ଫୁରସତ

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି ବାଧ୍ୟ ହୋଇଥାଏ। କେବେ ଝିଅଙ୍କୁ ନିର୍ଯାତନା ଦିଆଯାଉଥିବା ବେଳେ ଅନେକ ଯୌତୁକ ଜୁଇରେ ଜଳିଥାନ୍ତି।…

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା କଷ୍ଟସାଧ୍ୟ ହୋଇପଡ଼ିଥାଏ। ଏପରି ପରିସ୍ଥିତିରେ ମଣିଷ ନିଜ ପାଇଁ ଏକ ନୂତନ ସାଥୀ ଆବଶ୍ୟକ…

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ ଛାତ୍ର ନେତାଙ୍କ ମଧ୍ୟରୁ ସେ ଅନ୍ୟତମ। ତେବେ ଏହି ବରିଷ୍ଠ ରାଜନେତାଙ୍କ ନାମରେ ଏକ…

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବରେ ମିସୁକୋ ଟୋଟୋରି ନିଯୁକ୍ତ ହୋଇଛନ୍ତି। ପ୍ରଥମ ମହିଳା ଭାବେ ଟୋଟୋରି ଏହି ଦାୟିତ୍ୱ…

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି, ଯାହା ସୁଚିନ୍ତିତ ଭାବରେ ସୁନ୍ଦର ହୋଇନାହିଁ। ଏହାର ସ୍ବତନ୍ତ୍ରତା ଏହାକୁ ସୁନ୍ଦର କରିଛି। ସାକ୍ରୋ…

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ l ହଁ, ପାଠକେ! ଏହା ସମ୍ଭବ ହୋଇପାରେ l ଆମ ଆସ୍ତିକମାନଙ୍କ ଭିତରେ ଏମିତି…

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା ହେଲା। ବୈଜ୍ଞାନିକଙ୍କ ମତରେ କୃତ୍ରିମ ବର୍ଷା କରାଇବା ଲାଗି ସେଠାରେ କରାଯାଇଥିବା କ୍ଳାଉଡ ସିଡିଂରେ…

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ ବି.ଏନ୍‌ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା ପରେ ବି.ଜେ.ବି କଲେଜରେ ଯୁକ୍ତ ଦୁଇ…

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ ହୃଦୟସ୍ପର୍ଶୀ କାହାଣୀକୁ ଶେୟାର କରିଛନ୍ତି। ସୁପ୍ରିୟାଙ୍କ ପୋଷ୍ଟରେ ଏହି କାହାଣୀକୁ ଶୁଣିବା ପରେ ଅନେକ…

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା ରହିଛି। ଜାଣି ଆଶ୍ଚର୍ଯ୍ୟ ହେବେ ଅନେକ ଥର ଠେକୁଆ ନିଜ ପିଲାଙ୍କୁ ଖାଇ ଯାଏ।…

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ ଯେ ଖରାଦିନେ ତାହା ନୁହେଁ ଶୀତ ଦିନରେ ବି ନଦୀର ପାଣି ଫୁଟୁଥିବା ନଜରକୁ…

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ ମାସର ଶେଷ ସପ୍ତାହର ଶେଷ ଶନିବାର ବିଶ୍ୱର ପ୍ରାଣୀ ଚିକିତ୍ସା ଅନୁଷ୍ଠାନ ଏବଂ ପ୍ରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?