ଫୁରସତ

ଅଜଗର ପାଳିଥିଲେ ମହିଳା, ଶେଷରେ ଏମିତି ଘଟିଲା, ଭିଡିଓ ଦେଖିଲେ…

ସାଧାରଣତଃ ଲୋକମାନେ ଗୃହପାଳିତ ପଶୁ ରଖିବାକୁ ଭଲପାଆନ୍ତି। କେହି କେହି ଘରେ କୁକୁର,ବିଲେଇ, ଗାଈ ଏବଂ ଛେଳି ପାଳି ସେମାନଙ୍କର ଯତ୍ନ ନିଅନ୍ତି। ଅନେକ ଦେଶରେ ଲୋକମାନେ ସିଂହ ଏବଂ ବାଘ ପାଳିବାକୁ ମଧ୍ୟ ଭଲ ପାଆନ୍ତି, କିନ୍ତୁ କିଛି ଅଛନ୍ତି,…

ଆଖି ଭିତରୁ ଡୋଳା ବାହାର କରି ରେକର୍ଡ

ବ୍ରାସିଲିଆ: ପ୍ରତ୍ୟେକ ଲୋକଙ୍କ ପାଖରେ କିଛି ନା କିଛି ଅନ୍ତର୍ନିହିତ ଗୁଣ ରହିଛି। ଅନେକ ଲୋକ ବିସ୍ମୟ କଲାଭଳି ପ୍ରତିଭା ପ୍ରଦର୍ଶନ କରି ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ ମଧ୍ୟ ହାତେଇଛନ୍ତି। ସେହିପରି ବ୍ରାଜିଲ୍‌ର ସିଡନି ଡେ କାର୍‌ଭାଲହୋ ମେସ୍‌କ୍ୱିଟା ନିଜ ଆଖି…

ବିଶ୍ୱର ସବୁଠୁ ଅପରିଚ୍ଛନ୍ନ ବ୍ୟକ୍ତିଙ୍କ ବିୟୋଗ

ତେହେରାନ୍‌: ସୁସ୍ଥ ଶରୀର ପାଇଁ ସବୁବେଳେ ପରିଷ୍କାର ପରିଚ୍ଛନ୍ନ ରହିବା ନିହାତି ଦରକାର। ଏଥିଲାଗି ନିୟମିତ ଗାଧୋଇବା ଜରୁରୀ। କିନ୍ତୁ ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନେ ଗାଧୋଇବାକୁ ଭଲ ପାଆନ୍ତି ନାହିଁ। ଇରାନ୍‌ର ଆମୋଉ ହାଜି, ଯେ ବିଶ୍ୱର…

ଧନୀ ହେବାକୁ ଚାହୁଁଥିଲେ ଦୀପାବଳିରେ ଯାନ୍ତୁ ଏହି ମନ୍ଦିର

ଭାରତରେ ଅନେକ ମନ୍ଦିର ରହିଛି। ସେଥିମଧ୍ୟରୁ ମଧ୍ୟପ୍ରଦେଶର ରତ୍‌ଲାମ ସହରର ମନାକରେ ଅବସ୍ଥିତ ମା’ ମହାଲକ୍ଷ୍ମୀଙ୍କ ମନ୍ଦିର ଅନ୍ୟତମ। ସାଧାରଣତଃ ପ୍ରାୟ ସବୁ ମନ୍ଦିରରେ ଭକ୍ତମାନଙ୍କୁ ମିଠା କିମ୍ବା କିଛି ଖାଦ୍ୟ ସାମଗ୍ରୀ ପ୍ରସାଦ ଭାବେ ଦିଆଯାଏ। ମାତ୍ର ମା’ ମହାଲକ୍ଷ୍ମୀଙ୍କ…

ଅଜବ ଟୋପି ପିନ୍ଧି ପରୀକ୍ଷା ଦେଲେ ଛାତ୍ରୀଛାତ୍ର, ଏହା ପଛର କାରଣ ଜାଣିଲେ…

ସୋସିଆଲ ମିଡିଆରେ ଅନେକ ସମୟରେ ଅନେକ ଜିନିଷ ଭାଇରାଲ ହୋଇଥାଏ। ଏଥିରୁ କିଛି କଥା ଆମକୁ ଆଶ୍ଚର୍ଯ୍ୟ କରିଥାଏ। ଏବେ ଫିଲିପାଇନ୍ସରୁ ଏହିପରି କିଛି ଫଟୋ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଲୋକେ କିଛି ବୁଝିପାରିବେ ନାହିଁ। କଲେଜ ଛାତ୍ରୀଛାତ୍ର…

ଦୀପାବଳିରେ ଏଠାରେ କୁକୁରଙ୍କୁ କରାଯାଏ ପୂଜା, ଦିଆଯାଏ ସ୍ବାଦିଷ୍ଟ ବ୍ୟଞ୍ଜନ

ଆମ ଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ବେଶ୍‌ ଉତ୍ସାହର ସହ ଆଲୋକର ପର୍ବ ଦୀପାବଳି ପାଳନ କରାଯାଇଥାଏ। ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ଦୀପ ଜଳା ଯାଉଥିବା ବେଳେ ନେପାଳରେ ବି ଏହି ଉତ୍ସବ ପାଳନ କରାଯାଏ। ମାତ୍ର ଏଠାରେ ଏକ…

ଦେଶ ବିକାଶରେ ବିଶ୍ୱର ବିକାଶ

ସମସ୍ତ ଦେଶର ବିକାଶରେ ପୃଥିବୀର ବିକାଶ ସମ୍ଭବ ହୋଇପାରିଥାଏ। ୧୯୭୨ରେ ମିଳିତ ଜାତିସଂଘର ସାଧାରଣ ସଭା ଅକ୍ଟୋବର ୨୪ରେ ମିଳିତ ଜାତିସଂଘର ଦିବସ ସହିତ ବିଶ୍ୱ ବିକାଶ ସୂଚନା ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା। ୧୯୭୦ରେ ଦ୍ୱିତୀୟ ରାଷ୍ଟ୍ର ବିକାଶ…

ଶାନ୍ତିପୂର୍ଣ୍ଣ ସହାବସ୍ଥାନ ପାଇଁ ଜାତିସଂଘ

ପୃଥିବୀରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ପାଇଁ ମିଳିତ ଜାତିସଂଘର ସ୍ଥାପନା ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ହୋଇଥିଲା। ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘ ପ୍ରତିଷ୍ଠା ହୋଇଥିଲା। ତେଣୁ ବିଶ୍ୱ ଶାନ୍ତିରେ ଜାତିସଂଘର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଅକ୍ଟୋବର…

ଭାରତୀୟ ପରମ୍ପରାରେ ଦୀପାବଳି

ଆମ ଦେଶ ଭାରତ ସାରା ଜଗତରେ ଦେବଭୂମି ରୂପେ କଥିତ। ବିଶ୍ୱକୁ ଆଧ୍ୟାତ୍ମିକ ଆଲୋକରେ ପ୍ରତିଭାତ କରୁଥିବା ଭାରତ ଅନେକ ପର୍ବପର୍ବାଣିର ଲୀଳାଭୂମି। ତନ୍ମଧ୍ୟରୁ ଦୀପାବଳି ଉତ୍ସବର ମହତ୍ତ୍ୱ ସର୍ବୋଚ୍ଚ ଓ ପ୍ରଧାନ। କଶ୍ମୀରଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଏହି ଉତ୍ସବକୁ ଆମ…

ଭାଇରାଲ ହେଉଛି ଆଇଏଏସ୍‌ଙ୍କ ୨୨ ବର୍ଷର ପୁରୁଣା ଚିଠି

ଆଇଏଏସ୍‌ ଉଦିତ ପ୍ରକାଶ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ସେ ତାଙ୍କ ଜୀବନ ସହିତ ଜଡ଼ିତ ଅନେକ ମଜାଦାର କଥା ଶେୟାର କରନ୍ତି। ଏବେ ସେ ତାଙ୍କର ୨୨ ବର୍ଷର ଏକ ପୁରୁଣା ଚିଠି ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ…

କୁକୁରଙ୍କ ପାଇଁ ରେଷ୍ଟୁରାଣ୍ଟ

ଯେଉଁମାନେ ଘରେ ପେଟ୍‌ ରଖିଥାନ୍ତି, ସେମାନଙ୍କ ପାଇଁ ତାଙ୍କ ପେଟ୍‌ ପରିବାରର ସଦସ୍ୟ ଭଳି ହୋଇଥାନ୍ତି। ସେମାନେ ତାଙ୍କୁ ସବୁ ପ୍ରକାରର ସୁବିଧା ସୁଯୋଗ ଦେବାକୁ ଚାହାନ୍ତି। କିନ୍ତୁ ଯେତେବେଳେ କୌଣସି ରେଷ୍ଟୁରାଣ୍ଟକୁ ଯିବାକୁ ହୁଏ, ସେତେବେଳେ ସେମାନଙ୍କୁ ନେବା ସମ୍ଭବ…

ମେଣ୍ଢା ଗଣି ଗଣି ଶୋଇବେ

ଆଜିକାଲି ଇଣ୍ଟରନେଟ୍‌ ଓ ସ୍ମାର୍ଟଫୋନ୍‌ ଜୀବନର ଏକ ମୁଖ୍ୟ ଅଂଶ ପାଲଟିଗଲାଣି। ଏଥିରେ ମଣିଷ ଏତେ ସମୟ ବିତାଉଛି ଯେ, ଅନ୍ୟ ସବୁ କିଛି ଭୁଲି ଯାଉଛି। ଫଳରେ ଅନେକ ସମସ୍ୟା ଦେଖାଦେଉଛି। ଯେଉଁଥିରେ ଅନିଦ୍ରା ଏକ ବଡ଼ ସମସ୍ୟା। ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri