ଫୁରସତ

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l ହେଲେ ନିନ୍ଦୁକେ କହନ୍ତି -ବାବୁ ଭାରି ଲୋଭୀ l ହେଲେ ହୋଇଥିବ ! ଦୁନିଆରେ…

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ ବର୍ଣ୍ଣିତ ନୁହେଁ, କିନ୍ତୁ ଇତିହାସକୁ ପର୍ଯ୍ୟାଲୋଚନା କଲେ ଏଭଳି ଏକ ପ୍ରାଚୀନ ପରମ୍ପରା ନିମାପଡ଼ା…

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ ହେଲି ବଡ଼। ଗାଁ ସ୍କୁଲରୁ ମାଟ୍ରିକ୍‌ ପାସ୍‌ କରିବା ପରେ କନ୍ଦଖାଇ କଲେଜରେ ଯୁକ୍ତ…

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ। ଏଥିପାଇଁ ତାଙ୍କୁ ମିଳିଛି ଅନେକ ପୁରସ୍କାର ଓ ସମ୍ମାନ। ସେ ହେଲେ ବୈକୁଣ୍ଠନାଥ ସାହୁ।…

ଏବେ ବି ପୋଖରୀ ଭରସା

ଗାଁ ହେଉ କି ସହର, ବିଶେଷକରି ଗ୍ରୀଷ୍ମଋତୁରେ ପ୍ରବଳଖରା ଯୋଗୁ ବିଭିନ୍ନ ଜଳଉତ୍ସ ଗୁଡ଼ିକ ଶୁଷ୍କ ହୋଇଯାଏ। ଚାରିଆଡ଼େ ଜଳସଙ୍କଟ ଦେଖାଦେଇଥାଏ। ଜଳସଂରକ୍ଷଣ ଓ ତା’ର ସୁପରିଚାଳନାକୁ ନେଇ ବହୁମୁଖୀ ଯୋଜନା ରହିଛି। ବିଭିନ୍ନ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ପାଇଁ…

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି ଘରେ ଝାଞ୍ଜିପବନରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଏହାକୁ ଧ୍ୟାନରେ ରଖି ମାର୍କେଟରେ…

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିୟୁଟି ପାର୍ଲର

ଉନ୍ନାଓ: କୌଣସି ମଧ୍ୟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ବିଦ୍ୟାଳୟକୁ ଠିକ୍‌ ଭାବେ ଚଳାଇବା ସହ ଅନୁଶାସନ ବଜାୟ ରଖିବାର ସମ୍ପୂର୍ଣ୍ଣ ଦାୟିତ୍ୱ ପ୍ରଧାନ ଶିକ୍ଷକଙ୍କର ହୋଇଥାଏ। ତେବେ ଉତ୍ତରପ୍ରଦେଶର ଉନ୍ନାଓରେ ଏପରି ଏକ ଘଟଣା ସାମ୍‌ନାକୁ…

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ ତେବେ ବାପାଙ୍କ ଛାତି ଚୌଡ଼ା ହେବା ସ୍ବାଭାବିକ। କିଛିଦିନ ତଳେ ୟୁପିଏସ୍‌ସି ପରୀକ୍ଷାଫଳ ବାହାରିଥିଲା।…

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ କରିଛି। ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଚାଲିଥିବାରୁ ଏହି ପ୍ରତୀକାତ୍ମକ ପ୍ରତିନିଧିତ୍ୱ ଦେଶରେ ଚାଲିଥିବା…

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ କାହାଣୀ ସାମ୍ନାକୁ ଆସୁଛି। କେରଳର ବାସିନ୍ଦା ସାରିକା ମଧ୍ୟ ଏହି ପରୀକ୍ଷାରେ ଉତ୍ତିର୍ଣ୍ଣ ହୋଇଛନ୍ତି।…

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ ସମସ୍ୟା ରୂପେ ଉଭା ହୋଇଥାଏ। କେବଳ ସେତିକି ନୁହେଁ, ଅଯଥାରେ ମଧ୍ୟ ଏହା ଜୀବନ…

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବା ପରେ ଏହା ହେଉଛି ପ୍ରଥମ ରାମ ନବମୀ। ଏହି ବିଶେଷ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?