ଫୁରସତ

ଗଣେଶଙ୍କ ଆଧାରକାର୍ଡ

ରାଞ୍ଚି: ଗଣେଶପୂଜା ଅବସରରେ ଅନେକ ସ୍ଥାନରେ ଗଣେଶଙ୍କର ଭିନ୍ନ ପ୍ରକାର ପ୍ରତିମୂର୍ତ୍ତି ତିଆରି କରାଯାଇଛି। ଝାଡ଼ଖଣ୍ଡର ଜାମଶେଦପୁରର ଏକ ପୂଜା ମଣ୍ଡପରେ ଗଣେଶ ପ୍ରଭୁଙ୍କ ଆଧାରକାର୍ଡ ତିଆରି ହୋଇଛି। ଏହି ଆଧାରକାର୍ଡରେ ଗଣେଶଙ୍କ ବ୍ୟକ୍ତିଗତ ବିବରଣୀ ଦିଆଯାଇଛି। ବାପାଙ୍କ ନାମ...

ଭାଇଙ୍କୁ ପ୍ରେମିକ ଭାବି ୬ ବର୍ଷ ଧରି ଭଲ ପାଉଥିଲେ ଯୁବତୀ, ଜାଣିବା ପରେ…

କୁହାଯାଏ, ପ୍ରେମ ଅନ୍ଧ। ଏହା ଧନୀ, ଦରିଦ୍ର, ଜାତି, ଧର୍ମ, ବର୍ଣ୍ଣ ଦେଖେ ନାହିଁ। ତଥାପି ପ୍ରେମ ଏବଂ ବିବାହ ପାଇଁ କିଛି ସୀମା ସରହଦ ରହିଛି। ଯାହାକୁ କେହି ଉଲ୍ଲଂଘନ କରିବାକୁ ଚାହିଁବେ ନାହିଁ। ଉଦାହରଣ ସ୍ବରୂପ, ଜଣେ...

ମଲ୍‌ରେ କିଭଳି ଚତୁରତାର ସହ ଗଛ ଚୋରି କରୁଛନ୍ତି ବୃଦ୍ଧ ଦମ୍ପତି, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ, ଭିଡିଓ ଭାଇରାଲ ହେବାରେ ଲାଗିଛି। ଠିକ୍‌ ସେପରି ଏକ ଭିଡିଓ ସାମ୍ନାକୁ ଆସିଛି। ଯାହା ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ତେବେ ସେହି ଭିଡିଓରେ ଦେଖିବାକୁ ମିଳିଛି ଯେ,...

୭ ସନ୍ତାନର ପିତା କରିବାକୁ ଯାଉଥିଲେ ପଞ୍ଚମ ବିବାହ: ଧରାପଡିବା ପରେ…

ଲକ୍ଷ୍ନୌ,୧।୯: ଉତ୍ତର ପ୍ରଦେଶର ସୀତାପୁରରେ ଏକ ରୋଚକ ଘଟଣା ଘଟିଛି। ୭ ସନ୍ତାନର ପିତା ଗୁପ୍ତ ଭାବେ ପଞ୍ଚମ ବିବାହ କରିବାକୁ ଯାଉଥିବାବେଳେ ତାଙ୍କର ପିଲାମାନେ ଘଟଣାସ୍ଥଳରେ ପହଞ୍ଚି ହଙ୍ଗାମା ସୃଷ୍ଟି କରିଥିଲେ। ପିଲାମାନେ ବର ବେଶରେ ଆସିଥିବା ପିତାଙ୍କୁ...

ମାନଚିତ୍ରରୁ ହଟିଲା ଏହି ସହର

ବିଭିନ୍ନ କାରଣରୁ ଦୁନିଆର ଅନେକ ସ୍ଥାନ ପ୍ରସିଦ୍ଧି ଲାଭ କରିଥାନ୍ତି। କେଉଁ ସ୍ଥାନ ସୌନ୍ଦର୍ଯ୍ୟ ପାଇଁ ତ ଆଉ କିଏ ତା’ର ଇତିହାସ ଯୋଗୁ ପ୍ରସିଦ୍ଧ ହୋଇଥାଏ। ଆଜି ଏମିତି ଏକ ସ୍ଥାନ ବିଷୟରେ କହିବୁ ଯାହା ବର୍ତ୍ତମାନ ଜନଶୂନ୍ୟ...

ନୂଆଁଖାଇ ଓ ରକ୍ଷାବନ୍ଧନ

କୃଷିଭିତ୍ତିକ ପର୍ବ ନୂଆଁଖାଇ । ଏହା କୃଷି ସଭ୍ୟତାର ସାକ୍ଷୀ ହେବା ସଙ୍ଗେ ସଙ୍ଗେ ଉନ୍ନତ ସାମାଜିକ ଜୀବନଯାପନ କରିବା ଲାଗି ପ୍ରେରଣା ଦେଇଥାଏ। ପରସ୍ପର ଭିତରେ ମୈତ୍ରୀଭାବ ଓ ସୌହାର୍ଦ୍ଦ୍ୟ ସ୍ଥାପନ କରି ସୁସ୍ଥ ସାମାଜିକ ଜୀବନ ଅତିବାହିତ...

ନୂଆଁଖାଇ ତିହାର୍‌: ନୂଆ ଆହ୍ବାନ ‘ସାମାଜିକ ଦୂରତାରୁ ସାମାଜିକ ନିବିଡ଼ତା’

ନୂଆଁଖାଇ ତିହାର୍‌ର ମୂଳ ଆବେଦନ ସାମାଜିକ ନିବିଡତା। ଏଥିରେ ସାମାଜିକ ଦୂରତାର ସ୍ଥାନ ନାହିଁ। କେଉଁ ଆବହମାନ କାଳରୁ ପଶ୍ଚିମ ଓଡିଶା ବା କୋଶଳାଞ୍ଚଳର ଭୌଗୋଳିକ ପରିସୀମାରେ ନୂଆଁଖାଇ ତିହାର ପାଳିତ ହୋଇଆସୁଛି। ଏହାକୁ ପ୍ରଥମ ଅନ୍ନର ପର୍ବ କୁହାଯାଏ।...

ଭୁଲ୍‌ରେ ବ୍ୟାଙ୍କ ଆକାଉଣ୍ଟରେ ଟ୍ରାନ୍ସଫର୍‌ ହୋଇଗଲା ୫୭ କୋଟି ଟଙ୍କା: ଆଉ ତା’ପରେ

ମେଲବୋର୍ଣ୍ଣ,୧।୯: ସାଧାରଣତଃ ଅନେକ ଥର ଭୁଲରେ ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ବିପୁଳ ପରିମାଣର ଅର୍ଥ ଟ୍ରାନ୍ସଫର୍‌ ହୋଇଯାଏ। ଏଭଳି ପରିସ୍ଥିତିରେ ଟଙ୍କା ପାଇଥିବା ଲୋକଙ୍କୁ ବ୍ୟାଙ୍କକୁ ଟଙ୍କା ଫେରସ୍ତ କରିବାକୁ ପଡେ। ଭାରତରେ ଏଭଳି ଅନେକ ଘଟଣା ଘଟିଛି। ଏବେ...

ନୂଆଁଖାଇର ନିଆରା ପରମ୍ପରା: ନଈ ଓ ଡଙ୍ଗାପୂଜା…

ସାରା ପୃଥିବୀର ଜୀବନ ଜୀବିକାରେ ନଈର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା। ଏଇ ନଈକୂଳରେ ହିଁ ଯାତାୟତ ଓ ନୌବାଣିଜ୍ୟ ପାଇଁ ଗଢି ଉଠିଥିଲା ବସତି। ସେଇ କ୍ରମରେ ଓଡିଶାର ନୌବାଣିଜ୍ୟ ପରମ୍ପରା ବି ବହୁତ ପୁରୁଣା। ଆଉ ଅତୀତରେ ଓଡିଶାର...

ମୋବାଇଲ ଫୋନ ଅଧିକ ବ୍ୟବହାର କଲେ ବୃଦ୍ଧି ହୋଇପାରେ ମେଦବହୁଳତା, ଗବେଷଣା ରିପୋର୍ଟ…

ଓ୍ବାଶିଂଟନ, ୧।୯ : ମୋବାଇଲ ଫୋନ ଠାରୁ ଆରମ୍ଭ କରି ଲାପଟପ ଏବଂ ଟ୍ୟାବ ଆଦି ସହିତ ଅଧିକ ସମୟ ବିତାଇବା ଦ୍ୱାରା ମେଦବହୁଳତା ତଥା ମାନସିକ ସମସ୍ୟା ବୃଦ୍ଧି ପାଇବାର ଯଥେଷ୍ଟ ଆଶଙ୍କା ରହିଛି। ଏହି ଉପକରଣଗୁଡ଼ିକରୁ ବିଚ୍ଛୁରିତ...

ଘଣ୍ଟା ପ୍ରତି ୧୦୦୦ କିଲୋମିଟର ବେଗରେ ଗଡ଼ିବ ଏହି ଟ୍ରେନ୍‌

ବୁଲେଟ ଟ୍ରେନ୍‌ ଠାରୁ ୩ ଗୁଣ ଦ୍ରୁତଗତିରେ ଗଡ଼ିବ ଏକ ଟ୍ରେନ୍‌। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। କାନାଡାର ଷ୍ଟାର୍ଟଅପ୍‌-ଟ୍ରାନ୍ସପ୍ୟାଡ୍‌ ଏପରି ଅସମ୍ଭକୁ ସମ୍ଭବ କରିଛି। ‘ଫ୍ଲକ୍ସଜେଟ୍‌’ ନାମକ ଏହି ଟ୍ରେନ୍‌ ପ୍ରକୃତରେ ବିମାନ ଏବଂ ଟ୍ରେନ୍‌ର...

ମଣିଷ ପରି ଲୁଗା ସଫା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ମାଙ୍କଡ଼ମାନଙ୍କର ଅନେକ ଭିଡିଓ ଭାଇରାଲ ହୋଇଥାଏ। କେତେବେଳେ ମାଙ୍କଡ଼ ମଣିଷ ହାତରୁ ସ୍ମାର୍ଟ ଫୋନ୍‌ ଛଡ଼ାଇ ନିଏ ତ ଆଉ କେତେବେଳେ ଛୋଟ ପିଲାଙ୍କୁ ଗାଧୋଇ ଦେବାର ଭିଡିଓ ଦେଖିବାକୁ ମିଳିଥାଏ। ଏବେ ସେମିତି ଏକ ମାଙ୍କଡ଼ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri