା ସେମାନେ ନିଜକୁ ଆଧୁନିକତାଠାରୁ ସମ୍ପୂର୍ଣ୍ଣ ଦୂରରେ ରଖିଛନ୍ତି। ଏମାନେ ଶକ୍ତିଶାଳୀ ଯୋଦ୍ଧା ଭାବେ ବେଶ୍‌ ପରିଚିତ। ଏହି ଜନଜାତି ତାଞ୍ଜାନିଆ ଏବଂ କେନ୍ୟା…

ସମସ୍ତଙ୍କଠାରୁ ଭିନ୍ନ ଦେଖାଯିବା ଲାଗି ଗ୍ରେସ୍‌ଙ୍କ ଅଜବ କାମ: ପୂରା ଶରୀରରେ କଲେ ଟାଟୁ, ଦୁଇଫାଳ କଲେ ଜିଭ

ସୁନ୍ଦର ଦେଖାଯିବା ଲାଗି ମହିଳାମାନେ ବିଭିନ୍ନ ଉପାୟ ଅବଲମ୍ବନ କରିଥା’ନ୍ତି। ଭିନ୍ନ ଭିନ୍ନ ପ୍ରସାଧନ ସାମଗ୍ରୀଠାରୁ ଆରମ୍ଭ କରି ଟାଟୁ କରିବା, ସର୍ଜରି କରିବାକୁ ସେମାନେ ପଛାନ୍ତି ନାହିଁ। କିନ୍ତୁ ସମସ୍ତଙ୍କଠାରୁ ଅଲଗା ଦେଖାଯିବା ଲାଗି ଜଣେ ମହିଳା ଏଭଳି କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?