ଫେବୃଆରୀରେ ଲାଗିବ ସୂର୍ଯ୍ୟପରାଗ, ସୂର୍ଯ୍ୟ ଚାରିପଟେ ଦେଖାଯିବ ନିଆଁର ବଳୟ! କେବେ ଦେଖି ନ ଥିବେ…
୬ ଫେବୃଆରୀ ୨୦୨୭ ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ହେବ। ଏହି ସମୟରେ ଆକାଶରେ ‘ରିଙ୍ଗ ଅଫ ଫାୟାର୍’ (Ring of Fire) ଅର୍ଥାତ ନିଆଁର ବଳୟ ଦୃଶ୍ୟମାନ ହେବ। ଜାଣନ୍ତୁ ଏହି ପରାଗ କେଉଁଠି ଦେଖାଯିବ ଏବଂ ଏହାର ବିଶେଷତା…
୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?
ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ନାମ। ସୋସିଆଲ ମିଡିଆ ଓ ବିଭିନ୍ନ ମିଡିଆ ରିପୋର୍ଟରେ ଦାବି କରାଯାଉଛି…
ସର୍ବୋଚ୍ଚ ସ୍ତରରେ ସମୁଦ୍ରର ଉଷ୍ମତା
ପୃଥିବୀ ଏବେ ଏକ ବଡ଼ ଜଳବାୟୁ ସଙ୍କଟ ଦେଇ ଗତି କରୁଛି। ୟୁରୋପୀୟ ଜଳବାୟୁ ସଂସ୍ଥା ‘କୋପରନିକସ’ର ସୂଚନା ଅନୁଯାୟୀ, ସମୁଦ୍ରଗୁଡ଼ିକର ତାପମାତ୍ରା ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ମାନବକୃତ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ ଏବଂ ‘ଏଲ୍ ନିନୋ’ର ମିଳିତ ପ୍ରଭାବ ଯୋଗୁ…
‘ଦି ପ୍ରାଇମ୍ ମିନିଷ୍ଟର୍ସ ଟେବୁଲ’
ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି କମ୍ ନୁହେଁ। ସାମ୍ବାଦିକା ପୂରବୀ ଶ୍ରୀଧର ଏବଂ ସଂଘିତା ସିଂହଙ୍କ ଦ୍ୱାରା ଲିଖିତ…
ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍, ସତର୍କ କରାଇବ କହିବ…
ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ ନାହିଁ। IIT ମାଡ୍ରାସର ବୈଜ୍ଞାନିକମାନେ ଏକ ସିଟ୍ ତିଆରି କରିଛନ୍ତି ଯାହା ଡ୍ରାଇଭରଙ୍କୁ…
ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…
କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ ଅନେକ ଭବିଷ୍ୟବାଣୀର ଉଲ୍ଲେଖ ରହିଛି, ଯାହା ପ୍ରତ୍ୟେକ ମଣିଷକୁ ଆଶ୍ଚର୍ଯ୍ୟଚକିତ କରିଦେବ। ତେବେ…
ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ
ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କ୍ରୋଏସିଆର ମ୍ଲେଟ୍ (Mljet) ଦ୍ୱୀପ ନିକଟରୁ ମିଳିଥିବା ଏହି…
ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…
ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ ଯଥାସମ୍ଭବ ଚେଷ୍ଟା କଲେ, କିନ୍ତୁ ଟଙ୍କା ଫେରି ପାଇଲେ ନାହିଁ। ପରେ ପୋଲିସକୁ…
ହଠାତ୍ ଟ୍ରେନ୍ ଟ୍ରାକ୍କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…
ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍ ଯିବାକୁ ଥିବାବେଳେ ହଠାତ୍ ଟ୍ରେନ୍ ଟ୍ରାକ୍କୁ ହାତୀପଲ ମାଡ଼ିଆସିଥିଲେ। ବନ ବିଭାଗ କର୍ମଚାରୀମାନେ ହାତୀଗୁଡ଼ିକୁ ଦେଖି ତୁରନ୍ତ ଟ୍ରେନ୍ର ଲୋକୋ ପାଇଲଟ୍…
ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ
କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ! ସ୍ବାଭାବିକ। କୋଣାର୍କକୁ ନେଇ ଯେଉଁମାନେ ଆଲୋଚନା କରିଛନ୍ତି, ସେମାନେ ଉପାସନାର ଗଭୀରତା ଭିତରକୁ…
ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…
ଓସ୍ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବା ଏବଂ ବିରକ୍ତ କରିବା ଅପରାଧରେ ଜଣେ ବୋଟ୍…
ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ
ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ କୁକୁର ଗାଈର ଏକ ଛୋଟ ବାଛୁରୀକୁ ନିଜ ପାଖରେ ବସାଇ କ୍ଷୀର ପିଆଉଥିବା…

