ଫୁରସତ

ଭଲପାଇବା ଦର୍ଶାଇବାକୁ ମଥାରେ ସ୍ବାମୀଙ୍କ ନାମର ଟାଟୁ

ବେଙ୍ଗାଲୁରୁ: ଲୋକେ ସେମାନଙ୍କ ପ୍ରେମକୁ ଜାହିର କରିବାକୁ ଯାଇ ବିଭିନ୍ନ ଉପାୟ ଆପଣେଇଥାନ୍ତି। ନିକଟରେ ଜଣେ ମହିଳା ଏପରି କିଛି କରିଛନ୍ତି। ତାହାର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମହିଳା ଜଣକ ତାଙ୍କ ସ୍ବାମୀଙ୍କୁ ଉପହାର…

ଲକି ଡ୍ରରୁ ମିଳିଥିବା ୮୨ ଲକ୍ଷ ଟଙ୍କାରେ ଗାଁରେ ସ୍କୁଲ କରିବେ

ୱାଶିଂଟନ: ଯଦି ଜଣେ ବ୍ୟକ୍ତିଙ୍କୁ ହଠାତ୍‌ ବହୁତ ଟଙ୍କା ମିଳିଯାଏ, ତେବେ ସେ କ’ଣ କରିବେ? ଏହା ସାଧାରଣ କଥା ଯେ ସେ ତାଙ୍କ ଜରୁରୀ କାମରେ ଖର୍ଚ୍ଚ କରିବେ। ନିକଟରେ ଜଣେ ବ୍ୟକ୍ତି ଲକି ଡ୍ର ମାଧ୍ୟମରେ ୮୨ ଲକ୍ଷ…

ଚାକିରି ଛାଡ଼ି ରହୁଛନ୍ତି ଜଙ୍ଗଲରେ

ସାକ୍ରାମେଣ୍ଟୋ: ଆଜିକାଲିର ଲୋକଙ୍କୁ ଦୌଡ଼ାଦୌଡ଼ି ଜୀବନ ପସନ୍ଦ ଆସୁଛି। କାରଣ ସେମାନେ ସେପରି ପରିବେଶରେ ରହି ଶାନ୍ତ ପରିବେଶକୁ ଭୁଲି ଗଲେଣି। ସହରର ଚାଲିଚଳଣରେ ନିଜକୁ ଖାପଖୁଆଇ ରହିଆସିଲେଣି। ସେଥିପାଇଁ ସେମାନେ ପ୍ରକୃତିକୁ ଭୁଲିଗଲେଣି। ଆମେରିକାର ଜଣେ ବ୍ୟକ୍ତି ତାଙ୍କ ସହର…

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା

ରୋଡ୍‌ ଟ୍ରିପ୍‌ ସ୍ବତନ୍ତ୍ର ହୋଇଥାଏ, ଯେତେବେଳେ ଆପଣ ସାଙ୍ଗ କିମ୍ବା ପରିବାର ସଦସ୍ୟଙ୍କ ସହିତ ଏକ ଲଙ୍ଗ୍‌ ଡ୍ରାଇଭରେ ଯାଇଥାନ୍ତି। କିନ୍ତୁ ଯଦି ଆପଣ ବୋଲିଭିଆରେ ଅଛନ୍ତି, ତେବେ ଏଠାରେ ସବୁଠାରୁ ବିପଜ୍ଜନକ ରାସ୍ତାରେ ଗାଡ଼ି ଚଳାଇ ବାହାରକୁ ଯାଆନ୍ତୁ ନାହିଁ।…

ରାମଚରିତମାନସ ପାଠ ଦୁନିଆର ସବୁଠାରୁ ଲମ୍ବା ଗୀତ: ଜଗଦୀଶ ପିଲ୍ଲାଇ କଲେ ବିଶ୍ୱ ରେକର୍ଡ…

ବାରାଣସୀ,୨୫।୫ : ଗୋଟିଏ ପଟେ ରାମଚରିତମାନସଙ୍କ ସମ୍ପର୍କରେ ରାଜନୈତିକ କରିଡରରେ ବିବାଦ ଲାଗି ରହିଥିବା ବେଳେ ଅନ୍ୟପଟେ ଧାର୍ମିକ କାଶୀ ସହରରେ ରହୁଥିବା କେରଳର ଜଗଦୀଶ ପିଲ୍ଲାଇ ଗୀତ ଆକାରରେ ରାମଚରିତମାନସ ପାଠ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ୧୩୮…

ମଙ୍କିପକ୍ସରୁ ସୁରକ୍ଷା ଦେବ ବସନ୍ତ ଟିକା…

ଷ୍ଟକହୋମ,୨୫।୫ : ସ୍ବିଡେନର ଅନୁସନ୍ଧାନକାରୀମାନେ ଏକ ଅଧ୍ୟୟନରେ ଦାବି କରିଛନ୍ତି ବସନ୍ତ ଟିକା ମଙ୍କିପକ୍ସ ସଂକ୍ରମଣରୁ ସୁରକ୍ଷା କରିବାରେ ସକ୍ଷମ। ୧୯୭୦ ଦଶକରେ ବ୍ୟାପିଥିବା ବସନ୍ତ ମହାମାରୀ ସମୟରେ ଟିକାକରଣ ଆରମ୍ଭ ହୋଇଥିଲା। ଏହି ଟିକା ମଙ୍କିପକ୍ସ ସଂକ୍ରମଣ ବିରୁଦ୍ଧରେ ନିରନ୍ତର…

ଯୁବତୀଙ୍କ କ୍ୟାରିୟର ନଷ୍ଟ କରିଦେଲା ଡିଏନ୍‌ଏ ଟେଷ୍ଟ, କାରଣ ଜାଣିଲେ…

ଏପରି କିଛି କଥା ଜୀବନରେ ସାମ୍ନାକୁ ଆସିଥାଏ, ଯାହା ଆମେ କେବେ କଳ୍ପନା ମଧ୍ୟ କରି ନ ଥାଉ। ବିଜ୍ଞାନର ଅଗ୍ରଗତି ଯୋଗୁ ଏତେ ସୁବିଧା ଅଛି ଯେ, ଜଣେ ମଣିଷ କିଛି ସମୟ ମଧ୍ୟରେ ଅନେକ ଲୁକ୍କାୟିତ ଜିନିଷ ସମ୍ପର୍କରେ…

ଡିଜିଟାଲ ବ୍ରିଜ ଟେକ୍ନୋଲୋଜି ଯୋଗୁ ୧୨ ବର୍ଷ ପରେ ଚାଲିଲେ ପକ୍ଷାଘାତ ବ୍ୟକ୍ତି…

ଆମଷ୍ଟେରଡାମ,୨୫।୫ : ଟେକ୍ନୋଲୋଜି ଯୋଗୁଁ ବିଶ୍ୱ ଦ୍ରୁତ ଗତିରେ ବଦଳୁଛି। ବର୍ତ୍ତମାନ ଏପରି ଏକ ଟେକ୍ନୋଲୋଜି ଆସିଛି, ଯାହା ବିଷୟରେ ଜାଣି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ନେଦରଲାଣ୍ଡର ଜଣେ ବ୍ୟକ୍ତି ଦୁର୍ଘଟଣା ଯୋଗୁ ପକ୍ଷାଘାତ ହୋଇ ଚାଲିବାକୁ ଅସମର୍ଥ ହୋଇଥିଲେ।…

ଲମ୍ବା ନାକ ରେକର୍ଡଧାରୀଙ୍କ ମୃତ୍ୟୁ

ଅଙ୍କାରା: ଲମ୍ବା ନାକ ପାଇଁ ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡ କରିଥିବା ମେହମେତ୍‌ ଓଜୁରେକ୍‌ (୭୫)ଙ୍କ ନିକଟରେ ମୃତ୍ୟୁ ହୋଇଛି। ସେ ଏଥିପାଇଁ ୨୦୦୧, ୨୦୧୦ ଏବଂ ତୃତୀୟ ଥର ପାଇଁ ୨୦୨୧ରେ ପୁରସ୍କୃତ ହୋଇଛନ୍ତି। ତାଙ୍କ ନାକର ଲମ୍ବ…

ବର୍ଷକୁ ୮ କୋଟି ରୋଜଗାର କରୁଛି କୁକୁର

ନୂଆଦିଲ୍ଲୀ: ଲୋକେ ଅଧିକ ଟଙ୍କା ରୋଜଗାର କରି କୋଟିପତି ହେବାକୁ ଚାହୁଁଛନ୍ତି। ହେଲେ ଆଜିକାଲି ଟଙ୍କା ରୋଜଗାର କରିବା ବହୁତ କଷ୍ଟ ହୋଇଗଲାଣି। ଅନେକ ଲୋକ ଘର ଛାଡ଼ି ବାହାରକୁ ଦାଦନ ଖଟିବାକୁ ଗଲେ ମଧ୍ୟ ଭଲରେ ଚଳିପାରୁ ନାହାନ୍ତି। ନିକଟରେ…

ସଚେତନତା ଲୋଡ଼ା

ଯେତେ ପ୍ରକାରର ମାନସିକ ସମସ୍ୟା ରହିଛି ସେଥିମଧ୍ୟରୁ ସ୍କିଜୋଫ୍ରେନିୟା ହେଉଛି ସବୁଠାରୁ ଗମ୍ଭୀର ସମସ୍ୟା। ଏଥିରେ ରୋଗୀର ବ୍ୟବହାର ଓ ଚିନ୍ତା କରିବାର ଶକ୍ତି ମୁଖତଃ ପ୍ରଭାବିତ ହୋଇଥାଏ। ପ୍ରତି ବର୍ଷ ମେ’ ୨୪ ତାରିଖରେ ବିଶ୍ୱ ସ୍କିଜୋଫ୍ରେନିୟା ଦିବସ ପାଳନ…

ଗାଡ଼ିରେ ରିଲ୍ସ ବନେଇ ଫାଇନ ଭରିଲେ

ଲକ୍ଷ୍ନୌ: ଲୋକେ ନିଜ ବିବାହକୁ ମେମୋରେବଲ କରିବା ପାଇଁ ବହୁତ ପ୍ଲାନ୍‌ କରୁଛନ୍ତି। ଏଥିସହ ବର କନ୍ୟା ବିବାହ ପୂର୍ବରୁ ବିଭିନ୍ନ ସ୍ଥାନକୁ ଯାଇ ପ୍ରିୱେଡିଂ ଫଟୋଶୁଟ ମଧ୍ୟ କରୁଥିବା ନଜରକୁ ଆସୁଛନ୍ତି। ହେଲେ ନିକଟରେ ଜଣେ କନ୍ୟାଙ୍କ ଭିଡିଓ ସୋସିଆଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri