ଫୁରସତ

୭୫ ଲକ୍ଷର ସବୁଠୁ ଦାମୀ କୀଟ

ଲଣ୍ଡନ: ଲୋକମାନେ ସାଧାରଣତଃ ନିଜ ଘରୁ କୀଟଙ୍କୁ ମାରିବା ପାଇଁ ଅନେକ ପଦ୍ଧତି ଆପଣାଇଥାନ୍ତି। କିନ୍ତୁ ଷ୍ଟାଗ୍‌ ବିଟଲ ନାମକ ଏକ କୀଟକୁ ଅନେକ କେବଳ ନିଜ ଘରେ ରଖିବାକୁ ଚାହୁଁ ନାହାନ୍ତି ବରଂ ଏହାକୁ ଅଧିକ ମୂଲ୍ୟରେ କିଣିବାକୁ ମଧ୍ୟ…

ନିଟ୍‌ ପେପର୍‌ ଲିକ୍‌ ଭଳି ଦିନେ ବଜେଟ୍‌ ପେପର୍‌ ହୋଇଥିଲା ଲିକ୍‌, ବିଦା ହୋଇଥିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୭।୯: ନିଟ୍‌ ପେପର୍‌ ଲିକ୍‌ ନେଇ ସାରା ଦେଶ ଉଠୁଛି ପଡୁଛି। ଜାତୀୟ ରାଜନୀତି, ସୁପ୍ରିମକୋର୍ଟ ଓ ସଂସଦରେ ଏହାକୁ ନେଇ ବିବାଦ ତେଜିବାରେ ଲାଗିଛି। ପରୀକ୍ଷାରେ ବ୍ୟାପକ ଅନିୟମିତତା ସହ ପ୍ରଶ୍ନପତ୍ର ଲିକ ପ୍ରସଙ୍କ ଚାରିଆଡେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।…

ମୃତକଙ୍କ ପାଇଁ ମୁଭି ନାଇଟ୍‌ ଶୋ’

ବ୍ୟାଙ୍କକ୍‌: ଥାଇଲାଣ୍ଡରେ ଚାଇନିଜ୍‌ ସମୁଦାୟର ଲୋକଙ୍କ ପାଇଁ ରହିଥିବା ଏକ କବର ସ୍ଥାନରେ ମୃତକଙ୍କ ଲାଗି ଗୋଟିଏ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି କବର ସ୍ଥାନରେ ଜୁଲାଇ ୧ରୁ ୫ ପର୍ଯ୍ୟନ୍ତ ୫ ଦିନ…

ଜାତୀୟ ସ୍ବାର୍ଥକୁ ପ୍ରୋତ୍ସାହିତ କରିବ ରାଷ୍ଟ୍ରୀୟ ବିଦ୍ୟାର୍ଥୀ ଦିବସ

ବିଶ୍ୱର ସର୍ବବୃହତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ସ୍ଥାପନା ଦିବସ ପ୍ରତିବର୍ଷ ଜୁଲାଇ ୯ରେ ପାଳନ କରାଯାଏ। ଭାରତରେ ଏହି ଦିବସକୁ ରାଷ୍ଟ୍ରୀୟ ବିଦ୍ୟାର୍ଥୀ ଦିବସ ଭାବରେ ପାଳନ କରାଯାଏ। ବିଶେଷ କରି ଛାତ୍ରୀଛାତ୍ରମାନଙ୍କ ଆଗ୍ରହ ଏବଂ ଜାତୀୟ…

ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ହେଉଛି କି କଳହ ? ଜାଣନ୍ତୁ କିପରି କରିବେ ଏହି ସମସ୍ୟାର ସମାଧାନ

ବିବାହ ପରେ କେତେକ ସ୍ବାମୀ ସ୍ତ୍ରୀ ସୁରୁଖୁରୁରେ ଜୀବନଯାପନ ନ କରି ପରସ୍ପର ମଧ୍ୟରେ କଳହ କରୁଛନ୍ତି। ଏପରି ସମସ୍ୟାରୂ ନିଜକୁ ଦୂରେଇ ରଖିବାକୁ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ବୈବାହିକ ଜୀବନ ବିଷୟରେ କହିଛନ୍ତି। ଚାଣକ୍ୟ କହିଛନ୍ତି, ସ୍ତ୍ରୀ-ସ୍ବାମୀ ସମ୍ପର୍କ…

ଗଭୀର ନଦୀରେ ବିୟର ବୋତଲ ଖୋଲି ଦେଲା କୁମ୍ଭୀର, ପୂରା ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ ଭାଇରାଲ ହେଉଥିବା ଭିଡିଓକୁ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ। ଏହି ଭିଡିଓଟି ଆମେରିକାର ଫ୍ଲୋରିଡା ସହରର। ଭିଡିଓରେ ଦେଖିବାକୁ ମିଳୁଛି ନଦୀର ନୀଳ ଜଳରାଶିରେ ଡଙ୍ଗାରେ…

ସମ୍ପର୍କକୁ ସୁଦୃଢ କରେ କ୍ଷମା

ଜୁଲାଇ ୭ରେ ବିଶ୍ୱ କ୍ଷମା ଦିବସ ପାଳନ କରାଯାଏ। ଏହି ଦିବସ ଲୋକମାନଙ୍କୁ ସେମାନଙ୍କର ସମ୍ପର୍କକୁ ସୁସ୍ଥ କରିବାର ସୁଯୋଗ ଦେଇଥାଏ। ସମସ୍ତ ପୁରୁଣା ଦ୍ୱନ୍ଦ୍ୱ ଏବଂ ପାର୍ଥକ୍ୟକୁ ଏଡ଼ାଇ ଦେଇ ସମ୍ପର୍କ ପୁନର୍ବାର ଆରମ୍ଭ କରିବାର ପ୍ରେରଣା ଦିଏ। ୧୯୯୪ରେ…

ପ୍ରଥମ ଦେଖାରେ ପଡ଼ିଥିଲେ ପ୍ରେମରେ, ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେବା ବେଳେ ସ୍ମୃତିକୁ ମନେ ପକାଇ କାନ୍ଦିଲେ ଶହୀଦ ଅଂଶୁମାନଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୬ା୭: ସେନା ମେଡିକାଲ କୋର୍‌ର କ୍ୟାପଟେନ ଅଂଶୁମାନ ସିଂ ଶହୀଦ ହେବା ପରେ ତାଙ୍କୁ କୀର୍ତ୍ତିଚକ୍ର ପୁରସ୍କାର ପ୍ରଦାନ କରାଯାଇଛି। ଏକ ଧଳା ଶାଢ଼ି ପିନ୍ଧି ସ୍ମୃତି ସିଂ ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଭାରତର ଦ୍ୱିତୀୟ ସର୍ବୋଚ୍ଚ ଶାନ୍ତି ପୁରସ୍କାର…

ମଙ୍ଗଳ ଗ୍ରହରେ ହେବ ଯୁଦ୍ଧ…ଶେଷ ହେବ ବିଶ୍ୱ…ବାବା ଭେଙ୍ଗାଙ୍କ ନୂଆ ଭବିଷ୍ୟବାଣୀ

ସୋଫିଆ,୬।୭: ସଠିକ ଭବିଷ୍ୟବାଣୀ ଦେବାକୁ ନେଇ ପ୍ରସିଦ୍ଧ ବୁଲଗେରିଆର ବାବା ଭେଙ୍ଗା (ବାଲକାନ)ଙ୍କ ଅନେକ ଭବିଷ୍ୟବାଣୀ ସତ୍ୟ ହୋଇଛି । ସେଥିମଧ୍ୟରୁ ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲୁଟିସି) ଉପରେ ଆକ୍ରମଣ ହୋଇଥିଲା। ଏପରିକି ୨୦୨୩ରେ, ବାବା ଭେଙ୍ଗାଙ୍କ ଦ୍ୱାରା କରାଯାଇଥିବା କିଛି…

ଶାଢ଼ୀ ପିନ୍ଧି କବାଡ଼ି ଖେଳିଲେ ଗାଁ ମହିଳା, Video ଦେଖିଲେ କହିବେ ବାଃ…

ଶାଢ଼ୀ ପିନ୍ଧି କବାଡ଼ି ଖେଳିଲେ ଗାଁର ମହିଳା। ଖୁସ ହସିବା ସହ ପ୍ରତିଟି ମୂହୁର୍ତ୍ତକୁ ଭରପୂର ଉପଭୋଗ ବି କଲେ। କିଛି ଏଭଳି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖି ଅନେକ ମହିଳାଙ୍କ ପ୍ରଶଂସା କରିବା ସହ…

ଏହି ହାଟରେ ଖୋଲାଖୋଲି ବିକ୍ରି ହୋଇଥାଏ ନୋଟ୍‌; ଚୋରିର ଭୟ ଶୂନ, ସୁରକ୍ଷାକର୍ମୀ ବି…

ବିଶ୍ୱରେ ଅନେକ ଚକିତ କଲା ଭଳି ଦୃଶ୍ୟ ଦେଖିବାକୁ ମିଳେ। ଯେମିତିକି ହାଟରେ ସାଧାରଣତଃ ଫଳ, ପରିବା, ଶସ୍ୟ, ମସଲା ଆଦି ମିଳିଥାଏ। ହେଲେ ଭାରତର ପଡ଼ୋଶୀ ବାଲାଂଦେଶରେ ଟଙ୍କାର ହାଟ ଲାଗିଥାଏ। ଏଠାରେ ଖୋଲାଖୋଲି ଭାବେ ନୋଟ୍‌ ବିକ୍ରି ହୋଇଥାଏ।…

ଭୋଲେ ବାବା କ’ଣ ଖାଆନ୍ତି, କ’ଣ ତାଙ୍କର ରହିଛି ଚମତ୍କାରିତା ଗୋଟି ଗୋଟି କରି କହିଲେ ଏହି ସେବକ, ଜାଣିଲେ…

ହାଥରସ୍‌,୪ା୭: ଉତ୍ତରପ୍ରଦେଶର ହାଥରସ୍‌ରେ ଏକ ସତ୍‌ସଙ୍ଗରେ ହୋଇଥିବା ଦଳାଚକଟାରେ ୧୨୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ ବାବା ନାରାୟଣ ସାକାର ହରି ଛଦ୍ମନାମ ଭୋଲେ ବାବା ଚର୍ଚ୍ଚାରେ ଅଛନ୍ତି। ଭୋଲେ ବାବାଙ୍କର ବାହାଦୂରଗଡ଼, କସଗଞ୍ଜରେ ମଧ୍ୟ ଏକ ଆଶ୍ରମ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?