୪ ଖାଦ୍ୟ ପ୍ଲେଟ୍ ମଧ୍ୟରୁ କିଏ ଅସଲି କିଏ ନକଲି, ଚିହ୍ନିଲେ ଦେଖି…
ଅନେକ ଲୋକ ଚିତ୍ର ଆଙ୍କିବାକୁ ପସନ୍ଦ କରନ୍ତି। କିନ୍ତୁ ସମସ୍ତେ ଭଲ ଚିତ୍ର ଆଙ୍କିବାରେ ସକ୍ଷମ ହୋଇପାରନ୍ତି ନାହିଁ। ପେଣ୍ଟିଂ ହେଉଛି ଏପରି ଏକ କଳା ଯେଉଁଥିରେ ବୟସ, ଲିଙ୍ଗ, ରଙ୍ଗ କିଛି କାମ କରେ ନାହିଁ। ଜଣେ ଛୋଟ...
ଅବସାଦ ଦୂରକରିବ ପକ୍ଷୀଙ୍କ କଳରବ
ବର୍ଲିନ, ୧୬ା୧୦: କେବେ ଭାବିଛନ୍ତି କି ସକାଳୁ ସକାଳୁ ପକ୍ଷୀଙ୍କ ସ୍ବର ଶାନ୍ତି ଲାଗେ କାହିଁକି। ଅପରାହ୍ନରେ ବି କାହିଁକି ପକ୍ଷୀମାନଙ୍କ ଘରବାହୁଡ଼ାବେଳର କଳରବ ମଧୁର ଅନୁଭବ ଆଣିଦିଏ। ଏସବୁର ଉତ୍ତର ଖୋଜିଛନ୍ତି ଜର୍ମାନୀର ଏକ ବିଶେଷଜ୍ଞ ଟିମ୍। ସହରରେ...
ଅଟୋ ଉପରେ ମିନି ଗାର୍ଡେନ, ଯାତ୍ରୀଙ୍କୁ ମିଳୁଛି ଏସି ସୁବିଧା
ଜଳବାୟୁ ପରିବର୍ତ୍ତନର ପ୍ରଭାବ ବର୍ତ୍ତମାନ ସମଗ୍ର ବିଶ୍ୱରେ ଦେଖାଦେଇଛି। ଏହାର ସଦ୍ୟତମ ଉଦାହରଣ ହେଉଛି ଅକ୍ଟୋବରରେ ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଅନ୍ୟପକ୍ଷରେ ରାଜଧାନୀ ଦିଲୀରେ ବର୍ଷା ହେବା ପରେ ପାଗ ବଦଳିଛି। ଶୀତଦିନ ଆରମ୍ଭ ହେବା ଉପରେ।...
ସୁରକ୍ଷିତ ମାତୃତ୍ୱ ଅପରିହାର୍ଯ୍ୟ
ପୃଥିବୀର ପ୍ରତିଟି ଦେଶ ସୁରକ୍ଷିତ ମାତୃତ୍ୱ ଉପରେ ଗୁରୁତ୍ୱାରୋପ କରିଥାନ୍ତି। ଉପଯୁକ୍ତ ସ୍ବାସ୍ଥ୍ୟ ସେବା ଦ୍ୱାରା ମାତୃ ଏବଂ ଶିଶୁ ମୃତ୍ୟୁ ହାର ରୋକା ଯିବା ପାଇଁ ଜାତିସଂଘ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ସଚେତନତା ସୃଷ୍ଟି...
ଜନ୍ମଦାତ୍ରୀମା’ଙ୍କୁ ଖୋଜୁଛନ୍ତି ଝିଅ
ମୁମ୍ବାଇ: ସୁଇଜରଲାଣ୍ଡରେ ରହୁଥିବା ବୀଣା ମଖିଜାନି ମୁମ୍ବାଇ ଆସି ତାଙ୍କ ଜନଦାତ୍ରୀ ମା’ଙ୍କୁ ଖୋଜୁଛନ୍ତି। ମା’ଙ୍କୁ ଖୋଜିବାରେ ବିତିଗଲାଣି ୧୦ ବର୍ଷ, କିନ୍ତୁ ଏ ପର୍ଯ୍ୟନ୍ତ ସେ ଏଥିରେ ସଫଳ ହୋଇ ନାହାନ୍ତି। ବୀଣାଙ୍କ ପାଖରେ ତାଙ୍କ ଜନ୍ମକଲା ମା’ଙ୍କ...
ସ୍ବାସ୍ଥ୍ୟ ପାଇଁ ସ୍ବଚ୍ଛତା
ସୁସ୍ଥ ସ୍ବାସ୍ଥ୍ୟ ପାଇଁ ସ୍ବଚ୍ଛତା ଜରୁରୀ। ସ୍ବଚ୍ଛତା ମଧ୍ୟରେ ଖାଇବା ପୂର୍ବରୁ ହାତ ଧୋଇବା ଅବା ବାହାରୁ ଘରକୁ ଗଲେ ଏଭଳି କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କରୋନା ମହାମାରୀ ସମୟରେ ଏ ସମ୍ପର୍କରେ ବିଶ୍ୱସ୍ତରରେ ମାର୍ଗଦର୍ଶିକା ଜାରି କରାଯାଇଥିଲା। ହାତ...
ମ୍ୟୁଜିୟମ୍ ଅଫ୍ ଦ ଫ୍ୟୁଚରରେ ‘ହ୍ୟୁମାନୋଏଡ୍ ରୋବୋ’
ରିୟାଧ: ଦୁବାଇର ମ୍ୟୁଜିୟମ୍ ଅଫ୍ ଦ ଫ୍ୟୁଜର୍ କର୍ତ୍ତୃପକ୍ଷ ସେମାନଙ୍କ ସହ ଆଉ ଜଣେ ନୂଆ ମେମ୍ବରଙ୍କୁ ସାମିଲ କରିବାକୁ ଯାଉଛନ୍ତି। ତେବେ ନୂଆ ମେମ୍ବର ହେଉଛି ହ୍ୟୁମାନୋଏଡ୍ ରୋବୋ, ଯାହାର ନଁା ହେଉଛି ‘ଆମେକା’। ତେବେ ଏହି ହ୍ୟୁମାନୋଏଡ୍...
୯୦ କୋଟିର ପେଣ୍ଟିଂକୁ ନିଜେ ଜାଳିଦେଲେ ଚିତ୍ରଶିଳ୍ପୀ, କାରଣ ଜାଣିଲେ…
ଦୁନିଆରେ ବିଭିନ୍ନ ପ୍ରକାରର ଲୋକ ଅଛନ୍ତି। ସେମାନଙ୍କର ଚିନ୍ତାଧାରା ମଧ୍ୟ ନିଜସ୍ବ ଅନୁଯାୟୀ ଚାଲିଥାଏ। ବେଳେବେଳେ ଆମେ କେତେକ ପ୍ରସିଦ୍ଧ ଏବଂ ଜଣାଶୁଣା ସେଲିବ୍ରିଟିଙ୍କ ବିଷୟରେ କିଛି ଶୁଣିବାକୁ ପାଇଥାଉ। ଯାହା ସମ୍ପୂର୍ଣ୍ଣ ଅଦ୍ଭୁତ ଲାଗେ। ବ୍ରିଟେନର ଜଣେ ପ୍ରସିଦ୍ଧ...
ପରୀକ୍ଷା ଖାତାରେ ବିବାହକୁ ନେଇ ଏମିତି ଉତ୍ତର ଲେଖିଲେ ଛାତ୍ର, ଦେଖିଲେ ହସିହସି ଗଡ଼ିବେ
ପ୍ରତିଦିନ କିଛି ନା କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ବେଳେବେଳେ ଭିଡିଓରେ ଭିନ୍ନ କିଛି ଦେଖିବାକୁ ମିଳିଥାଏ। ଯାହା କି ପରବର୍ତ୍ତୀ ସମୟରେ ଟ୍ରେଣ୍ଡ ପାଲଟିଯାଏ। ଏବେ ସେମିତି ଏକ ପୋଷ୍ଟ ଭାଇରାଲ ହେଉଛି, ଯାହା ଦେଖିଲେ...
ଭୟଙ୍କର ଏରିଆ-୫୧, ଜାଣନ୍ତୁ ଏ ସମ୍ପର୍କରେ…
ଦୁନିଆରେ ଏପରି ଅନେକ ଅଜବ ସ୍ଥାନ ଅଛି, ଯାହା ବିଷୟରେ ଅନେକ ଦୀର୍ଘଦିନ ଧରି ଅନେକ କଥା ଚର୍ଚ୍ଚା ହେଉଛି। ଏଗୁଡ଼ିକ ମଧ୍ୟରୁ କିଛି ସତ ଆଉ କିଛି ଗୁଜବ। ଏହିପରି ଗୋଟିଏ ସ୍ଥାନ ଆମେରିକାରେ ରହିଛି। ଯାହାକୁ ଆମେରିକାର...
ଜନ୍ମଦିନରେ ଯୁବତୀ ଦେଲେ ଅନ୍ତିମ ସତ୍କାର ପାର୍ଟି, କାରଣ ଜାଣିଲେ…
ପିଲା ହୁଅନ୍ତୁ କିମ୍ବା ବୟସ୍କ। ସମସ୍ତେ ଜନ୍ମଦିନ ପାଳନ କରିବାକୁ ପ୍ରାୟତଃ ଭଲ ପାଆନ୍ତି। ତଥାପି ଅନେକ ଲୋକ ଏହାକୁ ସହଜରେ ଗ୍ରହଣ କରନ୍ତି ନାହିଁ। କିଛି ଲୋକ ଜନ୍ମଦିନକୁ ଏକ ନକାରାତ୍ମକ ଢଙ୍ଗରେ ଦେଖନ୍ତି ଏବଂ ବିଶ୍ୱାସ କରନ୍ତି...
ବିପର୍ଯ୍ୟୟ ପାଇଁ ସତର୍କତା ଜରୁରୀ
ବିପର୍ଯ୍ୟୟ କ୍ଷେତ୍ରରେ ବହୁ ଧନ ଜୀବନ ହାନି ହୋଇଥାଏ। ତେବେ ଏନେଇ ପୂର୍ବରୁ ସତର୍କ ହେଲେ ଧନଜୀବନ ସୁରକ୍ଷିତ ରହିଥାଏ। ଏନେଇ ସଚେତନତା ବୃଦ୍ଧି ପାଇଁ ପ୍ରତିବର୍ଷ ଅକ୍ଟୋବର ୧୩ରେ ବିଶ୍ୱ ବିପର୍ଯ୍ୟୟ ଦିବସ ପାଳନ କରାଯାଇଥାଏ। ଅନ୍ତର୍ଜାତୀୟ ଦିବସ...
Archives


