ମୟୂର ସମ୍ପର୍କରେ ଜାଣିଛନ୍ତି କି ଏସବୁ କଥା
ମୟୂର ଆମର ଜାତୀୟ ପକ୍ଷୀ। ପୁଚ୍ଛ ପାଇଁ ଏହା ଖୁବ୍ ସୁନ୍ଦର ଦେଖାଯାଏ। ବର୍ଷା ଦେଖିଲେ ପୁଚ୍ଛ ମେଲାଇ ନୃତ୍ୟ କରିଥାଏ। ଆମେ ଏତିକି ଜାଣିଛେ ମାତ୍ର ମୟୂର କ’ଣ ଖାଏ? ଏହା ପୁଚ୍ଛରେ କେତୋଟି ଚନ୍ଦ୍ରିକା ରହିଛି ଜାଣନ୍ତି କି?…
ଶୁଭ ଅଶୁଭର ସଙ୍କେତ ଦିଏ କାଉ
ଶାସ୍ତ୍ରରେ ପଶୁପକ୍ଷୀଙ୍କ ଉପସ୍ଥିତି ଓ ସ୍ବର ଆଧାରରେ ତାହା ଶୁଭ କି ଅଶୁଭ ସ୍ଥିର କରାଯାଇଥାଏ। କୁହାଯାଏ ଯେ, ଛାତ ଉପରେ ଯଦି କୌଣସି କାଉ ବସିଯାଏ ତେବେ ଘରକୁ କୁଣିଆଙ୍କ ଆଗମନ ହୋଇଥାଏ। କାଉକୁ ଶନି ଓ ପୂର୍ବପୁରୁଷଙ୍କ ପ୍ରତୀକ…
୧ କୋଟି ଟଙ୍କାର ଚାକିରି ଅଫର ଛାଡ଼ିଲେ ଚା’ ବିକାଳିଙ୍କ ପୁଅ
ପିଲାଦିନରୁ ସମସ୍ତେ ପାଠପଢ଼ାରେ ଧ୍ୟାନ ଦେଇଥାନ୍ତି। ବଡ଼ ହେଲେ କେମିତି ଭଲ ଚାକିରିଟିଏ କରିବେ। ଚାକିରି ମିଳିଗଲେ ଖୁସିରେ ପାଦ ତଳେ ଲାଗେନି। ଭଲ ଦରମାରେ ଯଦି ଚାକିରିଟିଏ ମିଳିଗଲା ତେବେ ଖୁସି ବହୁଗୁଣିତ ହୋଇଯାଏ। ଆଜି ଏମିତି ଜଣେ ଯୁବକ…
ପାଣି ବଦଳାଇ ଦିଏ ଏହି ଫୁଲର ରୂପ
ପାହାଡ଼ିଆ ଅଞ୍ଚଳ ବୁଲିବା ପାଇଁ ଗଲେ ବିଭିନ୍ନ ପ୍ରକାର ଫୁଲ ଫୁଟିଥିବାର ନଜରକୁ ଆସିବ। ମାତ୍ର ଏମିତି ଏକ ଫୁଲ ଅଛି ଯାହା ଦେଖିଲେ ଆଖିକୁ ଆଉ ଫେରାଇ ପାରିବେନି। ଏହି ଫୁଲର ନାଁ ହେଉଛି ‘ଡିପ୍ହିଲ୍ନେୟା ଗ୍ରେ’। ସବୁ ଫୁଲଠାରୁ…
ସାବାସ୍ ଜେସିକା! ହାତ ନାହିଁ, ଗୋଡରେ ବିମାନ ଚଳାଉଛନ୍ତି
ମହିଳାମାନେ ଆଜି ପୁରୁଷଙ୍କର ସମକକ୍ଷ ହୋଇପାରିଛନ୍ତି। ବିମାନ ଚଳାଇବା, କ୍ରିକେଟ ଖେଳିବାଠାରୁ ଆରମ୍ଭ କରି ଏଭରେଷ୍ଟ ଚଢ଼ିବା ଯାଏ ସବୁ କାମ କରିପାରୁଛନ୍ତି। କିନ୍ତୁ ଶାରିରୀକ ଅକ୍ଷମତା ବେଳେବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ ବାଧା ସୃଷ୍ଟି କରେ। ତାକୁ ଏଡାଇ ଯିଏ ନିଜର…
ପକ୍ଷୀ ନେଲା ମାଲିକଙ୍କ ଜୀବନ
ଗୋଟିଏ ପକ୍ଷୀ ମାଲିକଙ୍କ ଜୀବନ ନେଇଯାଇଛି। ଏବେ ମନରେ ପ୍ରଶ୍ନ ଉଠୁଥିବ ମାଲିକ ଏମିତି କ’ଣ କଲେ ଯେ ସାମାନ୍ୟ ପକ୍ଷୀଟି ଜୀବନ ନେବାକୁ ପଛାଇଲାନି। ପକ୍ଷୀଟି ରାଗିଯିବାରୁ ତା’ ମାଲିକଙ୍କ ଜୀବନ ନେଇଗଲା। ଏଇ ପକ୍ଷୀର ନାଁ କ୍ୟାସଓ୍ବାରୀ। ବିଶ୍ୱର…
ପ୍ରେମୀଯୁଗଳ ମଜାରେ କଲେ ଡିଏନ୍ଏ ଟେଷ୍ଟ: ପରିଣାମ ହେଲା ଭୟଙ୍କର
ସୋସିଆଲ ମିଡିଆରେ ଜଣେ ଯୁବକ ଏମିତି ଏକ ପୋଷ୍ଟ କରିଛନ୍ତି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ୨୬ ବର୍ଷୀୟ ଯୁବକ ଜଣେ ୨୭ ବର୍ଷୀୟା ଯୁବତୀଙ୍କୁ ପ୍ରେମ କରୁଥିଲେ। ଦୁଇଜଣ ଥଟ୍ଟାମଜାରେ ଡିଏନ୍ଏ ଟେଷ୍ଟ ପାଇଁ ଚାହିଁଲେ। ଉତ୍କଣ୍ଠାର ସହିତ ରେଜଲ୍ଟକୁ…
ଗୋଲଡେନ୍ ବ୍ଲଡ୍ ଗ୍ରୁପ୍ ଅତି ବିରଳ: ପୃଥିବୀରେ ରହିଛନ୍ତି ମାତ୍ର ୪୩ ଜଣ
ସାଧାରଣତଃ ୪ ଟି ବ୍ଲଡ୍ ଗ୍ରୁପ୍ର ଲୋକ ପୃଥିବୀରେ ରହିଥାନ୍ତି। ସେଥି ମଧ୍ୟରେ ଏ, ବି, ଏବି ତଥା ଓ ବ୍ରୁପ୍ ରହିଥାଏ। ଏହା ସହିତ ଅନ୍ୟ ଏକ ବିରଳ ଗ୍ରୁପ୍ ରହିଛି ତାହା ହେଉଛି ଆର୍ ଏଚ୍ ନଲ୍ ବ୍ଲଡ୍…
ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର
ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ…
Archives


