ଆଧୁନିକ ନାରୀଙ୍କ ପାଇଁ ଦୃଷ୍ଟାନ୍ତ ‘ନନ୍ଦିନୀ’
ଓଡ଼ିଶା ମାଟିର ସୁଯୋଗ୍ୟା ସନ୍ତାନ ସେ । ଜଣେ ପ୍ରତିଷ୍ଠିତ ଲେଖିକା ହେବା ସହ ରାଜନୀତିରେ ବି ସେ ଥିଲେ ବେଶ୍ ପାରଙ୍ଗମ। ଯାହା ତାଙ୍କୁ ‘ଲୌହମାନବୀ’ ବା ‘ଆଇରନ୍ ଲେଡି’ର ପରିଚୟ ଦେଇଥିଲା । ସେ ହେଉଛନ୍ତି ଓଡ଼ିଶାର ଏକମାତ୍ର…
ମା’ ଖୁସି ପାଇଁ..ସବୁ ଖୁସି ପାଦ ତଳେ ଥୋଇ ଦେଇଥିବା ସୁଯୋଗ୍ୟ ସନ୍ତାନ…
ମା’; ଯାହାର ଜୀବନ ନାଟିକା ତା’ ସନ୍ତାନ ପାଖରେ ଅଟକିଥାଏ। ଯାହାର ସବୁ ସୁଖଦୁଃଖ ତା’ ପିଲା ପାଖରୁ ଆରମ୍ଭ ହୋଇ ତାଙ୍କଠି ହିଁ ସରିଯାଏ। ପିଲାର ଅଳିଅଝଟକୁ ସହି ତା’ର ସବୁ ଇଚ୍ଛାକୁ ପୂରଣ କରିବାକୁ ଯିଏ ଅସମ୍ଭବକୁ ସମ୍ଭବ…
ଆଜି ବିଶ୍ୱ ମାତୃ ଦିବସ
ବିଶ୍ୱ ମାତୃ ଦିବସ ହେଉଛି ଏକ ବିଶ୍ୱସ୍ତରୀୟ ଉତ୍ସବ ଯାହାକି ମା’ ଏବଂ ମାତୃଭାଷାଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ପାଳନ କରାଯାଏ। ଏହା ଜଣେ ମା’ର ସନ୍ତାନ ତଥା ସମାଜ ପାଇଁ ଥିବା ଅମୂଲ୍ୟ ଅବଦାନର ସ୍ବୀକୃତି। ଆନ୍ତର୍ଜାତୀୟ ମାତୃ ଦିବସର…
ଚଳନ୍ତା ବିମାନରେ ମାରପିଟ
ସାନ୍ ଫ୍ରାନ୍ସିସ୍କୋ: ସାମ୍ପ୍ରତିକ ସମୟରେ ବିମାନରେ ଯାତ୍ରା କରିବାବେଳେ ଯାତ୍ରୀଙ୍କ ମଧ୍ୟରେ ଝଗଡ଼ା ଓ ମାରପିଟ ଲାଗିବାର ଅନେକ ଖବର ସାମ୍ନାକୁ ଆସିଛି। ସୋସିଆଲ ମିଡିଆର ଯୁଗ ହୋଇଥିବାରୁ ଏହି ସବୁ ଭିଡିଓ ଅଳ୍ପ କିଛି ସମୟ ମଧ୍ୟରେ ଇଣ୍ଟରନେଟରେ ଭାଇରାଲ ହେବାକୁ…
ହେଲିକପ୍ଟର ଭିତରେ ଅନନ୍ୟ ହୋଟେଲ: ଏଥିରେ ଯାହା ସବୁ ରହିଛି, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ
ଯେତେବେଳେ ଆପଣ କୌଣସି ସ୍ଥାନକୁ ଯାଆନ୍ତି ସେତେବେଳେ ସ୍ଥାନ କିମ୍ବା ହୋଟେଲରେ ରହିବାକୁ ଚାହାନ୍ତି। ଯାହାର ଆଖପାଖ ପରିବେଶ ଆରାମଦାୟକ ହୋଇଥିବା ଦରକାର। ମାତ୍ର ସବୁବେଳେ ଏମିତି ମିଳେ ନାହିଁ। ଯଦି ଆପଣ ସର୍ବୋତ୍ତମ ହୋଟେଲକୁ ଉପଭୋଗ କରିବାକୁ ଚାହାନ୍ତି, କିମ୍ବା…
କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା
ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ତୃତୀୟା ତିଥିରେ ସମର୍ପଣ ଓ ଭକ୍ତିଭାବପୂର୍ବକ ପାରମ୍ପରିକ ରୀତିରେ କୃଷକ ତଥା…
ଆକାଶରୁ ଅଚାନକ ହେଲା ମାଛ ବର୍ଷା: ଆଉ ତା’ପରେ…
ତେହେରାନ: ଅନେକ ସମୟରେ ବର୍ଷା ହେଉଥିବାବେଳେ ଆକାଶରୁ କୁଆପଥର ଖସିଥାଏ। ଏହାକୁ କୁଆପଥର ବର୍ଷା କୁହାଯାଏ। ତେବେ ସେହିପରି ଭାବେ ଆକାଶରୁ ଅଚାନକ ମାଛ ବର୍ଷା ହେବା ପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏନେଇ ଏକ ଭିଡିଓ ଭାଇରାଲ…
ଅନ୍ଲାଇନ୍ରେ ଅର୍ଡର କରିଥିଲେ ୧ ଲକ୍ଷ ଟଙ୍କାର ଲ୍ୟାପ୍ଟପ୍: ମିଳିଲା ଏମିତି କିଛି, ଗ୍ରାହକଙ୍କ ହେଶ୍ ଉଡିଲା
ନୂଆଦିଲ୍ଲୀ,୯।୫: ଅନଲାଇନ ଶପିଂ ଆପ୍ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଉଛି। କିନ୍ତୁ ଅନଲାଇନ ଆପଗୁଡ଼ିକର ବିଶ୍ୱସନୀୟତା ଧୀରେ ଧୀରେ ହ୍ରାସ ପାଉଛି। ଏହାର କାରଣ ଗ୍ରାହକମାନଙ୍କୁ ସଠିକ ଉତ୍ପାଦ ପ୍ରଦାନ ନ କରିବା ଏବଂ ସେମାନଙ୍କୁ ପ୍ରତାରଣା କରିବା। ଏହି…
ପିଜା ଖାଇବାକୁ ବିମାନ ବୁକ୍ କରି ବିଦେଶରେ ପହଞ୍ଚିଲେ ଯୁବତୀ
ବାସ୍ତାବରେ ଧନୀମାନଙ୍କର ପରିଭାଷା କ’ଣ? ଏହାର ଅର୍ଥ ହେଲା ଧନୀଙ୍କ ପାଖରେ ଅର୍ଥର ଅଭାବ ନ ଥାଏ। ତେଣୁ ମନ ଯାହା ଚାହେଁ, ତାହା କରିଦିଅନ୍ତି। ସାମାନ୍ୟ ଜିନିଷ ପାଇଁ ବି ଧନୀମାନେ ବିଦେଶ ଯାତ୍ରା କରିଥାନ୍ତି। ଏପରି ଅନେକ ଉଦାହରଣ…
ବିବାହ କରିବେ ଦ୍ୱିତୀୟ ବିଶ୍ୱଯୁଦ୍ଧର ଶତାୟୁ ନାୟକ ଟେରେନ୍ସ
ୱାଶିଂଟନ୍: ଆମେରିକା ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ସାହସର ସହ ଲଢ଼ିଥିବା ହେରୋଲ୍ଡ ଟେରେନ୍ସ ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ଆସନ୍ତା ମାସ ଫ୍ରାନ୍ସରେ ନିଜ ପ୍ରେମିକା ଜିନ୍ ସେୱର୍ଲିଙ୍କୁ ବିବାହ କରିବାକୁ ଯାଉଛନ୍ତି। ହେରୋଲ୍ଡଙ୍କ ବୟସ ୧୦୦ ହୋଇଥିବା ବେଳେ ତାଙ୍କ…
ସେବାର ଅନ୍ୟନାମ ‘ରେଡ୍କ୍ରସ’
ପ୍ରତିବର୍ଷ ମେ’୮ରେ ବିଶ୍ୱ ରେଡକ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡକ୍ରସ ଏବଂ ରେଡ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେରଖିବା ପାଇଁ ଏହା ପାଳନ କରାଯାଏ। ବିଶ୍ୱ ରେଡକ୍ରସ ଦିବସର ମୂଳ ଉଦ୍ଦେଶ୍ୟ ହେଉଛି ଅସହାୟ ତଥା ଆହତ ସୈନିକ ଏବଂ…
”ଜନସଚେତନତା ବିପଦ ଏଡ଼ାଇବ“
ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ। ଥାଲାସିମିଆ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ସେହି ବାର୍ତ୍ତାରେ ରହିଛି ଏକ ବଳିଷ୍ଠ ଆହ୍ବାନ।…
Archives


