ଫୁରସତ

ଲୋକକଳାର ରହିଛି ଏକ ଅଲିଖିତ ବ୍ୟାକରଣ: ଡ.ତାପସ କୁମାର ସାମନ୍ତରାୟ

ନାଟକରେ ଅଭିନୟ କରିବା, ସ୍କ୍ରିପ୍ଟ ଲେଖିବା, ନିର୍ଦ୍ଦେଶନା ଦେବା ସହ ବିଭିନ୍ନ ରାଜ୍ୟର ଲୋକକଳା, ସଂସ୍କୃତିର ପ୍ରଚାର ପ୍ରସାରରେ ତାଙ୍କର ରହିଛି ସ୍ବତନ୍ତ୍ର ପରିଚୟ । ବିଶେଷକରି ଓଡ଼ିଶାର ଲୁପ୍ତପ୍ରାୟ ଲୋକକଳା ସଂସ୍କୃତିକୁ ଉଜ୍ଜୀବିତ କରିବା ପାଇଁ ସଦା ସର୍ବଦା...

ବୟସ୍କଙ୍କ ମନକୁ ଜାଣନ୍ତୁ

ଦିନେ ପାର୍କରେ ବୁଲୁ ବୁଲୁ ଦେଖିଲି କେତେଜଣ ବୟସ୍କ ଲୋକ ଗୋଟିଏ ଜାଗାରେ ଏକାଠି ବସି କଥାବର୍ତ୍ତା ହେଉଛନ୍ତି। ମୁଁ ସେମାନଙ୍କ ପାଖରେ ବସିପଡ଼ିଲି। ଏହି ସମୟରେ ଆଉ ଜଣେ ଦୁଇଜଣ ଲୋକ ଗରମ ସିଙ୍ଗଡା, ବରା ଧରି ପହଞ୍ଚତ୍ଗଲେ...

ଶଙ୍ଖର ମହତ୍ତ୍ୱ

ବିଷ୍ଣୁ ପୂରାଣ ଅନୁଯାୟୀ, ଯେହେତୁ ମାତା ଲକ୍ଷ୍ମୀ ହେଉଛନ୍ତି ସମୁଦ୍ରରାଜଙ୍କର କନ୍ୟା, ତେଣୁ ଶଙ୍ଖର ମାହାତ୍ମ୍ୟତା ସହିତ ମହାଲକ୍ଷ୍ମୀଙ୍କର ମଧ୍ୟ ସାମଞ୍ଜସ୍ୟ ରହିଛି। ତେଣୁ କୁହାଯାଏ, ଯେଉଁଠାରେ ଶଙ୍ଖ ରହିଥାଏ ସେଠାରେ ମାତା ଲକ୍ଷ୍ମୀଙ୍କର ବାସ ହୋଇଥାଏ। ବାସ୍ତୁଶାସ୍ତ୍ର ଅନୁସାରେ...

ଅଭିନୟରେ ଗାନ୍ଧୀ

ଦେଶକୁ ସ୍ବାଧୀନ କରିବାରେ ଗାନ୍ଧିଜୀଙ୍କ ଅହିଂସା ଆନ୍ଦୋଳନର ମାର୍ଗ ସାରା ବିଶ୍ୱବାସୀଙ୍କୁ ଦେଖେଇ ଦେଇଥିଲା ଯେ ଶାନ୍ତିର ସ୍ବର ବି କେତେ ପ୍ରଭାବଶାଳୀ ହୋଇପାରେ। ଯାହାଫଳରେ ଲକ୍ଷଲକ୍ଷ ଲୋକ ଗାନ୍ଧିଜୀଙ୍କ ବିଚାରଧାରା ପ୍ରତି ଆକୃଷ୍ଟ ହୋଇଥିଲେ। ଆଜି ବି ଅନେକ...

କପେ କଫି ଆଣେ ଫୂର୍ତ୍ତି

କପେ କଫି ପିଇବା ଦ୍ୱାରା ମନରେ ଫୂର୍ତ୍ତି ଆସିଥାଏ। ତେଣୁ ଲୋକେ କଫି ପିଇବାକୁ ପସନ୍ଦ କରିଥା’ନ୍ତି। କଫିର ଇତିହାସ ବହୁ ପୁରୁଣା। ପ୍ରଥମେ ୧୬୫୧ ମସିହାରେ ବ୍ରିଟେନ୍‌ରେ ପ୍ରଥମ କଫି ଦୋକାନ ଖୋଲିଥିଲା। ସେତେବେଳେ ପୁରୁଷମାନେ ଅଧିକ ସଂଖ୍ୟାରେ...

ଗୋଟିଏ ଦିନରେ ୨କୋଟି ଲୋକ କଲେ ଟ୍ରେନରେ ଯାତ୍ରା, ରେକର୍ଡ ସୃଷ୍ଟି କଲା ଚାଇନା ରେଲଓ୍ବେ

ବେଜିଂ,୩୦।୯: ଚାଇନାରେ ଗୋଟିଏ ଦିନରେ ୨କୋଟି ଲୋକ ଟ୍ରେନରେ ଯାତ୍ରା କରିଛନ୍ତି। ସେପ୍ଟେମ୍ବର ୨୯ର ଏହି ତଥ୍ୟ ଚାଇନା ରେଲଓ୍ବେରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ୧୮୫୪ ଅତିରିକ୍ତ ଟ୍ରେନ ସହିତ ସମୁଦାୟ ୧୨ହଜାର ୫୩୭ଟି ଟ୍ରେନ ଚଳାଚଳ...

ମାଲିକଙ୍କୁ ଛାଡ଼ିବାକୁ ପ୍ରସ୍ତୁତ ନୁହେଁ ହାତୀ, ଭିଡିଓ ଦେଖିଲେ…

ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ସ୍ବତନ୍ତ୍ର। ପଶୁମାନେ କଦାପି ପ୍ରତାରଣା କରନ୍ତି ନାହିଁ। ଥରେ ସେମାନେ ପ୍ରେମରେ ପଡ଼ିଲେ, ସେମାନେ ସେହି ବ୍ୟକ୍ତିଙ୍କୁ କେବେ ବି ଛାଡ଼ି ପାରନ୍ତି ନାହିଁ। ଏହାର ପ୍ରମାଣ ଏକ ଭାଇରାଲ ଭିଡିଓରେ...

ମୃତ୍ୟୁ ପରେ ଆଇନଷ୍ଟାଇନଙ୍କ ମସ୍ତିଷ୍କର କ’ଣ ହୋଇଥିଲା? ଜାଣିଲେ ଚକିତ ହେବେ…

୧୯୫୫ ଏପ୍ରିଲ ୧୮ରେ ଜର୍ମାନୀର ମହାନ ବୈଜ୍ଞାନିକ ଆଲବର୍ଟ ଆଇନଷ୍ଟାଇନଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ମୃତ୍ୟୁର କିଛି ଘଣ୍ଟା ପରେ ମୃତଦେହରୁ ତାଙ୍କ ମସ୍ତିଷ୍କ ଚୋରାଇ ନିଆଯାଇଥିଲା। ଜାଣନ୍ତି ପୁରା ଘଟଣା। ଆଇନଷ୍ଟାଇନ୍‌ଙ୍କ ମୃତ୍ୟୁର କିଛି ଘଣ୍ଟା ପରେ ପୋଷ୍ଟମର୍ଟମ...

ଛତିଶଗଡ଼ର ୟୁଟ୍ୟୁବରଙ୍କ ଗାଁ: ରହିଛନ୍ତି ୧୧୦୦ରୁ ଅଧିକ ୟୁଟ୍ୟୁବର…

ରାୟପୁର,୩୦।୯ : ସମ୍ପ୍ରତି ୟୁଟ୍ୟୁବ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆୟର ଉତ୍ସ ପାଲଟିଛି। ଛତିଶଗଡର ଏକ ଗାଁରେ ଜଣେ କିମ୍ବା ଦୁଇ ଅବା ଡଜନେ ୟୁଟ୍ୟୁବର ନୁହେଁ, ଅଛନ୍ତି ୧୧୦୦ରୁ ଅଧିକ ୟୁଟ୍ୟୁବର୍‌। ଛତିଶଗଡର ରାଜଧାନୀ ରାୟପୁରଠାରୁ ୪୫...

ଏହା ହେଉଛି ଦୁନିଆର ସବୁଠାରୁ ଛୋଟ ନଦୀ, ଲମ୍ବା କେବଳ ୬୧ ମିଟର

ଦୁନିଆର ସବୁଠାରୁ ଛୋଟ ନଦୀର ନାମ ‘ରୋ ନଦୀ’ ଅଟେ। ଏହା ଆମେରିକାର ମୋଣ୍ଟାନା ରାଜ୍ୟରେ ପ୍ରବାହିତ ହେଉଛି। ଏହା ମାତ୍ର ୬୧ ମିଟର ଲମ୍ବ। ସେହିଭଳି ଏହା ୧.୮-୨.୪ ମିଟର ଗଭୀର। ଲିଟିଲ୍‌ ବେଲ୍ଟ ପର୍ବତରୁ ଏହାର ଉତ୍ପତ୍ତି...

ଛୋଟିଆ ଗାଁ ପରେ ହୋଇଥିଲା କାନାଡା ଦେଶ, ଜାଣନ୍ତୁ କ’ଣ ଥିଲା ନାମ…

ଭାରତ ସହ ବିବାଦକୁ ନେଇ ଚର୍ଚ୍ଚାରେ ରହିଛି କାନାଡା। ହେଲେ ବେଶ କମ୍‌ ଲୋକ ଏଭଳି ଅଛନ୍ତି ଯିଏ କି କାନାଡାର ଅତୀତ ବିଷୟରେ ଅବଗତ। ଏକଦା କାନାଡା ଏକ ଛୋଟ ଗାଁ ଥିଲା, ଯାହାର ନାଁ ରହିଥିଲା ‘ଷ୍ଟାଡାକୋନା’।...

ତମାଖୁ ଯୋଗୁ ପ୍ରତି ୪ ସେକେଣ୍ଡରେ ଜଣଙ୍କର ମୃତ୍ୟୁ

ଜେନେଭା,୩୦।୯: ତମାଖୁ ପ୍ରତି ଚାରି ସେକେଣ୍ଡରେ ଜଣଙ୍କ ଜୀବନ ନେଉଛି। ଅର୍ଥାତ୍‌ ଗୋଟିଏ ବର୍ଷରେ ୮୦ ଲକ୍ଷ ଲୋକଙ୍କ ମୃତ୍ୟୁ ପାଇଁ ତମାଖୁ ଦାୟୀ । ବୟସ୍କମାନଙ୍କ ସହିତ ପିଲାମାନେ ମଧ୍ୟ ଏହାର ଶିକାର ହେଉଛନ୍ତି। ବିଶ୍ୱ ସ୍ବସ୍ଥ୍ୟ ସଂଗଠନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri