ଫୁରସତ

ଭୟଙ୍କର ଏରିଆ-୫୧, ଜାଣନ୍ତୁ ଏ ସମ୍ପର୍କରେ…

ଦୁନିଆରେ ଏପରି ଅନେକ ଅଜବ ସ୍ଥାନ ଅଛି, ଯାହା ବିଷୟରେ ଅନେକ ଦୀର୍ଘଦିନ ଧରି ଅନେକ କଥା ଚର୍ଚ୍ଚା ହେଉଛି। ଏଗୁଡ଼ିକ ମଧ୍ୟରୁ କିଛି ସତ ଆଉ କିଛି ଗୁଜବ। ଏହିପରି ଗୋଟିଏ ସ୍ଥାନ ଆମେରିକାରେ ରହିଛି। ଯାହାକୁ ଆମେରିକାର...

ଜନ୍ମଦିନରେ ଯୁବତୀ ଦେଲେ ଅନ୍ତିମ ସତ୍କାର ପାର୍ଟି, କାରଣ ଜାଣିଲେ…

ପିଲା ହୁଅନ୍ତୁ କିମ୍ବା ବୟସ୍କ। ସମସ୍ତେ ଜନ୍ମଦିନ ପାଳନ କରିବାକୁ ପ୍ରାୟତଃ ଭଲ ପାଆନ୍ତି। ତଥାପି ଅନେକ ଲୋକ ଏହାକୁ ସହଜରେ ଗ୍ରହଣ କରନ୍ତି ନାହିଁ। କିଛି ଲୋକ ଜନ୍ମଦିନକୁ ଏକ ନକାରାତ୍ମକ ଢଙ୍ଗରେ ଦେଖନ୍ତି ଏବଂ ବିଶ୍ୱାସ କରନ୍ତି...

ବିପର୍ଯ୍ୟୟ ପାଇଁ ସତର୍କତା ଜରୁରୀ

ବିପର୍ଯ୍ୟୟ କ୍ଷେତ୍ରରେ ବହୁ ଧନ ଜୀବନ ହାନି ହୋଇଥାଏ। ତେବେ ଏନେଇ ପୂର୍ବରୁ ସତର୍କ ହେଲେ ଧନଜୀବନ ସୁରକ୍ଷିତ ରହିଥାଏ। ଏନେଇ ସଚେତନତା ବୃଦ୍ଧି ପାଇଁ ପ୍ରତିବର୍ଷ ଅକ୍ଟୋବର ୧୩ରେ ବିଶ୍ୱ ବିପର୍ଯ୍ୟୟ ଦିବସ ପାଳନ କରାଯାଇଥାଏ। ଅନ୍ତର୍ଜାତୀୟ ଦିବସ...

ସ୍ବାସ୍ଥ୍ୟ ହିଁ ସମ୍ପଦ

କୁହାଯାଏ ସୁସ୍ଥ ଶରୀର ହିଁ ସମ୍ପଦ। ଶରୀର ପ୍ରତି ଯତ୍ନବାନ ହେଲେ ସହଜରେ କୌଣସି ଶାରୀରିକ ସମସ୍ୟା ସୃଷ୍ଟି ହୋଇ ନ ଥାଏ। ଶରୀର ମଧ୍ୟରେ ଦୃଷ୍ଟିଶକ୍ତି ହେଉଛି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦୃଷ୍ଟି ଶକ୍ତି ବଜାୟ ରଖିବା ଏବଂ ଏଥିନେଇ...

ଦର୍ଶକ ଭର୍ତ୍ତି ଷ୍ଟାଡିୟମରେ ଯୁବତୀଙ୍କୁ ପ୍ରେମ ନିବେଦନ କରି ଯୁବକ ପାଇଲେ ପାନେ, ଭିଡିଓ ଦେଖିଲେ…

ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓକୁ ବାରମ୍ବାର ଦେଖିବାକୁ ଇଚ୍ଛା ହୁଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓରେ ଜଣେ ଯୁବକ ଦର୍ଶକ ଭର୍ତ୍ତି ହୋଇଥିବା ଷ୍ଟାଡିୟମରେ ଜଣେ...

ଝିଅ ସହ ଡେଟିଂ ପାଇଁ ମା’ ରଖିଲେ ଏହି ୫ ସର୍ତ୍ତ, ଜାଣିଲେ…

ପ୍ରତ୍ୟେକ ମାତାପିତା ପିଲାମାନଙ୍କ ସୁରକ୍ଷା ବିଷୟରେ ଚିନ୍ତା କରିଥାନ୍ତି। ମାତାପିତାଙ୍କ ନିକଟରେ ତାଙ୍କ ପିଲା ଯେତେ ବି ବଡ଼ ହେଉନା କାହିଁକି ସବୁବେଳେ ସେମାନେ ପିଲାଙ୍କୁ ଛୋଟ ବୋଲି ଭାବିଥାନ୍ତି। ଅନେକ ମାତାପିତା ଏନେଇ ବହୁତ ସତର୍କ ରୁହନ୍ତି। ସେହିଭଳି...

ଚର୍ଚ୍ଚାରେ ସରପଞ୍ଚ ପ୍ରାର୍ଥୀଙ୍କ ପୋଷ୍ଟର

ଚଣ୍ଡିଗଡ: ନିର୍ବାଚନ ସମୟରେ ପ୍ରାର୍ଥୀମାନେ ଭୋଟ ହାତେଇବା ପାଇଁ ଲୋକଙ୍କୁ ନାନା ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି ପ୍ରତିଶ୍ରୁତି ଦେଇଥାନ୍ତି। ସେହିପରି ହରିୟାଣାର ସିରସାଢ଼ ଗ୍ରାମରେ ହେବାକୁ ଥିବା ସରପଞ୍ଚ ନିର୍ବାଚନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜୟକରଣ...

ଆଗକୁ ଅସହ୍ୟ ହେବ ଗ୍ରୀଷ୍ମ ପ୍ରବାହ

ଲଣ୍ଡନ: ଆଗକୁ ବିଶ୍ୱରେ ଗ୍ରୀଷ୍ମ ପ୍ରବାହର ମାତ୍ରା ବଢ଼ିବା ଫଳରେ ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ। ଲୋକେ ଧରାପୃଷ୍ଠରେ ବାସ କରିବା ଏକପ୍ରକାର କଷ୍ଟକର ହୋଇପଡ଼ିବ ବୋଲି ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ରିପୋର୍ଟରୁ ଜାଣିବାକୁ ମିଳିଛି। ଆଫ୍ରିକାର ସହେଲ,...

ବସୁଧା ଟାଙ୍କିକୁ ଚଢ଼ିଗଲା ଭାଲୁ , ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ...

ଏକଦା ରାଜୀବ ଗାନ୍ଧୀଙ୍କ ଘନିଷ୍ଠ ବନ୍ଧୁ ଥିଲେ ଅମିତାଭ; ସୋନିଆଙ୍କୁ ବିବାହରେ କରିଥିଲେ ସହାୟତା; ହେଲେ ଏପରି ହୋଇଥିଲା ମତଭେଦ

ବମ୍ବେ: ଆଜି ଅର୍ଥାତ ଅକ୍ଟୋବର ୧୧,୨୦୨୨ରେ ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ୮୦ ବର୍ଷ ବୟସରେ ପାଦ ଥାପିଛନ୍ତି। ରୁପେଲି ପରଦାରେ ନିଜର ଅଭିନୟ ଶୈଳୀ ଏବଂ କଳାକୁ ନେଇ କୋଟି କୋଟି ପ୍ରଶଂସକଙ୍କ ହୃଦୟରେ ଏବେ ବି ରାଜ...

ମୁଣ୍ଡ ନୁଆଁଇ ଠାକୁରଙ୍କ ଆଶୀର୍ବାଦ ନେଉଛି ବୋଦା, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ଏକ ନିଆରା ଭିଡିଓ ଭାଇରାଲ ହେଉଛି। ଏହି ଭାଇରାଲ ଭିଡିଓରେ ଗୋଟିଏ ବୋଦା ମନ୍ଦିର ସମ୍ମୁଖରେ ଆଣ୍ଠୁମାଡି ବସି ମୁଣ୍ଡ ନୁଆଁଇ ଆଶୀର୍ବାଦ ନେଉଥିବାର ଦେଖିବାକୁ ମିଳିଛି। ଏହି ଭିଡିଓଟି କାନପୁରର ପାରାମତ ମନ୍ଦିରର ଅଟେ। ବାବା...

ସମାଜସେବାରେ ବ୍ରତୀ ଅଙ୍କିତା

ଢେଙ୍କାନାଳ ଜିଲା କାବେରା ପଞ୍ଚାୟତ ଦଧିସିଂଗା ଗ୍ରାମର ରଞ୍ଜିତା ଏବଂ ବିଷ୍ଣୁ ଚରଣ ସାହୁଙ୍କ ଜ୍ୟେଷ୍ଠା କନ୍ୟା ଅଙ୍କିତା। ଯେଉଁ ବୟସରେ ପିଲାମାନେ ରଙ୍ଗିନ ସ୍ବପ୍ନ ଦେଖିବାରେ ବିଭୋର ସେହି ବୟସରେ ଅଙ୍କିତା, ସମସ୍ତ ସାମାଜିକ ପ୍ରତିବନ୍ଧକ ଓ ପ୍ରତିକୂଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri