ଫୁରସତ

ବୁରୁଣ୍ଡି ସବୁଠୁ ଗରିବ ଦେଶ

ଜିଟେଗା: ପୂର୍ବ ଆଫ୍ରିକାର ଏକ ଛୋଟ ଦେଶ ବୁରୁଣ୍ଡି ବିଶ୍ୱର ସବୁଠୁ ଗରିବ ଦେଶ ଭାବେ ପରିଚିତ। ଏହି ଦେଶର ଲୋକ ସଂଖ୍ୟା ୨୦୨୧ ସୁଦ୍ଧା ୧.୨୬ କୋଟି। ଏଠାରେ ଲୋକଙ୍କ ବାର୍ଷିକ ଆମଦାନୀ ୧୮୦ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ…

ମହାକାଶରେ ବିବାହ କରିବେ ବେଜୋସ୍‌

ପ୍ୟାରିସ୍‌: ଆମାଜନ୍‌ର ସମ୍ପାଦକ ୫୯ ବର୍ଷୀୟ ଜେଫ ବେଜୋସ୍‌ ନିଜ ରିଲେଶନକୁ ନେଇ ଚର୍ଚ୍ଚାରେ ରହୁଥିବାବେଳେ ଏବେ ସେ ବିବାହ କରିବାକୁ ଯାଉଥିବା ଖବର ମିଳିଛି। ତେବେ ଏହି ବିବାହ ସମସ୍ତଙ୍କ ବିବାହଠାରୁ ଭିନ୍ନ ହେବ। କାରଣ ସେ ମହାକାଶରେ ବିବାହ…

ଘାତକ ତମାଖୁ

ଧୂମପାନର ଭୟାବହତା ସମ୍ପର୍କରେ ଆମକୁ ଚେତେଇ ଚାଲିବାରେ ଚିକିତ୍ସକମାନେ କୌଣସି ଉଣା କରିନାହାନ୍ତି। ଅଥଚ ଆମ୍ଭମାନଙ୍କ ମଧ୍ୟରୁ ଅନେକ ଏହି ପରାମର୍ଶକୁ ଏ କାନରେ ଶୁଣି ସେ କାନରେ ବାହାର କରିଦେଉଛନ୍ତି। କାହିଁକି ସେମାନେ ଟାଣି ଚାଲିଛନ୍ତି ପ୍ୟାକେଟ୍‌ ପ୍ୟାକେଟ ସିଗାରେଟ୍‌,…

ମୋ ବାପା ଦେଇଛନ୍ତି ଯୌତୁକ, ଖାଦ୍ୟ ରାନ୍ଧି ମତେ ଖାଇବାକୁ ଦିଅ, ମୁଁ ରୋଷେଇ କରିବି ନାହିଁ: ସ୍ତ୍ରୀ-ସ୍ବାମୀଙ୍କ ନିଆରା ବିବାଦ କୋର୍ଟରେ…

ଲକ୍ଷ୍ନୌ,୩୦।୫ : ଉତ୍ତରପ୍ରଦେଶର ଆଗ୍ରାରେ ସ୍ତ୍ରୀ-ସ୍ବାମୀଙ୍କ ବିବାଦର ଏକ ନିଆରା ମାମଲା ସାମ୍ନାକୁ ଆସିଛି। ସ୍ତ୍ରୀ କହିଛନ୍ତି ତାଙ୍କ ବାପା ବହୁତ ଯୌତୁକ ଦେଇଛନ୍ତି, ତେଣୁ ସେ ରୋଷେଇ କରିବେ ନାହିଁ। କେବଳ ଏତିକି ନୁହେଁ, ସ୍ତ୍ରୀ ସ୍ବାମୀଙ୍କୁ ଯୌତୁକ ଟଙ୍କାରେ…

ମହାମାରୀ ପରେ ସଚେତନ ହୋଇଛନ୍ତି ଭାରତୀୟ, କିନ୍ତୁ ୭ ଜଣଙ୍କ ମଧ୍ୟରୁ କେବଳ ଜଣେ ଆପଣେଉଛନ୍ତି ସ୍ବଚ୍ଛତା…

ନୂଆଦିଲ୍ଲୀ,୩୦।୫ : ଭାରତରେ ସାଧାରଣତଃ ସଫା କରିବାର ଦୁଇଟି ପଦ୍ଧତି ଅଛି। କେହି ଘରେ ଝାଡୁ ଲଗାଇ ସଫା କରିଥାନ୍ତି ଅବା ଅନ୍ୟ କେହି ପୋଛିଥାନ୍ତି। ଯେତେବେଳେ ଝାଡୁ କରାଯାଇଥାଏ ସେତେବେଳେ ଧୂଳି କଣିକା ଭୂମିରୁ ଉଡି କାନ୍ଥ, ଶଯ୍ୟା, ଆସବାବପତ୍ର…

ମାଉଣ୍ଟ ଏଭରେଷ୍ଟ ଏବେ ଅଳିଆରେ ଭର୍ତ୍ତି

ନୂଆଦିଲ୍ଲୀ: ବରଫ ଚଦରରେ ଆଚ୍ଛାଦିତ ବିଶ୍ୱର ସବୁଠୁ ଉଚ୍ଚ ପର୍ବତ, ତାହା ବର୍ତ୍ତମାନ ଅଳିଆରେ ଭର୍ତ୍ତି ହେଉଛି। ଯେଉଁଠାରେ ଦେଖିବ କେବଳ ଅଳିଆ ହିଁ ଅଳିଆ ଦେଖିବାକୁ ମିଳିବ। ନଷ୍ଟ କ୍ୟାମ୍ପ, ଖାଲି ଅମ୍ଳଜାନ ସିଲିଣ୍ଡର, ଫୁଡ଼ କଣ୍ଟେନର ଆଦି ପର୍ବତରେ…

ପକ୍ଷୀ ଉଡ଼ାଇପାରିଲେ ଦିନକୁ ୨୦ ହଜାର

ଲଣ୍ଡନ: କରୋନା ପରେ ପରେ ବହୁ ଲୋକ ତାଙ୍କ ଚାକିରି ହରାଇଥିଲେ। ସେ ସମୟରେ ଅନେକ କମ୍ପାନୀ ମଧ୍ୟ ବନ୍ଦ ହୋଇଯାଇଥିଲା। ଏଥିସହ ଅନେକ କମ୍ପାନୀ ଭିନ୍ନ ପ୍ରକାରର ସ୍କିମ ଆଣିଥିଲା। ନିକଟରେ ଏକ କମ୍ପାନୀ ଭିନ୍ନ ଏକ ଚାକିରିର ଅଫର…

ବନ୍ଧୁତାର ନିଆରା ଉଦାହରଣ: ଜଣଙ୍କ ଜଳନ୍ତା ଚିତାକୁ ଡେଇଁଲେ ଅନ୍ୟ ଜଣେ…

ଫିରୋଜାବାଦ,୨୯।୫ : ଏ ଦୋସ୍ତି ହମ ନେହିଁ ତୋଡଙ୍ଗେ…ଗୀତଟି ବଲିଉଡର ବ୍ଲକବଷ୍ଟର ଚଳଚ୍ଚିତ୍ର ଶୋଲେର। ଏହି ଗୀତରେ ଦୁଇ ସାଙ୍ଗଙ୍କ ବନ୍ଧୁତା ଦର୍ଶାଯାଇଛି। ଚଳଚ୍ଚିତ୍ରରେ ଥିବା ଜୟ ଏବଂ ବୀରୁଙ୍କ ମଧ୍ୟରେ ଥିବା ରିଲ୍‌ ଲାଇଫର ବନ୍ଧୁତାର ଉଦାହରଣ ଏବେ ରିୟଲ…

ଶନିର ଚନ୍ଦ୍ରରେ ଜୀବନର ସମ୍ଭାବନା: ରୁ ନିର୍ଗତ ହେଉଛି ଜଳ…

ଓ୍ବାଶିଂଟନ,୨୯।୫ : ଶନିଙ୍କର ଏକ କ୍ଷୁଦ୍ର ଚନ୍ଦ୍ର ଏହାର ପୋଲରୁ ମହାକାଶରେ ଜଳ ନିର୍ଗତ କରୁଛି। ଏନସେଲାଡସ ନାମକ ଚନ୍ଦ୍ରରୁ ବାହାରୁଥିବା ଜଳର ଲମ୍ବ ଧାରା ଅନେକ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ନାସାର ଜେମ୍ସ ୱେବ ଟେଲିସ୍କୋପ ଏହାର ଫଟୋ ଉଠାଇଛି।…

ସର୍ବୋଚ୍ଚ ଶୃଙ୍ଗ ଏଭରେଷ୍ଟ

ପ୍ରତିବର୍ଷ ମେ ୨୯ ରେ ଅନ୍ତର୍ଜାତୀୟ ଏଭରେଷ୍ଟ ଦିବସ ପାଳନ କରାଯାଇଥାଏ। ଏହି ଦିବସ ୧୯୫୩ ମସିହାରେ ଏଭରେଷ୍ଟ ଆରୋହଣ କରିଥିବା ଦୁଇ ଜଣଙ୍କ ସ୍ମୃତିରେ ପାଳିତ ହୋଇଥାଏ। ଏହି ବ୍ୟକ୍ତିମାନେ ହେଉଛନ୍ତି ନେପାଳର ତେନସିଂ ନରଗେ ଏବଂ ନ୍ୟୁଜିଲାଣ୍ଡର ଏଡମୁଣ୍ଡ…

ଝାଡଖଣ୍ଡ ରାଜ ଭବନରେ ଗୁପ୍ତ ସୁଡ଼ଙ୍ଗ…

ରାଞ୍ଚି,୨୮।୫ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଝାଡଖଣ୍ଡ ଗସ୍ତରେ ଥିଲେ। ଏହି ସମୟରେ ସେ ରାଜ ଭବନ ରାଞ୍ଚିରେ ରହୁଥିଲେ ସେ ୬ ବର୍ଷ ଧରି ଝାଡଖଣ୍ଡର ରାଜ୍ୟପାଳ ରହିଆସିଛନ୍ତି। ଏହି କାରଣରୁ, ଏହି ବିଲ୍ଡିଂରେ ରହିବା ପାଇଁ…

କ୍ରିକେଟ୍‌

ପିଲାଠୁ ବୁଢ଼ା ପର୍ଯ୍ୟନ୍ତ ପ୍ରାୟ ଅଧିକାଂଶଙ୍କୁ କ୍ରିକେଟ୍‌ ଖେଳ ପସନ୍ଦ। ନିଜେ ଖେଳିବା ବ୍ୟତୀତ କିଏ ଷ୍ଟାଡିଅମ୍‌ରେ ତ କିଏ ଟିଭି ପରଦାରେ ଏହାକୁ ଦେଖିବାର ଆନନ୍ଦ ନିଅନ୍ତି। ତେବେ ଜାଣିବା ଏହି ଖେଳ ସମ୍ପର୍କରେ କିଛି ତଥ୍ୟ… ୧୬ଶ ଶତାବ୍ଦୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?