ଫୁରସତ

ଏହି ବ୍ୟକ୍ତି କରନ୍ତି ଏମିତି କାମ, ଜାଣିଲେ କରିବେ ତାରିଫ

ଦୁନିଆରେ ଏମିତି କିଛି ଲୋକ ଅଛନ୍ତି,  କେବେ କାହାକୁ ସେମାନେ ସାହାଯ୍ୟ କରିବାକୁ ଆସନ୍ତି ନାହିଁ। ମାତ୍ର ଜଣେ ଜଣେ ଅଛନ୍ତି, ଯିଏ କି ସାହାଯ୍ୟକାରୀ। ସେହି ବ୍ୟକ୍ତି ଜଣକ ହେଉଛନ୍ତି କେରଳର ଅଖିଳେଶ କୁମାର। ସେ ଏମିତି କିଛି କରିଛନ୍ତି,…

ତରଳୁଛି ବରଫ ପାହାଡ଼

ବିଭିନ୍ନ ପ୍ରଦୂଷଣ ଯୋଗୁ ବିପଦ ମାଡି ଆସୁଛି। ମେରୁ ଅଞ୍ଚଳରେ ଥିବା ବରଫ ପାହାଡ଼ ତରଳିବାରେ ଲାଗିଛି। ଏହାଦ୍ୱାରା ବିଭିନ୍ନ ମହାସାଗର ତଥା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଫଳରେ ସୁମେରୁ ତୁଷାରହୀନ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ପ୍ରାୟ ୧…

ମଣିଷଙ୍କ ପରି ସେଲ୍‌ଫି ନେଉଛି ଗରିଲା

ଆଜିକାଲି ଯାହାକୁ ଦେଖ ସେଲ୍‌ଫି ନେବାରେ ବ୍ୟସ୍ତ। ସାଧାରଣତଃ ମଣିଷ ସେଲ୍‌ଫି ନେବାର ଦେଖିଛନ୍ତି। କିନ୍ତୁ କେବେ ଜୀବଜନ୍ତୁ ସେଲ୍‌ଫି ନେବାର ଦେଖିଛନ୍ତି କି? ବିଶ୍ୱାସ ନ ହେଲେ ବି ସତ। ଆଜି ଏମିତି ଦୁଇ ଗରିଲା ସମ୍ପର୍କରେ କହିବୁ ସେମାନେ…

ଏହି ରେଷ୍ଟୁରାଣ୍ଟରେ ଦେହରୁ କପଡ଼ା ଖୋଲି ଡିନର କରିଥାନ୍ତି ଗ୍ରାହକ

ଘରଖାଦ୍ୟ ଖାଇଖାଇ ଯେତେବେଳେ ପାଟି ଅରୁଚି ହୋଇଯାଏ ଲୋକେ ରେଷ୍ଟୁରାଣ୍ଟ ଯାଇଥାନ୍ତି କିଛି ସ୍ବାଦିଷ୍ଟ ଖାଦ୍ୟ ଖାଇବାକୁ। ଖାଦ୍ୟ ତ ମିଳିଯାଏ ମାତ୍ର ରେଷ୍ଟୁରାଣ୍ଟ ଅଜବ ଧରଣର ହୋଇଥାଏ। ଯେଉଁ ରେଷ୍ଟୁରାଣ୍ଟରେ ଦେହରୁ କପଡ଼ା ଖୋଲି ଡିନର କରିବାକୁ ପଡ଼ିଥାଏ ଗ୍ରାହକଙ୍କୁ।…

ବୟସର ବ୍ୟବଧାନ ୪୫ ବର୍ଷ କିନ୍ତୁ ସୁଖୀ ଦମ୍ପତି

ଦମ୍ପତିଙ୍କ ମଧ୍ୟରେ ବୟସର ତାରତମ୍ୟ କମ୍‌ ରହିଲେ ବୈବାହିକ ଜୀବନ ସୁଖମୟ ହୋଇଥାଏ ବୋଲି ଅନେକ ମତ ଦିଅନ୍ତି। ହେଲେ ଏହାକୁ ଭୁଲ୍‌ ପ୍ରମାଣ କରିଛନ୍ତି କଲମ୍ବିଆର ଦମ୍ପତି ଷ୍ଟିଫନି ଏଣ୍ଡରଶନ ଓ ତାଙ୍କ ସ୍ବାମୀ ଡୋନ ଓ୍ବେପ୍ଲର। ଡୋନଙ୍କୁ ଯେତେବେଳେ…

ମୟୂର ସମ୍ପର୍କରେ ଜାଣିଛନ୍ତି କି ଏସବୁ କଥା

ମୟୂର ଆମର ଜାତୀୟ ପକ୍ଷୀ। ପୁଚ୍ଛ ପାଇଁ ଏହା ଖୁବ୍‌ ସୁନ୍ଦର ଦେଖାଯାଏ। ବର୍ଷା ଦେଖିଲେ ପୁଚ୍ଛ ମେଲାଇ ନୃତ୍ୟ କରିଥାଏ। ଆମେ ଏତିକି ଜାଣିଛେ ମାତ୍ର ମୟୂର କ’ଣ ଖାଏ? ଏହା ପୁଚ୍ଛରେ କେତୋଟି ଚନ୍ଦ୍ରିକା ରହିଛି ଜାଣନ୍ତି କି?…

ଶୁଭ ଅଶୁଭର ସଙ୍କେତ ଦିଏ କାଉ

ଶାସ୍ତ୍ରରେ ପଶୁପକ୍ଷୀଙ୍କ ଉପସ୍ଥିତି ଓ ସ୍ବର ଆଧାରରେ ତାହା ଶୁଭ କି ଅଶୁଭ ସ୍ଥିର କରାଯାଇଥାଏ। କୁହାଯାଏ ଯେ, ଛାତ ଉପରେ ଯଦି କୌଣସି କାଉ ବସିଯାଏ ତେବେ ଘରକୁ କୁଣିଆଙ୍କ ଆଗମନ ହୋଇଥାଏ। କାଉକୁ ଶନି ଓ ପୂର୍ବପୁରୁଷଙ୍କ ପ୍ରତୀକ…

୧ କୋଟି ଟଙ୍କାର ଚାକିରି ଅଫର ଛାଡ଼ିଲେ ଚା’ ବିକାଳିଙ୍କ ପୁଅ

ପିଲାଦିନରୁ ସମସ୍ତେ ପାଠପଢ଼ାରେ ଧ୍ୟାନ ଦେଇଥାନ୍ତି। ବଡ଼ ହେଲେ କେମିତି ଭଲ ଚାକିରିଟିଏ କରିବେ। ଚାକିରି ମିଳିଗଲେ ଖୁସିରେ ପାଦ ତଳେ ଲାଗେନି। ଭଲ ଦରମାରେ ଯଦି ଚାକିରିଟିଏ ମିଳିଗଲା ତେବେ ଖୁସି ବହୁଗୁଣିତ ହୋଇଯାଏ। ଆଜି ଏମିତି ଜଣେ ଯୁବକ…

ପାଣି ବଦଳାଇ ଦିଏ ଏହି ଫୁଲର ରୂପ

ପାହାଡ଼ିଆ ଅଞ୍ଚଳ ବୁଲିବା ପାଇଁ ଗଲେ ବିଭିନ୍ନ ପ୍ରକାର ଫୁଲ ଫୁଟିଥିବାର ନଜରକୁ ଆସିବ। ମାତ୍ର ଏମିତି ଏକ ଫୁଲ ଅଛି ଯାହା ଦେଖିଲେ ଆଖିକୁ ଆଉ ଫେରାଇ ପାରିବେନି। ଏହି ଫୁଲର ନାଁ ହେଉଛି ‘ଡିପ୍‌ହିଲ୍‌ନେୟା ଗ୍ରେ’। ସବୁ ଫୁଲଠାରୁ…

ସାବାସ୍‌ ଜେସିକା! ହାତ ନାହିଁ, ଗୋଡରେ ବିମାନ ଚଳାଉଛନ୍ତି

ମହିଳାମାନେ ଆଜି ପୁରୁଷଙ୍କର ସମକକ୍ଷ ହୋଇପାରିଛନ୍ତି। ବିମାନ ଚଳାଇବା, କ୍ରିକେଟ ଖେଳିବାଠାରୁ ଆରମ୍ଭ କରି ଏଭରେଷ୍ଟ ଚଢ଼ିବା ଯାଏ ସବୁ କାମ କରିପାରୁଛନ୍ତି। କିନ୍ତୁ ଶାରିରୀକ ଅକ୍ଷମତା ବେଳେବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ ବାଧା ସୃଷ୍ଟି କରେ। ତାକୁ ଏଡାଇ ଯିଏ ନିଜର…

ପକ୍ଷୀ ନେଲା ମାଲିକଙ୍କ ଜୀବନ

ଗୋଟିଏ ପକ୍ଷୀ ମାଲିକଙ୍କ ଜୀବନ ନେଇଯାଇଛି। ଏବେ ମନରେ ପ୍ରଶ୍ନ ଉଠୁଥିବ ମାଲିକ ଏମିତି କ’ଣ କଲେ ଯେ ସାମାନ୍ୟ ପକ୍ଷୀଟି ଜୀବନ ନେବାକୁ ପଛାଇଲାନି। ପକ୍ଷୀଟି ରାଗିଯିବାରୁ ତା’ ମାଲିକଙ୍କ ଜୀବନ ନେଇଗଲା। ଏଇ ପକ୍ଷୀର ନାଁ କ୍ୟାସଓ୍ବାରୀ। ବିଶ୍ୱର…

ପ୍ରେମୀଯୁଗଳ ମଜାରେ କଲେ ଡିଏନ୍‌ଏ ଟେଷ୍ଟ: ପରିଣାମ ହେଲା ଭୟଙ୍କର

ସୋସିଆଲ ମିଡିଆରେ ଜଣେ ଯୁବକ ଏମିତି ଏକ ପୋଷ୍ଟ କରିଛନ୍ତି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ୨୬ ବର୍ଷୀୟ ଯୁବକ ଜଣେ ୨୭ ବର୍ଷୀୟା ଯୁବତୀଙ୍କୁ ପ୍ରେମ କରୁଥିଲେ। ଦୁଇଜଣ ଥଟ୍ଟାମଜାରେ ଡିଏନ୍‌ଏ ଟେଷ୍ଟ ପାଇଁ ଚାହିଁଲେ। ଉତ୍କଣ୍ଠାର ସହିତ ରେଜଲ୍ଟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri