୧ ହଜାର ଡଙ୍ଗରିଆ ପିଲାଙ୍କୁ ଶିକ୍ଷାନୁଷ୍ଠାନ ପଠାଇଛନ୍ତି ସୁବର୍ଦ୍ଦିନୀ
ଶିକ୍ଷାର ଅଭାବ ଯୋଗୁ ଡଙ୍ଗରିଆ ଜନଜାତି ଲୋକେ ସମାଜର ମୁଖ୍ୟସ୍ରୋତରୁ ଦୂରରେ ରହିଥିଲେ। ତେବେ ଏମାନଙ୍କୁ ଶିକ୍ଷିତ କରି ସମାଜର ମୁଖ୍ୟସ୍ରୋତରେ ସାମିଲ କରାଇବା ନିମନ୍ତେ ଜଣେ ଆଦିବାସୀ ମହିଳା ନିଜକୁ ଉତ୍ସର୍ଗ କରିଛନ୍ତି। ସେ ହେଲେ ରାୟଗଡ଼ା ଜିଲା...
ବାଲ୍ୟବିବାହ ପ୍ରଥା ରୋକିବାକୁ ପ୍ରଭାସିନୀଙ୍କ ପ୍ରୟାସ
ପାଠପଢ଼ାରେ ସେ ପାରଙ୍ଗମ ଥିଲେ। ଶ୍ରେଣୀରେ ପ୍ରଥମ ବି ହେଉଥିଲେ। କିନ୍ତୁ ମାତାପିତାଙ୍କ ଭିନ୍ନ ମାନସିକତା ଯୋଗୁ ତାଙ୍କୁ ପାଠପଢ଼ା ଅଧାରୁ ଛାଡ଼ିବାକୁ ପଡ଼ିଥିଲା। ମାତ୍ର ଦଶମ ଶ୍ରେଣୀରେ ପଢ଼ୁଥିବାବେଳେ ଘର ଲୋକେ ତାଙ୍କର ବିବାହ କରିଦେଲେ। ହେଲେ ପାଠପଢ଼ିବା...
ନିଜ ସୁରକ୍ଷା ନିଜେ କରିବା ଆବଶ୍ୟକ: ନାଭ୍ୟା
ଅନେକ ସମୟରେ ଦେଖାଯାଏ ଝିଅ ହିଁ ଝିଅର ଶତ୍ରୁ ହୋଇଥାଏ। ତେଣୁ ଏଭଳି ଭାବନାରୁ ଦୂରେଇରହିବା ଜରୁରୀ। ସମସ୍ତଙ୍କ ପ୍ରତି ସମାନ ମନୋଭାବ ଆଣିବା ଆବଶ୍ୟକ। ଏଥିସହ ମା’ ବାପାମାନେ ଝିଅଙ୍କୁ ଆତ୍ମସୁରକ୍ଷା ଶିଖାଇବା ଉଚିତ। ବର୍ତ୍ତମାନ ପରିସ୍ଥିତିରେ ନାରୀଟିଏ...
ମହିଳାଙ୍କୁ ମର୍ଯ୍ୟାଦା ମିଳୁନି: ପାରମିତା
ମହିଳାମାନଙ୍କ ପାଇଁ ସତର୍କ ଏବଂ ସୁରକ୍ଷାପୂର୍ଣ୍ଣ ସମାଜ ଲାଗି ସବୁବେଳେ କାମନା କରି ଆସିଛି। ମଣିଷ ଭାବେ ମହିଳା ଏବଂ ପୁରୁଷ ଦୁହେଁ ସମାନ। ଏବେ ବି ମହିଳାଙ୍କୁ ତାଙ୍କର ନ୍ୟାଯ୍ୟ ମର୍ଯ୍ୟାଦା ଦିଆଯାଇ ପାରୁନାହିଁ ବୋଲି ସାହିତି୍ୟକା ପାରମିତା...
ଜିରାଫ୍କୁ ଖାଇବାକୁ ଦେଉଥିଲେ ବାଳକ, ତା’ପରେ ଘଟିଲା ଏମିତି
ଆଜିକାଲି ଲୋକଙ୍କ ମଧ୍ୟରେ ବନ୍ୟଜନ୍ତୁଙ୍କ କ୍ରେଜ ଦ୍ରୁତ ଗତିରେ ବଢିବାରେ ଲାଗିଛି। ବନ୍ୟଜନ୍ତୁ ସହିତ ଜଡିତ ଅନେକ ଭିଡିଓ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେଉଛି। ନିକଟରେ ଜଣେ ବାଳକ ଜିରାଫ୍କୁ ଖାଇବାକୁ ଦେବା ଭାରି ପଡିଛି। ଏହାର ଭିଡିଓ...
ଘୋଡ଼ା ପରି ଦେଖାଯାଉଥିବା ପ୍ରାଣୀ ଘୋଡ଼ା ନୁହନ୍ତି, ଚିହ୍ନିଲେ ଦେଖି…
ସୋସିଆଲ ମିଡିଆରେ ବେଳେବେଳେ ବିଚିତ୍ର ଫଟୋ ସବୁ ଭାଇରାଲ ହୋଇଥାଏ। ଫଟୋକୁ ଦେଖିଲେ ମଣିଷ ଅଧିକାଂଶ ସମୟରେ ଦ୍ୱନ୍ଦ୍ୱରେ ପଡ଼େ। ସେଗୁଡ଼ିକ ଅସଲି କିମ୍ବା ନକଲି ସନ୍ଦେହ ସୃଷ୍ଟି ହୁଏ। ଏବେ ସୋସିଆଲ ମିଡିଆରେ ସେମିତି ଏକ ଫଟୋ ଭାଇରାଲ...
ମନ୍ଦିର ନିର୍ମାଣବେଳେ ଧର୍ମ-ନିରଞ୍ଜନ ଦେବତା ପୂଜା
ସିଦ୍ଧିଦୁର୍ଗା ପାହାଡ଼ରୁ ପଥର କଟାହୋଇ ଆସି ପହଞ୍ଚତ୍ବା ପର୍ଯ୍ୟନ୍ତ ବୀର ବଡ଼ଜେନାଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ ଥିଲା। ବୀର ବଡ଼ଜେନାଙ୍କ ପରିଚୟ ମିଳିପାରି ନାହିଁ। ତାଙ୍କର ଶୃଙ୍ଖଳିତ କାର୍ଯ୍ୟନିର୍ବାହ ପାଇଁ ତିନିତୋଳା ସୁନାର ୨ଟି ହାତଖଡ଼ୁ (ବ୍ରେସ୍ଲେଟ) ଦିଆଯାଇଥିଲା। ପଥରଗୁଡ଼ିକ ଭେଳାରେ...
ଆପଲ୍ର ଲୋଗୋ ଅଧା ଖାଇବା ସେଓ ଭଳି କାହିଁକି ହୋଇଥାଏ: ଜାଣନ୍ତୁ କ’ଣ ରହିଛି କାରଣ
ଟେକ୍ନୋଲୋଜି ଦୁନିଆରେ ଆପଲ କମ୍ପାନୀର ନାମ ଅତ୍ୟନ୍ତ ସ୍ବତନ୍ତ୍ର। ଏହାର ବିଶେଷ ଉତ୍ପାଦ ହେତୁ କମ୍ପାନୀ ମୋବାଇଲ, କମ୍ପ୍ୟୁଟର ସମ୍ବନ୍ଧୀୟ ଜିନିଷ ବଜାରରେ ବହୁ ନାମ ଅର୍ଜନ କରିଛି। କମ୍ପାନୀର ନାମ ଯେତେ ଅନନ୍ୟ, ଏହାର ଲୋଗୋ ସେତେ ଅନନ୍ୟ...
କୁକୁରକୁ ଭାରତ ପଠାଇଲେ ଛାତ୍ର, ନିଜେ ଆସିବାକୁ ମନା କଲେ; କାରଣ ଜାଣିଲେ…
ରୁଷିଆ-ୟୁକ୍ରେନ ମଧ୍ୟରେ ଘମାଘୋଟ ଲଢ଼େଇ ଜାରି ରହିଛି। ଏବେ ବି କିଛି ଭାରତୀୟ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ଭାରତ ସରକାର ‘ଅପରେଶନ ଗଙ୍ଗା’ ଯୋଗେ ଛାତ୍ରୀଛାତ୍ରଙ୍କୁ ଏୟାରଲିଫ୍ଟ କରିସାରିଛନ୍ତି। ଏହି ସମୟରେ ଏକ ଭିନ୍ନ ଦୃଶ୍ୟ ସାମ୍ନାକୁ ଆସିଛି।...
ରାସ୍ତାରେ ଥିଲେ ଲୋକେ, ହଠାତ୍ ଆସିଲା ଚିତା; ଆଉ ତା’ ପରେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ...
୩୫୦ ବର୍ଷ ଧରି ଏହି ଗାଁର ଯୁବତୀ-ଯୁବକଙ୍କ ଘରେ ହୋଇନି ବାହାଘର, କାରଣ ଜାଣିଲେ…
ରାଜସ୍ଥାନର ବାରମର ଜିଲାରେ ଏମିତି ଏକ ଗାଁ ଅଛି, ଯେଉଁଠାରେ ପ୍ରାୟ ୩୫୦ ବର୍ଷ ଧରି କୌଣସି ଘରେ ବିବାହ ହୋଇ ନାହିଁ। ଅର୍ଥାତ୍ ଗ୍ରାମର ସମସ୍ତ ଅବିବାହିତ ଯୁବତୀ-ଯୁବକଙ୍କ ବିବାହ ମନ୍ଦିରରେ ହିଁ ହୋଇଥାଏ। ବିଶ୍ୱାସ କରାଯାଏ, ଯଦି...
କେକ୍ କୌତୁକ
ବହୁଦିନ ତଳର କଥା। ଜଣେ ବନ୍ଧୁଙ୍କ ଘରକୁ କିଛି କାମ ପାଇଁ ଯାଇଥିଲି। ବନ୍ଧୁଙ୍କ ସହ କଥା ହେଉଥିବା ବେଳେ ବନ୍ଧୁ ପତ୍ନୀ ସଦ୍ୟ ରୋଷେଇ ଘରେ ପ୍ରସ୍ତୁତ ହୋଇଥିବା ସୁଦୃଶ୍ୟ କେକ୍ ଖଣ୍ଡେ ଆଣି ପରଷି ଦେଲେ। ସୌଜନ୍ୟ...