ଫୁରସତ

ଶୋଇଥିବା କୁମ୍ଭୀର ଉପରେ ଚଢ଼ିଗଲା ବତକ, ଆଉ ତା’ ଉପରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରୁଛି। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ନଦୀ ଉପରେ…

୫୯ ବର୍ଷ ପରେ ନିକଟତର ହେବ ବୃହସ୍ପତି

ଓ୍ବାଶିଂଟନ୍‌: ସମୟକ୍ରମେ ଗ୍ରହ ଓ ଉପଗ୍ରହମାନଙ୍କ ଚଳନ ହୋଇଥାଏ। ମାଇଲ, ମାଇଲ ଦୂରରେ ଥିବା ଗ୍ରହ ଅନେକ ସମୟରେ ପୃଥିବୀ କିମ୍ବା ଅନ୍ୟ ଗ୍ରହମାନଙ୍କ ନିକଟତର ହୋଇଥାନ୍ତି, ଯାହାକୁ ସୌରମଣ୍ଡଳରେ ଗ୍ରହମାନଙ୍କ ଐତିହାସିକ ମୁହୂର୍ତ୍ତ ବୋଲି କୁହାଯାଇପାରିବ। ପୃଥିବୀଠାରୁ ୬୦୦ ମିଲିୟନ୍‌…

ବର୍ଷକର ପୁଅକୁ କୋଳରେ ଧରି ଇ-ରିକ୍ସା ଚଳାଉଛନ୍ତି ଏହି ମା’; ଅନେକଙ୍କ ପାଇଁ ସାଜିଛନ୍ତି ପ୍ରେରଣା

ସନ୍ତାନଟିଏ ପାଇଁ ମା’ କେବଳ ନଅ ମାସ ଗର୍ଭରେ ଧରିବା ସହ ଯନ୍ତ୍ରଣା ସହେ ନାହିଁ, ଆବଶ୍ୟକ ପଡ଼ିଲେ ସେ ପିତାର ଦାୟିତ୍ୱ ମଧ୍ୟ ତୁଲାଇପାରେ। ଆଜିକାଲି ସମୟରେ ପରିବାର ଏବଂ ପିଲାଙ୍କୁ ଭଲ ପୋଷଣ ଦେବାରେ ମହିଳାମାନେ ପଛରେ ନାହାନ୍ତି।…

ପାଣି ଭିତରେ ଓଲଟା ମୁନ୍‌ଓ୍ବାକ୍‌ କଲେ ମଡେଲ, ଭିଡିଓ ଦେଖିଲେ…

ବେଳେବେଳେ ଲୋକମାନେ ଏମିତି କଳାକୌଶଳ ପ୍ରଦର୍ଶନ କରନ୍ତି ଯେ, ଦେଖିଲେ ଆଖି ଲାଖିଯାଏ। ଏମିତି ପ୍ରତିଭା ଦେଖି ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଏବେ ସୋସିଆଲ ମିଡିଆରେ ସେମିତି ଏକ ଆଖିଦୃଶିଆ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ମଡେଲ…

୪ ମହିଳାଙ୍କୁ ଗୋଲକିପର୍ସ ଗ୍ଲୋବାଲ୍‌ ଗୋଲ୍ସ ଆଓ୍ବାର୍ଡ

ନ୍ୟୁୟର୍କ: ଜାତିସଂଘର ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି) ହାସଲରେ ଉଲ୍ଲେଖନୀୟ ଅବଦାନ ପାଇଁ ଭାରତର ରାଧିକା ବାତ୍ରା, ଆଫଗାନିସ୍ତାନର ଜହରା ଜୋୟା, ଉଗାଣ୍ଡାର ଭନେସା ନାକାଟେ ଏବଂ ୟୁରୋପୀୟ କମିଶନ ଅଧ୍ୟକ୍ଷା ଉର୍ସୁଲା ଭୋନ୍‌ ଡେୟାର୍‌ ଲେୟେନ୍‌ଙ୍କୁ ଗେଟ୍ସ ଫାଉଣ୍ଡେଶନ୍‌ ପକ୍ଷରୁ…

୬୭ ପବ୍‌ରେ ମଦ ପିଇ ୱାଲର୍‌ଡ ରେକର୍ଡ

ଲଣ୍ଡନ: ୱାଲର୍‌ଡ ରେକର୍ଡ କରିବା ନିଶାରେ ଅନେକ ବ୍ୟକ୍ତି ଅଜବ କାମ କରିବାକୁ ପଛାଇ ନ ଥାନ୍ତି। ଏପରି ଏକ ଘଟଣା ସାମ୍‌ନାକୁ ଆସିଛି। ବ୍ରିଟେନ୍‌ରେ ରହୁଥିବା ୨୨ ବର୍ଷୀୟ ନାଥନ କ୍ରିମ୍ପ ୱାଲର୍‌ଡ ରେକର୍ଡ କରିବା ପାଇଁ ଦୌଡି ଦୌଡି…

ଖାଲଖମା ରାସ୍ତାରେ ଫଟୋଶୁଟ୍‌ କଲେ କନ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଥିରୁଭାନନ୍ତପୁରମ,୨୨।୯: ଆଜିକାଲି ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଏହି କାରଣରୁ ଖାଲ ରାସ୍ତା ଓ ଗଳିରେ ପାଣି ଜମା ହୋଇରହିଛି। ସମସ୍ତଙ୍କ ପାଇଁ ନିଜ ସହରର ସମସ୍ୟାକୁ ସରକାରଙ୍କ ଆଗରେ ଉପସ୍ଥାପନ କରିବା ସହଜ ନୁହେଁ, କିନ୍ତୁ କେରଳର…

‘ମୋ ବାପା ପୋଲିସ, ଗୁଳି ମାରିଦେବି’

ସୋସିଆଲ ମିଡିଆରେ ଏମିତି କିଛି ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥାଏ, ଯାହା ବେଳେବେଳେ ଚର୍ଚ୍ଚାର ବିଷୟ ପାଲଟିଥାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ କୁନି ଶିଶୁଟି ନିଜ ସ୍କୁଲ ଶିକ୍ଷକଙ୍କୁ ଧମକ ଦେଇଛନ୍ତି। ଭିଡିଓ ଦେଖି…

ମାସ୍କ ଦୋଳିରେ ଝୁଲୁଛି ଶୁଆ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୋଇଥାଏ। କିଛି ଭିଡିଓ ଲୋକଙ୍କୁ ବେଶ୍‌ ମନୋରଞ୍ଜନର ଖୋରାକ ଯୋଗାଇଥାଏ। ଏବେ ସେମିତି ଏକ ଭିଡିଓ ଦେଖିବାକୁ ମିଳିଛି। ଯେଉଁଥିରେ ଏକ ଶୁଆ କାର୍‌ରେ ଏକ ମାସ୍କକୁ ଦୋଳି କରି ଝୁଲୁଛି। ଶୁଆଟିର…

ରାତାରାତି କୋଟିପତି ହୋଇଗଲେ ଯୁବକ

ପାଟନା,୨୨।୯: ବିହାରର ଆରାହା ନିବାସୀ ସୌରଭ କୁମାରଙ୍କ ଭାଗ୍ୟ ହଠାତ୍‌ ବଦଳିଯାଇଛି। ସେ ରାତାରାତି କୋଟିପତି ହୋଇଯାଇଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ଟ୍ୟୁସନ ଶିକ୍ଷା ଦେଉଥିବା ସୌରଭ ଦୁଇ ବର୍ଷ ଧରି ଅନଲାଇନ କ୍ରିକେଟ ଖେଳରେ ନିଜ ଭାଗ୍ୟ ପରୀକ୍ଷା କରୁଥିଲେ। ଗତ ଭାରତ…

ଜଣେ ପୁରୁଷଙ୍କ ସ୍ତ୍ରୀ ହୋଇଛନ୍ତି ୩ ଭଉଣୀ, କାରଣ ଜାଣିଲେ…

ଆପଣ ନିଶ୍ଚିତ ଭାବରେ ଏହି କଥା ଶୁଣିଥିବେ ଯେ, ଜଣେ ମହିଳା ସବୁକିଛି ବାଣ୍ଟି ପାରିବେ କିନ୍ତୁ ପ୍ରେମ କିମ୍ବା ସ୍ବାମୀଙ୍କୁ କାହା ସହ ବାଣ୍ଟି ପାରିବେ ନାହିଁ। କିନ୍ତୁ ଜଣେ ମହିଳା ଏହି ଭାବନାକୁ ବଦଳାଇ ଦେଇଛନ୍ତି। ସେ ନିଜ…

ସମୁଦ୍ରରେ ‘ଓ୍ବାଟରସ୍ପାଉଟ୍‌’, ଭିଡିଓ ଦେଖିଲେ…

ପ୍ରକୃତି ଯେତିକି କରାଳ ରୂପ ଦେଖାଏ, ସେତିକି ଚମତ୍କାର ଦୃଶ୍ୟ ଦେଖାଏ। ବେଳେବେଳେ ପ୍ରକୃତିରାଣୀ ଏତେ ଶାନ୍ତ ହୋଇଯାଏ ଯେ, ଆମେ ତା’ କୋଳରେ କିଛି ସମୟ ଆରାମରେ ବିତାଇବାକୁ ଚେଷ୍ଟା କରୁ। ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?