ପ୍ରଥମ ରୋଜଗାରର ଶିହରଣ ଏବେ ବି ଅନୁଭବ କରେ:ସୌମ୍ୟଶ୍ରୀ ପାଣିଗ୍ରାହୀ
ସବୁବେଳେ ନାହିଁ ନାହିଁର ଜୀବନ ଜିଇଆସିଥିବା, ସବୁକଥାରେ କାଣ୍ଟଛାଣ୍ଟ କରୁଥିବା, ଅୟସର ସ୍ବପ୍ନ ଦେଖିବାକୁ ନିଜ ମନକୁ ହାଲ୍କା ଭାବେ ଆକଟ କରୁଥିବା ୨୦/୨୨ ବର୍ଷର ଯୁବକ ହାତରେ ଯଦି ଅଚାନକ ପଇସାର ବିଡ଼ାଟେ ଧରେଇ ଦିଆଯାଏ, ସିଏ ହୁଏତ ଖୁସିରେ…
କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍ରେ ଲୋକେ ହେଉଛନ୍ତି ଦିୱାନା
ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ ସବୁ ଅଭିନେତ୍ରୀଙ୍କ ଠାରୁ ଆରମ୍ଭ କରି ମଡେଲମାନେ ପରଫେକ୍ଟ କ୍ୟାଟୱାକ କରିବା ପାଇଁ ଚେଷ୍ଟା…
୩୪ ବର୍ଷ ବୟସରେ ଜେଜେ ମା’ ହେଲେ ଶିର୍ଲି
ସିଙ୍ଗାପୁର: ସିଙ୍ଗାପୁରର ଶିର୍ଲି ଲିଙ୍ଗ୍ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ମାତ୍ର ୩୪ ବର୍ଷ ବୟସରେ ଜେଜେ ମା’ ହୋଇଛନ୍ତି। ତାଙ୍କର ୧୭ ବର୍ଷୀୟ ପୁଅଙ୍କ ଏକ ଶିଶୁ ଜନ୍ମ ହୋଇଛି। ସିଙ୍ଗାପୁରରେ ଚିକେନ୍ ହଟପଟ୍ ନାମକ ଏକ…
ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି। ଯଦିଓ ବର୍ତ୍ତମାନ ତାଙ୍କୁ ରିଙ୍ଗରେ କୁସ୍ତି ଦେଖାଯାଉ ନାହିଁ, କିନ୍ତୁ ତାଙ୍କ ଭିଡିଓ ସୋସିଆଲ…
ନିରାପଦ ଏଚ୍ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର
ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ କୌଣସି ସ୍ଥାୟୀ ଚିକିତ୍ସା ପ୍ରଣାଳୀ ବାହାରି ନାହିଁ। ଏ ନେଇ ଜନସାଧାରଣଙ୍କୁ ସଚେତନ କରାଇବା…
ବଟର ଚିକେନ୍ ଉଦ୍ଭାବକ କିଏ
ନୂଆଦିଲ୍ଲୀ,୧୮ା୫: ବଟର ଚିକେନ୍ ହେଉଛି ତନ୍ଦୁରରେ ରନ୍ଧାଯାଉଥିବା ଚିକେନ୍ ପିସ୍ଗୁଡ଼ିକୁ ଟମାଟୋ, କ୍ରିମ୍ ଓ ବଟର ସହ ମିଶ୍ରଣ କରି ପ୍ରସ୍ତୁତ କରାଯାଉଥିବା ଏକ ବ୍ୟଞ୍ଜନ। ଏହାକୁ ‘ଟେଷ୍ଟ ଆଟଲାସ୍’ ବିଶ୍ୱର ସର୍ବୋତ୍ତମ ଡିସ୍ ତାଲିକାର ୪୩ତମ ସ୍ଥାନରେ ରଖିଛି। ପ୍ରାୟ…
ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…
ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏକ ସାକ୍ଷାତକାରରେ କହିଛନ୍ତି ଯେ, ସେ ଚାହୁଁଛନ୍ତି…
ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍
ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ… ମନମୋହନ ସିଂଙ୍କ ଶିକ୍ଷାଗତ ଯୋଗ୍ୟତା: ଭାରତର…
୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର
ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି ଲିଙ୍ଗ୍ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଏହି ପ୍ରସଙ୍ଗରେ ଏକ ନୂତନ…
ଆଜି ଜାତୀୟ ଡେଙ୍ଗୁ ଦିବସ
ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରେ ଡେଙ୍ଗୁ ଅନ୍ୟତମ। ଏଡିସ୍ ମଶା ହେଉଛି ଏହାର ବାହକ। ପ୍ରାରମ୍ଭରୁ ଡେଙ୍ଗୁର ଚିକିତ୍ସା କରା ନ ଗଲେ ପରବର୍ତ୍ତୀ ସମୟରେ ତାହା ଗୁରୁତର ଆକାର ଧାରଣ କରିବା ସହ ଅକାଳ ମୃତ୍ୟୁକୁ ଡାକିଆଣିଥାଏ।…
ଭାରତ ପ୍ରେମରେ ଜାପାନୀ ସିଇଓ
ବେଙ୍ଗାଲୁରୁ: ଟେକ୍ ଜାପାନ କମ୍ପାନୀର ପ୍ରତିଷ୍ଠାତା ତଥା ସିଇଓ ନାଓତାକା ନିଶିୟାମା ଗତ ମାସେ ହେବ ଭାରତ ଗସ୍ତରେ ରହିଛନ୍ତି। ଭାରତରେ ସଂସ୍କୃତି, ମୂଲ୍ୟବୋଧ ଓ ବିବିଧତାକୁ ବୁଝିବା ଉଦ୍ଦେଶ୍ୟରେ ସେ ଭାରତ ଆସିଛନ୍ତି। କେବଳ ଗୋଟିଏ ମାସ ମଧ୍ୟରେ ଭାରତୀୟଙ୍କ ଜୀବନ…
୨୦ବର୍ଷ ଧରି ବୋର୍ଡରେ ଖବର ଲେଖୁଛନ୍ତି ସରୋଜ ଚର୍ଚ୍ଚି
ଖବରକାଗଜ ସାଧାରଣତଃ ଛପା ଯାଇଥାଏ। ବିଭିନ୍ନ ଅଞ୍ଚଳରୁ ପ୍ରକାଶନ ହେଉଥିବା ଦୈନିକ, ସାପ୍ତାହିକ, ମାସିକ, ପାକ୍ଷିକ ଆଦି ବିଭିନ୍ନ ଭାଷାର ଏକାଧିକ ସଂସ୍କରଣ ରହିଛି। ଆଞ୍ଚଳିକ, ରାଜ୍ୟସ୍ତରୀୟ, ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବହୁ ଲୋକପ୍ରିୟ…
Archives


