ଫୁରସତ

ଚର୍ଚ୍ଚାରେ ସରପଞ୍ଚ ପ୍ରାର୍ଥୀଙ୍କ ପୋଷ୍ଟର

ଚଣ୍ଡିଗଡ: ନିର୍ବାଚନ ସମୟରେ ପ୍ରାର୍ଥୀମାନେ ଭୋଟ ହାତେଇବା ପାଇଁ ଲୋକଙ୍କୁ ନାନା ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି ପ୍ରତିଶ୍ରୁତି ଦେଇଥାନ୍ତି। ସେହିପରି ହରିୟାଣାର ସିରସାଢ଼ ଗ୍ରାମରେ ହେବାକୁ ଥିବା ସରପଞ୍ଚ ନିର୍ବାଚନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜୟକରଣ ଲାଥଓ୍ବାଲ…

ଆଗକୁ ଅସହ୍ୟ ହେବ ଗ୍ରୀଷ୍ମ ପ୍ରବାହ

ଲଣ୍ଡନ: ଆଗକୁ ବିଶ୍ୱରେ ଗ୍ରୀଷ୍ମ ପ୍ରବାହର ମାତ୍ରା ବଢ଼ିବା ଫଳରେ ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ। ଲୋକେ ଧରାପୃଷ୍ଠରେ ବାସ କରିବା ଏକପ୍ରକାର କଷ୍ଟକର ହୋଇପଡ଼ିବ ବୋଲି ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ରିପୋର୍ଟରୁ ଜାଣିବାକୁ ମିଳିଛି। ଆଫ୍ରିକାର ସହେଲ, ଏସିଆର…

ବସୁଧା ଟାଙ୍କିକୁ ଚଢ଼ିଗଲା ଭାଲୁ , ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ ଭାଲୁକୁ…

ଏକଦା ରାଜୀବ ଗାନ୍ଧୀଙ୍କ ଘନିଷ୍ଠ ବନ୍ଧୁ ଥିଲେ ଅମିତାଭ; ସୋନିଆଙ୍କୁ ବିବାହରେ କରିଥିଲେ ସହାୟତା; ହେଲେ ଏପରି ହୋଇଥିଲା ମତଭେଦ

ବମ୍ବେ: ଆଜି ଅର୍ଥାତ ଅକ୍ଟୋବର ୧୧,୨୦୨୨ରେ ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ୮୦ ବର୍ଷ ବୟସରେ ପାଦ ଥାପିଛନ୍ତି। ରୁପେଲି ପରଦାରେ ନିଜର ଅଭିନୟ ଶୈଳୀ ଏବଂ କଳାକୁ ନେଇ କୋଟି କୋଟି ପ୍ରଶଂସକଙ୍କ ହୃଦୟରେ ଏବେ ବି ରାଜ କରୁଛନ୍ତି…

ମୁଣ୍ଡ ନୁଆଁଇ ଠାକୁରଙ୍କ ଆଶୀର୍ବାଦ ନେଉଛି ବୋଦା, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ଏକ ନିଆରା ଭିଡିଓ ଭାଇରାଲ ହେଉଛି। ଏହି ଭାଇରାଲ ଭିଡିଓରେ ଗୋଟିଏ ବୋଦା ମନ୍ଦିର ସମ୍ମୁଖରେ ଆଣ୍ଠୁମାଡି ବସି ମୁଣ୍ଡ ନୁଆଁଇ ଆଶୀର୍ବାଦ ନେଉଥିବାର ଦେଖିବାକୁ ମିଳିଛି। ଏହି ଭିଡିଓଟି କାନପୁରର ପାରାମତ ମନ୍ଦିରର ଅଟେ। ବାବା ଆନନ୍ଦଦେବଙ୍କ…

ସମାଜସେବାରେ ବ୍ରତୀ ଅଙ୍କିତା

ଢେଙ୍କାନାଳ ଜିଲା କାବେରା ପଞ୍ଚାୟତ ଦଧିସିଂଗା ଗ୍ରାମର ରଞ୍ଜିତା ଏବଂ ବିଷ୍ଣୁ ଚରଣ ସାହୁଙ୍କ ଜ୍ୟେଷ୍ଠା କନ୍ୟା ଅଙ୍କିତା। ଯେଉଁ ବୟସରେ ପିଲାମାନେ ରଙ୍ଗିନ ସ୍ବପ୍ନ ଦେଖିବାରେ ବିଭୋର ସେହି ବୟସରେ ଅଙ୍କିତା, ସମସ୍ତ ସାମାଜିକ ପ୍ରତିବନ୍ଧକ ଓ ପ୍ରତିକୂଳ ପରିସ୍ଥିତିକୁ…

ମନ୍ଦିରରେ ରହୁଥିବା ‘ଶାକାହାରୀ କୁମ୍ଭୀର’ର ମୃତ୍ୟୁ

ଥିରୁଭାନନ୍ତପୁରମ,୧୦।୧୦: କେରଳର ଶ୍ରୀ ଅନନ୍ତପଦ୍ମନାବା ସ୍ବାମୀ ମନ୍ଦିରରେ ରହୁଥିବା ‘ଶାକାହାରୀ କୁମ୍ଭୀର’ ଦେହାନ୍ତ ହୋଇଛି। ‘ବାବିଆ’ ଭାବରେ ଜଣାଶୁଣା ଏହି କୁମ୍ଭୀରଟି ଗତ ୭୦ ବର୍ଷ ଧରି ମନ୍ଦିରର ହ୍ରଦରେ ରହୁଥିଲା। ଏହି କୁମ୍ଭୀର ବିଷୟରେ ସବୁଠାରୁ ବିଶେଷ କଥା ହେଲା…

କଲୋନୀର ନାମ କାଦୁଅନଗର, ନରକପୁରୀ

ଲକ୍ଷ୍ନୌ: ବର୍ଷା କାରଣରୁ ରାସ୍ତାରେ ପାଣି ଦୀର୍ଘ ଦିନ ପର୍ଯ୍ୟନ୍ତ ଜମି ରହିବା ଓ ତାହା ନିଷ୍କାସନ ପାଇଁ ଉପଯୁକ୍ତ ଡ୍ରେନ୍‌ର ସୁବିଧା ନ ଥିବା କାରଣରୁ ଆଗ୍ରାବାସୀ ଅତିଷ୍ଠ ହୋଇପଡ଼ିଛନ୍ତି। ଶେଷରେ ଅନେକ କଲୋନୀର ନାମକୁ ବଦଳାଇ ସେମାନେ କାଦୁଅନଗର,…

ନାଗସାପ ମୁଣ୍ଡରେ ଚୁମ୍ବନ ଦେଉଥିଲେ ଯୁବକ, ଘଟିଲା ଏମିତି

ବେଙ୍ଗାଲୁରୁ,୧୦।୧୦: କର୍ନାଟକର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଜଣେ ଯୁବକ ନାଗସାପକୁ ଉଦ୍ଧାର କରିବା ପରେ ତା’ ମୁଣ୍ଡରେ ଚୁମ୍ବନ ଦେବାକୁ ଚେଷ୍ଟା କରୁଥିଲେ। ତେବେ ସାପ ସେହି ଯୁବକଙ୍କ ଓଠକୁ କାମୁଡ଼ି ଦେଇଥିଲା। ଏହି ଘଟଣା…

ହଠାତ୍‌ କୋମାରୁ ଉଠି ମହିଳା କହିଲେ, ମୁଁ ଭଗବାନଙ୍କୁ ଭେଟିଲି: ଆଉ ତା’ପରେ…

ଯେତେ ପ୍ରକାର ରୋଗ ବଢୁଛି, ଚିକିତ୍ସା ବିଜ୍ଞାନରେ ସେତେ ଅଧିକ ଅଗ୍ରଗତି ହୋଇଛି। ପ୍ରାୟ ସମସ୍ତ ରୋଗର ଚିକିତ୍ସା ବର୍ତ୍ତମାନ ସମ୍ଭବ ହୋଇଛି। କିନ୍ତୁ ବେଳେବେଳେ ଏପରି କିଛି ଚମତ୍କାର ଘଟେ, ଯାହା ପ୍ରକୃତି ଏବଂ ଭଗବାନଙ୍କ ଉପରେ ଲୋକଙ୍କ ବିଶ୍ୱାସ…

ହାତଲେଖା ଆଗରେ ଫେଲ୍‌ ମାରିବ କମ୍ପ୍ୟୁଟର, ଭିଡିଓ ଦେଖିଲେ…

ଆଜିର କମ୍ପ୍ୟୁଟର ଯୁଗରେ ଲୋକମାନେ ଲେଖାଲେଖି ଏକପ୍ରକାର ଭୁଲିଗଲେଣି। ସ୍କୁଲ ମଧ୍ୟ ବର୍ତ୍ତମାନ ଡିଜିଟାଲ ହୋଇଯାଇଛି। ଏହି କାରଣରୁ ବର୍ତ୍ତମାନ ପିଲାମାନେ ସେମାନଙ୍କର ସମସ୍ତ ପ୍ରୋଜେକ୍ଟ କମ୍ପ୍ୟୁଟର ଏବଂ ଟ୍ୟାବ୍‌ରେ କରୁଛନ୍ତି। ଏପରି ଏକ ସମୟ ଥିଲା ଯେତେବେଳେ ଲୋକମାନେ ସେମାନଙ୍କର…

ପଜଲ୍‌ ସଂଗ୍ରହ କରି ରେକର୍ଡ

ବର୍ଲିନ୍‌: ଜର୍ମାନର ଜଣେ ବ୍ୟକ୍ତି ରୁବିକ୍ସ କ୍ୟୁବ୍‌ ସଂଗ୍ରହ କରି ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ କରିଛନ୍ତି। ବାଭାରିଆର ୪୦ ବର୍ଷୀୟ ଫ୍ଲୋରିଆନ୍‌ କାଷ୍ଟେନ୍‌ମେରଙ୍କ ପସନ୍ଦ ରୋଟେଟିଂ ପଜଲ୍‌ ସଂଗ୍ରହ କରିବା ବିଶ୍ୱର ବିଭିନ୍ନ ସ୍ଥାନରୁ ପାଖାପାଖି ୧,୫୧୯ଟି ପଜଲ ସଂଗ୍ରହ କରିପାରିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri