ଫୁରସତ

୪୫ କିଲୋମିଟର ପାଇଁ ଉବର ଚାର୍ଜ କଲା ଏତିକି ଟଙ୍କା, ଜାଣିଲେ…

ଆଜିକାଲି ଅଧିକାଂଶ ଜିନିଷ ଅନ୍‌ଲାଇନରେ ସହଜରେ ଉପଲବ୍ଧ।ଆମେ ସବୁବେଳେ ଭାବୁ ସହଜରେ ଜିନିଷ ଆମ ସାମ୍ନାକୁ ଆସୁ। ଖାଦ୍ୟପାନୀୟଠାରୁ ଆରମ୍ଭ କରି ଯାତାୟାତ ପର୍ଯ୍ୟନ୍ତ, ଅନ୍‌ଲାଇନ ଆବେଦନ ମାଧ୍ୟମରେ ଏହି ସୁବିଧା ଉପଲବ୍ଧ। ଯଦିଓ ଏହି କାରଣରୁ ଜୀବନ ସହଜ ହୋଇଯାଉଛି।…

ଏମିତି ଭାବଭଙ୍ଗୀରେ ହାତୀ ଫେରାଉଛି ଶିଶୁର ଜୋତା, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୋଇଥାଏ। କିଛି ଭିଡିଓକୁ ଲୋକମାନେ ବହୁତ ପସନ୍ଦ କରିଥାନ୍ତି। ବିଶେଷକରି ପଶୁପକ୍ଷୀମାନେ ଯେତେବେଳେ କିଛି ବୁଦ୍ଧିମାନ କାର୍ଯ୍ୟ କରନ୍ତି, ଲୋକମାନେ ସେମାନଙ୍କୁ ବହୁତ ଭଲ ପାଆନ୍ତି। ଏବେ ସେମିତି ଏକ ଭିଡିଓ…

ମନ୍ଦିରରେ ମାଙ୍କଡ଼-ମହିଳାଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ , ଆଉ ଶେଷରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ସ୍କଟ୍‌ଲାଣ୍ଡରେ ମାଗଣା ସାନିଟାରି ନାପ୍‌କିନ୍‌

ଇଡିନ୍‌ବର୍ଗ: ସ୍କଟଲାଣ୍ଡ ବିଶ୍ୱର ପ୍ରଥମ ଦେଶ ଯେ, ମହିଳାମାନଙ୍କୁ ମାଗଣା ସାନିଟାରି ନାପ୍‌କିନ୍‌ ବାଣ୍ଟିପାକୁ ଯାଉଛି। ପାର୍ଲାମେଣ୍ଟରେ ଏ ନେଇ ବିଲ୍‌ ପାରିତ ହୋଇସାରିଥିବାବେଳେ ସୋମବାରଠାରୁ ଏହା ଦେଶବ୍ୟାପୀ ଲାଗୁ କରାଯାଇଛି। ଫ୍ରି ସାନିଟାରି ନାପ୍‌କିନ୍‌ ବଣ୍ଟନ ନେଇ ସ୍କଟଲାଣ୍ଡ ଫାଷ୍ଟ…

ଏଲିଅନ୍‌ଙ୍କ ରହସ୍ୟ ଖୋଲିବ ୟୁରୋପା

ନୂଆଦିଲ୍ଳୀ: ସୌର ମଣ୍ଡଳର ସବୁଠାରୁ ବୃହତ୍ତମ ଗ୍ରହ ବୃହସ୍ପତିର ବରଫାବୃତ ଚନ୍ଦ୍ର ୟୁରୋପାରୁ ଏଲିଅନ୍‌ମାନଙ୍କ ଖୋଜ୍‌ କରିବାକୁଯାଉଛି ନାସା। ନାସାର ସଦ୍ୟ ଗବେଷଣା ଅନୁସାରେ ୟୁରୋପାରେ ଜୀବନ ନିର୍ବାହର ସୁଯୋଗ ରହିଛି। ବର୍ତ୍ତମାନ ସମୟରେ ଏଲିଅନ୍‌ମାନଙ୍କ ଅବସ୍ଥିତି ବିଷୟରେ ତଥ୍ୟ ସଂଗ୍ରହ…

ବାଘକୁ ଚକମା ଦେଇ ଚାଲିଗଲା ମୟୂର, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଅବିବାହିତଙ୍କ ସଂଖ୍ୟା ବୃଦ୍ଧି : ବିବାହ ଓ୍ବେବସାଇଟ୍‌ ଆରମ୍ଭ କରିବ ପଞ୍ଚାୟତ…

କନ୍ନୁର, ୧୬।୮ : କେରଳର କନ୍ନୁର ଜିଲାର ପିନାରାଇ ଗ୍ରାମ ପଞ୍ଚାୟତରେ ଅବିବାହିତ ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ପଞ୍ଚାୟତ ଏହା ଉପରେ ଉଦବେଗ ପ୍ରକାଶ କରିଛି। କେବଳ ଏତିକି ନୁହେଁ, ଏହି ସମସ୍ୟାକୁ ଦୂର କରିବା ପାଇଁ ପଞ୍ଚାୟତ ପକ୍ଷରୁ…

ଯୁବକଙ୍କୁ ଉଡ଼ାଇ ନେଉଛି ଭୟଙ୍କର ପବନ, ଭିଡିଓ ଦେଖିଲେ…

ପ୍ରକୃତିର ଅନେକ ରୂପ ରହିଛି। ଏହା ବେଳେବେଳେ ଉଗ୍ର ରୂପ ଧାରଣ କରେ। ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଯୁବକ ସମୁଦ୍ର କୂଳରେ ଉଡୁଥିବାର ନଜର ଆସିଛନ୍ତି। ଯଦିଓ ସେ ବାସ୍ତବରେ ଉଡୁନାହାନ୍ତି,…

‘ସାମାଜିକ ମୂଲ୍ୟବୋଧ ବଜାୟ ରହୁ’

ସମାଜରୁ ନିଶା ଓ ହିଂସାର ବିଲୋପ ଘଟି ସାମାଜିକ ମୂଲ୍ୟବୋଧ ବଜାୟ ରହୁ। ମହାତ୍ମା ଗାନ୍ଧୀ, ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଭଳି ମହା ମନୀଷୀଙ୍କ ଆଦର୍ଶ ଓ ଚିନ୍ତାଧାରା ଏବେ ଯୁବପିଢ଼ିଙ୍କଠାରୁ ଦୂରେଇ ଯାଉଛି। ସମାଜରେ ମୂଲ୍ୟବୋଧ କ୍ରମଶଃ ଅବକ୍ଷୟମୁଖୀ ହେଉଥିବା…

ଦେଶପ୍ରେମର ଊର୍ଜା

ଈଶ୍ୱରଙ୍କ ଅମୃତ ସନ୍ତାନ କହିଲେ ସମଗ୍ର ମନୁଷ୍ୟ ସମାଜକୁ ଇଙ୍ଗିତ କରେ। ବିଶ୍ୱର ବିଭିନ୍ନ ଭୂଖଣ୍ଡରେ ଥିବା ମଣିଷ ସମାଜର ସାମଗ୍ରିକ ପ୍ରଚେଷ୍ଟାରେ ପ୍ରତ୍ୟେକ ଭୂଖଣ୍ଡଗୁଡ଼ିକ ଗୋଟିଏ ଗୋଟିଏ ସମୃଦ୍ଧ ରାଷ୍ଟ୍ରରେ ପରିଣତ ହୋଇଛି। ବିଭିନ୍ନ ଦେଶରେ ଜନ୍ମ ନେଇଥିବା ଅନେକ…

ଦେଶଭକ୍ତିର ଅନନ୍ୟ ଉଦାହାରଣ: କାର୍‌କୁ ତ୍ରିରଙ୍ଗା ଥିମ ଦେବା ପାଇଁ ଖର୍ଚ୍ଚ କଲେ ୨ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧୫ା୮: ଭାରତ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରତ୍ୟେକ ଭାରତୀୟ ଦେଶପ୍ରେମର ରଙ୍ଗରେ ବୁଡି ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ଯୋଗଦେଇ ଦେଶବାସୀ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରୁଛନ୍ତି। ଗୁଜରାଟ ସୁରଟର…

୬ଟି ପର୍ଯ୍ୟାୟରେ ବଦଳିଥିଲା ତ୍ରିରଙ୍ଗାର ରଙ୍ଗ, ଜାଣନ୍ତୁ ପ୍ରଥମେ କେମିତି ଥିଲା…

ଭାରତ ଚଳିତବର୍ଷ ୭୫ ତମ ପୂର୍ତ୍ତି ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରତିଥର ପରି ଏଥର ଆମ ଦେଶର ଜାତୀୟ ପତାକା ‘ତ୍ରିରଙ୍ଗା’ ଗର୍ବର ସହିତ ଉତ୍ତୋଳନ କରାଯିବ। ତ୍ରିରଙ୍ଗାର ବର୍ତ୍ତମାନର ଯେଉଁ ରୂପ ରଙ୍ଗ ଦେଖୁଛନ୍ତି ତାହା ପ୍ରଥମ ନୁହେଁ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri