ଫୁରସତ

ଗୋଡ଼ରେ ଭୋଟ ଦେଲେ

ଅହମଦାବାଦ: ମଙ୍ଗଳବାର ଭାରତର ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବରେ ଗୁଜରାଟର ଏକ ପୋଲିଂ ବୁଥ୍‌ରେ ଅଙ୍କିତ ସୋନି ନାମକ ଜଣେ ଭିନ୍ନକ୍ଷମ ଯୁବକ ଗୋଡ଼ରେ ଭୋଟ ଦେଇ ଉଦାହରଣ ସୃଷ୍ଟି କରିଛନ୍ତି। ଭୋଟ…

ବାପାଙ୍କ ଦୋକାନ ବନ୍ଦ ହେବନି

ନୂଆଦିଲ୍ଲୀ: ରୋଲ୍‌ ପ୍ରସ୍ତୁତ କରୁଥିବା ଏକ ୧୦ ବର୍ଷୀୟ ବାଳକର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯଶ୍‌ପ୍ରୀତ ନାମକ ଏହି ବାଳକଙ୍କ ମାତ୍ର ମାସେ ପୂର୍ବରୁ ପିତାଙ୍କୁ ହରାଇଛନ୍ତି। ଏବେ ସମ୍ପୂର୍ଣ୍ଣ ଘରର ଦାୟିତ୍ୱ ଯଶ୍‌ପ୍ରୀତଙ୍କ ଉପରେ ଥିବାରୁ…

ବିଶ୍ୱ ରେଡ୍‌କ୍ରସ ଦିବସ

ପ୍ରତିବର୍ଷ ମେ’ ୮ରେ ବିଶ୍ୱ ରେଡ୍‌କ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡ୍‌କ୍ରସ ଏବଂ ରେଡ୍‌ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେ ରଖିବା ପାଇଁ ଏହା ପାଳନ କରାଯାଏ। ବିଶ୍ୱ ରେଡ୍‌କ୍ରସ ଦିବସର ମୂଳ ଉଦ୍ଦେଶ୍ୟ ହେଉଛି ଅସହାୟ ତଥା ଆହତ…

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ ସ୍ବତନ୍ତ୍ର ଦମ୍ପତିଙ୍କ କାହାଣୀ ପଢିବାକୁ ପଡିବ। ବିହାରର ବୈଶାଳି ଜିଲାର ହାଜିପୁରର କୁଟୁବୁପୁର ବାସିନ୍ଦା…

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି। ବିମାନରେ ବ୍ୟବହୃତ ତେଲ କାର୍‌ ଏବଂ ବାଇକ୍‌ରେ ବ୍ୟବହୃତ ପେଟ୍ରୋଲ…

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ ମଧ୍ୟ ଜିତୁଥିବା ପରି ମନେହୁଏ। ବର୍ତ୍ତମାନ ୨୪ କ୍ୟାରେଟ୍‌ ସୁନା ୧୦ ଗ୍ରାମ୍‌ର ମୂଲ୍ୟ…

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ କରନ୍ତି ଏବଂ ନୂଆ ନୂଆ କଣ୍ଟେଣ୍ଟ କ୍ରିଏଟ କରନ୍ତି । କିନ୍ତୁ ଏକ ରିଲ…

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ ନ ଥିଲା। ବାପା ଥିଲେ ଚାରିଜଣ ବାପାମାଆଙ୍କର ଏକଇର ବଳା। ବଡ଼ ଜେଜେ ମାଇନର…

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର ଦୃଶ୍ୟ ରହିଥାଏ। ହେଲେ କ’ଣ ଆପଣ କେବେ ପୋଲିସ ଏବଂ ସେନାରେ କାମ କରୁଥିବା…

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ ଯାଏ। ସତେଯେମିତି ବୟସ ବଢ଼ିଲେ ଅବସାଦପୂର୍ଣ୍ଣ ହୋଇପଡୁଛି ଜୀବନ। ବ୍ୟସ୍ତତାପୂର୍ଣ୍ଣ ଜୀବନ ଭିତରେ କାହା…

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ ରାଜ୍ୟରେ ହିଟ୍‌ ୱେଭ ଆକଳନ ଯୋଗୁ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ତେବେ ଯେଉଁଠାରେ…

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ ବୟସରେ ଉଭୟ ଆଖିରେ ଦୃଷ୍ଟିଶକ୍ତି ହରାଇଲେ। ବାବା ଭେଙ୍ଗା ଅଗଷ୍ଟ ୧୯୯୬ରେ ମୃତ୍ୟୁବରଣ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri