ଫୁରସତ

ଜାତୀୟ ମାତାପିତା ଦିବସ

ମାତାପିତା ଏବଂ ପିଲାଙ୍କ ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ସ୍ବତନ୍ତ୍ର। ଏହି ସମ୍ପର୍କକୁ ଅଧିକ ସ୍ବତନ୍ତ୍ର କରିବା ପାଇଁ ପ୍ରତିବର୍ଷ ଲୋକମାନେ ମାତାପିତା ଦିବସ ପାଳନ କରିଥାନ୍ତି। ମାତାପିତା ସୋମାନଙ୍କ ପିଲାମାନଙ୍କୁ ଛୋଟରୁ ବଡ଼ ହେବା ପର୍ଯ୍ୟନ୍ତ ପ୍ରତିପୋଷଣ କରନ୍ତି, ପ୍ରତ୍ୟେକ କ୍ଷେତ୍ରରେ…

NITI Aayog: କ’ଣ ଏହି ନୀତି ଆୟୋଗ, କେଉଁମାନେ ହୁଅନ୍ତି ଏଥିରେ ସାମିଲ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୭: ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ନୀତିି ଆୟୋଗ ବୈଠକ ଜାରି ରହିଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ଅଧ୍ୟକ୍ଷତା କରୁଛନ୍ତି। ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ବୈଠକରେ ଅଂଶଗ୍ରହଣ କରି କେନ୍ଦ୍ରର ଦୂରଦୃଷ୍ଟି କାର୍ଯ୍ୟକାରୀ କରିବା ଉପରେ…

ଶାହରୁଖଙ୍କ ବଡ଼ ଉପଲବ୍ଧି: ଗୋଲ୍ଡ କଏନରେ ରହିଲା କିଙ୍ଗଖାନ୍‌ଙ୍କ ଫଟୋ

ମୁମ୍ବାଇ,୨୭।୭: ବଲିଉଡ ବାଦଶାହା ଶାହରୁଖ ଖାନ୍‌ଙ୍କୁ ମିଳିଛି ଆଉ ଏକ ବଡ଼ ଉପଲବ୍ଧି। ପୂର୍ବରୁ କୌଣସି କଳାକାର ହାସଲ କରି ନ ଥିବା ସମ୍ମାନର ହକ୍‌ଦାର ହୋଇଛନ୍ତି ଶାହରୁଖ। ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ର ଗ୍ରେଭିନ ମ୍ୟୁଜିୟମ ଶାହରୁଖ ଖାନ୍‌ଙ୍କୁ ସମ୍ମାନିତ କରିଛି,…

ମୋ ମୁହଁରେ ଭର୍ତ୍ତି କରି ଦେଇଥିଲେ AK-47, ସେଦିନର ଲୋମଟାଙ୍କୁରା ଘଟଣା ବଖାଣିଲେ ପାଇଲଟ୍‌

ନୂଆଦିଲ୍ଲୀ,୨୬ା୭: ଆଜି ଅର୍ଥାତ୍‌ ୨୬ ଶୁକ୍ରବାର କାର୍‌ଗିଲ ବିଜୟ ଦିବସର ୨୫ବର୍ଷ ପୂରଣ ହୋଇଛି। ଏହି ଦିନ କାର୍‌ଗିଲ ଯୁଦ୍ଧରେ ଭାରତୀୟ ସେନା ପାକିସ୍ତାନକୁ ପରାସ୍ତ କରିଥିଲା। ଏହି ଅବସରରେ କାର୍‌ଗିଲ ଯୁଦ୍ଧ ସହ ଜଡ଼ିତ ଅନେକ କାହାଣୀ ସାମ୍ନାକୁ ଆସୁଛି।…

ଜୀବନ୍ତ ଗିଳି ଦେବାକୁ ଚେଷ୍ଟା କରୁଥିଲା ଅଜଗର, ବ୍ୟକ୍ତି ଜଣଙ୍କ କଲେ ଏଭଳି, ଭିଡିଓ ଦେଖିଲେ…

ଭୋପାଳ,୨୬।୭: ମଧ୍ୟପ୍ରଦେଶର ଜବଲପୁରର କଲ୍ୟାଣପୁର ଗ୍ରାମରେ ୧୫ ଫୁଟ ଲମ୍ବର ଅଜଗର ସାପ ଆକ୍ରମଣ କରିବା ପରେ ଜଣେ ବ୍ୟକ୍ତି ମୃତ୍ୟୁ ମୁଖରୁ ରକ୍ଷା ପାଇଯାଇଛନ୍ତି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମିଳିଥିବା ସୂଚନାନୁସାରେ, ବ୍ୟକ୍ତି ଜଣଙ୍କ…

ଜୀବନରେ ‘ରିଫ୍ରେଶ’ ରହିବା ଜରୁରୀ

ପ୍ରତିବର୍ଷ ଜୁଲାଇ ମାସର ଚତୁର୍ଥ ଗୁରୁବାର ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରାଯାଏ। ଏହି ଦିନ ଲୋକମାନେ ଥଣ୍ଡା ଲେମ୍ବୁ, ବରଫଯୁକ୍ତ ଚା’, କୋଲ୍ଡ ପାନୀୟ, ସ୍ମୁଥ, ମକଟେଲ ଏବଂ ଅନ୍ୟାନ୍ୟ ଥଣ୍ଡା ପାନୀୟ ପିଇ ନିଜ ବ୍ୟସ୍ତବହୁଳ ଜୀବନରୁ ସାମାନ୍ୟ…

ଜନ୍ମନେଲେ ଅଜବ ଶିଶୁ: ରହିଛି ୨୫ ଆଙ୍ଗୁଠି

ବେଙ୍ଗାଲୁରୁ,୨୪।୭:କର୍ନାଟକର ବାଗଲକୋଟ ଜିଲାର ବନହଟ୍ଟି ଅଞ୍ଚଳର ସନ୍‌ସାଇନ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ ମଙ୍ଗଳବାର ୨୫ ଆଙ୍ଗୁଠି ଥିବା ଏକ ଦୁର୍ଲଭ ଶିଶୁ ଜନ୍ମ ହୋଇଛି। ଏହି ଶିଶୁର ୨ ହାତରେ ୧୩ଟି ଆଙ୍ଗୁଠି ଥିବା ବେଳେ ୨ ପାଦରେ ୧୨ଟି ଆଙ୍ଗୁଠି…

ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ କେତେ ଟଙ୍କା ମିଳେ କ୍ଷତିପୂରଣ, ଜାଣିଲେ…

କାଠମାଣ୍ଡୁ/ନୂଆଦିଲ୍ଲୀ ,୨୪ା୭: ସୌର୍ଯ୍ୟ ଏୟାରଲାଇନ୍ସର ୯ଏନ୍‌-ଏଏମ୍‌ଇ (ସିଆରଜେ- ୨୦୦) ବିମାନ ଭାରତର ପଡ଼ୋଶୀ ଦେଶ ନେପାଳର ରାଜଧାନୀ କାଠମାଣ୍ଡୁର ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୁର୍ଘଟଣାର ଶିକାର ହୋଇଛି। କୁହାଯାଉଛି, ଏହି ବିମାନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୮ ଜଣଙ୍କର ମୃତ୍ୟୁ ହୋଇଛି। ପାଇଲଟ…

ବାପାଙ୍କୁ କୁଣ୍ଢାଇ ଧରି କାନ୍ଦିକାନ୍ଦି ଏମିତି କହିଲେ ଝିଅ: ବାପାଙ୍କ ଆଖିରେବି ରହିଲାନି ଲୁହ, ଭାଇରାଲ ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଜଣେ ଚା’ ବିକାଳଙ୍କ ଝିଅ ତାଙ୍କ ବାପାଙ୍କୁ କୁଣ୍ଢାଇ ଧରିି କହନ୍ତି, ପାପା, ମୁଁ ଜଣେ ସିଏ ହୋଇଗଲି। ଏହି ଖବର ଶୁଣିବା ପରେ ତାଙ୍କ ବାପା ମଧ୍ୟ…

ସାଂସ୍କୃତିକ ଆଦାନ ପ୍ରଦାନକୁ ପ୍ରୋତ୍ସାହିତ କରେ

ପ୍ରତିବର୍ଷ ଜୁଲାଇ ୨୩ରେ ଜାତୀୟ ପ୍ରସାରଣ ଦିବସ ପାଳନ କରାଯାଇଥାଏ। ୧୯୨୭ରେ ବମ୍ବେ (ମୁମ୍ବାଇ)ଷ୍ଟେଶନରୁ ପ୍ରସାରିତ ପ୍ରଥମ ରେଡିଓ ପ୍ରସାରଣକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ଏହିଦିନ ଭାରତୀୟ ପ୍ରସାରଣ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି…

ଜାଣନ୍ତି କି ନୁଡଲ୍ସର ଜନକ କିଏ? ଏହା କେମିତି ହେଲା ଲୋକପ୍ରିୟ…

ବ୍ୟାଚେଲର୍‌ ହୁଅନ୍ତୁ ଅବା ହଷ୍ଟେଲରେ ରହି ପଢୁଥିବା ପିଲା, ସମସ୍ତଙ୍କର ପ୍ରଥମ ପସନ୍ଦ ଇନ୍‌ଷ୍ଟାଣ୍ଟ ନୁଡଲ୍ସ। ଖୁବ୍‌ ଜୋର୍‌ରେ ଭୋକ ହେଉଥିବା ବେଳେ ଫଟାଫଟ୍‌ ତିଆରି ହୋଇଯାଏ। ଖାଇବାକୁ ସ୍ବାଦିଷ୍ଟ। ପେଟ ବି ଭରେ। ଖାସ୍‌ ଏଇସବୁ କାରଣରୁ ଏହା ସାରା…

ଅଧ୍ୟାପନା ଛାଡ଼ି ସଫଳ ଉଦ୍ୟୋଗୀ ହୋଇଛନ୍ତି ଦେବୀଦାନୀ: ୫୫ଏକର ଜାଗାରେ…

ଅଧ୍ୟାପିକା ଚାକିରି ଛାଡ଼ି ସେ ସୃଷ୍ଟି କରିଛନ୍ତି ଆଗ୍ରୋ ଇକୋ ଫାର୍ମ ହାଉସ। ଏହି ଫାର୍ମରେ ସେ ପାଳୁଛନ୍ତି ଦେଶବିଦେଶର ଏକାଧିକ ପଶୁପକ୍ଷୀଙ୍କୁ। ପୁଣି ଜୈବିକ ପଦ୍ଧତିରେ ପନିପରିବା ଚାଷ ସହିତ ବିଭିନ୍ନ ପ୍ରକାର ଫୁଲଫଳରେ ଭରା ଫାର୍ମ। ତା’ସହିତ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?