ଫୁରସତ

ଗରିବ ପିଲାଙ୍କ ପାଇଁ ଝୁମ୍ପୁଡି ବସ୍ତିରେ ସ୍କୁଲ ଖୋଲିରେ ୧୨ ବର୍ଷର ଛାତ୍ର

ଆର୍ଜେଣ୍ଟିନାର ସାନ୍‌ଜୁଆନ୍‌ ସ୍ଥିତ ୧୨ ବର୍ଷୀୟ ଲିଓନାର୍ଡୋ ନିକାନୋର୍‌ ନିଜେ ପଢ଼ିବା ସହ ଗରିବ, ଅସହାୟ, ନିରାଶ୍ରୟ ପିଲାଙ୍କୁ ପଢ଼ାଇବାର ଏକ ଗୁରୁଦାୟିତ୍ୱ ବହନ କରିଛନ୍ତି। ପିଲାଦିନୁ ସେ ଖୁବ୍‌ ପଢ଼ାପ୍ରିୟ। ବର୍ତ୍ତମାନ ଏକ ସେକେଣ୍ଡାରୀ ସ୍କୁଲ୍‌ର ଛାତ୍ର ମଧ୍ୟ।...

ନିଆରା ପ୍ରେମ: ସ୍ତ୍ରୀଙ୍କ ଅସ୍ଥି ସହ ୨୭ବର୍ଷ ହେଲା ରହୁଛନ୍ତି ଭୋଳାନାଥ

ଏକ ନିଆରା ପ୍ରେମ କାହାଣୀ। ପ୍ରେମ ଆଉ ଭଲ ପାଇବାର କାହାଣୀ ତ ଆପଣ ବହୁତ ଶୁଣିଥିବେ ଓ ପଢିଥିବେ ନିଶ୍ଚୟ। ତେବେ ସେ ଲୈଲା-ମଜନୁଙ୍କ କାହାଣୀ ହୋଇଥାଉ କି ହୀର-ରାନ୍‌ଝା କିମ୍ବା ସୋନୀ-ମାହିବାଲ କିମ୍ବା ମୁମତାଜ- ଶାହାଜାହାନଙ୍କ ପ୍ରେମ...

ଗାଡ଼ି ଦାମ୍‌ ୫୬ ହଜାରକୁ ଜରିମାନା ୪୨ ହଜାର ଟଙ୍କା

ଭାଗଲପୁର: ସେପ୍ଟେମ୍ବର୧ ରୁ ମୋଟର ଯାନ ଅଧିନିୟମ ଲାଗୁ ହେବା ପରେ ବିହାର ଭାଗଲପୁର ସହରରେ ସବୁଠାରୁ ବେଶୀ ଜରିମାନା ୧୫ ବର୍ଷ ବୟସ୍କ ଜଣେ ଛାତ୍ରଙ୍କ ଉପରେ ଲଗାଯାଇଛି। ଚାଣକ୍ୟ ବିହାର କଲୋନୀରେ ରହୁଥିବା ଏହି ଛାତ୍ର ତାଙ୍କ...

ବିଦ୍ୟୁତ୍‌ ବିଲ୍‌ ବାବଦ ଟଙ୍କା ସହ ଜରିମାନା ଦେଲେ ଅଧିକାରୀ

ଯମୁନାନଗର: ହରିୟାଣା ଯମୁନାନଗରର ଖବର ଜାଣିଲେ ଆଶ୍ଚର୍ଯ୍ୟ ଲାଗୁଛି। ଯମୁନାନଗର ଏସ୍‌କେ ରୋଡ୍‌ରେ ଥିବା କୃଷ୍ଣା ଉଦ୍ୟୋଗରେ ବିଜୁଳି ସଂଯୋଗ ଦିଆଯାଇଥିଲା ଓ ଏହାକୁ ଏପ୍ରିଲ ୪ , ୧୯୯୪ରେ ଉପଭୋକ୍ତା କାଟି ଦେଇଥିଲେ। ଏହାପରେ ସେ ଆଉ ଏକ...

ଯେଉଁଠି ମୃତକଙ୍କର ହୁଏ ବିବାହ

ବିବାହ ଏକ ଶୁଭ କାର୍ଯ୍ୟ ବୋଲି ବିବେଚନା କରାଯାଏ। ବିବାହକୁ ନେଇ ରହିଛି ଅନେକ ପରମ୍ପରା। କେଉଁଠି ଘୋଡା ଚଢି ତ ପୁଣି କେଉଁଠି ପାଲିଙ୍କି ସବାରୀରେ ବରବଧୂ ବିବାହ ମଣ୍ଡପରେ ଆସି ବିବାହ କରିଥାଆନ୍ତି। ହେଲେ ଉତ୍ତର ପ୍ରଦେଶ...

କାର୍ଟୁନ କାଫେ

ଏମିତି ଏକ କାଫେ ରହିଛି, ଯାହାର ଭିତରକୁ ପଶିଗଲେ କାର୍ଟୁନ୍‌ ଦୁନିଆରେ ଆପଣ ସମ୍ପୂର୍ଣ୍ଣ ହଜିଯିବେ। ଏପରି କାଫେ ରହିଛି ଜାପାନରେ। ଶିନ୍‌ ଓକୁବୋ ଜିଲାରେ ଥିବା ଏହି କାଫେକୁ ‘ଟୁ ଡି କାଫେ’ କୁହାଯାଉଛି। ଏହି କାଫେରେ ଛୋଟଠାରୁ...

ଅଣ୍ଡର ଓ୍ବାଟର ପେଣ୍ଟିଂ

ପେଣ୍ଟିଂ ଏକ କଳା। ଏହା କାହାର ନିଶା ତ କେହି ଏହାକୁ ପେସା କରି ରୋଜଗାରର ମାଧ୍ୟମ ଭାବେ ବାଛି ନେଇଥାନ୍ତି । ତେବେ ଓଲ୍‌ଗା ବେଲ୍‌କା ନାମକ ଜଣେ ରୁଷୀୟ ପେଣ୍ଟର ନିଜ ନିଶାକୁ ଚରିତାର୍ଥ କରିବା ଲାଗି...

ଡାକ୍ତରାଣୀଙ୍କ ଟାଟୁ ନିଶା

ଟାଟୁର କ୍ରେଜ୍‌ ଯୁବପିଢିଙ୍କୁ ଅତିକ୍ରମ କରି ବୟସ୍କଙ୍କୁ ଘାରି ସାରିଛି। କେବଳ ସେତିକି ନୁହେଁ ଏବେ ଏଭଳି ବୃତ୍ତିର ଲୋକଙ୍କୁ ବି ଏହି ନିଶା ଘାରିଛି ଯେଉଁମାନେ ବେଶ୍‌ ସାଦାସିଧା ରୁହନ୍ତି, ଯେମିତିକି ଡାକ୍ତର। ନିକଟରେ ଜଣେ ମହିଳା ଡାକ୍ତର...

ମାଙ୍କଡ଼ଙ୍କ ପାଇଁ ବୀମା କମ୍ପାନୀ ନାକେଦମ

ବୀମା କମ୍ପାନୀମାନେ ମାଙ୍କଡ଼ଙ୍କ ପାଇଁ ନାକେଦମ ହୋଇ ପଡ଼ିଲେଣି। ଏକଥା ଶୁଣିଲେ ହୁଏତ ଯେ କେହି ବି ଆଶ୍ଚର୍ଯ୍ୟ ଚକିତ ହୋଇପାରେ। ଅବଶ୍ୟ ଏହା ଏଠିକାର କଥା ନୁହେଁ। ବାଲିର ବୀମା କମ୍ପାନୀମାନେ ଏଭଳି ଏକ ଖବର ପ୍ରକାଶ କରିଛନ୍ତି।...

ଦୁଇଟି ଚେହେରା ଥିବା ବ୍ୟକ୍ତି

ଦୁନିଆରେ ଏମିତି ଅନେକ ମଣିଷ ଅଛନ୍ତି, ଯାହାଙ୍କ ଅସ୍ତିତ୍ୱ ବେଶ୍‌ ରହସ୍ୟମୟ ହୋଇଥାଏ। ଆଉ ସେହି ରହସ୍ୟକୁ ଭେଦ କରିବା କାହାପକ୍ଷେ ସମ୍ଭପର ହୋଇ ନ ଥାଏ। ଊନବିଂଶ ଶତାବ୍ଦୀରେ ଇଂଲଣ୍ଡରେ ସେହିଭଳି ଜଣେ ମଣିଷ ଥିଲେ। ଦାବି କରାଯାଉଥିଲା...

ଗୁରୁଣ୍ଡିବା ମାରାଥନ୍‌

ପିଲା ଗୁରୁଣ୍ଡିବା ଆରମ୍ଭ କଲେ ଘରସାରା ଘୂରି ବୁଲନ୍ତି। ଏମିତିକି ଖଟ ତଳ, ଟେବୁଲ ତଳ କୋଣ ଅନୁକୋଣ ଭିତରେ ପଶି ଯାଆନ୍ତି। ଯେତେ ଅଟକାଇଲେ ବି ସେମାନେ ଅଟକି ନ ଥାଆନ୍ତି। ବୋଧହୁଏ ଏହାକୁ ନଜରରେ ରଖି ୨୦୦୫,...

ଆଖି ଡେଇଁଥାଏ କାହିଁକି…

ବେଳେ କେତେକଙ୍କର ଆଖି ଡେଇଁଥାଏ। ଏହା କେତେକ ଶାରୀରିକ ସମସ୍ୟା ଯୋଗୁ ସୃଷ୍ଟି ହୋଇଥାଏ ବୋଲି ଚିକିତ୍ସକ କହିଥାନ୍ତି। ବୈଜ୍ଞାନିିକ ଦୃଷ୍ଟିକୋଣରୁ ଅତ୍ୟଧିକ ଚା, କଫି, ମୃଦୁ ପାନୀୟ,ଚକୋଲେଟ ଖାଇଲେ ଏପରି ହୋଇଥାଏ। ଏସବୁରେ କାଫେନ୍‌ ନାମକ ରାସାୟନିକ ପଦାର୍ଥ...

ଲଭ୍‌ ଟ୍ରେନ୍‌: ରହିଛି ଦୁଇ ଦିନ, ଗୋଟିଏ ରାତି ଯାତ୍ରା କରିବା ସୁବିଧା

ଚାଇନାରେ ଏବେ ୨୦୦ ମିଲିୟନ ଅବିବାହିତ ବ୍ୟକ୍ତି ଅଛନ୍ତି। କାରଣ ଏଠାରେ ଲିଙ୍ଗଗତ ବ୍ୟବଧାନ ଅଧିକ। ଏହି ଏକାକୀ ଜୀବନକୁ ନେଇ ଅନେକେ ଦୁଃଖିତ ମଧ୍ୟ। ଏଠାକାର ଏକକ ସନ୍ତାନ ଯୋଜନା(ଯାହାକୁ ଏବେ ଉଠାଇ ନିଆଯାଇଛି) ଯୋଗୁ ଅନେକେ କନ୍ୟା...

ଏମିତି ଗାଁ, ଯେଉଁଠି ଲୋକ ନାହାନ୍ତି

ରୋଜଗାର ଆଶାରେ ଅଧିକାଂଶ ଲୋକ ଗାଁ ଛାଡ଼ି ସହରମୁହଁା ହୋଇଛନ୍ତି। ସହରରେ ରୋଜଗାରର ପନ୍ଥା ଅଛି ସତ, ମାତ୍ର ଗାଁରେ ଯେଉଁ ଆନନ୍ଦ ତାହା ଦେଖିବାକୁ ମିଳେ ନାହିଁ। ସେଥିପାଇଁ ତ ଆଜିର ବ୍ୟସ୍ତବହୁଳ ଜୀବନରେ ଟିକେ ସମୟ ମିଳିଲେ...

ବୁଲିଯାଆନ୍ତୁ.. ଧାର୍ମିକ ପର୍ଯ୍ୟଟନସ୍ଥଳୀ ଐହୋଲ

କର୍ନାଟକସ୍ଥିତ ଏକ ଧାର୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଐହୋଲର ବେଶ୍‌ ନାଁ ରହିଛି। ଏଠାରେ ବହୁ ପ୍ରାଚୀନ ଗୁମ୍ଫା, ମନ୍ଦିର ଓ ମଠ ଇତ୍ୟାଦି ଦେଖିବାକୁ ମିଳିଥାଏ। ଖାସ୍‌ ସେଥିପାଇଁ ପ୍ରାଚୀନ କଳା ତଥା କାରୁକାର୍ଯ୍ୟ ପ୍ରତି ରୁଚି ଥିବା ପର୍ଯ୍ୟଟକଙ୍କର...

ଅଭିନବ ଶୌଚାଳୟ: କେଉଁଠି ଫୁଲ ବଗିଚାରେ ତ କେଉଁଠି ଝିଅମାନେ ଦେଖୁଥିବା ଭଳି ଲାଗିବ

ଘର, ଅଫିସ୍‌ ହେଉ କି ଶପିଂମଲ୍‌ ସବୁଠି ଥାଏ ଶୌଚାଳୟ। ବେଶ୍‌ ବ୍ୟକ୍ତିଗତ ଏହି ସ୍ଥାନ। ତେବେ ପୃଥିବୀରେ ଏମିତି ବି କିଛି ଶୌଚାଳୟ ଅଛି ଯାହା ବେଶ୍‌ କୌତୂହଳମୟ। କେଉଁଠି ଆପଣଙ୍କୁ କେହି ଚାହୁଁଥିବା ଭଳି ଅନୁଭବ ହେବ...

ଟ୍ୟୁଶନରୁ ହୋଇଥିଲା ପ୍ରଥମ ରୋଜଗାର: ଆଦର୍ଶ ଶିକ୍ଷକ ଲଳିତ ନାରାୟଣ ମହାପାତ୍ର

ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡିପଡା ଗାଁରେ ମୋ ଜନ୍ମ। ନନା ଶିକ୍ଷକତା କରୁଥିଲେ। ମୁଁ ଅଷ୍ଟମରେ ପଢିଲାବେଳେ ତାଙ୍କର ବିୟୋଗ ହେଲା। ନନାଙ୍କର ଶୁଦ୍ଧି କ୍ରିୟା ସାଙ୍ଗକୁ ଘର ଚଳାଇବା ଓ ପାଠ ପଢାଇବାକୁ ବୋଉକୁ ଆମ...

ବ୍ୟକ୍ତିତ୍ୱ: ସଙ୍ଗୀତକାର ମଦନ ମୋହନ କୋହଲି

୧୯୭୦ ଦଶକ ଯାଏ ହିନ୍ଦୀ ଫିଲ୍ମ ସଙ୍ଗୀତରେ ଯେଉଁ ସୁବର୍ଣ୍ଣ ଯୁଗର ସୂତ୍ରପାତ ହୋଇଥିଲା ସେହି ଯୁଗର ଜଣେ ଅଗ୍ରଣୀ କର୍ଣ୍ଣଧାର ଥିଲେ ସଙ୍ଗୀତକାର ମଦନ ମୋହନ। ତାଙ୍କୁ ସେହି ତିନିଦଶକର ସବୁଠୁ ମେଲୋଡିଅସ୍‌ ତଥା କ୍ଷମତାସମ୍ପନ୍ନ ସଙ୍ଗୀତକାର ଭାବରେ...