ତିନି ନାୟିକାଙ୍କ ‘ନାୟିକା’
ସେମାନେ ତିନିଜଣ, ତିନି ହେଁ ନାଟ୍ୟ ନିର୍ଦ୍ଦେଶିକା, ଲେଖିକା ଓ ଅଭିନେତ୍ରୀ। ନାଟକର ପ୍ରଚାର ପ୍ରସାର ସହ ମହିଳାମାନଙ୍କୁ ଆଗକୁ ଆଣିବା ପାଇଁ ସେମାନେ ତିନୋଟି ଜାଗାରେ ଗଢିଛନ୍ତି ନାଟ୍ୟ ଅନୁଷ୍ଠାନ ‘ନାୟିକା’। ଏହି ତିନିଜଣ ହେଲେ ସୁସ୍ମିତା ରଣା,...
ଗରିବଙ୍କ ତାଜମହଲର ରୂପରେ ହେବ ପରିବର୍ତ୍ତନ: ପ୍ରତ୍ନତତ୍ତ୍ୱ ବିଭାଗର ନିଷ୍ପତ୍ତି…
ଔରଙ୍ଗାବାଦ,୧୩।୧୧ : ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ ଇଣ୍ଡିଆ (ଏଏସଆଇ)ର ଅଧିକାରୀ କହିଛନ୍ତି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ମହାରାଷ୍ଟ୍ରରଔରଙ୍ଗାବାଦ ସହରରେ ଥିବା ୧୭ ଶତାବ୍ଦୀର ସ୍ମାରକୀ ବିବି କା ମକବରାର ନବୀକରଣ କାର୍ଯ୍ୟ ଶେଷ ହେବ। ଏହି ସ୍ମାରକୀ...
ଛୋଟ ସିନା କାମ ବଡ଼
କୁହାଯାଏ, ଆଜିର ଶିଶୁ କାଲିର ଭବିଷ୍ୟତ! ସତକଥା ବି କାହିଁକି ନା ଅଧିକାଂଶ ଶିଶୁ ଅଳି କରନ୍ତି ପକେଟ୍ ମନି ପାଇଁ। ଯାହାକୁ ନେଇ ସେ ଖେଳନା କି ସୁସ୍ବାଦୁ ଖାଦ୍ୟ କିଣି ଖାଇବ। କିନ୍ତୁ ଏମିତିବି କିଛି ପିଲା...
ଶୀତ ମହୌଷଧି ମହୁ
ଶୀତଦିନେ ନିଜ ଶରୀରର ବିଶେଷ ଧ୍ୟାନ ରଖିବା ନିହାତି ଆବଶ୍ୟକ। କୁହାଯାଏ, ଥଣ୍ଡା ସମୟରେ ମହୁର ସେବନ ଶରୀର ପକ୍ଷେ ଲାଭଦାୟକ ହୋଇଥାଏ। କାରଣ ଏଥିରେ ଭରି ରହିଛି ଆଇରନ୍, ପୋଟାସିୟମ୍, କାବ୍ରୋହାଇଡ୍ରେଟ୍ ପରି ଅନେକ ଗୁଣକାରୀ ପୋଷକ ତତ୍ତ୍ୱ।...
ପାଣି ବିକୁଥିବା ଯୁବକ ଚଳାଇଛନ୍ତି କନଷ୍ଟେବଳ ପରୀକ୍ଷା ଲାଗି ପ୍ରସ୍ତୁତି
କଥାରେ ଅଛି ‘ଯେଉଁମାନେ ପରିଶ୍ରମ କରନ୍ତି ସେମାନେ ସଫଳ ନିଶ୍ଚୟ ହୁଅନ୍ତି’। ଅନେକ ବିଫଳ ହେବା ଭୟରେ ଚେଷ୍ଟା କରି ନ ଥାନ୍ତି। ହେଲେ ବହୁତ କମ୍ ଲୋକ ଏହାକୁ ନିଜ ଜୀବନରେ କାର୍ଯ୍ୟକାରୀ କରିଥାନ୍ତି। ସେଭଳି ଏକ ସୁନ୍ଦର...
ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆସିଥିଲା କଲ୍, ଘଟଣାସ୍ଥଳରେ ପହଞ୍ଚି ଯାହା ଦେଖିଲେ ପାଦତଳୁ ଖସିଗଲା ମାଟି
ମାଲେସିଆରୁ ଏକ ଭାବପ୍ରବଣ ଖବର ଆସିଛି। ସଡ଼କ ଦୁର୍ଘଟଣା ପରେ ତୁରନ୍ତ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଘଟଣାସ୍ଥଳରେ ପହଞ୍ଚିବାକୁ କୁହାଯାଇଥିଲା। କିନ୍ତୁ ଡ୍ରାଇଭର ଜଣକ ସେଠାରେ ପହଞ୍ଚିବା ପରେ ଯାହା ଦେଖିଲେ ତାଙ୍କ ପାଦତଳୁ ମାଟି ଖସିଗଲା। ପ୍ରକୃତରେ ଏହି ଦୁର୍ଘଟଣାରେ...
୨୦୦୦ ବର୍ଷର କାଂସ୍ୟ ପ୍ରତିମୂର୍ତ୍ତି
ରୋମ୍: ଇଟାଲୀର ସାନ୍ କାସିଆନୋ ଦେଇ ଗାଭନିରୁ ୨, ୦୦୦ ବର୍ଷ ପୁରୁଣା କାଂସ୍ୟ ପ୍ରତିମୂର୍ତ୍ତି ଠାବ କରିଛନ୍ତି ଇଟାଲୀୟ ପ୍ରତ୍ନତତ୍ତ୍ୱବିତ୍। ମୂର୍ତ୍ତି ସାଙ୍ଗକୁ ପାଖାପାଖି ୫୦୦୦ ସୁନା ,ରୁପା ଓ କଂସା ମୁଦ୍ରା ମଧ୍ୟ ଉକ୍ତ ସ୍ଥାନରୁ ମିଳିଛି।...
ଏଲିଜାବେଥ୍ଙ୍କ ଷ୍ଟାଚ୍ୟୁ ଅନାବରଣ
ଲଣ୍ଡନ: ବ୍ରିଟେନ୍ କିଙ୍ଗ୍ ଚାର୍ଲସ୍ ତୃତୀୟ ଇଂଲଣ୍ଡରେ ତିଆରି ହୋଇଥିବା ଦିବଂଗତ ମହାରାଣୀ ଏଲିଜାବେଥ୍ଙ୍କ ମୂର୍ତ୍ତି ଅନାବରଣ କରିଛନ୍ତି। ସେପ୍ଟେମ୍ବର ୮ରେ ମହାରାଣୀଙ୍କ ମୃତ୍ୟୁ ପରେ ଏହା ହେଉଛି ଏଲିଜାବେଥ୍ଙ୍କ ପ୍ରଥମ ପ୍ରତିମୂର୍ତ୍ତି। ଏହାର ଉଚ୍ଚତା ୬ ଫୁଟ୍ ୭...
ନିମୋନିଆ ବିରୋଧରେ ସଂଗ୍ରାମ
ନିମୋନିଆ ମୁକାବିଲା ପାଇଁ ସଚେତନତା ସୃଷ୍ଟି ଲାଗି ବିଶ୍ୱ ନିମୋନିଆ ଦିବସ ପ୍ରତିବର୍ଷ ୧୨ ନଭେମ୍ବରରେ ପାଳିତ ହୋଇଥାଏ। ଶିଶୁମାନଙ୍କର ସୁରକ୍ଷାକୁ ପ୍ରତିପାଦିତ କରୁଥିବା ୧୦୦ ରୁ ଅଧିକ ସଂଗଠନ ୧୨ ନଭେମ୍ବର ୨୦୦୯ ରେ ପ୍ରଥମ ବିଶ୍ୱ ନିମୋନିଆ...
ଯୁବକଙ୍କ ହେୟାର ଷ୍ଟାଇଲ ଦେଖି ମାଙ୍କଡ଼ ବେହୋସ, ଭିଡିଓ ଦେଖିଲେ…
ପଶୁମାନଙ୍କ ମଧ୍ୟରେ ମାଙ୍କଡ଼ର କାର୍ଯ୍ୟ ମଣିଷମାନଙ୍କ କାର୍ଯ୍ୟ ସହିତ ସମାନ ହୋଇଥାଏ। ଯେତେବେଳେ ସେମାନଙ୍କର ମଜାଳିଆ କାର୍ଯ୍ୟକଳାପ ସହିତ ଜଡ଼ିତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୁଏ, ଲୋକେ ହସି ହସି ଗଡ଼ନ୍ତି। ଏବେ ସେମିତି ଏକ ଭିଡିଓ ଲୋକଙ୍କ...
ଏମିତି ବେଳାଭୂମି, ଯେଉଁଠି ବିନା ପୋଷାକରେ ଭ୍ରମଣକୁ ରହିଛି ଅନୁମତି
ଭାରତୀୟ ନିୟମ ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ନଗ୍ନତାକୁ ଅନୁମତି ଦିଆଯାଇନାହିଁ। ମାତ୍ର ଏମିତି କିଛି ଦେଶ ରହିଛି, ଯେଉଁଠି ନଗ୍ନତାକୁ ମଧ୍ୟ ଅନୁମତି ଦିଆଯାଇଛି। ଫ୍ଲୋରିଡ଼ାରେ ରହିଛି ଏମିତି ଏକ ନ୍ୟୁଡ୍ ବିଚ୍ ବା ନଗ୍ନ ବେଳାଭୂମି। ଏଠାରେ ଆପଣ ନିଜ...
ପ୍ରାଚୀନ ସୁଡ଼ଙ୍ଗର ସନ୍ଧାନ
କାଇରୋ: ଇଜିପ୍ଟରେ ଏକ ପ୍ରାଚୀନ କାଳର ମାଗ୍ରା ମନ୍ଦିର ପାଖରେ ଏକ ସୁଡଙ୍ଗ ମିଳିଥିବା ଜଣାପଡିଛି। ଏହି ସୁଡଙ୍ଗ ଇଜିପ୍ଟର ରାଣୀ କ୍ଲିଓପାଟ୍ରାଙ୍କ ସମାଧି ପାଖରେ ପହଞ୍ଚିଥିବା ଅନୁମାନ କରାଯାଉଛି। ତେବେ ଏହି ସୁଡଙ୍ଗର ଉଚ୍ଚତା ୬ ଫୁଟ୍ ରହିଥିବାବେଳେ...
Archives


