ସିଙ୍ଗଡ଼ା ଖାଇଲେ ମିଳିବ ୭୧ ହଜାର
ଲକ୍ଷ୍ନୌ ସିଙ୍ଗଡ଼ା କହିଲେ ସାଧାରଣତଃ ଆମେ ଆମ ହାତମୁଠାରେ ଧରି ପାରୁଥିବା ସିଙ୍ଗଡ଼ା କଥା ଭାବିଥାଉ। ହେଲେ ଉତ୍ତରପ୍ରଦେଶର ଏକ ମିଠା ଦୋକାନରେ ପ୍ରସ୍ତୁତ ବିରାଟ ସିଙ୍ଗଡ଼ା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଏହାର ନାମ ଦିଆଯାଇଛି ବାହୁବଳୀ ସିଙ୍ଗଡ଼ା। ୧୨…
ସଫଳ ଉଦ୍ୟୋଗୀ
ଦୃଢ଼ ମନୋବଳ, ଅଦମ୍ୟ ଇଚ୍ଛାଶକ୍ତି ଓ ଉଦ୍ୟମ ବଳରେ ରୁଚି ରଖୁଥିବା ବିଭିନ୍ନ ଦିଗରେ ସଫଳତା ସାଉଁଟି ସେମାନେ ସାଜିଛନ୍ତି ଯୁବସମାଜ ପାଇଁ ପ୍ରେରଣା। ଆଉ ଚାକିରି ହିଁ ରୋଜଗାରର ଏକମାତ୍ର ବଳିଷ୍ଠ ମାଧ୍ୟମ; ଅନେକଙ୍କ ମନରେ ଥିବା ଏହି ଭାବନାକୁ…
୫.୭ କୋଟିର ଘଣ୍ଟା ନେକ୍ଲେସ
ୱାଶିଂଟନ: ଅନ୍ତର୍ଜାତୀୟ ଗୀତିକାର ରିହାନା ଅନେକ ସମୟରେ ତାଙ୍କ ଜୀବନଧାରଣକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ପ୍ୟାରିସ୍ରେ ଆୟୋଜିତ ହେଉଥିବା ଫ୍ୟାଶନ ଶୋ’ ଲୁଇସ୍ ଭୁଇଟନ୍ ମେନ୍ସ ସ୍ପ୍ରିଙ୍ଗ ୨୦୨୪ ଶୋ’ରେ ତାଙ୍କ ବନ୍ଧୁ ଏ.ପି. ରକ୍କିଙ୍କ ସହ ଯୋଗଦେଇଥିଲେ। ସେ…
ରାଇନାଙ୍କ ରେଷ୍ଟୁରାଣ୍ଟ
ଆମଷ୍ଟରଡାମ୍: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ସୁରେଶ ରାଇନା ନିକଟରେ ତାଙ୍କ ରୁଚିକୁ ପୂରଣ କରିଥିବା କହିଛନ୍ତି। ସେ ନେଦରଲାଣ୍ଡର ରାଜଧାନୀ ଆମଷ୍ଟରଡାମ୍ରେ ତାଙ୍କର ଏକ ଭାରତୀୟ ରେଷ୍ଟୁରାଣ୍ଟ ଖୋଲିଛନ୍ତି। ସେ ବର୍ଷ ବର୍ଷ ଧରି ଖାଦ୍ୟ ପ୍ରତି ଥିବା…
ଟାଇଟାନ୍ରେ ଯାତ୍ରା ପାଇଁ କେତେ ଟଙ୍କା ଆବଶ୍ୟକ
ଓସେନ୍ଗେଟ୍ର ଟାଇଟାନ୍ ବୁଡ଼ାଜାହାଜରେ ଯାତ୍ରା କରିବା ଲାଗି ଜଣେ ବ୍ୟକ୍ତିଙ୍କୁ ୨୫୦,୦୦୦ ଡଲାର (୨,୦୫,୦୬,୯୩୭ ଟଙ୍କା)ର ଆବଶ୍ୟକତା ପଡ଼ିଥାଏ। ପାଖାପାଖି ୪୦୦ ମାଇଲ୍ ଯାତ୍ରା କରୁଥିବା ଏହି ବୁଡ଼ାଜାହାଜ ୮ ଦିନ କାଳ ଗଭୀର ଜଳରେ ରହିଥାଏ। ମେରାଇନ୍ ଟେକନୋଲୋଜି ସୋସାଇଟି…
ଟାଇଟାନିକ୍ ଦେଖିବାକୁ କମ୍ ଲୋକ ଆଗ୍ରହୀ
ସମୁଦ୍ର ରାଣୀ ଭାବେ ଜଣାଯାଉଥିବା ଟାଇଟାନିକ୍ ଜାହାଜ ୧୯୧୨ ଏପ୍ରିଲ ୧୪ରେ ବୁଡ଼ିଯାଇଥିଲା। ୧୯୮୫ରେ ରୋବର୍ଟ ବାଲାର୍ଡ ଟାଇଟାନିକର ଭଗ୍ନାବଶେଷକୁ ସମୁଦ୍ରର ଗଭୀର ଜଳ ମଧ୍ୟରେ ଠାବ କରିଥିଲେ। ଟାଇଟାନିକକୁ ଦେଖିବା ସାଙ୍ଗକୁ ସମୁଦ୍ରର ଭିତର ବାତାବାରଣ ଦେଖିବା ପାଇଁ ଲୋକଙ୍କ…
ଭଲ ବ୍ୟବସାୟ ଲାଗି ଘୋଡ଼ାକୁ ଜୋରଜବରଦସ୍ତି ଟଣାଉଛନ୍ତି ଗଞ୍ଜେଇ
ଡେରାଡୁନ୍: ଏକ ଘୋଡ଼ାକୁ ୨ ଜଣ ବ୍ୟକ୍ତି ଜୋର ଜବରଦସ୍ତ ଧୂମପାନ କରାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏପରି ଘଟଣା ଦେଖିବାକୁ ମିଳିଛି ଉତ୍ତରାଖଣ୍ଡର କେଦାରନାଥ ମନ୍ଦିରକୁ ଯିବା ରାସ୍ତାରେ। ଗୁରୁବାର ଏହି ଭିଡିଓ ଭାଇରାଲ ହେବା…
ବିବାହ ନେଇ ଗୁଜବ
ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ନାୟିକା ରଶ୍ମିକା ମନ୍ଦାନାଙ୍କୁ ନେଇ ଏବେ ପୁଣି ଚର୍ଚ୍ଚା ଜୋର ଧରିଛି। ତେବେ ଏହି ଚର୍ଚ୍ଚା ରଶ୍ମିକାଙ୍କ କ୍ୟାରିୟର୍କୁ ନେଇକି ନୁହେଁ ବରଂ ତାଙ୍କ ମ୍ୟାରେଜ୍କୁ ନେଇ ଏବେ ବିଭିନ୍ନ ଗଣମାଧ୍ୟମରେ ନାନା…
ଲିଙ୍ଗ ବଦଳାଇବେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଝିଅ
କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଝିଅ ସୁଚେତନା ଭଟ୍ଟାଚାର୍ଯ୍ୟ ଲିଙ୍ଗ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏ ନେଇ କରାଯିବାକୁ ଥିବା ପ୍ରାଥମିକ ପ୍ରକ୍ରିୟା ସୁଚେତନା ଆରମ୍ଭ କରିଦେଇଥିବା କହିଛନ୍ତି। ନିଜର ଏ ପ୍ରକାର ନିଷ୍ପତ୍ତି ପାଇଁ ସେ ଏବେ…
ସବୁଠୁ ବାସୋପଯୋଗୀ ସହର ସୂଚୀରେ ଭାରତରୁ ୫
ହାଇଦ୍ରାବାଦ: ବିଶ୍ୱରେ ଏମିତି ଅନେକ ସହର ରହିଛି, ଯେଉଁଠାରେ ଲୋକ ରହିବାକୁ ପସନ୍ଦ କରନ୍ତି। ନିକଟରେ ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟି (ଇଆଇୟୁ) ପକ୍ଷରୁ ବିଶ୍ୱର ସବୁଠୁ ବାସୋପଯୋଗୀ ସହର ଗୁଡ଼ିକର ଏକ ନାମ ତାଲିକା ପ୍ରକାଶ ପାଇଛି। ଏହି ସୂଚୀରେ ବିଶ୍ୱର…
ପଞ୍ଜୁରିରେ ମୋଷ୍ଟ ଓ୍ବାଣ୍ଟେଡ୍ ମାଙ୍କଡ଼
ଭୋପାଳ: ଧରାପଡ଼ିଲା ମୋଷ୍ଟ ଓ୍ବାଣ୍ଟେଡ୍ ମାଙ୍କଡ଼। ମଧ୍ୟପ୍ରଦେଶ ରାଜଗଡ଼ରୁ ଏହି ମାଙ୍କଡ଼କୁ ପ୍ରାଣୀ ଉଦ୍ଧାରକରୀ ଦଳ ଧରିବାରେ ସକ୍ଷମ ହୋଇଛି। କିଛିଦିନ ହେବ ରାଜଗଡ଼ରେ ଉତ୍ପାତ ଆରମ୍ଭ କରିଥିଲା ଏହି ଦୁଷ୍ଟ ମାଙ୍କଡ଼। ଲୋକେ ଏହି ମୋଷ୍ଟ ଓ୍ବାଣ୍ଟେଡ୍ ମାଙ୍କଡ଼ର ଉପଦ୍ରବରେ…
ଚଳନ୍ତା ଟ୍ରେନ ଉପରେ ଷ୍ଟଣ୍ଟ, ସଲମାନ ଖାନଙ୍କ ଅନ୍ଦାଜରେ କଲେ ଭିଡିଓ
ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ଲୋକେ କିଛି ବି କରିବାକୁ ପଛାନ୍ତିନାହିଁ। ଆପଣ ଦେଖିଥିବେ ସୋସିଆଲ ମିଡିଆରେ ପ୍ରାୟତଃ ଷ୍ଟଣ୍ଟର ଭିଡିଓ ଭାଇରାଲ ହୁଏ। ଲୋକମାନେ ନିଜ ଜୀବନକୁ ବାଜି ଲଗାଇ ଷ୍ଟଣ୍ଟର ଭିଡିଓ ପ୍ରସ୍ତୁତ କରନ୍ତି ଏବଂ ସୋସିଆଲ…
Archives


