ଫୁରସତ

କେବେ ଦେଖି ନ ଥିବେ ମୂଷାଙ୍କ ଏଭଳି ଲଢ଼େଇ, ତେଜରାତି ଦୋକାନରେ…

ଅନେକ ସମୟରେ ଘର ହେଉ ଅବା ଦୋକାନ, ସବୁଠାରେ ମୁଷାଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଥାଏ। ଏହାକୁ ନେଇ ଅନେକ ଚିନ୍ତାରେ ପଡ଼ିଥାନ୍ତି। ହେଲେ ଆପଣ ସେମାନଙ୍କ ମଧ୍ୟରେ ଲଢ଼େଇ କେବେ ବି ଦେଖି ନ ଥାଇ ପାରନ୍ତି। ଏବେ ସୋସିଆଲ ମିଡିଆରେ…

ଇଏ ହେଉଛନ୍ତି ଅସଲି ‘ବାହୁବଳୀ’

ଇଣ୍ଟରନେଟ ଦୁନିଆ ଅତ୍ୟନ୍ତ ଅଜବ। ଏଠାରେ ବେଳେବେଳେ ଏମିତି ଭିଡିଓ ଭାଇରାଲ ହୁଏ, ଯାହା ଦେଖିବାକୁ ଆଶ୍ଚର୍ଯ୍ୟଜନକ ହୋଇଥାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କ ବୀରତ୍ୱ ସାଧାରଣରେ ପ୍ରଶଂସା କରାଯାଉଛି। ଏହି ଆଶ୍ଚର୍ଯ୍ୟଜନକ ଭିଡିଓରେ…

ମହାସାଗରରେ ତାତି ସଙ୍କଟ : ଭାଙ୍ଗୁଛି ସମସ୍ତ ପୁରୁଣା ରେକର୍ଡ…

ଓ୍ବାଶିଂଟନ,୧୧।୧ : ୨୦୨୨ ମସିହାରେ ପୃଥିବୀର ମହାସାଗର ସବୁଠୁ ଉଷ୍ମ ଥିଲା। ଏହା ମାନବ ଦ୍ୱାରା ନିର୍ଗତ ହେଉଥିବା ଗ୍ୟାସ ପୃଥିବୀର ଜଳବାୟୁରେ ଗଭୀର ଏବଂ ବ୍ୟାପକ ପରିବର୍ତ୍ତନକୁ ପ୍ରତିଫଳିତ କରିଛି। ଗ୍ରୀନ ହାଉସ ଗ୍ୟାସ ନିର୍ଗମନ ଦ୍ୱାରା ଉତ୍ପାଦିତ ଅତିରିକ୍ତ…

ଛେଳିକୁ ଦେଖି ଡରିଗଲା ହାତୀ: ଭିଡିଓ କରିବ ଆଶ୍ଚର୍ଯ୍ୟ

ହାତୀକୁ ପୃଥିବୀର ସବୁଠାରୁ ବଡ ପଶୁ ବୋଲି କୁହାଯାଏ। ଏପରିକି ଜଙ୍ଗଲର ରାଜା ମଧ୍ୟ ତାକୁ ଦେଖି ଥରି ଉଠନ୍ତି। ହାତୀ ଚାହିଁଲେ କିଛି ମିନିଟ ମଧ୍ୟରେ ଶକ୍ତିଶାଳୀ ଗଛକୁ ମଧ୍ୟ ଉପାଡି ଫୋପାଡି ଦେଇପାରେ। କିନ୍ତୁ ସେଇ ହାତୀ ଯେ,…

ମହିଳାଙ୍କ ବ୍ୟାଗ୍‌ରେ ୪ ଫୁଟିଆ ସାପ

ମୁମ୍ବାଇ: ବିମାନ ଯାତ୍ରା ସମୟରେ ବିଭିନ୍ନ ଜିନିଷ ସାଙ୍ଗରେ ନେବାକୁ ବାରଣ ରହିଥାଏ। ଏଥିସହ ସମସ୍ତ ଜିନିଷକୁ ଭଲଭାବେ ଯାଞ୍ଚ କରାଯାଇଥାଏ। ଗତ ଡିସେମ୍ବର ୧୫ରେ ଆମେରିକାର ଟାମ୍ପା ଅନ୍ତର୍ଜାତୀୟ ବିମାନବନ୍ଦରରେ ଜଣେ ମହିଳା ଯାତ୍ରୀଙ୍କ ବ୍ୟାଗ୍‌ରୁ ୪ ଫୁଟ ଲମ୍ବର…

କବର ପାଇଁ ଦେବାକୁ ପଡ଼େ ଭଡ଼ା

ଗୁଆଟେମାଲା ସିଟି: ଦୁନିଆର ବିଭିନ୍ନ ସ୍ଥାନରେ ଭିନ୍ନ ରୀତିନୀତି ରହିଥାଏ। ସେଥିମଧ୍ୟରୁ କିଛି ରୀତିନୀତି ବହୁତ ଅଜବ ହୋଇଥାଏ। ବିଦେଶରେ ଲୋକେ ମରିବା ପରେ ତାଙ୍କୁ କବର ଦିଆଯାଇଥାଏ। କିନ୍ତୁ ଏପରି ଏକ ସ୍ଥାନ ରହିଛି ଯେଉଁଠାରେ କବର ପାଇଁ ଭଡ଼ା…

୮୦୦ କୋଟି ଟଙ୍କାର ବିଲେଇ

ଟେଲର ସ୍ବିଫ୍ଟ ଦୁନିଆର ସବୁଠାରୁ ଲୋକପ୍ରିୟ ପପ ତାରକାମାନଙ୍କ ମଧ୍ୟରୁ ଅନ୍ୟତମ। ସେ କେବଳ ପ୍ରସିଦ୍ଧ ନୁହଁନ୍ତି, ତାଙ୍କ ବିଲେଇ ଅଲିଭିଆ ବେନସନକୁ ନେଇ ମଧ୍ୟ ଚର୍ଚ୍ଚା ହୋଇଥାଏ। ଟେଲର ସ୍ବିଫ୍ଟଙ୍କୁ ଫଲୋ କରୁଥିବା ଲୋକମାନେ ତାଙ୍କ ବିଲେଇ ପ୍ରତି ଥିବା…

ନ୍ୟାୟିକ ପ୍ରକ୍ରିୟାରେ ସୃଷ୍ଟି ହେବ ନୂଆ ଇତିହାସ: କୋର୍ଟରେ ତର୍କ କରିବେ ରୋବୋ ଆଇନଜୀବୀ…

ନ୍ୟୁୟର୍କ,୧୧।୧ : ନ୍ୟାୟିକ ପ୍ରକ୍ରିୟାରେ ନୂଆ ଇତିହାସ ସୃଷ୍ଟି ହେବାକୁ ଯାଉଛି। ପ୍ରଥମ ରୋବୋ ଆଇନଜୀବୀ ଆସନ୍ତା ମାସରେ କୋର୍ଟରେ ଜଣେ ବ୍ୟକ୍ତିଙ୍କ ପକ୍ଷ ରଖି ବିଚାରପତିଙ୍କ ସମ୍ମୁଖରେ ତର୍କ ପ୍ରତିନିଧିତ୍ୱ କରିବେ। ନ୍ୟୁୟର୍କ ପୋଷ୍ଟ ଅନୁଯାୟୀ, ଆସନ୍ତା ମାସରେ ବିଶ୍ୱର…

‘ବାପା ଜଲ୍‌ଦି ଫେରିଆସନ୍ତୁ’

ଥିରୁଭାନନ୍ତପୁରମ୍‌: ‘ଆମେ ତାଙ୍କୁ ବହୁତ ମନେପକାଉଛୁ। ଆମେ ଚାହୁଁଛୁ, ସେ ଆମମାନଙ୍କ ପାଖକୁ ଜଲ୍‌ଦି ଫେରିଆସନ୍ତୁ’। କିଛି ଏମିତି କହି ଆଫଗାନିସ୍ତାନରେ ଫସିଥିବା ବାପାଙ୍କୁ ଫେରାଇ ଆଣିବାକୁ ତାଙ୍କ କୁନି ଝିଅ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଆଫଗାନିସ୍ତାନର ଗୁଲାବମିର ରେହମାନି…

ଭାବନା ପରିପ୍ରକାଶରେ ଭାଷା

ସଭ୍ୟତାର ବିକାଶ ସହିତ ସମାଜରରେ ଭାଷା ଏକ ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ପାଲଟିଥିଲା। କାରଣ ଭାବନା ପରିପ୍ରକାଶ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ଥିଲା। ଅଧିକ ସଂଖ୍ୟକ ଲୋକ ବୁଝି ପାରୁଥିବା ଭାଷା ଦ୍ୱାରା ଏବେ ସରକାର ବିଭିନ୍ନ ନୀତି ପ୍ରଣୟନ ଉପରେ…

ଶଙ୍ଖ ଫୁଙ୍କିବାକୁ ନେଇ ଟ୍ରୋଲ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନ୍ନି ଲିଓନି ତାଙ୍କ ବୋଲ୍ଡ୍‌ ଲୁକ୍‌ ପାଇଁ ସେ ବେଶ୍‌ ଜଣାଶୁଣା। ତାଙ୍କର ଏକ ଝଲକ ପାଇଁ ଫ୍ୟାନ୍ସମାନେ ଦିୱାନା ହୋଇଥାନ୍ତି। ଅଧିକାଂଶ ସମୟ ସେ ସୋସିଆଲ ମିଡିଆରେ ସକ୍ରିୟ ରୁହନ୍ତି। ସନ୍ନି ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ…

କାନ୍‌ପୁରରୁ ହିମାଳୟାନ୍‌ ଶାଗୁଣା ଉଦ୍ଧାର

ଲକ୍ଷ୍ନୌ: ପୃଥିବୀରେ ଅନେକ ପ୍ରାଣୀଙ୍କ ସଂଖ୍ୟା କମି କମି ବିଲୁପ୍ତପ୍ରାୟ। ସେଥିମଧ୍ୟରେ ଶାଗୁଣା ଅନ୍ୟତମ। ଉତ୍ତର ପ୍ରଦେଶର କାନ୍‌ପୁର ଅଞ୍ଚଳରୁ ଏକ ଭିଡିଓ ସାମ୍‌ନାକୁ ଆସିଛି, ଯେଉଁଥିରେ ହିମାଳୟର ବରଫ ଚୋଟିରେ ଶାଗୁଣା ଦେଖିବାକୁ ମିଳିଛି। କାନପୁରର କର୍ନଲଗଞ୍ଜ ଅଞ୍ଚଳର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?