ଫୁରସତ

ଭାରତର ପ୍ରଥମ ଟ୍ରେନ୍‌, ଜାଣନ୍ତୁ ଏହା ବିଷୟରେ କିଛି ଆକର୍ଷଣୀୟ କଥା…

ଭାରତରେ ଅଧିକାଂଶ ଲୋକ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଭାରତରେ ରେଳ ଯାତ୍ରାକୁ ସୁଲଭ ଏବଂ ଆରାମଦାୟକ ବୋଲି ବିବେଚନା କରାଯାଏ। ଏହି କାରଣରୁ ଭାରତୀୟ ରେଳକୁ ଦେଶର ଜୀବନରେଖା କୁହାଯାଏ। ଭାରତୀୟ ରେଳ ବିଶ୍ୱର ଚତୁର୍ଥ ବୃହତ ରେଳ…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ ପରି। ଚୋରମାନେ କୌଣସି ଭିତିରି ସୂଚନା ବ୍ୟବହାର କରି ନାହାନ୍ତି କିମ୍ବା ମାସ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ କୟାମତ କେବେ ଆସିବ ନାହିଁ ଏବଂ ବାବ୍ରୀ ମସଜିଦ କେବେ ପୁନଃନିର୍ମାଣ ହେବ…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି ଆଶ୍ଚର୍ଯ୍ୟର ବିଷୟ। ସିଙ୍ଗାପୁରର ଜଣେ ମହିଳାଙ୍କ ସହିତ ସମାନ ଘଟଣା ଘଟିଛି। ଏଠାରେ…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ ପ୍ରେମପକ୍ଷୀଙ୍କ ରାଜ୍‌ ଚାଲିଛି। ପ୍ରେମ ସପ୍ତାହର ଦ୍ବିତୀୟ ଦିନ ଆର୍ଥାତ୍‌ ରବିବାର ପ୍ରପୋଜ…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ ସମର୍ପିତ ସବୁଜ ଶ୍ମଶାନ ପ୍ରତିଷ୍ଠା କରାଯାଇଛି। ମୃତ ପ୍ରାଣୀଙ୍କୁ ଆଉ ରାସ୍ତାରେ କିମ୍ବା…

ପ୍ରଥମ ରୋଜଗାର ଟଙ୍କା ବାପା-ବୋଉ ହାତକୁ ବଢାଇ ଦେବାର ସତ୍‌ ସାହସ ନ ଥିଲା: ପରେ ମୋ ପଇସାରେ ବାପାଙ୍କ ଲୋନ୍‌ କ୍ଲିଅର କରିଥିଲି

ଏତେ ବର୍ଷ ପରେ ନିଜ ପହିଲି ରୋଜଗାରର ପୁଲକ ବିଷୟରେ କିଛି ଲେଖିବାକୁ ଆରମ୍ଭ କଲା ବେଳେ ଟିକେ ଭାବପ୍ରବଣ ହୋଇ ଉଠୁଛି ମନ। ଦୃଶ୍ୟପଟ୍ଟରେ ଭାସି ଆସୁଛି ମୋ ପିଲାଦିନ, ଶିକ୍ଷା ଓ କର୍ମସଂସ୍ଥାନ ତଥା ରୋଜଗାର ପାଇଁ ଉଦ୍ୟମ।…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ ନ ଥିଲେ… ପ୍ରେମିକ କହିବା ମାତ୍ରେ ହିଁ ଆମେ କଳ୍ପନା କରିଥାଉ ଜଣେ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ ପାଇ ସବୁ ଦୁଃଖ ଭୁଲିଯିବା। ଯେମିତି ଏହି ଦମ୍ପତିମାନେ ପରସ୍ପରକୁ ପ୍ରେମ କରିଥିଲେ।…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ ଖୋଲାଖୋଲି ଭାବରେ ପ୍ରକାଶ କରିବା, ପ୍ରେମ ପ୍ରକାଶ କରିବା ଏବଂ ସମ୍ପର୍କକୁ ଏକ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ ଗାଁ ରାଜସ୍ଥାନରେ ଅବସ୍ଥିତ। ଏହା ଏକ ବିଶେଷ କାହାଣୀ ପାଇଁ ସମଗ୍ର ଭାରତରେ…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ ଦିବସରୁ ଆରମ୍ଭ ହୋଇଥାଏ। ଆଜିର ଯୁବପିଢ଼ି ନିଜ ନିଜର ପାର୍ଟନରଙ୍କୁ ଗୋଲାପ ଦେଇଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?