ଫୁରସତ

ଅକ୍ଷୟ ତୃତୀୟାରେ କରନ୍ତୁ ଏହି ଉପାୟ, ଘରକୁ ଆସିବ ସୁଖ ସମୃଦ୍ଧି

ବୈଶାଖ ମାସ ଶୁକ୍ଳପକ୍ଷରେ ପଡ଼ୁଥିବା ଅକ୍ଷୟ ତୃତୀୟାକୁ ବହୁ ଶୁଭ ମନାଯାଇଥାଏ। ଏହି ଦିନରେ ପୂଜାର୍ଚ୍ଚନା କଲେ ଭକ୍ତକୁ ପୂଣ୍ଣ୍ୟ ମିଳିଥାଏ। ଚଳିତ ବର୍ଷ ଅକ୍ଷୟ ତୃତୀକ୍ଷା ମେ ୭ ମଙ୍ଗଳବାରକୁ ପଡ଼ୁଛି। ଶାସ୍ତ୍ର ଅନୁସାରେ ଅକ୍ଷୟ ତୃତୀୟା ଦିନ ଜପ,…

ଚିନ୍ତାମୁକ୍ତ ହେବା ପାଇଁ ଯେଉଁଠି ଲୋକେ କାନ୍ଦିବା ଅଭ୍ୟାସ କରନ୍ତି

ନିକଟରେ ଜାପାନର କିଛି ଗବେଷକ ଏମିତି ତଥ୍ୟ ଦେଇଛନ୍ତି। ଚିନ୍ତାମୁକ୍ତ ହେବା ପାଇଁ ହସିବା ବଦଳରେ କାନ୍ଦିବା ଜରୁରୀ ବୋଲି ସେମାନେ କହିଛନ୍ତି। କାରଣ କାନ୍ଦିବା ସମୟରେ ଭିନ୍ନ ଧରଣର ଲୁହ ବାହାରୁଥିବାରୁ ଏହା ବ୍ୟକ୍ତିକୁ ଚିନ୍ତାମୁକ୍ତ କରିଥାଏ। ତୋହୋ ୟୁନିଭର୍ସିଟି…

ପ୍ରେମୀଯୁଗଳଙ୍କୁ ମନା ଏହି ମନ୍ଦିର

ପ୍ରେମରେ ପଡ଼ିଥିବା ଝିଅ-ପୁଅ ସେମାନଙ୍କ ସମ୍ପର୍କ ଦୀର୍ଘସ୍ଥାୟୀ ହେବା ପାଇଁ ମନ୍ଦିର ଯାଇଥାନ୍ତି ପୂଜାର୍ଚ୍ଚନା କରିବାକୁ। ମାତ୍ର ଏମିତି ମନ୍ଦିର ଅଛି ଯେଉଁଠି ପ୍ରେମୀଯୁଗଳଙ୍କୁ ମନା ଥାଏ। ବିଶ୍ୱାସ ହେଉ ନ ଥିଲେ ବି ସତ। ଉତ୍ତରପ୍ରଦେଶର ସାହାରନପୁରରେ ରହିଛି ଏକ…

କେବଳ ସ୍ବାତୀ ନକ୍ଷତ୍ରରେ ପାଣି ପିଇଥାଏ ଏହି ପକ୍ଷୀ

ଭାରତୀୟ ମହିଳାମାନେ ସାଧାରଣତଃ ବ୍ରତ ଉପବାସ କରିଥାନ୍ତି। କିନ୍ତୁ ଗୋଟିଏ ପକ୍ଷୀ ନିର୍ଜଳା ବ୍ରତ କରୁଥିବା କେବେ ଶୁଣିଛନ୍ତି। ଅବିଶ୍ୱାସ ଲାଗୁଥିଲେ ବି ସତ। ଆସନ୍ତୁ ଜାଣିବା ଏହି ପକ୍ଷୀ ସମ୍ପର୍କରେ… ପକ୍ଷୀଟି ଦିନେ ନୁହେଁ କି ମାସେ ନୁହେଁ ପୂରା…

ଦୁର୍ଘଟଣା ପରେ ଜଣାପଡିଲା ଜଣେ ଯୁବକଙ୍କର ୧୭ ପ୍ରେମିକା

ଆଜିକାଲି ପ୍ରେମ କରିବା ଏକ ସାଧାରଣ ଘଟଣା। ହେଲେ ଗୋଟିଏ ନୁହେଁ କି ଦୁଇଟି ନୁହେଁ ୧୭ ଜଣ ପ୍ରେମିକାଙ୍କୁ ଏକାସଙ୍ଗେ ପ୍ରେମ କରି ଫସିଛନ୍ତି ଜଣେ ଯୁବକ। ଚାଇନାର ହୁନାନ ଅଞ୍ଚଳରେ ରହୁଥିବା ୟୁଆନ ନାମକ ଜଣେ ଯୁବକ ହଠାତ୍‌…

ପ୍ରଥମେ ଏହି ବହିର ହୋଇଥିଲା କପିରାଇଟ୍‌

ଜଣେ ଲେଖକଙ୍କ କାହାଣୀଙ୍କୁ କେହି କପି କରୁଥିଲେ ଏହାକୁ କେମିତି ରୋକାଯାଇ ପାରିବ ଆସନ୍ତୁ ଜାଣିବା ଏ ସମ୍ପର୍କରେ… ପ୍ରଥମେ କେଉଁ ଦେଶରେ ଲାଗୁ କରାଯାଇଥିଲା କପିରାଇଟ୍‌ ଆକ୍ଟ: ୧୭୯୦ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାରେ କପିରାଇଟ୍‌ ଆକ୍ଟ ଲାଗୁ କରାଯାଇଥିଲା। ସେହି…

୨ଶହ ବର୍ଷ ପୁରୁଣା ଏହି ମନ୍ଦିରରେ ବେଙ୍ଗକୁ ପୂଜା କରାଯାଏ

ମନ୍ଦିରରେ ସାଧାରଣତଃ ଦେବାଦେୀଙ୍କର ପୂଜା କରାଯାଇଥାଏ। ହେଲେ ଉତ୍ତର ପ୍ରଦେଶ ଲଖିମପୁର-ଖିରେ ଜିଲାର ଓୟଲଠାରେ ଥିବା ମନ୍ଦିରରେ ବେଙ୍ଗକୁ ପୂଜା କରାଯାଏ। ଏହା ଭାରତର ଏକମାତ୍ର ମନ୍ଦିର ଯେଉଁଠି ବେଙ୍ଗ ପୂଜା କରାଯାଏ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। କୁହାଯାଏ…

ବିଶ୍ୱର ସବୁଠାରୁ ଖୁସିର ଦେଶ ଡେନମାର୍କ

କୋପେନହାଗେନ,୨୩।୪: ଓ୍ବାଲର୍‌ଡ ହାପିନେସ୍‌ ଇଣ୍ଡେକ୍ସ ୨୦୧୮ର ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ବିଶ୍ୱର ୩ଟି ଖୁସି ଦେଶ ମଧ୍ୟରୁ ଡେନମାର୍କ ହେଉଛି ଅନ୍ୟତମ। ସବୁଠାରୁ ଖୁସି ଦେଶର ତାଲିକାରେ ଡେନମାର୍କ ନିଜର ସ୍ଥାନ ୭ଥର ଅକ୍ତିଆର କରିବାରେ ସକ୍ଷମ ହୋଇଛି। ଡେନମାର୍କର…

ଏମିତି ଗାଁ ଯେଉଁଠି ଦୁଇ ଦଶକ ହେବ ହୋଇ ପାରୁନାହିଁ ବାହାଘର

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ କୁହନ୍ତୁ ଅବା ଆଧୁନିକ ସହର ସବୁଠି ବିବାହ ସୁରୁଖୁରୁରେ ହେଉଥିବା ଦେଖାଯାଏ। କିନ୍ତୁ ବିହାରରେ ଏମିତି ଏକ ଗାଁ ରହିଛି ଯେଉଁଠି ଦୁଇ ଦଶକ ହେବ ଶାହାନାଇ ବାଜିନାହିଁ ଅର୍ଥାତ୍‌ କାହାର ବାହାଘର ହୋଇନାହିଁ। ବିହାର ଭାଗଲପୁର…

ଏହି ବ୍ୟକ୍ତି କରନ୍ତି ଏମିତି କାମ, ଜାଣିଲେ କରିବେ ତାରିଫ

ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, କେବେ କାହାକୁ ସେମାନେ ସାହାଯ୍ୟ କରିବାକୁ ଆସନ୍ତି ନାହିଁ। ମାତ୍ର ଜଣେ ଜଣେ ଅଛନ୍ତି, ଯିଏ କି ସାହାଯ୍ୟକାରୀ। ସେହି ବ୍ୟକ୍ତି ଜଣକ ହେଉଛନ୍ତି କେରଳର ଅଖିଳେଶ କୁମାର। ସେ ଏମିତି କିଛି କରିଛନ୍ତି,…

ତରଳୁଛି ବରଫ ପାହାଡ଼

ବିଭିନ୍ନ ପ୍ରଦୂଷଣ ଯୋଗୁ ବିପଦ ମାଡି ଆସୁଛି। ମେରୁ ଅଞ୍ଚଳରେ ଥିବା ବରଫ ପାହାଡ଼ ତରଳିବାରେ ଲାଗିଛି। ଏହାଦ୍ୱାରା ବିଭିନ୍ନ ମହାସାଗର ତଥା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଫଳରେ ସୁମେରୁ ତୁଷାରହୀନ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ପ୍ରାୟ ୧…

ମଣିଷଙ୍କ ପରି ସେଲ୍‌ଫି ନେଉଛି ଗରିଲା

ଆଜିକାଲି ଯାହାକୁ ଦେଖ ସେଲ୍‌ଫି ନେବାରେ ବ୍ୟସ୍ତ। ସାଧାରଣତଃ ମଣିଷ ସେଲ୍‌ଫି ନେବାର ଦେଖିଛନ୍ତି। କିନ୍ତୁ କେବେ ଜୀବଜନ୍ତୁ ସେଲ୍‌ଫି ନେବାର ଦେଖିଛନ୍ତି କି? ବିଶ୍ୱାସ ନ ହେଲେ ବି ସତ। ଆଜି ଏମିତି ଦୁଇ ଗରିଲା ସମ୍ପର୍କରେ କହିବୁ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?