ଫୁରସତ

କାଳ ସାଜିଲା ‘ଚିକେନ ଟିକ୍କା ମସଲା ପ୍ୟାଜ ପିଜ୍ଜା’, ମିଶିଥିଲା ଏପରି ଇନଗ୍ରୀଡିଏନ୍ସ ଚାଲିଗଲା ଜୀବନ

ଇଂଲଣ୍ଡ,୧୧।୧: ସମସ୍ତେ ପ୍ରୋସେସିଙ୍ଗ ବା ଫାଷ୍ଟ ଫୁଡ୍‌ ଖାଇବାକୁ ପସନ୍ଦ କରନ୍ତି। ତା’ଭିତରୁ ବହୁଜଣ ପିଜ୍ଜା ଖାଇବାକୁ ବହୁତ ପସନ୍ଦ କରନ୍ତି। ବିଭିନ୍ନ ଫ୍ଲେଭରର ମିଳୁଥିବା ପିଜ୍ଜା ଏବେ ମାର୍କେଟରେ ଇନଷ୍ଟାଣ୍ଟ ପ୍ରସ୍ତୁତ ହୋଇ ବିକ୍ରି ହେଉଛି। ନିକଟରେ ଜଣେ ବ୍ୟକ୍ତି…

ଜିମ୍‌ରେ ୮୦ବର୍ଷିୟା ବୃଦ୍ଧା କରୁଛନ୍ତି ଦମଦାର୍‌ ଓ୍ବାର୍କଆଉଟ୍‌, ଭିଡିଓ ଦେଖିଲେ ଉଡିଯିବ ହୋସ୍‌

ବୟସ ଏକ ସଂଖ୍ୟା ମାତ୍ର। ଏହାକୁ ପ୍ରମାଣିତ କରିଛନ୍ତି ଜଣେ ୮୦ବର୍ଷିୟ ବୃଦ୍ଧା। ୨୦-୩୦ବର୍ଷର ଯୁବପିଢି ଟିକିଏ କାମ କରି ଥକି ଯାଉଥିବାବେଳେ ବୃଦ୍ଧାଜଣକ ପ୍ରତିଦିନ ବ୍ୟାୟାମ କରି ନିଜକୁ ଫିଟ୍‌ ରଖିଛନ୍ତି। ଏହି ବୃଦ୍ଧାଙ୍କ ଓ୍ବାର୍କଆଉଟ୍‌ ସୋସିଆଲ ମିଡିଆରେ ଭାଇରାଲ…

ଏମିତି ଦେଶ, ଯେଉଁଠି ଲିଭ୍‌-ଇନ୍‌ରେ ରହିପାରିବେନି ପ୍ରେମୀଯୁଗଳ

ଦୁନିଆରେ ଅନେକ ଦେଶ ଅଛି, ଯେଉଁଠି ବିଭିନ୍ନ ଆଇନ କାନୁନ୍‌ ରହିଛି। କେଉଁଠି କେଶ କାଟିବାକୁ ଅନୁମତି ନିଆଯାଏ ତ ଆଉ କେଉଁଠି ଟିଭି ଚଳାଇବାକୁ ନିଆଯାଏ ଅନୁମତି। ମାତ୍ର ଏମିତି ଏକ ଦେଶ ଅଛି, ଯେଉଁଠି ଲିଭ୍‌-ଇନ୍‌ରେ ରହିବା ମଧ୍ୟ…

ହ୍ବାଟସଆପ୍‌ ଚାଟ୍‌ରେ ଝିଅ ଲେଖିଦେଲେ ଭୁଲ ଇଂରାଜୀ, ବାପା କଲେ ଟ୍ୟୁଶନ, ଭାଇରାଲ ହେଉଛି ସ୍କ୍ରିନ୍‌ଶଟ୍‌

ନିକଟରେ ଜଣେ ବାପ-ଝିଅଙ୍କ ହ୍ବାଟସଆପ୍‌ ଚାଟ୍‌ ସୋସିଆଲ ମିଡିଆ ଏକ୍ସରେ ଭାଇରାଲ ହୋଇଛି। ଯାହାକୁ ଦେଖି ୟୁଜର୍ସ ନ ହସି ରହିପାରୁ ନାହାନ୍ତି। ଚାଟ୍‌ରେ ବାପା ଝିଅର ଇଂଲିଶ୍‌ ଭୁଲ ଲେଖିବା ନେଇ ଟ୍ୟୁଶନ କରିଛନ୍ତି। ଆନଭି ନାମକ ଯୁବତୀ ନିଜ…

ରେଳ ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ, ସରଳତାକୁ ଲୋକେ କରୁଛନ୍ତି ପସନ୍ଦ

ନୂଆଦିଲ୍ଲୀ,୧୧।୧:ଆଜିକାଲି ପୂର୍ବତନ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଅଶୋକ ଗଜପତି ରାଜୁଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ତାଙ୍କ ପରିବାର ସହିତ ହାଇଦ୍ରାବାଦ ରେଳ ଷ୍ଟେଶନରେ ଟ୍ରେନକୁ ଅପେକ୍ଷା କରିଥିଲେ। ଏହି ଫଟୋରେ ତାଙ୍କର ସରଳତାକୁ…

ରାସ୍ତାକଡ଼ରେ ଶୋଇଥିବା ବ୍ୟକ୍ତିଙ୍କ କମ୍ବଳ ତଳୁ ବାହାରିଲେ ଅନେକ ମୂଷା: ଭୟଙ୍କର ଭିଡିଓ ଦେଖିଲେ ଲୋମଟାଙ୍କୁରି ଉଠିବ

ନ୍ୟୁୟର୍କ ସିଟି ମେଟ୍ରୋ ଷ୍ଟେଶନରେ ଏକ ଭୟାନକ ଦୃଶ୍ୟ ଦେଖିବାକୁ ମିଳିଛି। ରାସ୍ତାକଡ଼ରେ କମ୍ବଳ ଘୋଡାଇ ହୋଇ ଶୋଇଥିବା ବ୍ୟକ୍ତିଙ୍କ କମ୍ବଳରୁ ପ୍ରବଳ ମୂଷା ବାହାରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଟିକ୍‌ଟକ୍‌ ୟୁଜର୍ସ @ six4bk78 ଙ୍କ ଏହାର…

ରାମ ମନ୍ଦିର ଉଦ୍‌ଘାଟନୀ ଉତ୍ସବରେ ଦେଢ ଲକ୍ଷ ଭକ୍ତଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରିବେ ଏହି ବ୍ୟକ୍ତି, କରିଛନ୍ତି ୧୨ ବିଶ୍ୱ ରେକର୍ଡ

ଅଯୋଧ୍ୟା,୧୧।୧: ଅଯୋଧ୍ୟାରେ ରାମ ମନ୍ଦିରର ଭବ୍ୟ ଅଯୋଜନ ହେବାକୁ ଯାଉଛି। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ରାମ ମନ୍ଦିରର ଉଦ୍‌ଘାଟନୀ ଓ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ପ୍ରାୟ ଦେଢ ଲକ୍ଷ ଭକ୍ତ ପ୍ରସାଦ ଗ୍ରହଣ କରିବେ। ଏଥିପାଇଁ ୭ହଜାର…

Viral Video: ବିଲେଇ-ସାପ ମଧ୍ୟରେ ମୁହାଁମୁହିଁ ଲଢେଇ; ଫଳାଫଳ ଦେଖିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ବିଲେଇ ଏବଂ ସାପ ମଧ୍ୟରେ ଭୟଙ୍କର ମୁହାଁମୁହିଁ ଲଢେଇର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସାପକୁ ଭୟଭୀତ କରିବା ଏବଂ ଜୀବନ ରକ୍ଷା କରିବା ପାଇଁ ବିଲେଇମାନେ କିପରି ଚତୁର ପ୍ରଣାଳୀ ଗ୍ରହଣ କରନ୍ତି ତାହା ଭିଡିଓରେ ଦର୍ଶାଯାଇଛି। ଭିଡିଓଟି…

ବିମାନ ବନ୍ଦରରେ ପହଞ୍ଚିଲେ ଭଗବାନ ରାମଙ୍କ ସହିତ ମାତା ସୀତା ଆଉ ଲକ୍ଷ୍ମଣ, ଭିଡିଓ ଭାଇରାଲ…

ଅହମଦାବାଦ,୧୧।୧ : ୨୨ ଜାନୁଆରୀରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ସମାରୋହକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ସର୍ବୋଚ୍ଚ ସ୍ତରରେ ରହିଛି। ରାମ ମନ୍ଦିରର ଉତ୍ସବରେ ଯୋଗଦେବାକୁ ଅଯୋଧ୍ୟାକୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗୁଜରାଟର…

ଦୁନିଆର ସବୁଠୁ ଶାନ୍ତିପୂର୍ଣ୍ଣ ଯୁଦ୍ଧ, ୩୦ ବର୍ଷ ଧରି ସଂଘର୍ଷ ଚାଲିଥିଲେ ବି କାହାର ହୋଇ ନ ଥିଲା ମୃତ୍ୟୁ

ଯୁଦ୍ଧ ବିଷୟରେ ଉଲ୍ଲେଖ କରିବା ମାତ୍ରେ ସବୁ ସ୍ଥାନରେ ଗଦାଗଦା ମୃତଦେହ, ବୋମା ବିସ୍ଫୋରଣ ଏବଂ ସୈନିକମାନେ ଗୁଳି ଚଳାଇବାର ଚିନ୍ତା ମନକୁ ଆସେ। ରୁଷିଆ-ୟୁକ୍ରେନ, ଇସ୍ରାଏଲ-ହମାସ୍‌ ଯୁଦ୍ଧ ସମସ୍ତଙ୍କ ସାମ୍ନାରେ ଅଛି। ଯେଉଁଥିରେ ଏପର୍ଯ୍ୟନ୍ତ ହଜାର ହଜାର ଲୋକ ପ୍ରାଣ…

ଘର ଛାଡି ହୋଟେଲ ସିଫ୍ଟ ହୋଇଗଲା ପୁରା ପରିବାର, ଦିନକୁ ଦେଉଛନ୍ତି ୧୧ହଜାର ଟଙ୍କା

ବେଜିଂ,୧୧।୧: ଘର ଛାଡି ଯଦି ଆପଣଙ୍କୁ ସବୁଦିନ ପାଇଁ ହୋଟେଲରେ ରହିବାକୁ କୁହାଯାଏ, କଣ ଆପଣ ସେଭଳି କରିବେ? ପ୍ରଶ୍ନରେ ଆପଣ ଉତ୍ତର ଦେଇପାରନ୍ତି, ଦିନେ ଦୁଇ ଦିନ ତ ଠିକ୍‌ ଅଛି ହେଲେ ସବୁଦିନ ପାଇଁ ହୋଟେଲରେ ରହିବାକୁ ହେଲେ…

ଡ୍ୟାନ୍ସ କରୁଥିଲେ ଯୁବତୀ, ପଛରେ ଛୁଆକୁ ଧରି ଠିଆ ହୋଇଥିଲେ ମହିଳା, ଘଟିଲା ଏମିତି…

ଆଜିକାଲି ଲୋକମାନେ ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ଯେକୌଣସିସ୍ତରକୁ ଚାଲିଯିବାକୁ ପ୍ରସ୍ତୁତ ଅଛନ୍ତି। ଅନେକ ଥର ଲୋକମାନେ ଏପରି ଅଜବ ସ୍ଥାନରେ ଡ୍ୟାନ୍ସ କରୁଥିବା ଦେଖିବାକୁ ମିଳିଥାଏ। ତାଙ୍କ ଆଗରେ ଏବଂ ପଛରେ କ’ଣ ଘଟୁଛି ତାହା ମଧ୍ୟ ଦେଖନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri