ଫୁରସତ

ସ୍ମରଣୀୟ ଦିବସ ଏଭରେଷ୍ଟ ଡେ’

ପ୍ରତିବର୍ଷ ମେ’ ୨୯କୁ ଅନ୍ତର୍ଜାତୀୟ ଏଭରେଷ୍ଟ ଡେ’ ଭାବେ ପାଳନ କରାଯାଉଛି। ୧୯୫୩ର ଏହି ଦିନରେ ସୁଉଚ୍ଚ ଏଭରେଷ୍ଟ ଆରୋହଣ କରିବାରେ ସକ୍ଷମ ହୋଇଥିଲେ ନେପାଳର ତେନଜିଙ୍ଗ ନରଗେ ଏବଂ ନ୍ୟୁଜିଲ୍ୟାଣ୍ଡର ଏଡମଣ୍ଡ ହିଲାରୀ। ଏହି ସ୍ମୃତିକୁ ନେଇ ଉକ୍ତ ଦିବସ…

କିଏ ଏହି IPS DS Kutey, ଯାହାଙ୍କୁ ନେଇ ରାଜ୍ୟରେ ଚହଳ

ଭୁବନେଶ୍ୱର,୨୮।୫: ନିଲମ୍ବିତ ହୋଇଛନ୍ତି IPS ଅଫିସର ଡିଏସ କୁଟ୍ଟେ। IPS କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର (ECI)। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ ଡିଏସ କୁଟ୍ଟେ। ପୁରା ନାଁ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ (Dhirendra Sambhaji…

ସିଂହ ଏକାକି କରିଦେଲା ବିଶାଳକାୟ ହାତୀର ଶିକାର, ଦୃଶ୍ୟ ଦେଖିଲେ ଟାଙ୍କୁରି ଉଠିବ ଲୋମ

ଜଙ୍ଗଲର ସବୁଠାରୁ ଘାତକ ଶିକାରୀ ତାଲିକାରେ ସିଂହର ସ୍ଥାନ ପ୍ରଥମ। ହେଲେ କିଛି ବନ୍ୟଜନ୍ତୁ ଏଭଳି ରହିଛି ଯାହାଙ୍କ ଶିକାର କରିବା ସିଂହ ପାଇଁ କଷ୍ଟକର ବୋଲି କୁହାଯାଏ, ଯେମିତିକି ହାତୀ, ଜିରାଫ ଆଦି। ହେଲେ ଏବେ ସୋସିଆଲ ମିଡିଆରେ ଏଭଳି…

ଭଲ ଦରମା ସତ୍ତ୍ୱେ ସଞ୍ଚୟ କରିପାରୁ ନାହାନ୍ତି କି? ଆପଣାନ୍ତୁ ୫୦:୩୦:୨୦ ଫର୍ମୁଲା, ରହିବନି ଅବଶୋଷ

ସାଧାରଣତଃ ଟଙ୍କା ସଞ୍ଚୟ କରିବା ଏକ କଳା ବୋଲି କୁହାଯାଏ। ସମସ୍ତଙ୍କ ପାଖରେ ତାହା ନ ଥାଏ। ଅଧିକାଂଶ ଲୋକ ଭଲ ଦରମା ପାଉଥିଲେ ହେଁ ଟଙ୍କା ସଞ୍ଚୟ କରିପାରନ୍ତି ନାହିଁ ବୋଲି ଅଭିଯୋଗ କରିଥାନ୍ତି। ଏହା ପଛରେ କାରଣଟି ହେଲା…

ବ୍ରିଟେନ୍‌ରେ ବିଶ୍ବର ସବୁଠାରୁ ଛୋଟ ଜେଲ

ଲଣ୍ଡନ: ଯେତେବେଳେ ବିଭିନ୍ନ ଜେଲ ବିଷୟରେ ଆଲୋଚନା ହୁଏ ସେତେବେଳେ ଦିଲ୍ଲୀର ତିହାର ଜେଲ ଏବଂ ପୁଣେର ୟେରୱାଡ଼ା ଜେଲ କଥା ମନକୁ ଆସିଥାଏ। ଭାରତର ଏହି ୨ଟି ଜେଲରେ ସର୍ବାଧିକ ସଂଖ୍ୟାରେ କଏଦୀ ରହୁଛନ୍ତି। ତିହାର ଜେଲରେ ୧୪ ହଜାରରୁ…

କର୍ମାନୁଯାୟୀ ଦଣ୍ଡ, ପୁଣି ଗୋଟିଏ ଜନ୍ମରେ

ଏ ସଂସାରରେ ଯିଏ ଯେମିତି କର୍ମ କରିବ, ସେ ସେମିତି ଫଳ ପାଇବ। ଭଲ କର୍ମ ର ଭଲ ଫଳ। ଖରାପ କର୍ମର ଖରାପ ଫଳ। କିନ୍ତୁ ଅନେକ ବ୍ୟକ୍ତିଙ୍କର କର୍ମ ଫଳର ସିଦ୍ଧାନ୍ତ ଉପରେ ଆଦୌ ବିଶ୍ୱାସ ନ ଥାଏ।…

କଳାଗ୍ରାମ ସାରଙ୍ଗଯୋଡ଼ି

ଏଠି ସଞ୍ଜ ନଇଁ ଆସିଲେ ପ୍ରତିଦିନ ଚାଲେ ଲୋକକଳାର ସାଧନା। ଗାଁ ଭାଗବତ ଘରେ କଳାକାରମାନେ ଏକାଠି ହୁଅନ୍ତି। ଭାଗବତ ପଢ଼ାଯାଏ, ଠାକୁରଙ୍କୁ ପ୍ରାର୍ଥନା କରାଯାଏ। ବିଭିନ୍ନ ପାରମ୍ପରିକ ବାଦ୍ୟଯନ୍ତ୍ର ବଜାଇ ହୁଏ ନାମସଂକୀର୍ତ୍ତନ। କଳାସଂସ୍କୃତିସମ୍ପନ୍ନ ଏହି ଗାଁ ହେଉଛି ସାରଙ୍ଗଯୋଡ଼ି।…

ବୋଉ ନିର୍ଦ୍ଦେଶରେ ଶାଢ଼ି କିଣିଥିଲି

ଯୁକ୍ତ ତିନି ବିଜ୍ଞାନ ଶେଷବର୍ଷ ପରୀକ୍ଷାର ଶେଷ ପେପର ଥାଏ ଗଣିତ। ପରୀକ୍ଷା ଶେଷଦିନର ଅନୁଭବ ପ୍ରତି ପରୀକ୍ଷାର୍ଥୀଙ୍କ ପାଇଁ ଥାଏ ଯେମିତି ନିଆରା ସେମିତି ରୋମାଞ୍ଚକର। କାରଣ ଏହା ପରଠୁ ଆରମ୍ଭ ହୁଏ ପ୍ରକୃତ ଭବିଷ୍ୟତ ଚିନ୍ତା। ଯେଉଁ ଚିନ୍ତା…

ଯେତେଦିନ ବଞ୍ଚିବି କବିତାରେ ବଞ୍ଚିବି

”ଓଡ଼ିଆ ଭାଷା ସାହିତ୍ୟରେ ରହିଛି ଅମୂଲ୍ୟ ସମ୍ପଦ। ଆମେ ଯେତେ ଗଭୀରକୁ ଯିବା ସେତେ ମଣିମୁକ୍ତା ପାଇବା। ସାହିତ୍ୟ ସମାଜ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ସମାଜର ହିତ ପାଇଁ ସାହିତ୍ୟ ସତ୍ୟ ପଥରେ ଗଲେ ତାହା ଚିରଦିନ ଅମର ହୋଇ…

ଗଞ୍ଜାମର କିଆ ସମ୍ପଦ…

ଆମ ଦେଶର ଉପକୂଳବର୍ତ୍ତୀ ବିଭିନ୍ନ ଅଞ୍ଚଳରେ କିଆଗଛ ଦେଖିବାକୁ ମିଳିଥାଏ। ଓଡ଼ିଶାର ଗଞ୍ଜାମ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳରେ ସର୍ବାଧିକ କିଆ ଜଙ୍ଗଲ ରହିଥିବାବେଳେ ଏଠାରେ କିଆଚାଷ ମଧ୍ୟ କରାଯାଇଥାଏ। ତେଣୁ ଏହି ଜିଲାର ଚାଷୀମାନଙ୍କ ପାଇଁ କିଆ ଏକ ସମ୍ପଦ ଭାବେ…

ଜଳ ପାଇଁ

ଖରାଦିନ ଆସିଲେ ବଢେ ଜଳ ସମସ୍ୟା। ପିଇବା ପାଣିଠୁ ଆରମ୍ଭ କରି ଚାଷବାସ ପାଇଁ ଲୋକେ ହୁଅନ୍ତି ହନ୍ତସନ୍ତ। ଧୁ ଧୁ ଖରାରେ ବାଲ୍ଟିଏ ପାଣି ପାଇଁ ଲାଗେ ଲମ୍ବା ଲାଇନ। ଲୋକେ ପ୍ରଶାସନକୁ ଗୁହାରୀ କରନ୍ତି। ହେଲେ ଅନେକ ସମୟରେ…

ଆଜି ବିଶ୍ୱ ହକର ଦିବସ

ପ୍ରତିବର୍ଷ ମେ’ ୨୬ ତାରିଖକୁ ବିଶ୍ୱ ହକର ଦିବସ ଭାବେ ପାଳନ କରାଯାଉଛି। ବିଶ୍ୱର କୋଣ ଅନୁକୋଣରେ ହକରମାନେ ନିରବଚ୍ଛିନ୍ନ ଭାବେ ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଛନ୍ତି। ଖବରକାଗଜ ବିକ୍ରିକୁ ନିଜର ପେସା ଭାବେ ଆପଣେଇଥିବା ହକରମାନେ ଖରା, ବର୍ଷା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri